Home

ବେରୋଜଗାର-ମହଙ୍ଗା ମାଡ଼ ବୃଦ୍ଧି ପାଇଁ ଦାୟୀ ମୋଦି: ରାହୁଲ

ନୂଆଦିଲ୍ଲୀ,୨୦।୩: କଂଗ୍ରେସ ପକ୍ଷରୁ ଲଗାତାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଟାର୍ଗେଟ୍‌ କରାଯାଉଛି। ଏହି ମର୍ମରେ ରାହୁଲ ଗାନ୍ଧୀ ଟୁଇଟ୍‌ କରି କହିଛନ୍ତି ଯେ, ମୋଦି ସରକାରଙ୍କ ଯୋଗୁ ଦେଶରେ ବେରୋଜଗାର ଏବଂ ମହଙ୍ଗା ମାଡ଼ ବଢ଼ିବାରେ ଲାଗିଛି। ଅପରପକ୍ଷରେ ମୋଦିଙ୍କ…

ଜକଲା ଜଙ୍ଗଲରେ ନିଆଁ

ବୋଲଗଡ଼,୨୦।୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ସାନପଦର ଜକଲା କାଜୁ ଜଙ୍ଗଲରେ ଶୁକ୍ରବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ପ୍ରାୟ ୫ ଏକର ପରିମିତ ଅଞ୍ଚଳରେ ଥିବା ବହୁ ଗଛଲତା ପୋଡ଼ିଯାଇଛି। ଖବରପାଇ ବୋଲଗଡ଼ ଅଗ୍ନିଶମ କେନ୍ଦ୍ରର କର୍ମଚାରୀମାନେ ପହଞ୍ଚି ସ୍ଥାନୀୟ ଲୋକଙ୍କ…

ଆରମ୍ଭ ହେଲା ‘ବିଜ୍‌ନେସ୍‌ ଏମିନେନ୍ସ ଆୱାର୍ଡ୍ସ’

ଭୁବନେଶ୍ୱର,୨୦।୩(ବ୍ୟୁରୋ): ଆରମ୍ଭ ହେଲା ‘ବିଜ୍‌ନେସ୍‌ ଏମିନେନ୍ସ ଆୱାର୍ଡ୍ସ’। ଧରିତ୍ରୀ ଏବଂ ଓଡିଶାପୋଷ୍ଟ ଆନୁକୂଲ୍ୟରେ ଶନିବାର ହୋଟେଲ ସ୍ବସ୍ତି ପ୍ରିମିୟମରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଉପସ୍ଥିତ ରହି ଉଦ୍‌ଘାଟନ କରିଛନ୍ତି। ଏଥିରେ ମୁଖ୍ୟ ଅତିଥି…

୨୨ରେ ପୁରୀ, କୋଣାର୍କ ଆସିବେ ରାଷ୍ଟ୍ରପତି: ଦର୍ଶନ କରାଇବେ କୌଳିକ ସେବାୟତ

ପୁରୀ ଅଫିସ,୨୦।୩: ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ପୁରୀ ଗସ୍ତକୁ ନେଇ ପ୍ରଶାସନ ପକ୍ଷରୁ ଜୋର୍‌ଦାର ପ୍ରସ୍ତୁତି ଚାଲିଛି। ସ୍ବତନ୍ତ୍ର ସର୍କିଟ ହାଉସକୁ ସଜ୍ଜିତ କରାଯାଉଥିବାବେଳେ ପୁରୀ ସହରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଅନ୍ୟପକ୍ଷରେ କୌଳିକ ପଣ୍ଡା ନାରାୟଣ ଗୋଚ୍ଛିକାର ରାଷ୍ଟ୍ରପତିଙ୍କୁ…

ଧାନ କିଣା ଦୁର୍ନୀତିର ତଦନ୍ତ ଦାବି

ଖୋର୍ଦ୍ଧା ଅଫିସ,୨୦।୩: ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଅସରଳା ସେବା ସମବାୟ ସମିତି(ପ୍ୟାକ୍ସ)ରେ ନକଲି ଚାଷୀଙ୍କ ଠାରୁ ଧାନ କିଣାଯାଇଥିବା ଅଭିଯୋଗ ଆସିଛି। ଶୁକ୍ରବାର ଏନେଇ ଏହି ସମିତିର ପଞ୍ଜୀକୃତ ଶତାଧିକ ଚାଷୀ ଜିଲାପାଳଙ୍କ ନିକଟରେ ଲିଖିତ ଅଭିଯୋଗ କରିଛନ୍ତି। ବଳକା…

୨୯ବର୍ଷ ପରେ ପ୍ରକାଶ ପାଇଲା ରାୟ: ୭ ଅଭିଯୁକ୍ତଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ

ଖୋର୍ଦ୍ଧା ଅଫିସ,୨୦।୩: ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ମାମଲାର ରାୟ ଦୀର୍ଘ ୨୯ବର୍ଷ ପରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଖୋର୍ଦ୍ଧା ଚିଫ ଜୁଡିସିଆଲ ମାଜିଷ୍ଟ୍ରେଟ ନରେଶ ମହାନ୍ତି ୨୨ଜଣଙ୍କ ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ୭ ଅଭିଯୁକ୍ତଙ୍କୁ ୩ବର୍ଷ ଜେଲ ଦଣ୍ଡ…

