Home

ସେନାକୁ ଦ୍ୱିତୀୟ ଲହର ସମ୍ଭାଳିବା ଦାୟିତ୍ୱ…

ନୂଆଦିଲ୍ଲୀ,୨୦।୪: ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନି। କରୋନା ମହାମାରୀ ଅଣାୟତ୍ତ ହେଉଥିବାରୁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସେନାର ସହାୟତା ଲୋଡ଼ିଛନ୍ତି। ଏନେଇ ସେ ସେନାମୁଖ୍ୟ ଏମ୍‌ ଏମ୍‌. ନରାଓ୍ବଣେଙ୍କ ସହିତ ଆଲୋଚନା କରିଛନ୍ତି। ଏହା ସହିତ ରାଜନାଥ…

ବିମାନବନ୍ଦରରେ ଝିଅକୁ ଛାତିରେ ଜାବୁଡି ଧରିଲେ ଅନୁଷ୍କା

ଚେନ୍ନାଇ,୨୦।୪: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୧ର ସମସ୍ତ ମ୍ୟାଚ କରୋନା ଯୋଗୁ ଚଳିତ ବର୍ଷ କେବଳ ୬ଟି ସ୍ଥାନରେ ଖେଳାଯାଉଛି। ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ସ୍ଥାନ ହେଉଛି ମୁମ୍ବାଇ ଏବଂ ଚେନ୍ନାଇ। କିଛି ଦଳ ଚେନ୍ନାଇରେ ସିଜିନ ଆରମ୍ଭ କରିଥିବାବେଳେ କିଛି…

ନିଜ ଦୁଃଖ ବଖାଣିଲେ ଧୋନୀ

ମୁମ୍ବାଇ, ୨୦।୪: ଆଇପିଏଲ୍‌ ୨୦୨୧ରେ ଏମଏସ ଧୋନୀଙ୍କ ନେତୃତ୍ୱରେ ଚେନ୍ନାଇ ସୁପର କିଙ୍ଗ୍ସ ନିଜ ତୃତୀୟ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରିଛି। ଏହି ବିଜୟ ପରେ ଧୋନୀ ତାଙ୍କ ଫିଟନେସ ବିଷୟରେ କହିଥିଲେ। ଧୋନି ସ୍ବୀକାର କରିଛନ୍ତି ଯେ, ବଢୁଥିବା…

ଭାରତକୁ ଆମେରିକା-ବ୍ରିଟେନ୍‌ବାସୀଙ୍କୁ ଆସିବା ମନା…

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୦।୪: କରୋନା ସଂକ୍ରମଣ ନେଇ ଭାରତରେ ଆତଙ୍କ ଦେଖାଦେଇଛି। କରୋନାର ଦ୍ୱିତୀୟ ଲହରରେ ଅଧିକ ସଂଖ୍ୟକ ଛୋଟ ପିଲା ଏବଂ ଯୁବବର୍ଗ ଆକ୍ରାନ୍ତ ହେବା ଯୋଗୁ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ସେହିପରି ଆକ୍ରାନ୍ତ ବୟସ୍କଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି।…

ମନ ଜିଣିଲେ ଜାଡେଜା: ପଡିଆରେ କଲେ ଏମିତି କାମ

ମୁମ୍ବାଇ, ୨୦।୪: ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗସ (ସିଏସ୍‌କେ) ନିଜ ତୃତୀୟ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ଚେନ୍ନାଇ ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ଚମତ୍କାର ପ୍ରଦର୍ଶନ କରିଥିଲେ। ଏହି ମ୍ୟାଚ ଅନେକ କ୍ଷେତ୍ରରେ ରବିନ୍ଦ୍ର ଜାଡେଜାଙ୍କ ପାଇଁ…

ଆଇସିଏସ୍‌ଇ ଦଶମ ବୋର୍ଡ ପରୀକ୍ଷା ରଦ୍ଦ…

ନୂଆଦିଲ୍ଲୀ,୨୦।୪: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆଇସିଏସ୍‌ଇ ପକ୍ଷରୁ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାକୁ ରଦ୍ଦ କରାଯାଇଛି। ଅପରପକ୍ଷରେ ନୂଆ ନିର୍ଦ୍ଦେଶ ପର୍ଯ୍ୟନ୍ତ ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ ସ୍ଥଗିତ ରଖା ଯାଇଛି। ଏନେଇ ଆଇସିଏସ୍‌ଇ ବୋର୍ଡ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି।…

ମାତ୍ର ୨୧ ବଲ୍‌ରେ ବଦଳିଗଲା ସମ୍ପୂର୍ଣ୍ଣ ମ୍ୟାଚ୍‌: ବିଜୟୀ ମ୍ୟାଚ୍‌ ହାରିଲା ରାଜସ୍ଥାନ

ମୁମ୍ବାଇ, ୨୦।୪: ଆଇପିଏଲରେ ୨୦୨୧ରେ ପ୍ରଥମ ମ୍ୟାଚ୍‌ ହାରିବା ପରେ ଚେନ୍ନାଇ ସୁପର କିଙ୍ଗସ (ସିଏସ୍‌କେ) ପୁଣି ଟ୍ରାକ୍‌କୁ ଫେରିଛି। ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷ ପ୍ରଥମ ମ୍ୟାଚରେ ଦଳ ହାରିବା ପରେ ଦଳ କ୍ରମାଗତ ଦୁଇଟି ମ୍ୟାଚ ଜିତି ନିଜର ଶକ୍ତି…

