Home

ବଡ଼ ଆକ୍ସନ: ମାଟିରେ ମିଶିଲା ଆଉ ଜଣେ ଆତଙ୍କବାଦୀଙ୍କ ଘର

ଶ୍ରୀନଗର,୨୬।୫: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ଭାରତୀୟ ସୁରକ୍ଷା ବାହିନୀର ଅପରେଶନ ଜାରି ରହିଛି। ପୁଲୱାମାରେ ସକ୍ରିୟ ଆତଙ୍କବାଦୀଙ୍କ ଘର ସୁରକ୍ଷା ବାହିନୀ ଦ୍ୱାରା ଭାଙ୍ଗି ଦିଆଯାଇଛି। ଗତକାଲି ଉପତ୍ୟକାରେ ସକ୍ରିୟ ଥିବା ଆଉ ଦୁଇ ଆତଙ୍କବାଦୀଙ୍କ ଘର ମଧ୍ୟ…

ଆତଙ୍କବାଦୀ ଆକ୍ରମଣକୁ ନିନ୍ଦା: ଦୃଷ୍ଟାନ୍ତମୂଳକ କାର୍ଯ୍ୟନୁଷ୍ଠାନ ନେବାକୁ ଦାବି

ଭଞ୍ଜନଗର,୨୬।୪(ବାବୁଲା ପ୍ରଧାନ): ଜମ୍ମୁ କଶ୍ମୀରର ପହଲଗାମଠାରେ ଆତଙ୍କବାଦୀମାନେ ଅତି ନିର୍ମମ ଭାବେ ୨୬ ଜଣ ପର୍ଯ୍ୟଟକଙ୍କୁ ହତ୍ୟା କରିଥିଲେ। ଏବେବି ଅନେକ ଆହତ ସେନା ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଏହି ଘଟଣାକୁ ନେଇ ସମଗ୍ର ଦେଶରେ ଆତଙ୍କବାଦୀଙ୍କ ବିରୋଧରେ ଆନ୍ଦୋଳନ ହେଉଛି।…

ଏଇ ଭାରତରେ

ମହାରାଷ୍ଟ୍ରର ଏକ ଛୋଟ ଗାଁ ମାନ୍ୟାଚିଓ୍ବାଡ଼ି। ଏହାର ଲୋକସଂଖ୍ୟା ୪୨୦। ଏହି ଗାଁ ଏବେ ସମ୍ପୂର୍ଣ୍ଣ ସୌରଶକ୍ତିର ଗାଁ ହୋଇଯାଇଛି। ମାନ୍ୟାଚିଓ୍ବାଡ଼ିରେ ସ୍ବୟଂ ସହାୟିକା ଗୋଷ୍ଠୀ (ଏସ୍‌ଏଚ୍‌ଜି) ଦ୍ୱାରା ଏହା ସମ୍ଭବ ହୋଇଛି। ଏସ୍‌ଏଚ୍‌ଜିର ମହିଳା ସଦସ୍ୟମାନେ ଟଙ୍କା ଆଦାୟ କରି…

ମେଦବହୁଳତା ଚିକିତ୍ସାରେ ବୈଜ୍ଞାନିକ ପଦ୍ଧତି

ନ୍ୟାଶନାଲ ଫାମିଲି ହେଲ୍‌ଥ ସର୍ଭେ-୫ (୨୦୨୨) ଅନୁଯାୟୀ, ବର୍ତ୍ତମାନ ଭାରତରେ ୨୩% ନାରୀ ଓ ୨୨.୧% ପୁରୁଷ ବିଏମ୍‌ଆଇ ଅନୁଯାୟୀ ଅଧିକ ଓଜନ ବିଶିଷ୍ଟ। ପେଟର ସ୍ଥୂଳତା ପ୍ରାୟ ୪୦% ନାରୀ ଓ ୧୨% ପୁରୁଷଙ୍କୁ ପ୍ରଭାବିତ କରୁଛି, ଯାହା ମଧୁମେହ/…

Pahalgam Terror Attack: LoCରେ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ମୁହଁତୋଡ ଜବାବ ଦେଲା ଭାରତ