ପାକିସ୍ତାନରେ ୪୦୦ ବର୍ଷ ପୁରୁଣା ସୁଡ଼ଙ୍ଗର ସନ୍ଧାନ

ଇସଲାମାବାଦ,୨୦।୩: ପାକିସ୍ତାନରେ ୪୦୦ ବର୍ଷ ପୁରୁଣା ସୁଡ଼ଙ୍ଗ ପଥର ସନ୍ଧାନ ମିଳିଛି। ଲାହୋର ଦୁର୍ଗର ମରାମତି ସମୟରେ ସୁଡ଼ଙ୍ଗକୁ ଦେଖି କାମକରୁଥିବା ଲୋକେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ପୁରୁଣା ହେଲେ ମଧ୍ୟ ଦୁର୍ଗର ପ୍ରାଚୀର ଏବେ ଶକ୍ତ ଏବଂ ସୁରକ୍ଷିତ ରହିଥିବା ଡବ୍ଲ୍ୟୁସିଏଲ୍‌ଏର…

ଭାରତରେ ନୂଆ ପ୍ରଜାତିର ଏଣ୍ଡୁଅ ଆବିଷ୍କୃତ: ଗବେଷଣା ଟିମ୍‌ରେ ୨ ଓଡ଼ିଆ

ଭୁବନେଶ୍ୱର,୨୦।୩(ବ୍ୟୁରୋ): ଭାରତରେ ଏକ ନୂଆ ପ୍ରଜାତିର ଏଣ୍ଡୁଅ ଆବିଷ୍କୃତ ହୋଇଛି। ଏହି ନୂଆ ପ୍ରଜାତି ଏଣ୍ଡୁଅର ନାମକରଣ ଓଡ଼ିଶାର ବିଖ୍ୟାତ ହରପେଟୋଲୋଜିଷ୍ଟ ପ୍ରଫେସର ସୁଶୀଲ ଦତ୍ତଙ୍କ ନାମ ଅନୁସାରେ ରଖାଯାଇଛି। ଏହି ନୂଆ ପ୍ରଜାତି ଏଣ୍ଡୁଅର ବୈଜ୍ଞାନିକ ନାମ ସିଟାନା ସୁଶିଲି…

ଆଜି ବିଶ୍ୱ ପଖାଳ ଦିବସ: ଆସ ଜୀବନ ଧନ ମୋ ପଖାଳ କଂସା…

ଭୁବନେଶ୍ୱର,୨୦।୩ (ବ୍ୟୁରୋ): ଓଡ଼ିଆ ଜନଜୀବନ ସହିତ ପଖାଳର ସମ୍ପର୍କ ବହୁ ନିବିଡ଼ ଓ ପୁରାତନ। ଓଡ଼ିଆ ପ୍ରାଣର ପ୍ରତୀକ ହେଉଛି ପଖାଳ। ଗାଁ ହେଉ ଅବା ସହର ଯେଉଁଠାରେ ବି ଓଡ଼ିଆ ଲୋକ ରୁହନ୍ତୁ ନା କାହିଁକି ପଖାଳ ପ୍ରତି ଥିବା…

୩ ଥର ଝୁଣ୍ଟିଲେ ବାଇଡେନ୍‌: ଭିଡ଼ିଓ ଭାଇରାଲ

ଓ୍ବାଶିଂଟନ,୨୦।୩: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଏୟାର ଫୋର୍ସ ଓ୍ବାନ୍‌ ବିମାନରେ ଚଢ଼ିବା ସମୟରେ ୩ ଥର ଝୁଣ୍ଟିଛନ୍ତି। ଶେଷରେ ସେ ନିଜକୁ ସମ୍ଭାଳି ବିମାନରେ ପ୍ରବେଶ କରିଛନ୍ତି। ଏହାର ଭିଡ଼ିଓ ଏବେ ବିଭିନ୍ନ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ…

ଉପନିର୍ବାଚନ ନିୟମ କହିଲେ ଲୋହାନୀ

ଭୁବନେଶ୍ୱର,୨୦।୩(ବ୍ୟୁରୋ): ପିପିଲି ଉପନିର୍ବାଚନ ଏପ୍ରିଲ ୧୭ରେ ହେବ। ଏନେଇ ଆସନ୍ତା ୨୩ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ। ଏହାପୂର୍ବରୁ ଶୁକ୍ରବାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ସମସ୍ତ ସ୍ବୀକୃତି ପ୍ରାପ୍ତ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ଏକ…

ସହରରେ ଗଡୁନି ଟାଉନ୍‌ ବସ୍‌

କଟକ ଅଫିସ,୨୦।୩: ରେଭେନ୍‌ଶା ବିଶ୍ୱବିଦ୍ୟାଳୟକୁ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଛାତ୍ରୀଛାତ୍ରମାନେ ପଢ଼ିବାକୁ ଆସୁଛନ୍ତି। ବିଶେଷକରି ସହର ଉପକଣ୍ଠ ଚୌଦ୍ୱାର, ସିଡିଏ, ବାରଙ୍ଗ, ବିଡ଼ାନାସୀ, ଜଗତ୍‌ପୁର ଆଦି ସ୍ଥାନରୁ ଅନେକ ପିଲା ନିୟମିତଭାବେ ରେଭେନ୍‌ଶାକୁ ଆସନ୍ତି। ପୂର୍ବରୁ ସହରର ଭିନ୍ନଭିନ୍ନ ସ୍ଥାନରୁ ଛାତ୍ରୀଛାତ୍ରମାନେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri