Home

ବାଂଲାଦେଶ ସୁବର୍ଣ୍ଣ ଜୟନ୍ତୀରେ ଯୋଗଦେବେ ମୋଦି

ଢାକା,୧୪।୩(ପି.ଟି.): ବାଂଲାଦେଶ ସ୍ବାଧୀନତାର ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ନେପାଳ, ଶ୍ରୀଲଙ୍କା, ଭୁଟାନ ଓ ମାଳଦ୍ୱୀପର ରାଷ୍ଟ୍ର ତଥା ଶାସନ ମୁଖ୍ୟମାନେ ଅତିଥି ଭାବେ ଯୋଗଦେବେ। ୧୯୭୧ରେ ପାକିସ୍ତାନଠାରୁ ଅଲଗା ହୋଇ ବାଂଲାଦେଶ ସୃଷ୍ଟି ହୋଇଥିଲା। ଏହାର…

ପ୍ରପୋଜ କରି ୟୁନିଭର୍ସିଟିରୁ ବିଦା

ପ୍ରେମ ନିବେଦନ କରିବାରୁ ପାକିସ୍ତାନସ୍ଥିତ ଲାହୋର ୟୁନିଭର୍ସିଟିର ଦୁଇ ଛାତ୍ରୀଛାତ୍ରଙ୍କୁ ବିଦା କରିଦିଆଯାଇଛି। ଜଣେ ଛାତ୍ରୀ ଆଣ୍ଠେଇ ପଡ଼ି ତାଙ୍କ ବନ୍ଧୁଙ୍କୁ ପ୍ରପୋଜ କରିଥିଲେ। ଏହା ପରେ ଛାତ୍ର ଜଣକ ସମସ୍ତଙ୍କୁ ସାମ୍‌ନାରେ ଛାତ୍ରୀଙ୍କୁ ଆଲିଙ୍ଗନ କରିଥିଲେ। ଏହା ପରେ ଅନୁଶାସନ…

ଓପ୍ରାହଙ୍କ ଗେଷ୍ଟ ହେବେ ପ୍ରିୟଙ୍କା

ନିକଟରେ ବ୍ରିଟେନ ପ୍ରିନ୍ସ ହ୍ୟାରି ଓ ସ୍ତ୍ରୀ ମେଘାନ ମର୍କେଲଙ୍କ ସାକ୍ଷାତ୍‌କାର ନେଇ ଚର୍ଚ୍ଚାରେ ଥିବା ଆମେରିକାର ଜଣାଶୁଣା ଟେଲିଭିଜନ ଉପସ୍ଥାପକ ଓପ୍ରାହ ଓ୍ବିନଫ୍ରି(୬୭)ଙ୍କ ପରବର୍ତ୍ତୀ ଗେଷ୍ଟ ହେବେ ବଲିଉଡ୍‌ ଷ୍ଟାର ପ୍ରିୟଙ୍କା ଚୋପ୍ରା। ଆତ୍ମଜୀବନୀ ‘ଅନ୍‌ଫିନିଶ୍‌ଡ’ର ପ୍ରମୋଶନ ପାଇଁ ବ୍ୟସ୍ତ…

ନନ୍ଦିଗ୍ରାମରେ ରଣହୁଙ୍କାର

କୋଲକାତା/ନୂଆଦିଲ୍ଲୀ,୧୪।୩: କେନ୍ଦ୍ର ସରକାରଙ୍କ କୃଷି ଆଇନ ବିରୋଧରେ ଶହେ ଦିନରୁ ଊର୍ଦ୍ଧ୍ୱ ହେଲା ଦିଲ୍ଲୀ ସୀମାରେ ଚାଷୀ ଆନ୍ଦୋଳନ ଜାରି ରହିଛି। ବିବାଦୀୟ ଆଇନ ପ୍ରତ୍ୟାହାର କରିନେବା ପାଇଁ କୃଷକ ସଂଗଠନଗୁଡ଼ିକ ଦାବି କରୁଥିବାବେଳେ ସରକାର ନିଜ ଜିଦ୍‌ରେ ଅଟଳ ରହିଥିବାରୁ…

ଏହି କାରଣ ପାଇଁ ଗର୍ଲଫ୍ରେଣ୍ଡଙ୍କୁ ଛାଡ଼ିଦେଇଥିଲେ ବୟଫ୍ରେଣ୍ଡ, ପରେ ଘଟିଲା ଏମିତି

ସାଧାରଣତଃ କୌଣସି କଥାକୁ ନେଇ ଗର୍ଲଫ୍ରେଣ୍ଡ-ବୟଫ୍ରେଣ୍ଡଙ୍କ ମଧ୍ୟରେ ମନୋମାଳିନ୍ୟ ହୋଇଥାଏ। କିଛି କାରଣ ପାଇଁ ସେମାନଙ୍କ ମଧ୍ୟରେ ବ୍ରେକ୍‌ଅପ୍‌ ବି ହୋଇଥାଏ। ମାତ୍ର ଜଣେ ବୟଫ୍ରେଣ୍ଡ ଗର୍ଲଫ୍ରେଣ୍ଡଙ୍କ ଓଜନ ବୃଦ୍ଧି ଯୋଗୁ ତାଙ୍କୁ ଛାଡ଼ିଦେବା ଶୁଣିଲେ ଆଶ୍ଚର୍ଯ୍ୟ ଲାଗେ। ଆଜିକାଲି ସୋସିଆଲ…

ରକ୍ତରେ ଲେଖିଥିଲେ ପ୍ରେମପତ୍ର…

ମୁମ୍ବାଇ: ବଲିଉଡ ଷ୍ଟାର୍‌ ଆମିର ଖାଁଙ୍କୁ ରବିବାର ୫୬ ବର୍ଷ ପୂରଣ ହୋଇଛି। ୧୯୬୫ ମାର୍ଚ୍ଚ ୧୪ରେ ସେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ୧୯୭୩ରେ ଆଦୋଁ କି ବାରାତ୍‌ ଫିଲ୍ମରେ ସେ ଶିଶୁ କଳାକାର ଭାବେ ଅଭିନୟ କରିଥିଲେ। ପରେ ୧୯୮୪ରେ…

ବୁର୍ଖା ଉପରେ ପ୍ରତିବନ୍ଧକ ଲଗାଇବ ଶ୍ରୀଲଙ୍କା

କଲମ୍ବୋ,୧୩।୩ : ଶ୍ରୀଲଙ୍କା ‘ବୁର୍ଖା’ ଉପରେ ପ୍ରତିବନ୍ଧକ ଲଗାଇବାକୁ ଯାଉଛି। ଏଥିସହ ୧ ହଜାରରୁ ଅଧିକ ଇସ୍‌ଲାମିକ ବିଦ୍ୟାଳୟକୁ ମଧ୍ୟ ବନ୍ଦ କରିଦିଆଯିବ। ସରକାରଙ୍କ ଏହି ପଦକ୍ଷେପ ଏଠାରେ ସଂଖ୍ୟାଲଘୁ ସମ୍ପ୍ରଦାୟକୁ ପ୍ରଭାବିତ କରିବ। ଏକ ଖବରଦାତା ସମ୍ମିଳନୀରେ ଜନସୁରକ୍ଷା ମନ୍ତ୍ରୀ…

ଶିକ୍ଷକଙ୍କ ଘରେ କଳାକନା ବୁଲାଇଲେ ଚୋର, ନେଇଗଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର

ବ୍ରହ୍ମପୁର ଅଫିସ,୧୩।୩: ଶୁକ୍ରବାର ବିଳମ୍ବିତ ରାତିରେ ସଦର ଥାନା ଅନ୍ତର୍ଗତ ନିମଖଣ୍ଡି ରଘୁନାଥ ମନ୍ଦିର ସାହିରେ ରହୁଥିବା ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ସୀମାଞ୍ଚଳ ସାସମଲଙ୍କ ଘରେ ଲୁଟେରାମାନେ କଳାକନା ବୁଲାଇଛନ୍ତି। ଘର ବାଡ଼ିପଟ ୩ଟି କବାଟ ଓ ଗ୍ରୀଲ ତାଡ଼ି ଦୁର୍ବୃତ୍ତମାନେ…

ଜୁନ୍‌ ୨୮ରୁ ଅମରନାଥ ଯାତ୍ରା

ଶ୍ରୀନଗର,୧୩।୩: ଅମରନାଥ ଯାତ୍ରାକୁ ନେଇ ପ୍ରସ୍ତୁତି ଆରମ୍ଭ ହୋଇଛି। ଚଳିତବର୍ଷ ୨୮ ଜୁନ୍‌ରୁ ଏହି ଯାତ୍ରା ଆରମ୍ଭ ହୋଇ ଶ୍ରାବଣ ମାସ ପୂର୍ଣ୍ଣିମାରେ ଶେଷ ହେବ। ଶ୍ରୀ ଅମରନାଥ ମନ୍ଦିର ପ୍ରଶାସନ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଗତବର୍ଷ କରୋନା ମହାମାରୀ…

ଏହି ଅଭିନେତ୍ରୀଙ୍କ ଲାଟେଷ୍ଟ ଫଟୋ ଶୁଟ୍‌, ସୋସିଆଲ ମିଡିଆରେ ହେଉଛି ଭାଇରାଲ

ମୁମ୍ବାଇ: ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରାଙ୍କ ଫ୍ୟାଶନକୁ ନେଇ ପ୍ରଶଂସକ ମହଲରେ ସବୁବେଳେ ଚର୍ଚ୍ଚା ହୋଇଥାଏ। ବର୍ତ୍ତମାନ ଏକ ଲାଲ୍‌ ରଙ୍ଗର ବଡିଫିଟ୍‌ ଡ୍ରେସ୍‌ ପିନ୍ଧି ଦେଶୀଗର୍ଲ ଚର୍ଚ୍ଚାକୁ ଆସିଛନ୍ତି। ତାଙ୍କର ଏହି ଲାଟେଷ୍ଟ ଫଟୋ ଶୁଟ୍‌ ଏବେ ସୋସିଆଲ ମିଡିଆରେ ଛାଇଯାଇଛି।…

ଶିଶୁଭବନରେ ଅଗ୍ନିକାଣ୍ଡ

କଟକ ଅଫିସ,୧୩।୩: ଶନିବାର କଟକ ଶିଶୁଭବନରେ ଅଗ୍ନିକାଣ୍ଡ ଘଟିଛି। ସର୍ଟସର୍କିଟ ଯୋଗୁ ଏହି ଅଗ୍ନିକାଣ୍ଡ ଘଟିଛି। ତେବେ ଏଥିରେ କୌଣସି ପ୍ରକାର କ୍ଷତି ଘଟି ନ ଥିବା ଜଣାପଡ଼ିଛି। ନ୍ୟୁ ବର୍ନ ଓ୍ବାର୍ଡର ଲାଇଟର ହୋଲଡରରେ ସର୍ଟସର୍କିଟ ହୋଇ ପ୍ରଥମେ ନିଆଁ…

ଫିଲ୍ମ ‘ରାଧେ’ର ପୋଷ୍ଟର ଶେୟାର କରି ତାରିଖ ଘୋଷଣା କଲେ ସଲମାନ

ମୁମ୍ବାଇ: ଫିଲ୍ମ ରିଲିଜ ହେବାକୁ ଆହୁରି ୨ ମାସ ବାକି ଅଛି। ମାତ୍ର ସଲମାନ ତାଙ୍କ ଫିଲ୍ମର ପୋଷ୍ଟର ଶେୟାର କରି ରିଲିଜ ତାରିଖ ବି ଘୋଷଣା କରିସାରିଲେଣି। ୨୦୨୧ରେ ମୋଷ୍ଟ ଅପ୍‌ଡେଟ୍‌ ମୁଭି ‘ରାଧେ’ର ରିଲିଜ ତାରିଖ ସାମ୍ନାକୁ ