Home

ଭାରତର ନିଦ ହଜାଇଲା ଚାଇନା: ଶେଷରେ ବନ୍ଧୁତା ପଡ଼ିଲା ଭାରୀ

ଓ୍ବାଶିଂଟନ୍‌,୧୯।୧୨: ଆମେରିକା ଦ୍ୱାରା ଭାରତ ଉପରେ ଉଚ୍ଚ ଶୁଳ୍କ ଲାଗୁ କରାଯିବା ପରେ ସରକାର ରପ୍ତାନିକାରୀଙ୍କ ପାଇଁ ବିକଳ୍ପ ବଜାର ଖୋଜିବାର ରଣନୀତି ଗ୍ରହଣ କରିଥିଲେ। ଏହି ପରିପ୍ରେକ୍ଷୀରେ ଚାଇନା ସମେତ ଅନ୍ୟ ଦେଶ ସହିତ ବାଣିଜ୍ୟ ସମ୍ପର୍କ ପୁନଃସ୍ଥାପିତ କରିବାକୁ…

କେଦାରନାଥ ଧାମରେ ଏ କଣ, ଡିସେମ୍ବର ମାସରେ ଦେଖାଯାଉନି….

ନୂଆଦିଲ୍ଲୀ,୧୯ା୧୨: ଡିସେମ୍ବର ମାସର ଅଧା ବିତିଯାଇଥିଲେ ମଧ୍ୟ ବାବା କେଦାରନାଥ ଧାମରେ ଏବେ ବି ତୁଷାରମୁକ୍ତ ଅଛି। ଏହି ସମୟ ମଧ୍ୟରେ କେଦାରନାଥ ଧାମ ସାଧାରଣତଃ ୫ ଫୁଟରୁ ଅଧିକ ଘନ ବରଫର ଚାଦରରେ ଆଚ୍ଛାଦିତ ଥାଏ । କିନ୍ତୁ ଏହି…

ମଧୁମେହରେ ପ୍ରତି ୯ ସେକେଣ୍ଡରେ ଜଣଙ୍କର ମୃତ୍ୟୁ, 2050 ମସିହା ସୁଦ୍ଧା…

ନୂଆଦିଲ୍ଲୀ,୧୯ା୧୨: ଭାରତ ସମେତ ଅନେକ ପ୍ରମୁଖ ଦେଶ ପାଇଁ ମଧୁମେହ ଏକ ପ୍ରମୁଖ ସମସ୍ୟା ହେବାରେ ଲାଗିଛି । ଭାରତରେ ଏହି ରୋଗ ଏତେ ଦ୍ରୁତ ଗତିରେ ବ୍ୟାପିଛି ଯେ ଗତ ୨୫ ବର୍ଷ ମଧ୍ୟରେ ଏହାର ମାମଲା ତିନି ଗୁଣ…

୪୧ ବର୍ଷରେ ପୁଣି ମା’ ହେଲେ ଭାରତୀ: ଶୁଟିଂ ଯିବା ପୂର୍ବରୁ…

କମେଡିଆନ ଭାରତୀ ସିଂହ ପୁଣି ଥରେ ମା’ ହୋଇଛନ୍ତି। ସେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ଭାରତୀ ତାଙ୍କର ଲୋକପ୍ରିୟ ଟିଭି ଶୋ ‘ଲାଫଟର୍‌ ସେଫ୍ସ’ର ଶୁଟିଂ ପାଇଁ ସେଟରେ ବାହାରିଥିଲେ। ସକାଳେ ହଠାତ୍‌ ଯନ୍ତ୍ରଣା ହେବାରୁ ତାଙ୍କୁ ତୁରନ୍ତ…

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ ଦନ୍ତା ହାତୀ ଏବେ ଶୁଣ୍ଢୀରା ପଞ୍ଚାୟତ ନୁଆସାହି ଗ୍ରାମ ନିକଟରେ ଏକ ଗ୍ରାମ୍ୟ ଜଙ୍ଗଲ…

ଘର ଲିପୁଥିଲେ ମହିଳା, ମାଡ଼ିଗଲା ଟ୍ରାକ୍ଟର, ଚାପି ହୋଇ…

ଚାନ୍ଦବାଲି,୧୯ା୧୨(ଅଶୋକ କୁମାର ପଣ୍ଡା): ଘର ଉପରେ ମାଡ଼ିଗଲା ଟ୍ରାକ୍ଟର। ଫଳରେ ଜଣେ ମହିଳା ଟ୍ରାକ୍ଟର ତଳେ ଚାପିହୋଇ ଗୁରୁତର ହୋଇଛନ୍ତି। ଏମିତି ଦୃଶ୍ୟ ଦେଖିବାକୁ ମିଳିଛି ଭଦ୍ରକ ଜିଲା ଚାନ୍ଦବାଲି ଏନ୍‌ଏସି ଅନ୍ତର୍ଗତ ବାଲିଗାଁ ୧୧ ନମ୍ବର ଓ୍ବାର୍ଡରେ। ବାସନ୍ତୀ ଦାସଙ୍କ…

ଅଡ଼ୁଆରେ ମୋହନ ସରକାର: ତରବରିଆ ନିଷ୍ପତ୍ତି ବଢାଇଲା ଟେନ୍‌ସନ୍‌

ଭୁବନେଶ୍ୱର,୧୯।୧୨(ରବିନାରାୟଣ ଜେନା):ବିଧାନସଭାର ଶୀତକାଳୀନ ଅଧିବେଶନରେ ରାଜ୍ୟ ସରକାର ବିଧାୟକ, ମନ୍ତ୍ରୀ, ବାଚସ୍ପତି ଏବଂ ଉପବାଚସ୍ପତିଙ୍କ ଦରମା ବଢ଼ାଇବା ପାଇଁ ଯେଉଁ ବିଧେୟକ ଗୃହୀତ କରିଥିଲେ ତାହା ଏବେ ଅନିଶ୍ଚିତତା ଭିତରକୁ ଠେଲି ହୋଇଯାଇଛି। ଡିସେମ୍ବର ୯ ତାରିଖରେ ଗୃହରେ ପାରିତ ହୋଇଥିବା…

ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ, ଭାଜପା ପରେ ଆଜି ପୁନର୍ବିଚାର ପାଇଁ ନିବେଦନ କଲା ବିଜେଡି

ଭୁବନେଶ୍ବର,୧୯ା୧୨: ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗକୁ ନେଇ ଦିନକୁ ଦିନ ବିରୋଧାଭାବ ଦେଖିବାକୁ ମିଳୁଛି । ଗତକାଲି ଭାଜପା ବିଧାୟକମାନେ ଏହି ପ୍ରସଙ୍ଗ ଉପରେ ପୁର୍ନବିଚାର ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରିଥିବା ବେଳେ ଆଜି ପୁନର୍ବିଚାର ପାଇଁ ନିବେଦନ କଲା ବିଜେଡି…

ଦିବ୍ୟାଙ୍ଗଠାରୁ ଲାଞ୍ଚ ମାଗି ବଦଳିଲେ ଆର୍‌ଆଇ, ଚାକିରିରୁ ବିଦା ହେଲେ ପିଅନ

ବାସୁଦେବପୁର,୧୯ା୧୨(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଇରମ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ବେସରକାରୀ ଭାବେ କାର୍ଯ୍ୟରତ ପିଅନ କାଳିଆ ବେହେରା ଜଣେ ଦିବ୍ୟାଙ୍ଗଙ୍କଠାରୁ ଆର୍‌ଆଇ ରିପୋର୍ଟ ପାଇଁ ୨ ଶହ ଟଙ୍କା ଲାଞ୍ଚ ନେବା ଅଭିଯୋଗ ହୋଇଥିଲା। ଏହାକୁ…

ବିଶ୍ୱର ଏକମାତ୍ର ବୁଲେଟ୍‌ ପ୍ରୁଫ୍‌ ପ୍ରାଣୀ, AK-47 ଗୁଳି ବି କରିବ ନାହିଁ ପ୍ରଭାବିତ, ଜାଣିଲେ…

ସାରା ବିଶ୍ୱରେ ଲକ୍ଷଲକ୍ଷ ପ୍ରଜାତିର ପ୍ରାଣୀ ଦେଖିବାକୁ ମିଳିଥାନ୍ତି। କିଛି ଜୀବ ଅନନ୍ୟ ଗଠନ ପାଇଁ ଜଣାଶୁଣା ଥିବାବେଳେ ଆଉ କିଛି ସେମାନଙ୍କର ଆକ୍ରମଣାତ୍ମକତା ପାଇଁ ବି ଜଣାଶୁଣା। ଏପରି ଏକ ପ୍ରାଣୀ ଏହାର ପ୍ରାକୃତିକ ବୁଲେଟପ୍ରୁଫ୍‌ ଜ୍ୟାକେଟ ପାଇଁ ସାରା…

ଭାଙ୍ଗିପଡ଼ିଲେ ୟୁନୁସ: ଶୋକ ପ୍ରକାଶ କରି କହିଲେ…

ଢାକା,୧୯।୧୨: ଗତବର୍ଷ ବାଂଲାଦେଶରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ବିରୋଧରେ ହିଂସାତ୍ମକ ଆନ୍ଦୋଳନ ଆରମ୍ଭ କରିଥିବା ବିରୋଧୀ ନେତା ଉସମାନ ହାଦିଙ୍କ ସିଙ୍ଗାପୁରରେ ମୃତ୍ୟୁ ହୋଇଥିଲା। କିଛି ଦିନ ପୂର୍ବରୁ ଉସମାନ ହାଦିଙ୍କୁ ଗୁଳି କରି ଆହତ କରାଯାଇଥିଲା। ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ…

ମହଙ୍ଗା ହେବ ମୋବାଇଲ୍ ରିଚାର୍ଜ, ୨୦% ପର୍ଯ୍ୟନ୍ତ ବଢ଼ିପାରେ ଦାମ୍

ନୂଆଦିଲ୍ଲୀ,୧୯ା୧୨: ଭାରତର ପ୍ରମୁଖ ଟେଲିକମ୍ କମ୍ପାନୀଗୁଡ଼ିକ ରିଲାଏନ୍ସ ଜିଓ, ​​ଭାରତୀ ଏୟାରଟେଲ୍ ଏବଂ ଭୋଡାଫୋନ୍ ଆଇଡିଆ, ଆସନ୍ତା ବର୍ଷ ପ୍ରିପେଡ୍ ଏବଂ ପୋଷ୍ଟପେଡ୍ ଉଭୟ ପ୍ଲାନର ମୂଲ୍ୟ ୨୦% ପର୍ଯ୍ୟନ୍ତ ବୃଦ୍ଧି କରିବେ ବୋଲି ଚର୍ଚ୍ଚା ହେଉଛି। ଏହା ନିୟମିତ ଟାରିଫ୍…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri