ଖଣ୍ଡାଲା ଗର୍ଲରୁ ଆଦିତ୍ୟଙ୍କ ଜୀବନସାଥୀ…
ମୁମ୍ବାଇ: ବଲିଉଡ ଅଭିନେତ୍ରୀ ରାଣୀ ମୁଖାର୍ଜୀଙ୍କୁ ରବିିବାର ୪୩ ବର୍ଷ ପୂରଣ ହୋଇଛି। ସେ ୧୯୭୮ ମାର୍ଚ୍ଚ ୨୧ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ରାଣୀଙ୍କ ଅଭିନୟ ଦକ୍ଷତାକୁ ଦର୍ଶକ ବେଶ ପସନ୍ଦ କରିଥାନ୍ତି। ୧୯୯୬ରେ ରାଜା କି ଆୟେଗି ବାରାତ୍ରେ ସେ…
ମାତ୍ର କେଇ ଘଣ୍ଟାର ଅପେକ୍ଷା: ଜାଣନ୍ତୁ କେଉଁଠି ଆଉ କେତେବେଳେ ଦେଖିପାରିବେ ଇଂଲଣ୍ଡ-ଭାରତ ନିର୍ଣ୍ଣାୟକ ମୁକାବିଲା
ନୂଆଦିଲ୍ଲୀ,୨୦।୩: ଭାରତ-ଇଂଲଣ୍ଡ ମଧ୍ୟରେ ଶନିବାର ନିର୍ଣ୍ଣାୟକ ଟି୨୦ ମ୍ୟାଚ୍ ଖେଳାଯିବ। ବର୍ତ୍ତମାନ ଉଭୟ ଦଳ ସମାନ ସ୍ଥିତିରେ ଥିବା ଯୋଗୁ ଏହି ମ୍ୟାଚ୍ଟିକୁ ଜିତିବା ଉଦ୍ଦେଶ୍ୟରେ ପଡ଼ିଆକୁ ଓହ୍ଲାଇବେ। ଏଣୁ ଦଳରେ କିଛି ପରିବର୍ତ୍ତନ କରାଯିବା ଆଶା କରାଯାଉଛି। କେଉଁଠି ଖେଳାଯିବ:…
ପ୍ରଥମ ଥର ଦିନିକିଆ ଟିମ୍ରେ ସୁଯୋଗ ମିଳିବା ପରେ ଏହି ଦୁଇ କ୍ରିକେଟରଙ୍କ ଖୁସି କହିଲେ ନ ସରେ: କହିଲେ…
ନୂଆଦିଲ୍ଲୀ,୨୦।୩: ଇଂଲଣ୍ଡ ମଧ୍ୟରେ ଖେଳାଯିବାକୁ ଥିବା ଦିନିକିଆ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି। ଏଥିରେ କିଛି ନୂଆ ମୁହଁକୁ ଦେଖିବାକୁ ମିଳିଛି। ପ୍ରଥମ ଥର ପାଇଁ ଦିନିକିଆ ଦଳରେ ସାମିଲ ହୋଇଥିବାରୁ କ୍ରୁଣାଳ ପାଣ୍ଡ୍ୟା ଏବଂ ପ୍ରସିଦ୍ଧ କ୍ରିଷ୍ଣା,…
୪୦ ବର୍ଷରେ ବିବାହ କରିବାକୁ ଯାଉଛନ୍ତି ପ୍ରିୟଙ୍କା ଚୋପ୍ରାଙ୍କ ପୂର୍ବତନ ପ୍ରେମିକ
ବଲିଉଡ୍ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରାଙ୍କ ପୂର୍ବତନ ପ୍ରେମିକ ତଥା ହ୍ରିତିକ୍ ରୋଶନଙ୍କ ଲୁକ୍ ଆଇକନ୍ ହରମନ ବାବେଜା(୪୦) ତାଙ୍କ ଭାବି ସ୍ତ୍ରୀଙ୍କୁ ମାର୍ଚ୍ଚ ୨୧ରେ ବିବାହ କରିବାକୁ ଯାଉଛନ୍ତି। ଏବେଠାରୁ ତାଙ୍କର ପ୍ରି ଓ୍ବେଡିଂ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ଶୁକ୍ରବାର ରାତିରେ…
ଏଭଳି ଉପଅଧିନାୟକ କେଉଁଠି ମିଳିବେ: ଶାର୍ଦ୍ଦୁଳ କହିଲେ ପଡ଼ିଆରେ କୋହଲି ନୁହନ୍ତି ବରଂ ରୋହିତ…
ଅହମ୍ମଦାବାଦ,୨୦।୩: ଇଂଲଣ୍ଡ ବିପକ୍ଷ ଚତୁର୍ଥ ଟି୨୦ରେ ଉଲ୍ଲେଖନୀୟ ବୋଲିଂ କରି ଭାରତୀୟ ଦଳକୁ ଜିତାଇଥିଲେ ଶାର୍ଦ୍ଦୁଳ ଠାକୁର। ହେଲେ ମ୍ୟାଚ୍ରେ ଏଭଳି ଏକ ସମୟ ଥିଲା ଇଂଲଣ୍ଡ ଜିତିବା ଏକ ପ୍ରକାର ନିଶ୍ଚିତ ବୋଲି ଲାଗୁଥିଲା। ସେତେବେଳେ ଭାରତୀୟ ବୋଲର୍ମାନଙ୍କ ଉପରେ…
ହୋଟେଲ ରୁମ୍ ବାହାରେ ବିରାଟ-ଅନୁଷ୍କାଙ୍କ ନାମ ସହ ଲେଖାହେଲା ଝିଅ ଭାମିକାଙ୍କ ନାମ
ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବଂ ବଲିଉଡ୍ ଅଭିନେତ୍ରୀ ଅନୁଷ୍କା ଶର୍ମା ବାମା’ମା ହେବା ପରେ ବହୁତ ଖୁସି ଅଛନ୍ତି। ଏହି ଦମ୍ପତି ନିଜ ଝିଅର ନାମ ରଖିଛନ୍ତି ଭାମିକା। ଛୁଟି ପରେ କୋହଲି ପୁଣିଥରେ ଖେଳ ପଡ଼ିଆକୁ…
ଘରୋଇ ଶିକ୍ଷାନୁଷ୍ଠାନରେ ୧୭ କର୍ମଚାରୀ ପଜିଟିଭ ଘଟଣା: ଷ୍ଟ୍ରେନ ଜାଣିବାକୁ ସାମ୍ପୁଲ ସଂଗ୍ରହ କରାଯାଉ
କଟକ ଅଫିସ, ୨୦।୩: କଟକର ଏକ ଘରୋଇ ଶିକ୍ଷାନୁଷ୍ଠାନର ୧୭ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସମ୍ପୃକ୍ତ ଶିକ୍ଷାନୁଷ୍ଠାନକୁ ବାହାର ରାଜ୍ୟରୁ ଲୋକ ଆସୁଥିବାରୁ ନୂଆ ଷ୍ଟ୍ରେନ ଆଶଙ୍କା କରାଯାଉଛି । ଷ୍ଟ୍ରେନ ସମ୍ପର୍କରେ ଜାଣିବାକୁ ୧୭ ଜଣଙ୍କ ମଧ୍ୟରୁ…
କରୋନା ଟିକା ନେବା ହେଲା ଏପରି ଅବସ୍ଥା, ଅଭିନେତ୍ରୀ ମାଗିଲେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସାହାଯ୍ୟ
ମୁମ୍ବାଇ: ସମଗ୍ର ଦେଶରେ କରୋନା ଟିକାକରଣ ଜାରି ରହିଛି। କିଛି ବଲିଉଡ୍ ଅଭିନେତ୍ରୀ କରୋନା ଟିକା ଲଗାଇ ସାରିଛନ୍ତି। ଏଥିମଧ୍ୟରୁ ଅଭିନେତ୍ରୀ ଆହାନା କୁମରାଙ୍କ ମା-ବାପା କରୋନା ଟିକା ନେଇଥିଲେ। ବର୍ତ୍ତମାନ ଏହି ଟିକାକରଣର ପ୍ରମାଣପତ୍ର ହାସଲ କରିବାକୁ ନାନା ଅସୁବିଧା…
ଓଡ଼ିଶା ବାହାରୁ ଆସିଲେ ଜଣାଅ: ଗଞ୍ଜାମ ଜିଲାପାଳ
ଛତ୍ରପୁର,୨୦।୩(ଡି.ଏନ୍.ଏ.)- କୋରୋନା ସଂକ୍ରମଣ ବଢୁଥିବାରୁ ଗଞ୍ଜାମ ଜିଲାପାଳ ସତର୍କତାମୂଳକ ପଦକ୍ଷେପ ସ୍ବରୂପ ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଏନେଇ ସେ ଶନିବାର ଟୁଇଟ କରି କହିଛନ୍ତି, ଯଦି କେହି ଓଡ଼ିଶା ବାହାରୁ ଗଞ୍ଜାମକୁ ଆସନ୍ତି , ତାହା ହେଲେ ସେ ସ୍ଥାନୀୟ…
ଦତ୍ତାତ୍ରେୟ ନୂଆ ସରକାର୍ଯ୍ୟବାହ ନିର୍ବାଚିତ
ବେଙ୍ଗାଲୁରୁ,୨୦।୩: ଦୀର୍ଘ ୧୨ ବର୍ଷ ପରେ ଆର୍ଏସ୍ଏସ୍ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ଅଖିଳ ଭାରତୀୟ ପ୍ରତିନିଧି ସଭା ପକ୍ଷରୁ ଦତ୍ତାତ୍ରେୟ ହୋସାବୋଲେଙ୍କୁ ନୂଆ ସରକାର୍ଯ୍ୟବାହ ଭାବେ ନିର୍ବାଚିତ କରାଯାଇଛି। ବେଙ୍ଗାଲୁରୁ ପ୍ରତିନିଧି ସଭାରେ ଦତ୍ତାତ୍ରେୟଙ୍କ ସର୍ବସମ୍ମତିକ୍ରମେ ନିର୍ବାଚିତ କରାଯାଇଛି। ୬୬…
ଶେଷ ହେଲା ‘ବିଜ୍ନେସ୍ ଏମିନେନ୍ସ ଆୱାର୍ଡ୍ସ’: ପୁରସ୍କୃତ ହେଲେ ଓଡ଼ିଶାର ପ୍ରତିଷ୍ଠିତ ବ୍ୟବସାୟୀ
ଭୁବନେଶ୍ୱର,୨୦।୩(ବ୍ୟୁରୋ): ଧରିତ୍ରୀ ଏବଂ ଓଡିଶାପୋଷ୍ଟ ଆନୁକୂଲ୍ୟରେ ଶନିବାର ହୋଟେଲ ସ୍ବସ୍ତି ପ୍ରିମିୟମରେ ଅନୁଷ୍ଠିତ ହୋଇଯାଇଛି ‘ବିଜ୍ନେସ୍ ଏମିନେନ୍ସ ଆୱାର୍ଡ୍ସ’। ଏଥିରେ ଭିଡିଓ କନ୍ଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ରହି ଆୟୋଜିତ କାର୍ଯ୍ୟକ୍ରମର ପ୍ରଶଂସା କରିବା ସହ କରୋନା ସମୟରେ…
ରାଜନାଥ-ଅଷ୍ଟିନ୍ ସାକ୍ଷାତ୍: ପାରସ୍ପରିକ ସହଯୋଗ ବୃଦ୍ଧି ପାଇଁ ସହମତି
ନୂଆଦିଲ୍ଲୀ,୨୦।୩: ଆମେରିକା ପ୍ରତିରକ୍ଷା ମନ୍ତ୍ରୀ ଲୋୟଡ ଜେମ୍ସ୍ ଅଷ୍ଟିନ୍ ଏବଂ ଭାରତୀୟ ପ୍ରତିପକ୍ଷ ରାଜନାଥ ସଇଠଙ୍କ ମଧ୍ୟରେ ବିଜ୍ଞାନ ଭବନଠାରେ ସାକ୍ଷାତ୍ ହୋଇଛି। ଏହି ଅବସରରେ ହୋଇଥିବା ପ୍ରତିନିଧିସ୍ତରୀୟ ବୈଠକରେ ପାରସ୍ପରିକ ସହଯୋଗ ବୃଦ୍ଧି ପାଇଁ ସହମତି ପ୍ରକାଶ ପାଇଛି। ଭାରତୀୟ…
Archives