ନୂଆଦିଲ୍ଲୀ,୨୬।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ଯୋଗୁ ସମଗ୍ର ଦେଶରେ କ୍ରୋଧର ପରିବେଶ ରହିଛି। ଏହି ଘଟଣା ପରଠାରୁ ପାକିସ୍ତାନୀ ସେନା ନିୟନ୍ତ୍ରଣ ରେଖା ଉପରେ ଗୁଳି ଚଳାଇଥିଲା, ଯାହାର ଭାରତୀୟ ସେନା କଡ଼ା ଜବାବ ଦେଇଥିଲା। ନିୟନ୍ତ୍ରଣ ରେଖାର ଅନେକ ପୋଷ୍ଟରୁ…

କଳା-ଗୋରା କାହାଣୀ

ଗତ ନବେ ଦଶକରେ ମୋର ବିବାହ ପାଇଁ କନ୍ୟା ଖୋଜା ହେଉଥିବା ବେଳେ ମୋ ବୋଉର ଗୋଟିଏ ମାତ୍ର ସର୍ତ୍ତ ଥିଲା ଯେ, ବୋହୂଟି ଗୋରୀ ହେବା ଦରକାର। ଯେହେତୁ ମୋର ରଙ୍ଗ ସଫା, ତେଣୁ ସେ ଗୋରୀ ବୋହୂଟିଏ ଚାହୁଁଥିଲା।…

ସ୍ବଚ୍ଛତା ନାହିଁ

ନିକଟରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ରେ କାର୍ଯ୍ୟରତ ଦୁଇ ବରିଷ୍ଠ ଆଇପିଏସ୍‌ ଅଧିକାରୀ ସୋନିଆ ନାରଙ୍ଗ ଓ ଅଭିଷେକ ଗୋଏଲଙ୍କ କାର୍ଯ୍ୟକାଳ ବୃଦ୍ଧି କରାଯାଇଛି। ଏମାନେ ସେଣ୍ଟ୍ରାଲ ଡେପୁଟେଶନରେ ଯାଇ ଇଡିରେ ନିଯୁକ୍ତି ପାଇଥିଲେ। ଆଇପିଏସ୍‌ଙ୍କ କାର୍ଯ୍ୟକାଳ ନୀତିର ‘ରିଲାକ୍ସସେଶନ’ଅନୁଯାୟୀ ସେମାନଙ୍କ କାର୍ଯ୍ୟକାଳ ବୃଦ୍ଧି…

ସିନ୍ଧୁ ନଦୀରେ ବହିବ ଆମ ପାଣି, ନଚେତ୍‌ ଭାରତୀୟଙ୍କ ରକ୍ତ: ଭାରତକୁ ଧମକ ଦେଲେ ବିଲୱାଲ ଭୁଟ୍ଟୋ

ଇସଲାମାବାଦ୍‌,୨୬।୪:ଜମ୍ମୁ ଏବଂ କଶ୍ମୀରର ପହଲଗାମରେ ପାକିସ୍ତାନ ସମର୍ଥିତ ଆତଙ୍କବାଦୀଙ୍କ ଦ୍ୱାରା ହୋଇଥିବା ବର୍ବର ଆକ୍ରମଣରେ ୨୭ ଜଣ ନିରୀହ ନାଗରିକଙ୍କ ପ୍ରାଣହାନି ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ କୂଟନୈତିକ ଉତ୍ତେଜନା ଆହୁରି ବୃଦ୍ଧି ପାଇଛି। ପାକିସ୍ତାନର ପୂର୍ବତନ ବୈଦେଶିକ ମନ୍ତ୍ରୀ…

ପହଲଗାମ୍‌ରେ ଆକ୍ରମଣ ପରେ ଉପକୂଳରେ ହାଇ ଆଲର୍ଟ

ମହାକାଳପଡ଼ା, ୨୬ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): ଦେଶର ଜମ୍ମୁ-କଶ୍ମୀର ପହଲଗାମ୍‌ରେ ପାକିସ୍ତାନ ସମର୍ଥିତ ଆତଙ୍କବାଦୀଙ୍କ ନିରୀହ ପର୍ଯ୍ୟଟକମାନଙ୍କ ଉପରେ ବର୍ବରୋଚିତ ଭାବେ ଆକ୍ରମଣକୁ ଦେଶବାସୀ ଘୋର ନିନ୍ଦା କରିଛନ୍ତି। ଏହି ଘଟଣାରେ ସମ୍ପୃକ୍ତ ଆତଙ୍କବାଦୀ ଯେଉଁଠି ଥାଆନ୍ତୁ ନା କାହିଁକି କେନ୍ଦ୍ର ସରକାର…

