Home

ଭୂତାଣୁ କବଳରେ ସ୍ବାସ୍ଥ୍ୟକର୍ମୀ

ଲକ୍ଷ୍ନୌ, ୨୦ା୪: କରୋନା ସହ ଲଢ଼େଇରେ ଡାକ୍ତର, ସ୍ବାସ୍ଥ୍ୟକର୍ମୀ ପ୍ରମୁଖ ଯୋଦ୍ଧା ହୋଇଥିଲେ ହେଁ ସେମାନେ ମଧ୍ୟ ଭୂତାଣୁ କବଳରୁ ବାଦ୍‌ ପଡ଼ିନାହାନ୍ତି। ଆକ୍ରାନ୍ତଙ୍କୁ ଚିକିତ୍ସା ଯୋଗାଉଥିବା ଡାକ୍ତର, ହସ୍ପିଟାଲ ଷ୍ଟାଫ୍‌, ନର୍ସ, ଟେକ୍ନିସିଆନ, ଓ୍ବାର୍ଡ ବଏଙ୍କ ସମେତ ଅନେକ ସ୍ବାସ୍ଥ୍ୟକର୍ମୀ…

କରୋନାରେ ବିଚାରପତିଙ୍କ ମୃତ୍ୟୁ

ନୂଆଦିଲ୍ଲୀ, ୨୦ା୪: କରୋନାରେ ସଂକ୍ରମିତ ହୋଇଥିବା ଦିଲ୍ଲୀର ଜଣେ ଜିଲା ଜଜ୍‌ କୋବଇ ବେଣୁଗୋପାଳ(୪୭)ଙ୍କ ସୋମବାର ଏକ ସରକାର ହସ୍ପିଟାଲରେ ମୃତ୍ୟୁ ଘଟିଛି। ସପ୍ତାହେ ପୂର୍ବରୁ କରୋନାରେ ଆକ୍ରାନ୍ତ ହୋଇଥିବା ବେଣୁଗୋପାଳଙ୍କ ସ୍ବାସ୍ଥ୍ୟାବସ୍ଥା ଜଟିଳ ହେବାରୁ ରବିବାର ତାଙ୍କୁ ଆଇସିୟୁରେ ଭର୍ତ୍ତି…

ଦ୍ୱିତୀୟ ଲହରରେ ବୟସ୍କ ଅଧିକ ଅସୁରକ୍ଷିତ

ନୂଆଦିଲ୍ଲୀ, ୨୦।୪(ପି.ଟି.): କରୋନାର ପ୍ରଥମ ଲହର ଭଳି ଦ୍ୱିତୀୟ ଲହର ମଧ୍ୟ ବୟସ୍କଙ୍କ ପାଇଁ ଅଧିକ ବିପଜ୍ଜନକ ସାବ୍ୟସ୍ତ ହୋଇଛି। କାରଣ ୭୦ ପ୍ରତିଶତରୁ ଉର୍ଦ୍ଧ୍ୱ କୋଭିଡ୍‌ ରୋଗୀଙ୍କ ବୟସ ୪୦ ବର୍ଷରୁ ଅଧିକ ବୋଲି ଜଣାପଡ଼ିଥିବା ସ୍ବାସ୍ଥ୍ୟ ବିଶେଷଜ୍ଞ କହିଛନ୍ତି।…

ମଙ୍ଗଳରେ ଉଡ଼ିଲା ହେଲିକପ୍ଟର

ପୃଥିବୀ ବାହାରେ କୌଣସି ଦ୍ୱିତୀୟ ଗ୍ରହରେ ହେଲିକପ୍ଟର ଉଡ଼ାଇବାରେ ସଫଳ ହୋଇଛି ଆମେରିକା ମହାକାଶ ଗବେଷଣା ସଂସ୍ଥା ନାସା। ସୋମବାର ମଙ୍ଗଳ ମାଟିରେ ଇନ୍‌ଜେନ୍ୟୁଟି ମାର୍ସ ହେଲିକପ୍ଟର ସଫଳତାର ସହ ଉଡ଼ାଣ ଭରିଛି। ଲୋହିତ ଗ୍ରହରେ ଜୀବସତ୍ତା ସନ୍ଧାନ ପାଇଁ ଫେବୃୟାରୀ…

ଜାଣନ୍ତି କି? ଏସବୁ ଖାଦ୍ୟ ସହ ଖାଇବା ସ୍ବାସ୍ଥ୍ୟ ପାଇଁ କ୍ଷତିକାରକ

ପରଟା-ଦହି : ପରଟା ସହ ଦହି ଆଦୌ ଖାଆନ୍ତୁ ନାହିଁ। କାରଣ ଏହାର ପ୍ରଭାବ ପାଚନକ୍ରିୟା ଉପରେ ପଡିଥାଏ। ଆପଣ ରୁଟି ସହ ଦହି ଖାଇପାରନ୍ତି। ଖାଇବା ପରେ ଚା’ : ଅନେକେ ଖାଦ୍ୟ ଖାଇବା ପରେ ଚା’ ପିଇଥାଆନ୍ତି। ଏହାଦ୍ୱାରା…

ଗଳାବାଟ ଦେଇ ଚାଲିଛି ଆନ୍ତଃ ରାଜ୍ୟ ବସ୍‌, ଚାରିଚକିଆ ଯାନ

ଜଳେଶ୍ୱର,୨୦।୪(ଡି.ଏନ.ଏ.)-କୋଭିଡ୍‌-୧୯ ସଂକ୍ରମଣ ଦିନକୁ ଦିନ ଉତ୍କଟ ହେଉଥିବା ବେଳେ ସୋମବାରଠାରୁ ଆନ୍ତଃ ରାଜ୍ୟ ଯାନବାହନ ଚଳାଚଳ ଉପରେ ରାଜ୍ୟ ସରକାରଙ୍କ ପକ୍ଷରୁ ରୋକ ଲଗାଯାଇଛି। ଅନ୍ୟପକ୍ଷରେ ଉପାନ୍ତରେ ଥିବା ବହୁ ଗଳା ରାସ୍ତା ଦେଇ ଏହି ଯାନବାହନଗୁଡ଼ିକ ରାଜ୍ୟ ଭିତର ଓ…

ଭିତ୍ତିଭୂମି ଅଛି, ବିକାଶକୁ ଅପେକ୍ଷା

ବାଲେଶ୍ୱର ଅଫିସ,୨୦।୪-ବାଲେଶ୍ୱର ଜିଲା ସଦର ମହକୁମାଠାରୁ ୩୨କି.ମି. ଦୂରରେ ରହିଛି ଦୁବଲାଗଡ଼ି ପନ୍ତାଳ ବେଳାଭୂମି। ଅଧିକରୁ ଅଧିକ ପର୍ଯ୍ୟଟକଙ୍କୁ ଆକର୍ଷିତ କରିବା ପାଇଁ ଏହି ବେଳାଭୂମିରେ ସମସ୍ତ ଭିତ୍ତିଭୂମି ରହିଛି। ଯାହାକୁ ବିକଶିତ କରାଗଲେ ଚାନ୍ଦିପୁର, ଡଗରା, ତାଳସାରୀଠାରୁ ଏହି ବେଳାଭୂମିର…

ବେପାର ଚିନ୍ତାରେ ବ୍ୟବସାୟୀ

ବଇଣ୍ଡା,୨୦।୪ ଲକ୍‌ଡାଉନ୍‌ ଯୋଗୁ ବନ୍ଦ ହୋଇଯାଇଥିବା ବଜାର ମାତ୍ର କେଇମାସ ହେଲା ଖୋଲିଥିଲା। ବ୍ୟବସାୟ ହରାଇ ଦୁର୍ଦ୍ଦିନରେ ଥିବା ବ୍ୟବସାୟୀମାନେ ନୂଆ ଉତ୍ସାହର ସହ ଆରମ୍ଭ କରିଥିଲେ କାରବାର। ଜୀବନରେ ଏପରି ଦୁଃସମୟର ସମ୍ମୁଖୀନ ଆଉ ହେବେ ବୋଲି ସେମାନେ ଭାବି…

ଭାରତ ପାଇଁ ୪ ପଦକ ନିଶ୍ଚିତ

ନୂଆଦିଲ୍ଲୀ, ୨୦ା୪ (ପି.ଟି.)-ପୋଲାଣ୍ଡର କିଲ୍‌ସିଠାରେ ଚାଲିଥିବା ଉଭୟ ପୁରୁଷ ଓ ମହିଳା ଓ୍ବାଲର୍‌ଡ ୟୁଥ୍‌ ବକ୍ସିଂ ଚାମ୍ପିୟନଶିପ୍‌ରେ ଏସିଆନ ଚାମ୍ପିୟନ ଭିନ୍‌କା ଓ ଅଲଫିୟା ପଠାନଙ୍କ ସମେତ ଭାରତର ୪ ବକ୍ସର ସେମିଫାଇନାଲରେ ପ୍ରବେଶ ସହ ପଦକ ପକ୍କା କରିଛନ୍ତି। ସେମିଫାଇନାଲରେ…

ଦୂତୀଙ୍କୁ ନେଇ ଆଶାରେ ହିମା

ନୂଆଦିଲ୍ଲୀ, ୨୦।୪ (ପିଟି)-ଆସନ୍ତା ମାସରେ ପୋଲାଣ୍ଡରେ ହେବାକୁଥିବା ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌ରେ ଭାରତୀୟ ମହିଳା ୪x୧୦୦ ମିଟର ରିଲେ ଦଳ ଅଂଶଗ୍ରହଣ କରିବ। ସ୍ପ୍ରିଣ୍ଟ କୁଇନ ଓଡ଼ିଶାର ଦୂତୀ ଚାନ୍ଦ ଏହି ଦଳରେ ଥିବାରୁ ଭାରତ ଅଲିମ୍ପିକ୍ସ ଯୋଗ୍ୟତା ହାସଲ କରିବା…

ଉପକାରୀ ଲେମ୍ବୁ

ଲେମ୍ବୁ ହେଉ ଅବା ଏଥିରୁ ପ୍ରସ୍ତୁତ ସର୍ବତ ଶରୀର ପାଇଁ କେତେ ଉପକାରୀ ତାହା କହିବା ବାହୁଲ୍ୟ। ଆପଣଙ୍କ ଶରୀରରେ ଚର୍ବି ବଢ଼ିଯାଇଛି କି? ଯଦି ହଁ, ତେବେ ସରଳ ଉପାୟରେ ଏହାକୁ କମାଇ ପାରିବେ। ଏକ ଗ୍ଲାସ ଉଷୁମ ପାଣିରେ…

ଟିକା ନେବା ପରେ ମଧ୍ୟ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନଙ୍କୁ କରୋନା

ନୂଆଦିଲ୍ଲୀ,୧୯।୪ : ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ କୋଭିଡ୍‌ ରିପୋର୍ଟ ପଜିଟିଭ ଆସିଛି। ତାଙ୍କୁ ଦିଲ୍ଲୀ ଏମ୍ସର ଟ୍ରମା ସେଣ୍ଟରରେ ଭର୍ତ୍ତି କରାଯାଇଛି। ଜ୍ୱରରେ ପୀଡ଼ିତ ଥିବାରୁ ଏହି ଭେଟେରାନ କଂଗ୍ରେସ ନେତାଙ୍କ କୋଭିଡ୍‌ ଟେଷ୍ଟ କରାଯାଇଥିଲା। ରିପୋର୍ଟ ପଜିଟିଭ ଆସିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?