କୋଭାକ୍ସ କାର୍ଯ୍ୟକ୍ରମକୁ ଗ୍ରେଟାଙ୍କ ସହାୟତା

ଜେନେଭା, ୨୦।୪: ଗରିବ ଦେଶଗୁଡ଼ିକୁ କୋଭିଡ୍‌ ଟିକା ଯୋଗାଣରେ ପାତରଅନ୍ତରକୁ ନେଇ ସ୍ବିଡେନର ଜଳବାୟୁ କର୍ମୀ ଗ୍ରେଟା ଥନ୍‌ବର୍ଗ ସମାଲୋଚନା କରିଛନ୍ତି। ଗରିବ ଦେଶଗୁଡ଼ିକୁ କରୋନା ଟିକା ଯୋଗାଣ ଲାଗି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ)ର କୋଭାକ୍ସ କାର୍ଯ୍ୟକ୍ରମକୁ ଗ୍ରେଟା ତାଙ୍କ…

ମିଗୁଏଲ୍‌ କ୍ୟୁବା କମ୍ୟୁନିଷ୍ଟ ପାର୍ଟିର ନୂଆ ନେତା

ହାଭାନା, ୨୦।୪: କ୍ୟୁବା କମ୍ୟୁନିଷ୍ଟ ପାର୍ଟି ନେତା ପଦରୁ ରାଉଲ କାଷ୍ଟ୍ରୋଙ୍କ ଅବସର ପରେ ସୋମବାର ଦଳ ମିଗୁଏଲ୍‌ ଡିଆଜ୍‌-କାନେଲଙ୍କୁ ନୂଆ ନେତା ବାଛିଛି। କମ୍ୟୁନିଷ୍ଟ ପାର୍ଟି କଂଗ୍ରେସର ଶେଷ ଦିନରେ ଏହି ନିଷ୍ପତ୍ତି ନିଆଯାଇଛି। ୬୧ ବର୍ଷୀୟ ମିଗୁଏଲ୍‌ ୨୦୧୯ରୁ…

ବିପଦ ପୁଣି ଘନେଇଲା: ଆଉ ନାହିଁ ନିସ୍ତାର…

ନୂଆଦିଲ୍ଲୀ,୨୦।୪: ଦେଶରେ କରୋନା ସଂକ୍ରମଣ ବେଲଗାମ୍‌ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ଅଣାୟତ୍ତ ହେବା ଯୋଗୁ ସଙ୍କଟ ବଢୁଛି। କରୋନା ସଂକ୍ରମଣ ଗତ ଥରର ସମସ୍ତ ରେକର୍ଡ ଭାଙ୍ଗି ଚାଲିିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨…

ପାର୍ଲାମେଣ୍ଟର ସ୍ବତନ୍ତ୍ର ଅଧିବେଶନ ଡକାଯାଉ: ସଞ୍ଜୟ ରାଉତ

ମୁମ୍ବାଇ, ୨୦।୪: ସାରା ଦେଶରେ କରୋନା ସଂକ୍ରମଣ ଦ୍ରୁତ ବେଗରେ ବଢ଼ିଚାଲିଛି। କୋଭିଡ୍‌ ସ୍ଥିତି ଉପରେ ଆଲୋଚନା ଲାଗି କେନ୍ଦ୍ର ସରକାର ପାର୍ଲାମେଣ୍ଟର ଦୁଇଦିନିଆ ସ୍ବତନ୍ତ୍ର ଅଧିବେଶନ ଡାକିବାକୁ ଶିବସେନା ନେତା ସଞ୍ଜୟ ରାଉତ୍‌ ସୋମବାର ଦାବି କରିଛନ୍ତି। ଏନେଇ ସେ…

ଭୂତାଣୁ କବଳରେ ସ୍ବାସ୍ଥ୍ୟକର୍ମୀ

ଲକ୍ଷ୍ନୌ, ୨୦ା୪: କରୋନା ସହ ଲଢ଼େଇରେ ଡାକ୍ତର, ସ୍ବାସ୍ଥ୍ୟକର୍ମୀ ପ୍ରମୁଖ ଯୋଦ୍ଧା ହୋଇଥିଲେ ହେଁ ସେମାନେ ମଧ୍ୟ ଭୂତାଣୁ କବଳରୁ ବାଦ୍‌ ପଡ଼ିନାହାନ୍ତି। ଆକ୍ରାନ୍ତଙ୍କୁ ଚିକିତ୍ସା ଯୋଗାଉଥିବା ଡାକ୍ତର, ହସ୍ପିଟାଲ ଷ୍ଟାଫ୍‌, ନର୍ସ, ଟେକ୍ନିସିଆନ, ଓ୍ବାର୍ଡ ବଏଙ୍କ ସମେତ ଅନେକ ସ୍ବାସ୍ଥ୍ୟକର୍ମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?