Home

ଅବ୍ୟବସ୍ଥାରେ ଧାନ କିଣା: ଟୋକନ୍‌ ଅବଧି ସରିଲା, ଉଠିଲାନି ଧାନ

ଭବାନୀପାଟଣା,୨୪ା୬(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଚଳିତ ରବି ଧାନ କିଣା ଅବ୍ୟସ୍ଥାରେ ଚାଲିଥିବା ଦେଖିବାକୁ ମିଳିଛି। ଅନେକ ମଣ୍ଡିରେ ଏବେ ମଧ୍ୟ ହଜାର ହଜାର କୁଇଣ୍ଟାଲ ଧାନ ବିକ୍ରି ନ ହୋଇ ପଡିରହିଛି। ଲଗାଣ ବର୍ଷା ଚାଷୀଙ୍କ ସମସ୍ୟାକୁ ଆହୁରି ଦ୍ବିଗୁଣିତ…

ଦିଲ୍‌ଜିତ ଦୋସାଞ୍ଜଙ୍କ ଉପରେ ପାଠ୍ୟକ୍ରମ

ଟରଣ୍ଟୋ/ମୁମ୍ବାଇ: କାନାଡାର ଟରଣ୍ଟୋ ମେଟ୍ରୋପଲିଟାନ ୟୁନିଭର୍ସିଟି (ଟିଏମ୍‌ୟୁ)ପକ୍ଷରୁ ପଞ୍ଜାବୀ ଗାୟକ ତଥା ଅଭିନେତା ଦିଲ୍‌ଜିତ ଦୋସାଞ୍ଜଙ୍କ ପାଇଁ ଉତ୍ସର୍ଗୀକୃତ ଏକ ପାଠ୍ୟକ୍ରମର ଘୋଷଣା କରାଯାଇଛି। ପପ୍‌ ସଂସ୍କୃତି ଉପରେ ଦିଲ୍‌ଜିତଙ୍କ ବୈଶ୍ୱିକ ପ୍ରଭାବକୁ ଅନୁସନ୍ଧାନ କରିବାକୁ ଥିବା ଏହି ପାଠ୍ୟକ୍ରମ ୨୦୨୬ ଶେଷ…

ଡିଏନ୍‌ଏ ବ୍ୟବହାରରେ ୧୦,୫୦୦ ବର୍ଷ ତଳର ମହିଳାଙ୍କ ଚେହେରା ସୃଷ୍ଟି

ବ୍ରସେଲ୍ସ : ବୈଜ୍ଞାନିକମାନେ ଡିଏନ୍‌ଏର ବ୍ୟବହାର କରି ୧୦,୫୦୦ ବର୍ଷ ତଳର ଜଣେ ମହିଳାଙ୍କ ଚେହେରା ସୃଷ୍ଟି କରିଛନ୍ତି। ମ୍ୟୁଜ୍‌ ଉପତ୍ୟକାରେ ବସବାସ କରୁଥିବା ଏହି ମହିଳାଙ୍କ ଆକୃତିକୁ ବେଲଜିୟମର ଗେଣ୍ଟ ବିଶ୍ୱବିଦ୍ୟାଳୟର ଗବେଷକମାନେ ପୁନଃନିର୍ମାଣ କରିବାରେ ସଫଳ ହୋଇଛନ୍ତି। ୧୯୮୮ ମସିହାରେ…

ଥମୁନି ଧାନବିକ୍ରି ସମସ୍ୟା: ଧାନ ଉଠାଣ ଦାବି, ଚାଷୀଙ୍କ ବିକ୍ଷୋଭ

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଧାନବିକ୍ରି ସମସ୍ୟା ଥମିବାର ନାଁ ନେଉ ନାହିଁ। ଜିଲାର ବିଭିନ୍ନ ମଣ୍ଡିରେ ବିକ୍ରି ଅପେକ୍ଷାରେ ହଜାର ହଜାର ବସ୍ତା ଧାନ ପଡ଼ି ରହିଛି। ମାତ୍ର ବିଭିନ୍ନ ଆଳ ଦେଖାଇ ତାକୁ ଉଠାଯାଉ ନାହିଁ। କେତେବେଳେ ଧାନର ଗୁଣମାନ…

ପୋଲିସ-ଚାଷୀନେତା ମୁହାଁମୁହିଁ: ଚାଷୀ ଗଲେ କଲେକ୍ଟୋରେଟ୍‌ ଗେଟ୍‌ ପଡୁଛି

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ):ବର୍ଷା ସହିତ ଖରିଫ ଚାଷ ଆରମ୍ଭ ହୋଇଯାଇଛି। କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାରେ ଚାଷୀଙ୍କ ରବିଧାନ ବିକ୍ରି ହୋଇପାରି ନାହିଁ। ଅନ୍ୟପଟେ ଖଳାଠାରୁ ଆରମ୍ଭ କରି ଖୋଲାମଣ୍ଡିରେ ପଡ଼ିଥିବା ଚାଷୀଙ୍କ ଧାନ ବର୍ଷାରେ ଭିଜି ନଷ୍ଟ ହୋଇ ବସିଛି। ଏଭଳି…

ଏକକ ମା’ଙ୍କ ପିଲାର ଓବିସି ସାର୍ଟିଫିକେଟ ପାଇଁ ନିୟମ ବଦଳିବା ଗୁରୁତ୍ୱପୂର୍ଣ୍ଣ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪ା୬ (ପି.ଟି.): ନିର୍ଦ୍ଦିଷ୍ଟ ବର୍ଗର ଏକକ ମା’ଙ୍କ ପିଲାଙ୍କୁ ଅନ୍ୟାନ୍ୟ ପଛୁଆ ବର୍ଗ (ଓବିସି) ସାର୍ଟିଫିକେଟ ଇସ୍ୟୁ ପାଇଁ ନିୟମାବଳୀରେ ସଂଶୋଧନ ହେବା ଗୁରୁତ୍ୱପୂର୍ଣ୍ଣ ବୋଲି ସୋମବାର ସୁପ୍ରିମକୋର୍ଟ କହିଛନ୍ତି। ଏଥିପାଇଁ ଗାଇଡ୍‌ଲାଇନ ଆଣିବାକୁ ସର୍ବୋଚ୍ଚ ଅଦାଲତ ପ୍ରସ୍ତାବ ଦେଇଛନ୍ତି, ଯାହା ଦ୍ୱାରା…

ଇରାନ ଆଣବିକ ସ୍ଥଳ, ଜେଲରେ ଇସ୍ରାଏଲ୍‌ର ଆକ୍ରମଣ

ତେଲ୍‌ ଆଭିଭ୍‌/ତେହରାନ,୨୪ା୬: ଇରାନର ୩ଟି ନ୍ୟୁକ୍ଲିୟର ଫାସିଲିଟି ଉପରେ ଆମେରିକା ଜୋର୍‌ଦାର ଆକ୍ରମଣ କରିବାର ଦିନକ ପରେ ସୋମବାର ଇସ୍ରାଏଲ୍‌ ପୁନର୍ବାର ତେହରାନ୍‌ର ଆଣବିକ ସ୍ଥଳକୁ ଟାର୍ଗେଟ କରିଛି। ଆମେରିକା ରବିବାର ଇରାନର ୩ ଆଣବିକ ସ୍ଥଳ ଉପରେ ଶକ୍ତିଶାଳୀ ବଙ୍କର ବଷ୍ଟର…

ବର୍ଷାରେ ଭିଜୁଛି ଧାନ, କାନ୍ଦୁଛି ଭାତହାଣ୍ଡିର ଚାଷୀ

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ):ସାରାରାଜ୍ୟରେ ବରଗଡ଼ ଜିଲାରୁ ଅଧିକ ଧାନ ଉପତ୍ାଦନ ହୁଏ। ଏହି ଜିଲାରୁ ରାଜ୍ୟ ତଥା ରାଜ୍ୟ ବାହାରକୁ ସର୍ବାଧିକ ଚାଉଳ ମଧ୍ୟ ଯାଇଥାଏ। ଏହି ଦୃଷ୍ଟିରୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଭାତହାଣ୍ଡିର ଚାଷୀ ଆଜି କାନ୍ଦୁଛି।…

ସରକାରଙ୍କ ଯୋଜନା, ଚିନ୍ତାରେ ବିଶେଷଜ୍ଞ: ପର୍ଯ୍ୟଟନ ପାଇଁ କୋହଳ ହେବ ପରିବେଶ କଟକଣା

ଭୁବନେଶ୍ୱର,୨୪ା୬ (ରବିନାରାୟଣ ଜେନା):ପରିବେଶଗତ ସମ୍ବେଦନଶୀଳ ଅଞ୍ଚଳ (ଇଏସ୍‌ଜେଡ୍‌)ରେ ନିର୍ମାଣ ଏବଂ ବ୍ୟବସାୟିକ ଗତିବିଧି ନିଷିଦ୍ଧ ରହିଛି। ଏଭଳିସ୍ଥଳେ ପର୍ଯ୍ୟଟନ କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଗତ ମେ’ ୩୦ରେ ଅନୁଷ୍ଠିତ ଉଚ୍ଚକ୍ଷମତା ସମ୍ପନ୍ନ ବୈଠକରେ ଇଏସ୍‌ଜେଡ୍‌…

ପରୀକ୍ଷା ଦେଲେ ଫେରିପାଇବେ ଫି’: ନିଯୁକ୍ତି ପରୀକ୍ଷା ପାଇଁ ବାଧ୍ୟକ ସାଜିବନି ଅର୍ଥ

ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ):ନିଯୁକ୍ତି ପରୀକ୍ଷାରେ ବାଧ୍ୟକ ସାଜିବନି ଅର୍ଥ। ଅନ୍ୟମାନଙ୍କ ଭଳି ଗରିବ ଶ୍ରେଣୀର ପିଲାମାନେ ମଧ୍ୟ ସମସ୍ତ ନିଯୁକ୍ତି ପରୀକ୍ଷା ଦେଇପାରିବେ। ଏଥିପାଇଁ ରାଜ୍ୟ ସରକାର ଫି’ ଛାଡ କରିବାକୁ ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ ସରକାରଙ୍କ ଅଧୀନରେ ନିଯୁକ୍ତି ସଂସ୍ଥା…

ଟ୍ରମ୍ପଙ୍କ ଯୁଦ୍ଧବିରତି ଘୋଷଣା ପରେ ଆସିଲା ଇରାନର ଆଶ୍ଚର୍ଯ୍ୟଜନକ ପ୍ରତିକ୍ରିୟା: ବିଶ୍ୱରେ ଖେଳିଗଲା…

ତେହେରାନ,୨୪।୬: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧବିରତି ପାଇଁ ରାଜିନାମା ହୋଇଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏହି ଦାବି କରିଛନ୍ତି। କିନ୍ତୁ ଇରାନ ଏହା ଉପରେ ଏକ ଆଶ୍ଚର୍ଯ୍ୟଜନକ ବୟାନ ଦେଇଛି। ଏହା କହିଛି, ଟ୍ରମ୍ପ ମିଛ କହୁଛନ୍ତି। ଇସ୍ରାଏଲ…

୧୨ ଦିନ ପରେ ଇରାନ-ଇସ୍ରାଏଲ ମଧ୍ୟରେ ଯୁଦ୍ଧ ବନ୍ଦ: ଘୋଷଣା କଲେ ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୪।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧ ବନ୍ଦ ହୋଇଥିବା ନେଇ ଘୋଷଣା କରିଛନ୍ତି। ଏହି ଘୋଷଣା ସମ୍ପର୍କରେ ଇରାନ କିମ୍ବା ଇସ୍ରାଏଲ ପକ୍ଷରୁ ଏପର୍ଯ୍ୟନ୍ତ କୌଣସି ସରକାରୀ ପ୍ରତିକ୍ରିୟା ଆସିନାହିଁ। ସୂତ୍ର ଅନୁଯାୟୀ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri