୮୫୦ କିଲୋମିଟର ଯାଇ କ୍ୟାନସର ପୀଡ଼ିତାଙ୍କ ଇଚ୍ଛା ପୂରଣ କଲେ ରେଷ୍ଟୁରାଣ୍ଟ ମାଲିକ, ଲୋକେ କହିଲେ…
ଜଣେ ମହିଳାଙ୍କୁ ଖୁଆଇବା ପାଇଁ ରେଷ୍ଟୁରାଣ୍ଟ ମାଲିକ ପ୍ରାୟ ୮୫୦ କିଲୋମିଟର ଦୂର ଯାତ୍ରା କରିଥିଲେ। ଜଣେ ଗ୍ରାହକ ରେଷ୍ଟୁରାଣ୍ଟକୁ ଇମେଲ ପଠାଇ କହିଥିଲେ ତାଙ୍କର କ୍ୟାନସର ପୀଡ଼ିତ ଶାଶୁଙ୍କରୁ ଏହି ରେଷ୍ଟୁରାଣ୍ଟର ଖାଦ୍ୟ ଖୁବ୍ ପସନ୍ଦ। ଖାଦ୍ୟ ପଠାଇ ପାରିବେ…
ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲୀପ ଗାନ୍ଧୀଙ୍କ ପରଲୋକ
ନୂଆଦିଲ୍ଲୀ,୧୭।୩: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ଭାଜପା ନେତା ଦିଲୀପ ଗାନ୍ଧୀଙ୍କ ଦେହାନ୍ତ ହୋଇଛି। ଦିଲ୍ଲୀର ଏକ ଘରୋଇ ଡାକ୍ତରଖାନାରେ ଦିଲୀପ ଗାନ୍ଧୀଙ୍କ କରୋନା ଯୋଗୁ ମୃତ୍ୟୁ ହୋଇଥିବା ଜଣାପଡିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୯ ବର୍ଷ ହୋଇଥିଲା। କିଛିଦିନ ତଳେ…
ସାବଧାନ! ଭାତଥାଳିରେ ଆଉ ରହିବନି ଭାତ
ଓ୍ବାଶିଂଟନ,୧୭।୩: ଆସନ୍ତା ୩୦ ବର୍ଷ ପରେ ଭାରତୀୟ ଭାତଥାଳିରେ ଆଉ ଭାତ ଦେଖିବାକୁ ମିଳିବ ନାହିଁ। ଭାତଥାଳିରୁ ଏହା ଗାଏବ ହୋଇଯିବ। ଆମେରିକାର ଇଲିନୋଇସ୍ ବିଶ୍ୱବିଦ୍ୟାଳୟ ପକ୍ଷରୁ ହୋଇଥିବା ଏକ ଗବେଷଣା ରିପୋର୍ଟରେ ଏହା ଉଲ୍ଲେଖ କରାଯାଇଛି। ପରିବର୍ତ୍ତିତ ପାଣିପାଗ, ପାଣିର…
ଯୁବକଙ୍କୁ ଗୁଳିମାଡ଼; ୩ ଗିରଫ, ବନ୍ଧୁକ ଜବତ
ବ୍ରହ୍ମପୁର ଅଫିସ, ୧୭।୩: ଗଞ୍ଜାମ ଜିଲା ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଖୋଡ଼ସିଂ ଧୋବା ସାହିରେ ମଙ୍ଗଳବାର ମଧ୍ୟରାତିରେ ଯୁବକଙ୍କୁ ଗୁଳିମାଡ଼ ହୋଇଛି। ପୋଲିସ ଏହି ଘଟଣାରେ ବୁଧବାର ମାଷ୍ଟରମାଇଣ୍ଡ ସମେତ ୩ ଜଣଙ୍କୁ ଗିରଫ କରିଛି । ସେମାନେ ହେଲେ ଖୋଡାସିଂ…
ନୀତା ଅମ୍ବାନୀ ବିଏଚ୍ୟୁରେ ପ୍ରଫେସର ନିଯୁକ୍ତି ନେଇ ଦେଲେ ସଫେଇ
ନୂଆଦିଲ୍ଲୀ,୧୭।୩: ରିଲାୟନ୍ସ ଇଣ୍ଡଷ୍ଟ୍ରିର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ତଥା ରିଲାଏନ୍ସ ଫାଉଣ୍ଡେସନର ଚେୟାରମ୍ୟାନ ନୀତା ଅମ୍ବାନୀ ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟ (ବିଏଚୟୁ)ର ଗେଷ୍ଟ ପ୍ରଫେସର ନିଯୁକ୍ତି ହେବା ରିପୋର୍ଟକୁ ତାଙ୍କ ମୁଖପାତ୍ର ନକଲି ବୋଲି କହିଛନ୍ତି। ବୁଧବାର ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ୍ର ମୁଖପାତ୍ର…
ଶିକ୍ଷା ବର୍ଷ ଆରମ୍ଭରୁ ରିଭିଜନ୍ କ୍ଲାସ୍, ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରୀଛାତ୍ର ପଢ଼ିବେ ପୁରୁଣା ପାଠ
ଭୁବନେଶ୍ୱର, ୧୭।୩(ବ୍ୟୁରୋ): ଆସନ୍ତା ଶିକ୍ଷା ବର୍ଷ ଆରମ୍ଭରୁ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ରିଭିଜନ କ୍ଲାସ ହେବ। ୨ରୁ ୩ ମାସ ପର୍ଯ୍ୟନ୍ତ ପୁରୁଣା କ୍ଲାସର ପାଠ ରିଭିଜନ କରାଯିବ । ଛାତ୍ରଛାତ୍ରୀଙ୍କ ଦକ୍ଷତା ସ୍ତର ବୃଦ୍ଧି ପାଇଁ ସ୍କୁଲ ଓ…
ଅଜାନ ଶବ୍ଦରେ ଶୋଇପାରୁ ନାହାନ୍ତି କୁଳପତି: ଜିଲାପାଳଙ୍କୁ ଲେଖିଲେ ଚିଠି
ପ୍ରୟାଗରାଜ,୧୭।୩: ଉତ୍ତରପ୍ରଦେଶର ପ୍ରୟାଗରାଜ ସ୍ଥିତ ଆହ୍ଲାବାଦ୍ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ସଙ୍ଗୀତା ଶ୍ରୀବାସ୍ତବ ମସଜିଦ୍ରୁ ଶୁଭା ଯାଉଥିବା ଅଜାନ ଶବ୍ଦରେ ଶୋଇ ପାରୁ ନାହାନ୍ତି। ଏନେଇ ସେ ପ୍ରୟାଗରାଜ ଜିଲାପାଳଙ୍କୁ ଚିଠି ଲେଖିଛନ୍ତି। ମସଜିଦ୍ରେ ଲାଉଡ୍ ସ୍ପିକର ଲଗାଯାଇ ଥିବାରୁ…
ପ୍ରଶଂସକଙ୍କ ହୃଦୟ ଭାଙ୍ଗିଦେଲେ କୋହଲି: କଲେ ଏମିତି କାମ
କୋଲକାତା,୧୭।୩: ଭାରତୀୟ ଉଇକେଟକିପର ରିଷଭ ପନ୍ତ ଏବେ ତାଙ୍କ କ୍ୟାରିୟରର ସର୍ବଶ୍ରେଷ୍ଠ ଫର୍ମରେ ଅଛନ୍ତି। ପ୍ରଶଂସକମାନେ ପ୍ରତ୍ୟେକ ମ୍ୟାଚରେ ତାଙ୍କଠାରୁ ବଡ଼ ଇନିଂସ ଆଶା କରୁଛନ୍ତି। ଇଂଲଣ୍ଡ ବିପକ୍ଷ ତୃତୀୟ ଟି -୨୦ରେ ମଧ୍ୟ ସମାନ ଆଶା ଥିଲା। ଏହି ମ୍ୟାଚ୍ରେ…
ବାଇଡେନ୍ଙ୍କ ବିରୋଧରେ ଷଡ଼ଯନ୍ତ୍ର: ଟ୍ରମ୍ପ୍ଙ୍କୁ ସହାୟତା କରିଥିଲେ ପୁଟିନ୍
ଓ୍ବାଶିଂଟନ,୧୭।୩: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ଙ୍କ ବିରୋଧରେ ରଚାଯାଇଥିବା ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ୍ ହୋଇଛି। ଆମେରିକା ଗୋଇନ୍ଦା ସଂସ୍ଥା ରିପୋର୍ଟ ଏନେଇ ଉଲ୍ଲେଖ କରାଯାଇଛି। ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ଦ୍ୱାରା ହୋଇଥିବା ଷଡ଼ଯନ୍ତ୍ରରେ ରୁଷିଆ ରାଷ୍ଟ୍ରପତି ବ୍ଲାଡିମୀର୍ ପୁଟିନ୍ ଆବଶ୍ୟକ ସହାୟତା…
ବିବାହ କରାଇଦିଅ ବୋଲି ସୋନୁ ସୁଡ୍ଙ୍କୁ କହିଲେ ଏହି ବ୍ୟକ୍ତି, ଜବାବରେ ଅଭିନେତା କହିଲେ…
ବମ୍ବେ: ଲକ୍ଡାଉନ୍ ସମୟରେ ଲକ୍ଷ ଲକ୍ଷ ଲୋକଙ୍କ ସହାୟତା କରି ଚର୍ଚ୍ଚାକୁ ଆସିଥିଲେ ଅଭିନେତା ସୋନୁ ସୁଡ। ଏହା ଶେଷ ହେବା ପରେ ମଧ୍ୟ ସେ ପୂର୍ବଭଳି ଲୋକଙ୍କ ସହାୟତା କରୁଛନ୍ତି। ସେ କାହାର ମେଡିକାଲ ବିଲ୍ଠାରୁ ଆରମ୍ଭ କରି ପାଠପଢ଼ା…
ପ୍ରଥମ ଥର ସ୍ବାମୀଙ୍କ ଖେଳ ଦେଖିବାକୁ ଷ୍ଟାଡିୟମ୍ରେ ପହଞ୍ଚିଲେ ଏହି ଖେଳାଳିଙ୍କ ସ୍ତ୍ରୀ
ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୫ ମ୍ୟାଚ୍ ମିଶିଷ୍ଟ ଟି-୨୦ ଅନ୍ତର୍ଜାତୀୟୟ ସିରିଜ୍ର ତୃତୀୟ ମ୍ୟାଚ୍ ମଙ୍ଗଳବାର ଅନୁଷ୍ଠିତ ହୋଇଥିଲା। ଏଥିରେ ଭାରତ ୮ ଉଇକେଟରେ ଇଂଲଣ୍ଡ ଠାରୁ ପରାସ୍ତ ହୋଇଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍ରେ…
ଏହି ୭ ଜିନିଷ ବହୁତ ପବିତ୍ର: ଏହାକୁ ସେବନ କରିବା ପରେ ବି କରିପାରିବେ ପୂଜାପାଠ, ଲାଗିବନି ପାପ
ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ମନୁଷ୍ୟ ଜୀବନ ସହ ଜଡ଼ିତ ଏକାଧିକ ସମସ୍ୟା ଓ ତାର ସମାଧାନ ବିଷୟରେ ବର୍ଣ୍ଣନା କରିଛନ୍ତି। ସେଥିମଧ୍ୟରେ ସଫା-ସୁତୁରା ଏବଂ ପବିତ୍ରତାକୁ ନେଇ ଚାଣକ୍ୟ ଅନେକ ନୀତି ବିଷୟରେ ଉଲ୍ଳେଖ କରିଛନ୍ତି। ସେ କୁହନ୍ତି ଏଭଳି…
Archives