କାର୍ଯ୍ୟାଳୟ ନିର୍ମାଣ ପାଇଁ ଜମି ଅଧିଗ୍ରହଣ ବେଳେ ଉତ୍ତେଜନା: ସରକାରୀ ଜମି ଛାଡ଼ିବାକୁ ଗ୍ରାମବାସୀଙ୍କୁ ୪ ଦିନ ସମୟ

ଦେବଗଡ଼,୨୫ା୪(ଶଶାଙ୍କ ଶେଖର ଝାଙ୍କର): ସରକାରୀ କାର୍ଯ୍ୟାଳୟ ନିର୍ମାଣ ନିମନ୍ତେ ବାରକୋଟ ବ୍ଲକ ବିଜୟନଗର ପଞ୍ଚାୟତର ଅଁଳାପୋଶି (ଘୁରୁଡୁଖମଣ ରାଜସ୍ବ ଗ୍ରାମ ଅଧିନସ୍ଥ ପଡ଼ା ଗ୍ରାମ)ରେ ସରକାରଙ୍କ ପକ୍ଷରୁ ଜମି ଅଧିଗ୍ରହଣ ସମୟରେ ଉତ୍ତେଜନା ପ୍ରକାଶ ପାଇଥିଲା। ଅଁଳାପଶି ଗ୍ରାମର ବହୁ ପୁରୁଷ…

‘ପ୍ରାଣୀଙ୍କ ସ୍ବାସ୍ଥ୍ୟ ପାଇଁ ମିଳିତ ଉଦ୍ୟମ ଆବଶ୍ୟକ’

୨୦୦୧ ମସିହାଠାରୁ ପ୍ରତିବର୍ଷ ଭଳି ଚଳିତ ବର୍ଷ ଏପ୍ରିଲ ମାସ ଶେଷ ଶନିବାର (୨୬ତାରିଖ)ପାଳିତ ହେଉଛି ‘ବିଶ୍ୱ ପ୍ରାଣୀ ଚିକିତ୍ସା ଦିବସ’। ଏହି ଦିବସ ପାଳନର ମୁଖ୍ୟ ଉଦ୍ଦେଶ୍ୟ – ସାରା ବିଶ୍ୱରେ ପ୍ରାଣୀ ଚିକିତ୍ସକଙ୍କ ଦ୍ୱାରା କରାଯାଉଥିବା ପ୍ରାଣୀ ସମ୍ପଦ…

ସ୍କୁଲ ଗେମ୍ସ ଫେଡେରେଶନ ଇଣ୍ଡିଆ ଇଭେଣ୍ଟ: ଚମକ ଦେଖାଇବେ ଗଜପତିର କାର୍ତ୍ତିକ

ପାରଳାଖେମୁଣ୍ଡି,୨୬ା୪(ଗିରିଧାରୀ ପରିଛା):ନୂଆଦିଲ୍ଲୀରେ ଜାତୀୟସ୍ତରୀୟ ପ୍ରତିଯୋଗିତାରେ ଗଜପତିର ଯୁବ ସ୍କେଟର୍‌ ଓଡ଼ିଶାର ପ୍ରତିନିଧିତ୍ୱ କରିବେ। ଗଜପତି ଡିଷ୍ଟ୍ରିକ୍ଟ ରୋଲର ସ୍କେଟିଂ ଏକାଡେମୀରେ ସ୍କେଟିଂ ପ୍ରଶିକ୍ଷଣ ନେଉଥିବା ସିଧାମଡଙ୍ଗ ଜଗନ୍ନାଥ ଉଚ୍ଚ ବିଦ୍ୟାଳୟର ଛାତ୍ର ପାଲାକାଲା କାର୍ତ୍ତିକ ସ୍କୁଲ ଗେମ୍ସ ଫେଡେରେଶନ ଇଣ୍ଡିଆ (ଏସ୍‌ଜିଏଫ୍‌ଆଇ)…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri