ମମତାଙ୍କ ଉପରେ ଆକ୍ରମଣ ହେବାର ପ୍ରମାଣ ନାହିଁ: ନିର୍ବାଚନ କମିଶନ
କୋଲକାତା,୧୪।୩: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ ପ୍ରମୁଖ ମମତା ବାନାର୍ଜୀଙ୍କ ଉପରେ ଆକ୍ରମଣ ହୋଇଥିବାର ପ୍ରମାଣ ନାହିଁ ବୋଲି ନିର୍ବାଚନ କମିଶନ କହିଛନ୍ତି। ଭିନ୍ନ ଭିନ୍ନ ରିପୋର୍ଟ ଯାଞ୍ଚ୍ କରି କମିଶନ ଏହା ଏକ ଦୁର୍ଘଟଣା ବୋଲି ଦର୍ଶାଇଛନ୍ତି। ତେବେ…
ଫାଣ୍ଡି ପରିସର କାର୍ ଭିତରୁ ମହିଳାଙ୍କ କଙ୍କାଳ ମିଳିବା ଘଟଣା: ତଦନ୍ତ କରିବେ ମହିଳା ଥାନା ଇନ୍ସପେକ୍ଟର
ଭୁବନେଶ୍ୱର,୧୪।୩(ବ୍ୟୁରୋ): ଖୋର୍ଦ୍ଧା ଜିଲା ଜଟଣୀ ଥାନା ଅଧୀନ ଯାଁଳା ଫାଣ୍ଡି ପରିସରରେ ପଡ଼ି ରହିଥିବା ଏକ ଜବତ କାର୍ ଭିତରେ ମାସକ ତଳେ ଜଣେ ମହିଳାଙ୍କ କଙ୍କାଳ ମିଳିଥିଲା। ପୋଲିସ ସେତେବେଳେ ଏହି ଘଟଣାର ତଦନ୍ତ କରିଥିଲେ ମଧ୍ୟ ପରବର୍ତ୍ତୀ ସମୟରେ…
ମଞ୍ଚ ଉପରେ ପିନ୍ଧା ପୋଷାକ ଖୋଲି ଦେଲେ ଅଭିନେତ୍ରୀ…
ପ୍ୟାରିସ୍,୧୪।୩: ଏକ ପୁରସ୍କାର ପ୍ରଦାନ ଉତ୍ସବରେ ଜଣେ ଅଭିନେତ୍ରୀ ମଞ୍ଚ ଉପରେ ନିଜର ପିନ୍ଧା ପୋଷାକ ଖୋଲି ଦେଇଛନ୍ତି। ସରକାରଙ୍କ ନିଷ୍ପତ୍ତି ବିରୋଧରେ ପ୍ରତିବାଦ ଜଣାଇବାକୁ ଯାଇ ସେ ଏଭଳି କରିଛନ୍ତି। ଏହି ଘଟଣା ଫ୍ରାନ୍ସ୍ରେ ଘଟିଛି। ୪୬ତମ ସିଜର ପୁରସ୍କାର…
ଲାଗିଲା ମୋହର: ଶେଷରେ ଏହି ଯୁବତୀଙ୍କ ହାତ ଧରିବେ ବୁମ୍ରା
ନୂଆଦିଲ୍ଲୀ,୧୪।୩: ଭାରତୀୟ କ୍ରିକେଟ ଟିମ୍ର ଦ୍ରୁତ ବୋଲର୍ ଜସପ୍ରିତ ବୁମ୍ରା ଏବେ ନିଜ ବିବାହକୁ ନେଇ ଖବର ଶିରୋନାମାରେ। ହେଲେ ସବୁଠାରୁ ବେଶି ଚର୍ଚ୍ଚାରେ ରହିଥିଲା କିଏ ହେବ ତାଙ୍କ ଜୀବନସାଥୀ। ଅନେକଙ୍କ ସହ ତାଙ୍କ ନାମ ଯୋଡ଼ା ଯାଇଥିଲେ ହେଁ…
ବିଶ୍ୱର ସର୍ବୋଚ୍ଚ ରେଲଓ୍ବେ ବ୍ରିଜ୍, ଆଇଫେଲ୍ ଟାଓ୍ବାରଠାରୁ ବି ଅଧିକ ଉଚ୍ଚ
ଶ୍ରୀନଗର,୧୪।୩: ଭାରତର ଜମ୍ମୁ-କଶ୍ମୀର ରାଜ୍ୟରେ ବିଶ୍ୱର ସବୁଠୁ ଉଚ୍ଚା ରେଲ୍ଓ୍ବେ ଆର୍କ ବ୍ରିଜ୍ (Railway Arch Bridge) ତିଆରି କରାଯାଉଛି। ଏହି ରେଲ୍ଓ୍ବେ ବ୍ରିଜ୍ ପ୍ୟାରିସର ଆଇଫେଲ୍ ଟାଓ୍ବାରଠାରୁ ୩୫ ମିଟର ଉଚ୍ଚ। ଏହି ବ୍ରିଜଟି ଖମ୍ବ ଉପରେ ଝୁଲି ରହିଛି।…
କୋହଲିଙ୍କ ଉପରେ ରାଗିଗଲେ ସେହଓ୍ବାଗ୍: କହିଲେ ‘କଣ ତୁମ ଉପରେ ଏହି ନିୟମ ଲାଗୁ’
ଅହମ୍ମଦାବାଦ,୧୪।୩: ଇଂଲଣ୍ଡ ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍ର ଟସ୍ ପଡିବା ସମୟରେ ଭାରତୀୟ ଅଧିନାୟକ ବିରାଟ କୋହଲି ଏକ ଖୁଲାସା କରିଥିଲେ। ମ୍ୟାଚ୍ ଆରମ୍ଭର ୨୪ ଘଣ୍ଟାରୁ କମ୍ ସମୟ ପୂର୍ବରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ରୋହିତ ଶର୍ମା ଏବଂ କେଏଲ୍…
ସାଇକେଲରେ ୬ ଥର ଦେଶ ଭ୍ରମଣ କରିସାରିଲେଣି ଏହି ବ୍ୟକ୍ତି, ଲୋକଙ୍କୁ ଦେଉଛନ୍ତି ଏମିତି ବାର୍ତ୍ତା
ଭୋପାଳ,୧୪।୩: ଯୌତୁକ ପ୍ରଥା ରୋକିବା ପାଇଁ ବିଭିନ୍ନ ପ୍ରକାର ସଚେତନତା ସୃଷ୍ଟି କରାଯାଉଛି। ମାତ୍ର ଏକ ସ୍ବତନ୍ତ୍ର ଢଙ୍ଗରେ ଯୌତୁକ ପ୍ରଥା ବନ୍ଦ ପାଇଁ ସଚେତନତା ସୃଷ୍ଟି କରୁଛନ୍ତି ଭାଉ ସାହେବ ନାମକ ଜଣେ ବ୍ୟକ୍ତି। ଏହି ବ୍ୟକ୍ତି ଜଣକ ୨୭…
ସନ୍ୟାସୀ ବେଶରେ ଧୋନୀ, ଏଭଳି ହେଉଛି ଚର୍ଚ୍ଚା…
ନୂଆଦିଲ୍ଲୀ,୧୪।୩: ଭାରତୀୟ କ୍ରିକେଟ ଟିମ୍ର ପୂର୍ବ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଏବେ ଇଣ୍ଡିଆନ୍ ପ୍ରିମିୟର ଲିଗ୍(ଆଇପିଏଲ୍)-୧୪ ସିଜନର ପ୍ରସ୍ତୁତିରେ ବ୍ୟସ୍ତ। ନିକଟରେ ଅଧିନାୟକଙ୍କ ଅଭ୍ୟାସ ବେଳର ଏକ ଭିଡିଓ ଭାଇରାଲ ହୋଇଥିଲା। ହେଲେ ଏବେ ଧୋନୀଙ୍କ ଏକ ଫଟୋ ସୋସିଆଲ…
ମାଡ଼ି ଆସିଲା ବରଫ ଝଡ଼: ୨୦୦୦ରୁ ଅଧିକ ବିମାନ ଉଡ଼ାଣ ବାତିଲ
ଡେନଭର,୧୪।୩: ଆମେରିକାର କୋଲୋରାଡୋ ରାଜ୍ୟରେ ବରଫ ଝଡ଼ ମାଡ଼ି ଆସିଛି। ଏହାର ପ୍ରଭାବରେ ରାସ୍ତାଘାଟ ହାତେ ବହଳର ବରଫରେ ପୋତି ହୋଇପଡ଼ିଛି। ରାଜ୍ୟର ରାଜଧାନୀ ଡେନଭରରେ ଗୋଟିଏ ରାତିରେ ୨୪ ଇଞ୍ଚର ବରଫାପାତ ହୋଇଛି। କେତେକ ଅଞ୍ଚଳରେ ୩୦ ଇଞ୍ଚର ବରଫ…
ଭାରତ ବିରୋଧରେ ଷଡ଼ଯନ୍ତ୍ର: ଜାତିସଂଘକୁ ୭ ଲକ୍ଷ ଦାନ ଦେଇଛି ଖଲିସ୍ତାନୀ ଗ୍ରୁପ୍
ଜେନେଭା,୧୪।୩: ଜାତିସଂଘକୁ ଦାନ ଦେଇ ଭାରତ ବିରୋଧରେ ଷଡ଼ଯନ୍ତ୍ର ରଚାଯାଇଛି। ଏହାର ପର୍ଦ୍ଦାଫାଶ୍ ହୋଇଛି। ଖଲିସ୍ତାନକୁ ସମର୍ଥନ କରୁଥିବା ଶିଖ୍ ଫର ଜଷ୍ଟିସ୍ ସଂଗଠନ ପକ୍ଷରୁ ଜାତିସଂଘ ୭ ଲକ୍ଷ ଟଙ୍କାର ଦାନ ପ୍ରଦାନ କରାଯାଇଛି। ଭାରତରେ କୃଷି ଆଇନକୁ ବିରୋଧ…
ଲକ୍ଡାଉନକୁ ଫେରିବାକୁ ଇଚ୍ଛା ନାହିଁ, ଜିରୋ ସଂକ୍ରମଣ ଆମର ଲକ୍ଷ୍ୟ : ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୪।୩(ବ୍ୟୁରୋ): ରବିବାର ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନା ସମ୍ପର୍କରେ ସମ୍ବୋଧିତ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆପଣମାନଙ୍କ ସହଯୋଗରେ କରୋନା ସଂକ୍ରମଣ କମିପାରିଛି। ଆମର ଦୈନିକ ସଂକ୍ରମଣ ୧୦୦ ତଳେ ରହୁଛି। ଆମର କରୋନା ନିୟନ୍ତ୍ରଣ ସ୍ଥିତିକୁ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲ୍ୟୁଏଚ୍ଓ)…
ସାବଧାନ! ଟିଭି ସିରିଏଲ୍ ଯୋଗୁ ବଢୁଛି ଛାଡ଼ପତ୍ର ମାମଲା
ଓ୍ବାଶିଂଟନ,୧୪।୩: ଏବେ ଟିଭି, କମ୍ପ୍ୟୁଟର, ମୋବାଇଲ ଆଦି ଆମ ଦୈନଦିନ ଜୀବନରେ ଗୁରୁତ୍ୱପୂର୍ଣ୍ଣ ଗ୍ରହଣ କରିଛି। ଏସବୁରେ ବ୍ୟସ୍ତ ରହି କେତେକ ନିଜର ବାସ୍ତବ ଜୀବନରେ ଜୀବନସାଥିଙ୍କ ପ୍ରତି ଅବହେଳା ପ୍ରଦର୍ଶନ କରୁଛନ୍ତି। ଫଳରେ ଦାମ୍ପତ୍ୟ ଜୀବନରେ ଝଡ଼ ସୃଷ୍ଟି ହେଉଥିବା…
Archives


