କରୋନା ମୁକ୍ତ ହେଲା ନ୍ୟୁଜିଲାଣ୍ଡ: ଖୁସିରେ ନାଚିଲେ ପ୍ରଧାନମନ୍ତ୍ରୀ
ଓ୍ବିଲିଂଟନ୍,୧୪।୧୨: ନ୍ୟୁଜିଲାଣ୍ଡ ସମ୍ପୂର୍ଣ୍ଣ ଭାବେ କରୋନା ମୁକ୍ତ ହୋଇଛି। ଏହି ଖବର ଶୁଣିବା ପରେ ପ୍ରଧାନମନ୍ତ୍ରୀ ଜାସିଣ୍ଡା ଆରଡେର୍ନ ଖୁସିରେ ନାଚିଛନ୍ତି। ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଶୂନ ରହିଥିବାବେଳେ କୌଣସି ସଂକ୍ରମିତ ମଧ୍ୟ ନ ଥିବା ସରକାରଙକକ ପକ୍ଷରୁ କୁହାଯାଇଛି।…
ଇନଫୋସିଟି ନାବାଳିକା ଗଣବଳାତ୍କାର ମାମଲା: ୪ ଗିରଫ
ଭୁବନେଶ୍ୱର,୧୪।୧୨(ବ୍ୟୁରୋ) ଭୁବନେଶ୍ବର ଇନଫୋସିଟି ନାବାଳିକା ଗଣବଳାତ୍କାର ମାମଲାରେ ସୋମବାର ୪ ଜଣଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ। ଗିରଫ ଚାରିଜଣ ହେଲେ ଅନିରୁଦ୍ଧ ପଣ୍ତା, କୃଷ୍ଣ ବେହେରା, ସିକ୍ୟୁରିଟୀ ଗାର୍ଡ ଶ୍ରୀବତ୍ସ ସାମଲ ଓ ବିଜୟ ରାଉତ। ଏହି ଚାରିିଜଣ ରାଜ୍ୟର ଏକ…
ପଶ୍ଚିମ ଓଡିଶା କଳାକାର ମହାସଂଘର ଦାବି, ଧନୁଯାତ୍ରା କଳାକାରଙ୍କୁ ଆର୍ଥିକ ସହାୟତା ଦିଆଯାଉ
ବରଗଡ ଅଫିସ,୧୪।୧୨- ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ ଧନୁଯାତ୍ରା ମହୋତ୍ସବକୁ ଏଥର ବାତିଲ କରାଯାଇଛି। କରୋନା କଟକଣାକୁ ଆଖି ଆଗରେ ରଖି ଧନୁଯାତ୍ରା ମହୋତ୍ସବ ସମିତି ଏଭଳି ନିଷ୍ପତ୍ତି ନେଇଛି। ତେବେ ଏଭଳି ନିଷ୍ପତ୍ତିକୁ କଳାକାର ମହାସଂଘ ସ୍ବାଗତ କରିଛି। ଅନ୍ୟପକ୍ଷରେ…
କାସ୍ପିଆନ୍ ସାଗର କୂଳରେ ୨୭୨ ସିଲ୍ ମୃତ ଦେହ: ଚିନ୍ତାରେ ପରିବେଶ ବିଜ୍ଞାନୀ
ମସ୍କୋ,୧୪।୧୨: ରୁଷ୍ର କାସ୍ପିଆନ୍ ସାଗର କୂଳରେ ୨୭୨ ସିଲ୍ଙ୍କ ମୃତ ଦେହ ପଡ଼ି ରହିଛି। କିଭଳି ଏତେ ସଂଖ୍ୟକ ସିଲ୍ଙ୍କ ମୃତ୍ୟୁ ଘଟିଲା ସେ ନେଇ ପରିବେଶ ବିଜ୍ଞାନୀଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଚାରିପଟୁ ସ୍ଥଳଭାଗ ଦ୍ୱାରା ପରିବେଷ୍ଟିତ ହୋଇଥିବା ଏହି…
ରାଜ୍ୟରେ ପୁଣି ୩୩୨ କରୋନା ପଜିଟିଭ୍ ଚିହ୍ନଟ, ୪ ମୃତ
ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ରାଜ୍ୟରେ ପୁଣି ୩୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୪ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୮୯ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୪୩ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍…
ଉତ୍ତରପ୍ରଦେଶ-କେରଳକୁ ମିଳିବ ଅଧିକ କରୋନା ଟିକା
ନୂଆଦିଲ୍ଲୀ,୧୪।୧୨: ଭାରତରେ ଖୁବ୍ ଶୀଘ୍ର କରୋନା ପ୍ରତିଷେଧକ ଟିକାଦାନ ସାର୍ବଜନୀକ ଭାବେ ଆରମ୍ଭ କରାଯିବ। ଦେଶର ଅନ୍ୟ ରାଜ୍ୟ ତୁଳନାରେ ଉତ୍ତରପ୍ରଦେଶ ଏବଂ କେରଳକୁ ଅଧିକ କରୋନା ଟିକା ଦିଆଯିବ। ପ୍ରଥମ ପର୍ଯ୍ୟାୟରେ ସ୍ବାସ୍ଥ୍ୟକର୍ମୀ, ଡାକ୍ତର, ନର୍ସ ଏବଂ ଅନ୍ୟ କରୋନା…
ନିଖୋଜ ଶିଶୁକନ୍ୟାଙ୍କ ମୃତଦେହ ଉଦ୍ଧାର: ଅଭିଯୁକ୍ତ ଗିରଫ
ବାଲିଆପାଳ,୧୪।୧୨(ସ୍ବ.ପ୍ର): ବାଲେଶ୍ୱର ବାଲିଆପାଳ ଥାନା ଅନ୍ତର୍ଗତ ଜାମ୍ଭିରାଇ ଗ୍ରାମରେ ଗତ ୧୧ ତାରିଖରୁ ନିଖୋଜ ଶିଶୁକନ୍ୟାର ମୃତଦେହ ସୋମବାର ସକାଳେ ସେହି ଗ୍ରାମର ଏକ ପରିତ୍ୟକ୍ତ ହ୍ରଦ ଭିତରୁ ଉଦ୍ଧାର କରାଯାଇଛି। ଓଡ଼ିଶାରେ ପର ନିଖୋଜ ଘଟଣା ବେଶ ଚର୍ଚ୍ଚା ଜୋର…
ବିବାହ ବେଦିରେ ବର ପଛପଟେ ଥାଇ କନ୍ୟା କଲେ ଏମିତି, ଭିଡିଓ ଦେଖି ହସି ହସି ଗଡିବେ
ବିବାହ ସମୟରେ ଏକ ମଜାଦାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଭିଡିଓକୁ ଦେଖି ଆପଣ ମଧ୍ୟ ହସି ହସି ଗଡିବେ। ଗୁରୁଦ୍ୱାର ଚାଲିଥିବା ଏକ ବିବାହରେ ବେଦିରେ ବସିଥିବା ବରଙ୍କ ସହ କନ୍ୟା ଏମିତି କିଛି କରିଥିଲେ,…
କରୋନା ମହାମାରୀ ନେଇ ବିଲ୍ ଗେଟସ୍ଙ୍କ ଚେତାବନୀ: ଆସନ୍ତା ୬ ମାସରେ ସ୍ଥିତି ହୋଇପାରେ ଅଧିକ ସଙ୍କଟ ଜନକ
ଓ୍ବାଶିଂଟନ,୧୪।୧୨: କରୋନା ମହାମାରୀ ନେଇ ମାଇକ୍ରୋସଫ୍ଟ ସହ ସଂସ୍ଥାପକ ବିଲ୍ ଗେଟସ୍ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯେ, ଆସନ୍ତା ୪ରୁ ୬ ମାସ ସମୟ ପୃଥିବୀ ପାଇଁ ଅଧିକ ସଙ୍କଟ ଜନକ ହେବାର ଆଶଙ୍କା ରହିଛି। ଏବେ କରୋନା ଭୂତାଣୁ…
ଚାଇନା ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ୍: ଗୁପ୍ତଚରୀ କରୁଛନ୍ତି ୨୦ ଲକ୍ଷ ସିସିପି ସଦସ୍ୟ
ଓ୍ବାଶିଂଟନ,୧୪।୧୨: ପୃଥିବୀର ବିଭିନ୍ନ ଦେଶର ଗୁପ୍ତ ତଥ୍ୟ ଚୋରି କରିବା ଲାଗି ଚାଇନା ରଚିଥିବା ବଡ଼ ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ୍ ହୋଇଛି। ସମ୍ପ୍ରତି ବିଭିନ୍ନ ଦେଶର ଭିନ୍ନ ଭିନ୍ନ କମ୍ପାନୀରେ ଚାଇନା କମ୍ୟୁନିଷ୍ଟ୍ ପାର୍ଟି(ସିସିପି) ସଦସ୍ୟମାନେ କାର୍ଯ୍ୟ କରୁଥିବା ଜଣାପଡ଼ିଛି। ସେମାନେ ସମ୍ପୃକ୍ତ…
ପ୍ରତିଦିନ ୪୦ଟା ଅଣ୍ଡା ଖାଉଥିଲେ ଏହି ପ୍ରସିଦ୍ଧ ଅଭିନେତା
ସାଉଥ୍ ସୁପରଷ୍ଟାର ରାଣା ଡାଗୁବତୀ ଡିସେମ୍ବର ୧୪ ଅର୍ଥାତ୍ ଆଜି ତାଙ୍କ ୩୬ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ଚାରିଆଡୁ ତାଙ୍କୁ ଜନ୍ମଦିନ ଶୁଭେଚ୍ଛାର ସୁଅ ଛୁଟୁଛି। ଦକ୍ଷିଣ ଭାରତୀୟ ଫିଲ୍ମ ଜଗତ ଠାରୁ ଆରମ୍ଭ କରି ବଲିଉଡ୍ ପର୍ଯ୍ୟନ୍ତ…
ନୂଆ ସହଯୋଗୀଙ୍କ ହାତ ଧରିଲା ଭାଜପା
ଗୁଆହାଟୀ, ୧୪।୧୨(ପି.ଟି.): ଆସାମ ବୋଡୋଲ୍ୟାଣ୍ଡ ଟେରିଟୋରିଆଲ୍ କାଉନ୍ସିଲ୍ (ବିଟିସି)କୁ ନିଜ ଅକ୍ତିଆରରେ ରଖିବା ଲାଗି ଭାଜପା ଏହାର ସହଯୋଗୀ ଦଳ ବିପିଏଫ୍କୁ ଛାଡ଼ି ଅନ୍ୟ ଏକ ଦଳର ହାତ ଧରିଛି। ବୋଡୋ ଅଧ୍ୟୁଷିତ ଅଞ୍ଚଳର ସ୍ବୟଂଶାସନ ସଂସ୍ଥା ବିଟିସିର ୪୦ ଆସନ…
Archives


