Home

ବିଦ୍ୟାଳୟ ପାଠାଗାର ପୁସ୍ତକ କିଣାରେ ଦୁର୍ନୀତି

କଟକସଦର,୧୯।୩(ଡି.ଏନ୍‌.ଏ.): ୨୦୨୦-୨୧ ଆର୍ଥିକ ବର୍ଷରେ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତରଫରୁ ପ୍ରାଥମିକ, ଉଚ୍ଚ ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟଗୁଡ଼ିକୁ ପାଠାଗାର ପୁସ୍ତକ କିଣିବା ପାଇଁ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। ଏହିସବୁ ପୁସ୍ତକ ରାଜ୍ୟ ବାହାରର ପୁସ୍ତକ ବିକ୍ରେତାମାନଙ୍କଠାରୁ…

‘ମତ୍ସ୍ୟ ଉତ୍ପାଦନ ବୃଦ୍ଧି ସୁଯୋଗ ଅଛି’

ଭୁବନେଶ୍ୱର,୧୯।୩(ବ୍ୟୁରୋ): ଓଡ଼ିଶାରେ ମତ୍ସ୍ୟ ଉତ୍ପାଦନ ଏବଂ ରପ୍ତାନି ବୃଦ୍ଧିର ବ୍ୟାପକ ସୁଯୋଗ ରହିଛି। ରାଜ୍ୟର ଅର୍ଥନୈତିକ ଅଭିବୃଦ୍ଧିରେ ମତ୍ସ୍ୟ ସମ୍ପଦର ଭୂମିକା ଗୁରୁତ୍ୱପୂର୍ଣ୍ଣ। ସରକାର ଚାଷୀଙ୍କ ଆୟ ଦ୍ବିଗୁଣିତ କରିବା ପାଇଁ ଲକ୍ଷ୍ୟ ରଖିଥିବା ବେଳେ ମାଛଚାଷ ଏଥିରେ ସହାୟକ ହୋଇପାରୁଛି…

ମହାପ୍ରଭୁଙ୍କ ଜମି ବିକ୍ରିରୁ ସରକାର ନିବୃତ ରୁହନ୍ତୁ: ଭାଜପା

ଭୁବନେଶ୍ୱର,୧୯।୩(ବ୍ୟୁରୋ): ରାଜ୍ୟ ସରକାର ନବକଳେବର ସମୟରେ ବ୍ରହ୍ମ ବିଭ୍ରାଟ କଲେ। ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜାଇ କୋଟି କୋଟି ଟଙ୍କାର ଧନସମ୍ପତ୍ତି ଲୁଟ୍‌ କଲେ। ଗରିବ ଭକ୍ତଙ୍କ ରହିବା ପାଇଁ ଉଦ୍ଦିଷ୍ଟ ବଗଲା ଧର୍ମଶାଳାକୁ ବିକ୍ରି କରିଦେଲେ। ସୌନ୍ଦର୍ଯ୍ୟକରଣ ନାଁରେ ମନ୍ଦିର,…

ଟେଲିଫୋନ୍‌ ଆସିଲାଣି

ଭୁବନେଶ୍ୱର,୧୯।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଗତ ୧୬ ତାରିଖରେ ଘର ଜବର ଦଖଲକୁ ନେଇ ଘଟିଥିବା ଗଣ୍ଡଗୋଳ ଘଟଣା ବର୍ତ୍ତମାନ ବିଭିନ୍ନ ସ୍ତରରେ ହଟଚମଟ ଆରମ୍ଭ କରିଦେଲାଣି। ସବୁ ନେତାଙ୍କ ଘରେ ଏବେ ଏଇ ଗୋଟିଏ ଚର୍ଚ୍ଚା। କାରଣ ଘଟଣାରେ ପୂର୍ବତନ ବିଧାୟକ…

ମା’ଙ୍କ ଦ୍ୱିତୀୟ ବିବାହରେ ରାଜି ନ ଥିଲା ଏହି କୁନି ଝିଅ, ରଚିଲା ଏମିତି ନାଟକ, ଆଉ ତା’ ପରେ…

ସୋସିଆଲ ମିଡିଆରେ ଏମିତି ଏକ ଭିଡିଓ ଭାଇରାଲ ହେଉଛି, ଯାହାକୁ ଦେଖିଲେ ଆପଣ ହସି ହସି ଗଡ଼ିବେ। ଭିଡିଓଟି ଏକ ବିବାହ ବେଳର। ଯେଉଁଠି ଛୋଟ ଝିଅଟି ତା’ ମାଙ୍କ ଦ୍ୱିତୀୟ ବାହାଘରରେ ରାଜି ନ ହୋଇ ଭୂମିରେ ଗଡ଼ି କାନ୍ଦୁଛି।…

‘ନିଜ ଦାୟିତ୍ୱରୁ ପଳାୟନ କରୁଛନ୍ତି ସରକାର’

ଭୁବନେଶ୍ୱର,୧୯।୩(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ଉପରେ ଦୋଷ ଲଦି ଦେଇ ରାଜ୍ୟ ସରକାର ନିଜ ଦାୟିତ୍ୱରୁ ଖସି ଯାଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପତ୍ର ଲେଖି ସୁନ୍ଦରଗଡର ୩ ଭାଜପା ବିଧାୟକ ଅଭିଯୋଗ କରିଛନ୍ତି। ସୁନ୍ଦରଗଡ ବିଧାୟିକା କୁସୁମ ଟେଟେ, ବୀରମିତ୍ରପୁର…

ରୋହିତ ଶର୍ମାଙ୍କ ଭବିଷ୍ୟବାଣୀ ହେଲା ସତ: ୧୦ ବର୍ଷ ପୂର୍ବେ କହିଥିଲେ ଏମିତି କଥା

ଅହମଦାବାଦ,୧୯।୩: ଭାରତ ଓ ଇଂଲଣ୍ଡ ମଧ୍ୟରେ ଏଠାରେ ଖେଳାଯାଇଥିବା ଚତୁର୍ଥ ଟି-୨୦ ମ୍ୟାଚରେ ଭାରତୀୟ ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବ ଡେବ୍ୟୁ ମ୍ୟାଚ୍‌ରେ ଜବରଦସ୍ତ ପ୍ରଦର୍ଶନ କରିଛନ୍ତି। ଏହି ମ୍ୟାଚରେ ବ୍ୟାଟିଂ କରି ସୂର୍ଯ୍ୟକୁମାର ୩୧ ବଲରେ ୫୭ ରନ କରିଛନ୍ତି। ସୂର୍ଯ୍ୟକୁମାରଙ୍କ…

ପ୍ରେମିକାଙ୍କ ନାମ ଏହି ଅକ୍ଷରରୁ ଆରମ୍ଭ ହେଉଥିଲେ, ରାଧା-କୃଷ୍ଣ ପରି ହୋଇଥାଏ ଯୋଡ଼ି

ଯେ କୌଣସି ସମ୍ପର୍କ ହୋଇଥାଉ ନା କାହିଁକି, ଛୋଟ କଥାରେ ତାହା ଭାଙ୍ଗିବାର ସମ୍ଭାବନା ଥାଏ। ବିଶେଷ କରି ସ୍ତ୍ରୀ-ସ୍ବାମୀ ସମ୍ପର୍କକୁ ଶ୍ରେଷ୍ଠ ବୋଲି କୁହାଯାଏ। ଅବିଶ୍ୱାସ, ଅବୁଝାବଣା ଆଦି ଏହି ସମ୍ପର୍କକୁ ଖଟା କରିଦେଇଥାଏ। ତେବେ ଏମିତି କେତେକ ନାମଧାରୀ…

‘ଜାମିନ ପାଇଁ ରାଖି’ ନିର୍ଦ୍ଦେଶ ଖାରଜ

ନୂଆଦିଲ୍ଲୀ,୧୯।୩:ମଧ୍ୟପ୍ରଦେଶ ହାଇକୋର୍ଟଙ୍କ ‘ଜାମିନ ପାଇଁ ରାଖି’ ନିର୍ଦ୍ଦେଶକୁ ସୁପ୍ରିମକୋର୍ଟ ଗୁରୁବାର ଖାରଜ କରିଦେଇଛନ୍ତି। ଏକ ଅସଦାଚରଣ ମାମଲାରେ ଅଭିଯୁକ୍ତ ପୀଡ଼ିତାଙ୍କ ହାତରୁ ରାଖି ବନ୍ଧାଇବା ସର୍ତ୍ତରେ ହାଇକୋର୍ଟ ଜାମିନ ମଞ୍ଜୁର କରିଥିଲେ। ଜଷ୍ଟିସ୍‌ ଏ.ଏମ୍‌. ଖାନ୍‌ଓ୍ବିଲକରଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଉକ୍ତ…

କେତେ ସଫେଇ ଦେବେ

ଭୁବନେଶ୍ୱର,୧୯ା୩(ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ଥିବା ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ୩୫ ହଜାର ଏକର ଜମି ବିକ୍ରି କରିବାକୁ ଯୋଜନା କରାଯାଉଛି। ଏକ ଲିଖିତ ପ୍ରଶ୍ନର ଉତ୍ତରରେ ଆଇନ ମନ୍ତ୍ରୀ ପ୍ରତାପ ଜେନା ମାର୍ଚ୍ଚ ୧୬ରେ ବିଧାନସଭାରେ ଏକଥା କହିଛନ୍ତି। ଏ…

ବଢ଼ିବ ବିଦ୍ୟୁତ୍‌ ଦର

ଭୁବନେଶ୍ୱର, ୧୯ା୩(ବ୍ୟୁରୋ):ପୁଣି ବିଦ୍ୟୁତ୍‌ ଦର ବଢ଼ିବ। ରାଜ୍ୟରେ ୨୦୨୧-୨୨ ଆର୍ଥିକ ବର୍ଷରେ ବିଦ୍ୟୁତ୍‌ ଦର ବୃଦ୍ଧି କରିବାକୁ ବିଦ୍ୟୁତ୍‌ ବଣ୍ଟନ କମ୍ପାନୀ ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ(ଓଇଆର୍‌ସି) ନିକଟରେ ଆବେଦନ କରିଛି। ଯୁନିଟ୍‌ ପିଛା ଦେଢ଼ ଟଙ୍କା ବୃଦ୍ଧି କରିବାକୁ ଏଥିରେ…

ଦୁଆରେବନ୍ଧରେ ଆମ୍ବପତ୍ର ଲଗାଇଲେ ….

ହିନ୍ଦୁଧର୍ମ ଅନୁଯାୟୀ, ଘରର ମୁଖ୍ୟଦ୍ୱାରରେ ଆମ୍ବପତ୍ର ଲଗାଯାଏ। ଏହି ପରମ୍ପରା ବହୁତ ପୁରୁଣା। ଯେବେ ବି ଘରେ କୌଣସି ଶୁଭ କାର୍ଯ୍ୟ ଯେପରି ବିବାହ, ବ୍ରତଘର ଆଦି ହୋଇଥାଏ ମୁଖ୍ୟଦ୍ୱାରରେ ଆମ୍ବପତ୍ର କିମ୍ବା ଫୁଲମାଳ ଲଗାଯାଇଥାଏ। ଏପରି କରିବା ଦ୍ୱାରା ଘରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri