Home

ଚାଇନା ନାଗରିକଙ୍କଠାରୁ ମିଳିଲା ଭାରତୀୟ ଆଧାର କାର୍ଡ: ୨ ଗିରଫ

କୋଲକାତା,୧୭।୩: ପଶ୍ଚିମବଙ୍ଗର ସିଲିଗୁଡିି ଜିଲାରେ ପୋଲିସ ଦୁଇ ଚାଇନା ନାଗରିକଙ୍କୁ ଗିରଫ କରିଛି। ରାଜ୍ୟର ବାଗଡୋଗ୍ରା ବିମାନବନ୍ଦରରେ ଥିବା ସିଲିଗୁଡି ମହାନଗର ପୋଲିସ ଏହି ଚାଇନା ନାଗରିକଙ୍କୁ ପାସପୋର୍ଟ ଏବଂ ଦୁଇଟି ଆଧାର କାର୍ଡ ସହିତ ଗିରଫ କରିଛି। ପୋଲିସର ସୂଚନାନୁସାରେ,…

ଭାଜପା ଏମ୍‌ପିଙ୍କ ସନ୍ଦେହ ଜନକ ମୃତ୍ୟୁ: ଘରେ ଫାଶୀରେ ଝୁଲୁଥିଲେ

ନୂଆଦିଲ୍ଲୀ,୧୭।୩: ହିମାଚଳପ୍ରଦେଶର ମଣ୍ଡି ଲୋକ ସଭା ଆସନର ଭାଜପା ଏମ୍‌ପି ରାମସ୍ବରୂପ ଶର୍ମାଙ୍କ ମୃତ୍ୟୁ ଘଟିଛି। ଦିଲ୍ଲୀର ବାସ ଭବନରେ ରାମସ୍ବରୂପଙ୍କ ମୃତଦେହକୁ ଘର ଭିତରେ ଫାଶୀରେ ଝୁଲୁଥିବା ଅବସ୍ଥାରେ ପୋଲିସ ଉଦ୍ଧାର କରିଥିଲେ। ଏହାପରେ ତାଙ୍କୁ ସ୍ଥାନୀୟ ଆର୍‌ଏମ୍‌ଏଲ୍‌ ହସ୍ପିଟାଲରେ…

ପକେଟରେ ଥିବା ସ୍ମାର୍ଟଫୋନ ହଠାତ୍‌ ଫାଟିଗଲା, ଯୁବକ ଗୁରୁତ଼ର

କେନ୍ଦୁଝର,୧୭ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା କାଶିପୁର ଗ୍ରାମରେ ଏକ ଅଘଟଣ ଘଟିଛି। ଗ୍ରାମର ଜଣେ ଯୁବକ ପକେଟରେ ସ୍ମାର୍ଟଫୋନ ରଖିଥିବା ବେଳେ ତାହା ହଠାତ୍‌ ଫାଟିଯାଇଛି। ଫଳରେ ସେ ଗୁରୁତ଼ର ହୋଇଛନ୍ତି। ଚିକିତ୍ସା ପାଇଁ ତ଼ାଙ୍କୁ କେନ୍ଦୁଝର ଜିଲା ମୁଖ୍ୟ ଚ଼ିକିତ୍ସାଳୟରେ ଭର୍ତ୍ତି…

ପୁଣି ଏକ ବିଶ୍ୱରେକର୍ଡ ହାସଲ କଲେ କୋହଲି

ଅହମଦାବାଦ,୧୭।୩: ଭାରତୀୟ ଅଧିନାୟକ ବିରାଟ କୋହଲି ଟି-୨୦ରେ ଆଉ ଏକ ରେକର୍ଡ ନେଇଛନ୍ତି। ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚାଲିଥିବା ତୃତୀୟ ଟି-୨୦ରେ କୋହଲି ଅପରାଜିତ ୭୭ ରନ କରିଥିଲେ। ଏହା ସହିତ ସେ ଅଧିନାୟକ ଭାବରେ ସର୍ବାଧିକ ୧୧ ଥର…

୨୪ ଘଣ୍ଟାରେ ୨୮ ହଜାର ଟପିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୧୭।୩: ଦେଶରେ କରୋନା ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ପ୍ରତିଦିନ ଲଗାତାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨୮ ହଜାର ୯୦୩ରେ ପହଞ୍ଚିଥିବାବେଳେ ଏହି ସମୟ…

୧୧୨ କିଲୋ ଓଜନର କ୍ରିକେଟର୍‌ଙ୍କ ଚୟନକୁ ନେଇ ରାଗିଲେ ଅଧିନାୟକ

ଇସଲାମାବାଦ,୧୭।୩: ପାକିସ୍ତାନ ଦଳରେ ସର୍ବଦା ପ୍ରତିଭା ସମ୍ପନ୍ନ ଖେଳାଳି ଥାନ୍ତି। କିନ୍ତୁ ଏହା ସତ୍ତ୍ୱେ ଏହି ଦଳ ଭଲ ପ୍ରଦର୍ଶନ କରିବାରେ ସକ୍ଷମ ହୋଇପାରୁନାହିଁ। ଦଳ ଚୟନ ଯୋଗୁ ଏଭଳି ହେଉଥିବା ପୂର୍ବତନ କ୍ରିକେଟର୍‌ମାନେ ମତ ଦେଇଛନ୍ତି। ନିକଟରେ ଜିମ୍ବାୱେ ଏବଂ…

ଟି-ଶାର୍ଟ ପିନ୍ଧି ହଟହଟା

ଅହମଦାବାଦ,୧୭ା୩: ଗୁଜରାଟ ବିଧାନସଭାକୁ ଟି-ଶାର୍ଟ ପିନ୍ଧି ଯାଇଥିବାରୁ କଂଗ୍ରେସ ବିଧାୟକ ବିମଳ ଚୂଡ଼ାସ୍ମାଙ୍କୁ ହଟହଟା ହେବାକୁ ପଡ଼ିଛି। ବାଚସ୍ପତି ରାଜେନ୍ଦ୍ର ତ୍ରିବେଦୀ ସୋମବାର ତାଙ୍କୁ ଗୃହରୁ ବିଦା କରିଦେଇଛନ୍ତି। ସୋମନାଥ ନିର୍ବାଚନମଣ୍ଡଳୀରୁ ପ୍ରଥମ ଥର ପାଇଁ ବିଧାୟକ ହୋଇଥିବା ଚୂଡ଼ାସ୍ମା ଅନେକ…

ଆମୀରଙ୍କ ପରେ ସୋସିଆଲ ମିଡିଆ ଛାଡିଲେ ଆଉ ଜଣେ ଅଭିନେତା

ବଲିଉଡ୍‌ର ମିଷ୍ଟର ପରଫେକ୍ଟ ଆମୀର ଖାନ୍‌ ନିକଟରେ ସୋସିଆଲ ମିଡିଆ ଛାଡିଥିଲେ। ଏବେ ଆଉ ଜଣେ ଅଭିନେତା ତାଙ୍କୁ ଅନୁସରଣ କରିଛନ୍ତି। ସେ ହେଲେ ସୁଶାନ୍ତ ସିଂହ। ସିଶାନ୍ତ ଏକ ପୋଷ୍ଟ ଶେୟାର କରି ସୋସିଆଲ ମିଡିଆରୁ ଦୂରେଇ ଯିବାକୁ ଚାହୁଁଥିବା…

ଗ୍ୟାଙ୍ଗ୍‌ଷ୍ଟର ଛୋଟା ରାଜନଙ୍କୁ ୧୦ ବର୍ଷ ଜେଲ୍‌

ମୁମ୍ବାଇ,୧୭ା୩: ଏକ ହତ୍ୟା ଉଦ୍ୟମ ମାମଲାରେ ଗ୍ୟାଙ୍ଗଷ୍ଟର ଛୋଟା ରାଜନଙ୍କୁ ମୁମ୍ବାଇର ସ୍ବତନ୍ତ୍ର ସିବିଆଇ କୋର୍ଟ ମଙ୍ଗଳବାର ୧୦ ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି। ଏହା ସହ ୫ ଲକ୍ଷ ଟଙ୍କା ଜରିମାନା ନିର୍ଦ୍ଦେଶ ଦିଆଯାଇଛି। ୨୦୧୩ରେ ରାଜନ ବିଲ୍ଡର ଅଜୟ…

ସଫୁରା ଜରଗରଙ୍କୁ କ୍ଷତିପୂରଣ ଦିଅ

ଜାତିସଂଘ,୧୭।୩: ୨୦୨୦ ଫେବୃୟାରୀରେ କେନ୍ଦ୍ରର ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧୀ ବିକ୍ଷୋଭ ବେଳେ ଦିଲ୍ଲୀରେ ବ୍ୟାପକ ହିଂସା ହୋଇଥିଲା। ସାମ୍ପ୍ରଦାୟିକ ଦଙ୍ଗାରେ ୫୩ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୪୦୦ରୁ ଊର୍ଦ୍ଧ୍ୱ ଆହତ ହୋଇଥିଲେ। ମୃତକଙ୍କ ମଧ୍ୟରୁ ଅଧିକାଂଶ ସଂଖ୍ୟାଲଘୁ ଥିଲେ।…

ବଢୁଛି ଯାଆଁଳାଙ୍କ ଜନ୍ମ

ଲଣ୍ଡନ, ୧୭।୩: ସମଗ୍ର ବିଶ୍ୱରେ ବୃଦ୍ଧି ପାଇବାରେ ଲାଗିଛି ଯାଆଁଳା ଶିଶୁଙ୍କ ସଂଖ୍ୟା। ଇନ୍‌ ଭିଟ୍ରୋ ଫର୍ଟିଲାଇଜେଶନ ଓ ଅନ୍ୟାନ୍ୟ କୃତ୍ରିମ ପ୍ରଜନନ କୌଶଳ ଦ୍ୱାରା ଅଧିକ ସଂଖ୍ୟାରେ ଯମଜ ଶିଶୁଙ୍କ ପ୍ରସବ ହେଉଥିବା ବିଶ୍ୱସ୍ତରୀୟ ଏକ ଅଧ୍ୟୟନ ତଥ୍ୟ କହୁଛି।…

ଚାଇନିଜ୍‌ ଟିକା ନ ନେଲେ ଭାରତୀୟଙ୍କୁ ଚାଇନା ମନା

ବେଜିଂ, ୧୭ା୩: ଚାଇନା ଯିବାକୁ ଚାହୁଁଥିବା ଭାରତୀୟ ଚାଇନିଜ୍‌ ଟିକା ନେବାକୁ ବାଧ୍ୟ। ଚାଇନାରେ ନିର୍ମିତ ଭ୍ୟାକ୍ସିନ ନେବା ପରେ ହିଁ ଭାରତୀୟଙ୍କ ଭିସା ଆବେଦନ ସରଳ କରାଯିବ ବୋଲି ଭାରତରେ ଅବସ୍ଥିତ ଚାଇନା ଦୂତାବାସ ପକ୍ଷରୁ କୁହାଯାଇଛି। ହେଲେ ଭାରତରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri