Home

ତିରୁପତିରୁ ବସ୍ତାବସ୍ତା କେଶ ଚାଇନାକୁ ଚୋରା ଚାଲାଣ

ତିରୁପତି,୨୦।୩: ଆନ୍ଧ୍ରପ୍ରଦେଶର ଚିତୋର ଜିଲାରେ ଥିବା ପ୍ରସିଦ୍ଧ ତିରୁପତି ମନ୍ଦିରରୁ ବିପୁଳ ପରିମାଣର କେଶ ଚାଇନାକୁ ଚୋରା ଚାଲାଣ ହେଉଛି। ଏହା ଭାୟା ମ୍ୟାନ୍‌ମାର ହେଉଥିବା ଆସାମ ରାଇଫଲ୍ସ୍‌ ପକ୍ଷରୁ ସୂଚନା ଦିଆଯାଇଛି। କିଛି ଦିନ ତଳେ ଆସାମ ମ୍ୟାନ୍‌ମାର୍‌ ସୀମାରୁ…

ଧାମରା ଶିଳ୍ପକେନ୍ଦ୍ର, ଟାଉନଶିପ ଲାଗି ମାଷ୍ଟରପ୍ଲାନ ପ୍ରସ୍ତୁତ କର: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୨୦।୩(ବ୍ୟୁରୋ): ଓଡ଼ିଶାର ପୂର୍ବତଟରେ ବନ୍ଦର-ଭିତ୍ତିକ ଶିଳ୍ପାନ୍ବୟନ ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୂରଦୃଷ୍ଟି ଯୋଜନା ବର୍ତ୍ତମାନ ସାକାର ରୂପ ନେଉଛି। ପାରାଦ୍ୱୀପ ସହିତ ଧାମରା ଏବଂ ଗୋପାଳପୁର ଗଭୀର ପୋର୍ଟର ଦୃତ ବିକାଶ ଏ ଦିଗରେ ନୂଆ ସମ୍ଭାବନା ସୃଷ୍ଟି କରିଥିବା…

ଉପନିର୍ବାଚନ ପାଇଁ ରଣନୀତି: ପିପିଲି ଦାୟିତ୍ୱରେ ବିଜେଡି ନେତାଙ୍କ ତାଲିକା

ଭୁବନେଶ୍ୱର, ୨୦।୩(ବ୍ୟୁରୋ): ପିପିଲି ଉପନିର୍ବାଚନ ୧୭ ଏପ୍ରିଲରେ ଅନୁଷ୍ଠିତ ହେବ। ପିପିଲିବାସୀଙ୍କ ଭୋଟକୁ ନିଜ ସପକ୍ଷରେ ନେବା ପାଇଁ ଶାସକ ବିଜେଡି ପ୍ରସ୍ତୁତି ଆରମ୍ଭ କରିଛି। ଏଥିପାଇଁ ଗୋଟିଏ ଗୋଟିଏ ପଞ୍ଚାୟତରେ ଏକାଧିକ ନେତାକୁ ଦାୟିତ୍ୱ ଦିଆଯାଇଛି। ମୁଖ୍ୟତଃ ପିପିଲି ଏବଂ…

ଆଗୁଆ ପଦକ୍ଷେପ ନ ନେଲେ କୋଟିଆ ଭଳି ୧୦୦ ଗାଁ ଓଡ଼ିଶାରୁ ହଜିଯିବ

ଭୁବନେଶ୍ୱର,୨୦।୩(ବ୍ୟୁରୋ): ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମୋଟ ୧୨୭୮ କୋଟି ୫୧ଲକ୍ଷ ୩୧ ହଜାର ଟଙ୍କା ଏବଂ ଅବକାରୀ ବିଭାଗର ୧୨୮କୋଟି ୬୦ ଲକ୍ଷ ୭୮ ହଜାର ଟଙ୍କା ଖର୍ଚ୍ଚଦାବି ଶୁକ୍ରବାର ବିଧାନସଭାରେ ଗୃହୀତ…

ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସ୍‌ରେ ଆଦ୍ୟାଜ୍ୟୋତି: ୧ ମିନିଟ୍‌ରେ ଆବୃତ୍ତି କରିଥିଲେ ସର୍ବାଧିକ ଶ୍ଳୋକ

ଯାଜପୁର ଟାଉନ,୨୦।୩(ଡି.ଏନ.ଏ.): ୧ ମିନିଟ୍‌ରେ ଭଗବତ ଗୀତାର ସର୍ବାଧିକ ଶ୍ଳୋକ ଗାଇ ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସ୍‌ରେ ସ୍ଥାନ ପାଇଛନ୍ତି ଆଦ୍ୟାଜ୍ୟୋତି ଦାଶ(୧୧)। ଫେବୃୟାରୀ ୫ରେ ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡ ପକ୍ଷରୁ ଆୟୋଜିତ ଭର୍ଚୁଆଲ ଶ୍ଳୋକ ପ୍ରତିଯୋଗିତାରେ ଆଦ୍ୟାଜ୍ୟୋତି ଅଂଶଗ୍ରହଣ…

ସର୍ବସାଧାରଣରେ ହୋଲି, ମେଳଣ ମନା

ଭୁବନେଶ୍ୱର,୨୦।୩(ବ୍ୟୁରୋ): ଆସନ୍ତା ୨୮ ଓ ୨୯ ତାରିଖରେ ରଙ୍ଗର ପର୍ବ ହୋଲି ପାଳନ ହେବ। ହେଲେ କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ରାଜ୍ୟରେ ହୋଲି ଖେଳ ଉପରେ କଟକଣା ଲଗାଇଛନ୍ତି ରାଜ୍ୟ ସରକାର। ସର୍ବସାଧାରଣ ସ୍ଥାନରେ ହୋଲି ପାଳନ…

