Home

ଶିକ୍ଷା ବ୍ୟବସ୍ଥା ପ୍ରଶ୍ନକୁ ଏଡାଇ ଚାଲିଗଲେ ଜିଲାପାଳ: ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ

ଥୁଆମୂଳ ରାମପୁର, ୬ା୨ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପ୍ରଶାସନ ପକ୍ଷରୁ ନୀତି ଆୟୋଗଙ୍କ ‘ଆକାଂକ୍ଷା ବ୍ଲକ କାର୍ଯ୍ୟକ୍ରମ’ (Aspirational Blocks Programme) ଅଧୀନରେ ‘ସମ୍ପୂର୍ଣ୍ଣତା ଅଭିଯାନ ୨.୦’ର ବ୍ଲକ ସ୍ତରୀୟ ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବ୍ଲକ…

ଦାରିଙ୍ଗବାଡି ଜଙ୍ଗଲରେ କୁଢ଼ କୁଢ଼ ଅଳିଆ: ନାକ ଟେକୁଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡି, ୬।୨(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡିର ପରିବେଶ ଏବେ ଦିନକୁ ଦିନ ଏବେ ବାୟୁ ପ୍ରଦ୍ୟୁଷଣ ସହ ଦୂଷିତ ପରିବେଶ ଦିଗକୁ ଗତି କରୁଛି। ଅଞ୍ଚଳବାସୀଙ୍କୁ କଲବଲ କରୁଛି ଦୂଷିତ ପରିବେଶ। ଏବେ ଦାରିଙ୍ଗବାଡି ସହରର ଚାରି…

RCBର ଚମତ୍କାର ବିଜୟ ପରେ କହୁ କହୁ ଏମିତି କହିଦେଲେ ବିରାଟ କୋହଲି

ନୂଆଦିଲ୍ଲୀ,୬।୨: ମହିଳା ପ୍ରିମିୟର ଲିଗ ୨୦୨୬ ଫାଇନାଲରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଜବରଦସ୍ତ ବିଜୟ ପରେ, ପୂର୍ବତନ ପୁରୁଷ ଦଳର ଅଧିନାୟକ ଏବଂ ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ସୋସିଆଲ ମିଡିଆରେ ଏକ ହୃଦୟସ୍ପର୍ଶୀ ବାର୍ତ୍ତା ଶେୟାର କରିଛନ୍ତି। କୋହଲି…

ନେତୃତ୍ୱ ଆଶଙ୍କାରେ ବିଜେଡି: କିଏ ହେବେ ଆଗାମୀ ନେତା

ଭୁବନେଶ୍ୱର,୬।୨ (ସୁନିତ୍‌ ମିଶ୍ର):ନିମାପଡ଼ା ନିର୍ବାଚନମଣ୍ଡଳୀରେ ବିଜେଡିର ନେତା କିଏ ହେବେ ତାକୁ ନେଇ ଦଳ ଭିତରେ ବର୍ତ୍ତମାନ ମାନସମନ୍ଥନ ଆରମ୍ଭ ହୋଇଯାଇଛି। ନିମାପଡ଼ା ବିଧାନସଭା କ୍ଷେତ୍ରରୁ ପ୍ରଭାତୀ ପରିଡ଼ା ବିଜୟୀ ହୋଇ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ପଦରେ ଅଛନ୍ତି। ତାଙ୍କ ବିରୋଧରେ ବିଜେଡି…

ଚାଲି ଚାଲି ଶାଶୁଘର ଗାଁ ବୁଲିଲେ ରାଷ୍ଟ୍ରପତି: ପ୍ରୋଟୋକଲ ଭାଙ୍ଗି…

ବାରିପଦା/ ରାଇରଙ୍ଗପୁର, ୬ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ/ ମାନସ ମହାନ୍ତି):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସିଛନ୍ତି। ଶାଶୁଘର ପାହାଡ଼ପୁର ଗ୍ରାମକୁ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ସକାଳେ ଗଁାରେ ପହଞ୍ଚତ୍ବା ପରେ ମହିଳାମାନେ ଫୁଲତୋଡ଼ା ଦେଇ ସ୍ବାଗତ କରିଥିଲେ।…

ସମସ୍ୟା ଘେରରେ ସାହାଜଟ ଆଶ୍ରମ ବିଦ୍ୟାଳୟ: ବାରଣ୍ଡାରେ ବସି ପାଠ ପଢୁଛନ୍ତି ପିଲା

ନୂଆପଡ଼ା,୬ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଜଟଗଡ ପଞ୍ଚାୟତର ସାହାଜଟ ଆଶ୍ରମ ବିଦ୍ୟାଳୟ ସମସ୍ୟାଘେରରେ ଗତିକରୁଛି। ୧୯୫୫ ମସିହାରେ ସ୍ଥାପିତ ଏହି ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ରହିଥିବା ବେଳେ ଶିଶୁ ବାଟିକାକୁ ମିଶାଇ ୯ଟି ଶ୍ରେଣୀ ରହିଛି।…

ଖଣି ବିଭାଗର ଚଢ଼ାଉ: ୩ ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୬ା୨ (ଦୁର୍ଗା କୀର୍ତ୍ତି): ଖଣି ବିଭାଗ ଥୁଆମୂଳ ରାମପୁର ଅଞ୍ଚଳରେ ଚଢ଼ାଉ କରି ୩ ବାଲି ବୋଝେଇ ହାଇୱା ଜବତ କରିଛି। କଳାହାଣ୍ଡି ଖଣି ଉପନିର୍ଦ୍ଦେଶକ ବିଶ୍ୱନାଥ ସୋରେନଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏକ ସ୍ବତନ୍ତ୍ର ଟିମ ବ୍ଲକର ବିଭିନ୍ନ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର: ଆବେଦନ ତାରିଖ ବୃଦ୍ଧି

ଭୁବନେଶ୍ୱର,୬ା୨(ସୁଚିସ୍ମିତା ସାହୁ):ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ସମୟସୀମା ବୃଦ୍ଧି କରାଯାଇଛି। ପୂର୍ବରୁ ଏହାକୁ ଫେବୃଆରୀ ୫ ତାରିଖ ଯାଏ ବଢ଼ାଯାଇଥିଲାବେଳେ ଏବେ ଆସନ୍ତା ୧୮ ତାରିଖକୁ ପୁନଃ ବୃଦ୍ଧି କରାଯାଇଛି। ଏଥିପାଇଁ www.msp.odisha.gov.inରେ ଆବେଦନ କରିପାରିବେ ବୋଲି ବିଦ୍ୟାଳୟ ଓ…

ରାଇପାହାଡ଼ରେ ଆନ୍ଧ୍ର ନେତା: ଆନ୍ଧ୍ର ଯୋଜନାରେ ସାମିଲ ପାଇଁ ପ୍ରଲୋଭନ

ନନ୍ଦପୁର/ପାଡୁଆ,୬ା୨(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାନ୍ତ ଗୋଲୁର ପଞ୍ଚାୟତ ରାଇପାହାଡ଼ ଗ୍ରାମରେ ଆନ୍ଧ୍ରପ୍ରଦେଶ ନେତାମାନେ ଗୁରୁବାର ବୈଠକ କରିଛନ୍ତି। ଆନ୍ଧ୍ରର ଡୁମୁରିଗୁଡା ମଣ୍ଡଳ(ବ୍ଲକ) ସିପିଏମ୍‌ ସମ୍ପାଦକ ପାଙ୍ଗି ମୋହନ ଦାସ, ପୂର୍ବତନ ରାଙ୍ଗିଲିସିଙ୍ଗି ପଞ୍ଚାୟତ…

ସରକାରଙ୍କ ବଡ଼ ନିଷ୍ପତ୍ତି: ଓଟଙ୍କୁ ମିଳିବ ପାସପୋର୍ଟ

ରିଆଦ୍‌,୬ା୨:ଓଟଙ୍କୁ ନେଇ ସାଉଦି ଆରବ ସରକାର ଏଭଳି ଏକ ନିଷ୍ପତ୍ତି ନେଇଛନ୍ତି, ଯାହାକି ସାରା ଙ୍କ ପକ୍ଷରୁ ପାସ୍‌ପୋର୍ଟ ଦିଆଯିବ। ପାରମ୍ପରିକ ଏବଂ ଅର୍ଥନୈତିକ ଦୃଷ୍ଟିରୁ ସାଉଦି ସାମ୍ରାଜ୍ୟରେ ଓଟଙ୍କୁ ନେଇ ରହିଆସିଥିବା ପ୍ରାଧାନ୍ୟକୁ ଗୁରୁତ୍ୱ ଦେବା ସହିତ ସେମାନଙ୍କ ପରିଚାଳନା…

ବିପଦରେ ସୁନେତ୍ରା ପାଓ୍ବାରଙ୍କ ଉପ ମୁଖ୍ୟମନ୍ତ୍ରୀ ପଦ! କାହିଁକି ଉଠୁଛି ଏମିତି ପ୍ରଶ୍ନ? ଉତ୍ତର ରଖିଲା NCP

ମୁମ୍ବାଇ,୫।୨: ଗଣମାଧ୍ୟମ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ, ମହାରାଷ୍ଟ୍ରର ଏନସିପି ଅଧ୍ୟକ୍ଷ ସୁନୀଲ ତଟକରେ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଖୋଲାଖୋଲି ଭାବରେ କଥା ହୋଇଥିଲେ। ଉପମୁଖ୍ୟମନ୍ତ୍ରୀ ଭାବରେ ସୁନେତ୍ରା ପାୱାରଙ୍କ ପଦବୀ…

ସାମ୍ନାକୁ ଆସିଲା ଅଜିତ ପାଓ୍ବାରଙ୍କ ଶେଷ ଭିଡିଓ, ଜାଣନ୍ତୁ ବିମାନ ଦୁର୍ଘଟଣା ପୂର୍ବରୁ କ’ଣ କହିଥିଲେ? ଭାବବିହ୍ବଳ କରୁଛି…

ମୁମ୍ବାଇ,୫।୨: ମହାରାଷ୍ଟ୍ରର ଦିବଂଗତ ଉପମୁଖ୍ୟମନ୍ତ୍ରୀ ଏବଂ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଅଜିତ ପାୱାରଙ୍କ ଏକ ଶେଷ ଭିଡିଓ ସାମ୍ନାକୁ ଆସିଛି, ଯାହା ରାଜ୍ୟ ରାଜନୈତିକ ଦୃଶ୍ୟପଟ ଏବଂ ତାଙ୍କ ସମର୍ଥକମାନଙ୍କୁ ଭାବପ୍ରବଣ କରିଦେଇଛି। ଜିଲା ପରିଷଦ ନିର୍ବାଚନ ପ୍ରଚାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?