ହାଇଦ୍ରାବାଦ୍କୁ ଲାଗିଲା ଝଟ୍କା: ଟୁର୍ନାମେଣ୍ଟରୁ ବାଦ୍ ପଡିଲେ ଏହି କ୍ରିକେଟର୍
ନୂଆଦିଲ୍ଲୀ,୨୩।୪: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୧ରେ ସମସ୍ତ ଦଳ ଏପର୍ଯ୍ୟନ୍ତ ୩ କିମ୍ବା ୪ଟି ମ୍ୟାଚ ଖେଳିଛନ୍ତି। ଏହି ସମୟରେ, ବାୟୋ ବବୁଲ ଭୟ ହେତୁ କିଛି ଖେଳାଳି ଟୁର୍ନାମେଣ୍ଟ ଛାଡୁଛନ୍ତି ଏବଂ କିଛି ଖେଳାଳି ଆହତ ହୋଇଛନ୍ତି। ଏହି ପର୍ଯ୍ୟାୟରେ,…
ଏହି ଦେଶରେ କରୋନା ଟିକା ନେଲେ ମାଗଣାରେ ମିଳିବ ଅଣ୍ଡା
ବେଜିଂ,୨୨।୪: କରୋନା ମହାମାରୀ ସମଗ୍ର ବିଶ୍ୱରେ ତା’ର କାୟା ବିସ୍ତାର କରିସାରିଛି। ଏହି ଭାଇରସ୍ ପ୍ରଥମେ ଚାଇନାରୁ ହିଁ ଆସିଥିଲା। ଏବେ କେତେକ ଦେଶରେ କରୋନାର ଦ୍ୱିତୀୟ ଲହର ଚାଲିଛି। ତେବେ ଚାଇନା ପ୍ରଥମେ ଏହି ରୋଗ ମୁକାବିଲା କରିବାରେ ସଫଳ…
ମୋର୍ଗାନଙ୍କୁ ୧୨ଲକ୍ଷ ଟଙ୍କା ଜରିମାନା
ମୁମ୍ବାଇ, ୨୨ା୪ (ପି.ଟି.)-ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ) ବିପକ୍ଷ ଆଇପିଏଲ୍ ମ୍ୟାଚ ବେଳେ ଏକ ସ୍ଲୋ ଓଭର ରେଟ୍ ପାଇଁ କୋଲକାତା ନାଇଟ ରାଇଡର୍ସ ଅଧିନାୟକ ଇଅନ ମୋର୍ଗାନଙ୍କୁ ୧୨ ଲକ୍ଷ ଟଙ୍କା ଜରିମାନା ହୋଇଛି। ବୁଧବାର ରାତିରେ ଅନୁଷ୍ଠିତ ଏହି…
ଜେରିଙ୍କ ଚୁକ୍ତିର ନବୀକରଣ କଲା ଓଡ଼ିଶା ଏଫ୍ସି
ଭୁବନେଶ୍ୱର, ୨୩।୪(କ୍ରୀଡ଼ା ପ୍ରତିନିଧି)-ଇଣ୍ଡିଆନ ସୁପରଲିଗ୍ (ଆଇଏସ୍ଏଲ୍)ର ଭୁବନେଶ୍ୱରଭିତ୍ତିକ ଦଳ ଓଡ଼ିଶା ଏଫ୍ସି ମିଜୋରାମ ଓ୍ବିଙ୍ଗର ଜେରି ମାଓ୍ବିମିଙ୍ଗଥଙ୍ଗାଙ୍କ ସହ ଚୁକ୍ତିର ନବୀକରଣ କରିଛି। ୨୪ ବର୍ଷୀୟ ଜେରି ଗତ ସିଜନର ୧୭ ଗେମ୍ରେ ୫ ଗୋଲ ହେବାରେ ସହଯୋଗ କରିଥିଲେ। କୌଣସି…
ବିଶ୍ୱ ଅଲିମ୍ପିକ୍ ଯୋଗ୍ୟତା ପର୍ଯ୍ୟାୟ କୁସ୍ତି: ସୁଶୀଲଙ୍କୁ ଅଣଦେଖା, ମାନ୍ଙ୍କ ସ୍ଥାନରେ ଅମିତ
ନୂଆଦିଲ୍ଲୀ, ୨୩।୪(ପି.ଟି.)-ଆସନ୍ତା ବିଶ୍ୱ ଅଲିମ୍ପିକ୍ ଯୋଗ୍ୟତା ପର୍ଯ୍ୟାୟ କୁସ୍ତି ଟୁର୍ନାମେଣ୍ଟ ପାଇଁ ଭାରତୀୟ ଦଳରେ ନ୍ୟାଶନାଲ ଗୋଲ୍ଡ ମେଡାଲିଷ୍ଟ ସନ୍ଦୀପ ମାନ୍ଙ୍କ ସ୍ଥାନରେ ପୂର୍ବତନ ଏସୀୟ ଚାମ୍ପିୟନ ଅମିତ ଧନକର (୭୪ କେଜି)ଙ୍କୁ ସାମିଲ କରାଯାଇଛି। ଭେଟେରାନ ସୁଶୀଲ କୁମାରଙ୍କୁ ଅଣଦେଖା…
ବଜାରରେ ନକଲି ଫାଇଜର ଟିକା
ଓ୍ବାଶିଂଟନ, ୨୩।୪: ଆମେରିକାର ଫାଇଜର ଏବଂ ବାୟୋଏନ୍ଟେକ୍ କମ୍ପାନୀ ଦ୍ୱାରା ପ୍ରସ୍ତୁତ କୋଭିଡ୍ ଟିକାର ବିଶ୍ୱବ୍ୟାପୀ ଚାହିଦା ବଢ଼ିଥିବାବେଳେ ସେହି ଅନୁଯାୟୀ ଯୋଗାଇବା ସମ୍ଭବ ହେଉନାହିଁ। ଅପରାଧୀମାନେ ଏହାକୁ ସୁଯୋଗ ଭାବେ ନେଇ ଅର୍ଥ ଉପାର୍ଜନ କରିବା ପାଇଁ ିଫାଇଜର କମ୍ପାନୀ…
ଇସିଙ୍କୁ ହାଇକୋର୍ଟଙ୍କ ଭର୍ତ୍ସନା
କୋଲକାତା/ନୂଆଦିଲ୍ଲୀ,୨୩ା୪: ଭାରତ କୋଭିଡ୍-୧୯କୁ ପରାଜିତ କରିଦେଇଛି ବୋଲି ଅନେକଙ୍କ ଭ୍ରାନ୍ତ ଧାରଣା ଥିଲା। ଏବେ ହସ୍ପିଟାଲଗୁଡ଼ିକରେ ଅକ୍ସିଜେନ ସରିଯାଇଛି ଆଉ ଶବାଗାରରେ ଗଦାଗଦା ମୃତଦେହ ପଡ଼ିରହିଛି। ଦେଶ ଏକ ଚରମ ଦୁର୍ଦ୍ଦଶାର ଟ୍ରାଜେଡିକୁ ଅଙ୍ଗେ ନିଭାଉଛି। ଭୂତାଣୁର ଅଭୂତପୂର୍ବ ସଂକ୍ରମଣ ପାଇଁ…
ଆକଳନ କରିପାରୁ ନାହାନ୍ତି ସିଡିଏମ୍ଓ
ଭୁବନେଶ୍ୱର,୨୩ା୪(ବ୍ୟୁରୋ): କୋଭିଡ୍-୧୯ର ଦ୍ୱିତୀୟ ଲହର ସମଗ୍ର ଦେଶରେ ଭୟଙ୍କର ପରିସ୍ଥିତି ସୃଷ୍ଟି କରିଛି। ମହାରାଷ୍ଟ୍ର, ଦିଲ୍ଲୀ, ଉତ୍ତର ପ୍ରଦେଶ, ଛତିଶଗଡ଼ ଭଳି ରାଜ୍ୟରେ ଗୁରୁତର ସଂକ୍ରମିତଙ୍କୁ ବଞ୍ଚାଇବା ପାଇଁ ଆବଶ୍ୟକ ମେଡିକାଲ୍ ଅକ୍ସିଜେନ ମିଳୁନାହିଁ। ଗତ କିଛିଦିନ ହେବ ଓଡ଼ିଶାରେ ମଧ୍ୟ…
ଟ୍ରିପଲ୍-ମ୍ୟୁଟାଣ୍ଟ ଚିନ୍ତାଜନକ
କୋଲକାତା, ୨୩ା୪: ପଶ୍ଚିମବଙ୍ଗରେ କରୋନା ଭୂତାଣୁର ନୂଆ ରୂପ (ଟ୍ରିପଲ୍ ମ୍ୟୁଟାଣ୍ଟ ଷ୍ଟ୍ରେନ୍) ମିଳିବା ପରେ ଏହା ଚିନ୍ତା ବଢ଼ାଇଛି। ଡବଲ୍ ମ୍ୟୁଟାଣ୍ଟ (ବି.୧.୬୧୭) ପରେ ଭାରତରେ ଏହା ଦ୍ୱିତୀୟ ଟ୍ରିପଲ୍ ମ୍ୟୁଟାଣ୍ଟ (ବି.୧.୬୧୮) ଷ୍ଟ୍ରେନ୍। ଉକ୍ତ ନୂଆ ରୂପ ଅଧିକ…
ଜାତୀୟ ଜରୁରୀ ପରିସ୍ଥିତି
ନୂଆଦିଲ୍ଲୀ,୨୩ା୪:ସମ୍ପ୍ରତି ଭାରତରେ ଉପୁଜିଥିବା କୋଭିଡ୍-୧୯ ସ୍ଥିତିକୁ ସୁପ୍ରିମକୋର୍ଟ ନ୍ୟାଶନାଲ ଏମର୍ଜେନ୍ସି ବା ଜାତୀୟ ଜରୁରିକାଳୀନ ପରିସ୍ଥିତି ବୋଲି ଅଭିହିତ କରିଛନ୍ତି। ହସ୍ପିଟାଲଗୁଡ଼ିକରେ ଅକ୍ସିଜେନ, ଶଯ୍ୟା ଓ ଆଣ୍ଟାଇ-ଭାଇରାଲ ଡ୍ରଗ୍ ରେମ୍ଡେସିଭିର ସଙ୍କଟକୁ ନେଇ ୬ ହାଇକୋର୍ଟରେ କେତେକ ପିଟିଶନର ଶୁଣାଣି ଚାଲିଥିବାବେଳେ…
କୋଭିଡ ହସ୍ପିଟାଲରେ ଲାଗିଲା ଭୟଙ୍କର ନିଆଁ: ୧୩ ଜଣ କରୋନା ରୋଗୀଙ୍କ ଜୀବନ ଗଲା
ମୁମ୍ବାଇ,୨୩।୪।: ମହାରାଷ୍ଟ୍ରର ମୁମ୍ବାଇସ୍ଥିତ ବିରାର ଅଞ୍ଚଳରେ ବିଜୟ ବଲ୍ଲଭ କୋଭିଡ ହସ୍ପିଟାଲରେ ଭୟାନକ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୩ ଜଣ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି। ୧୫ ଜଣ ରୋଗୀ ହସ୍ପିଟାଲରେ ଆଇସିୟୁରେ ଥିଲେ, ସେମାନଙ୍କ ମଧ୍ୟରୁ ୧୩ ଜଣଙ୍କର ମୃତ୍ୟୁ…
୨୬ ବର୍ଷ ବଡ଼ ମିଲିନ୍ଦଙ୍କ ପ୍ରେମରେ ପଡ଼ିଥିଲେ ଏହି ଯୁବତୀ; ନାଇଟ୍ କ୍ଲବରେ ଭେଟିବା ପରେ …
ବମ୍ବେ: କଥାରେ ଅଛି ପ୍ରେମ ମାନେନା ବୟସ। ସେଭଳି କିଛି ଘଟିଥିଲା ଅଙ୍କିତା କୋନ୍ଓ୍ବରଙ୍କ କ୍ଷେତ୍ରରେ। ନିଜଠାରୁ ୨୬ବର୍ଷ ବଡ଼ ଜାଣି ବି ସେ ବଲିଉଡ୍ ଅଭିନେତା ତଥା ମଡେଲ ମିଲିନ୍ଦ ସୋମନଙ୍କ ପ୍ରେମରେ ପଡ଼ିଯାଇଥିଲେ। ବୟସାଗତ ତାରତମ୍ୟ ଅଧିକ ଥିବାରୁ…