୪ ମାସ ପରେ ସମାନ ସ୍ଥିତିରେ କରୋନା

ନୂଆଦିଲ୍ଲୀ,୨୦।୩: ଦେଶରେ କରୋନା ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ପ୍ରତିଦିନ ଲଗାତାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୦ ହଜାର ୯୫୩ରେ ପହଞ୍ଚିଥିବାବେଳେ ଏହି ସମୟ…

ଶତାବ୍ଦି ଏକ୍ସପ୍ରେସ୍‌ ପାର୍ସଲ ବଗିରେ ନିଆଁ

ନୂଆଦିଲ୍ଲୀ,୨୦।୩: ଦିଲ୍ଲୀରୁ ଲକ୍ଷ୍ନୌ ଯାଉଥିବା ଶତାବ୍ଦି ଏକ୍ସପ୍ରେସରକ ପାର୍ସଲ ବଗି ଜଳି ଯାଇଛି। ଗାଜିଆବାଦ ରେଳ ଷ୍ଟେଶନରେ ଛିଡ଼ା ହୋଇଥିବା ବେଳେ ଟ୍ରେନ୍‌ର ପାର୍ସଲ ବଗି ହଠାତ୍‌ ଜଳିବା ଆରମ୍ଭ କରିଥିଲା। ବଗିରେ ନିଆଁ ଲାଗିବା ଦେଖି ଯାତ୍ରୀମାନେ ଭୟରେ ଦୌଡ଼ାଦୌଡ଼ି…

୧୦୦ ସରକାରୀ ଅଫିସରେ ସିବିଆଇ ଚଢ଼ାଉ

ନୂଆଦିଲ୍ଲୀ,୨୦।୩: ସିବିଆଇ ଶୁକ୍ରବାର ୧୫ ରାଜ୍ୟରେ ଥିବା ପାଖାପାଖି କେନ୍ଦ୍ର ସରକାରୀ କାର୍ଯ୍ୟାଳୟରେ ଅଚାନକ ଚଢ଼ାଉ କରିଛି। ଏହିସବୁ ଅଫିସ୍‌ରେ ଦୁର୍ନୀତି ସମ୍ଭାବନା ରହିଥିବା ଜଣେ ଅଧିକାରୀ କହିଛନ୍ତି। ଉତ୍ତରପ୍ରଦେଶ, ମହାରାଷ୍ଟ୍ର, ତାମିଲନାଡୁ, ଦିଲ୍ଲୀ ସମେତ ଅନ୍ୟ ରାଜ୍ୟରେ ଥିବା ରେଲ୍‌ଓ୍ବେ,…

୧୦ ବର୍ଷ ଗୃହଯୁଦ୍ଧ

ବିରୁଟ/ଡାମାସ୍‌କସ୍‌/ଇଦ୍‌ଲିବ,୨୦ା୩: ଏକ ଦଶନ୍ଧି ତଳେ ସିରିଆ ରାଷ୍ଟ୍ରପତି ବଶର ଅଲ୍‌-ଅସାଦ୍‌ଙ୍କ ବିରୋଧରେ ଆରମ୍ଭ ହୋଇଥିବା ଶାନ୍ତିପୂର୍ଣ୍ଣ ବିକ୍ଷୋଭ କେତେବେଳେ ଆନ୍ଦୋଳନର ରୂପ ନେଇ କ୍ରମଶଃ ଏକ ବୃହତ୍‌ ଗୃହଯୁଦ୍ଧ ପାଲଟିଗଲା କେହି ଜାଣିପାରିଲେ ନାହିଁ। ସିରିଆ ସଂଘର୍ଷରେ ଅଦ୍ୟାବଧି ୩,୮୦,୦୦୦ରୁ ଊର୍ଦ୍ଧ୍ୱ…

ଭୂତାଣୁ ପୁଣି ଉପରମୁହଁ।

ନୂଆଦିଲ୍ଲୀ/ ମୁମ୍ବାଇ/ ଅମୃତସର,୨୦।୩: ନୂଆ ଧାରାରେ ଭିନ୍ନ ଅବତାର ନେଇ ଫେରିଛି କରୋନାର ଆଉ ଏକ ପ୍ରବାହ । ମହାମାରୀର ଲେଉଟାଣିକୁ ରୋକିବା ପାଇଁ ପୂର୍ବଭଳି ଲକ୍‌ଡାଉନ୍‌ ବା ଶଟ୍‌ଡାଉନ୍‌ ଜାରି କଲେ ଏଥିରୁ ଦେଶକୁ ଫାଇଦା ମିଳିବ ନାହିଁ ବୋଲି…

କେନ୍ଦ୍ରକୁ ମିଳିବ ଖଣି ନିଲାମ କ୍ଷମତା

ନୂଆଦିଲ୍ଲୀ,୨୦।୩: ଖଣି ଓ ଖଣିଜ (ବିକାଶ ଓ ନିୟନ୍ତ୍ରଣ) ସଂଶୋଧନ ବିଲ୍‌, ୨୦୨୧ ଶୁକ୍ରବାର ଲୋକ ସଭାରେ ଗୃହୀତ ହୋଇଯାଇଛି। ଏହା ଆଇନରେ ପରିଣତ ହେଲେ ଖଣି ନିଲାମ ପାଇଁ ତଥା ଜିଲା ଖଣିଜ ପାଣ୍ଠି (ଡିଏମ୍‌ଏଫ୍‌)ର ବିନିଯୋଗ ନିମନ୍ତେ ନିର୍ଦ୍ଦେଶ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri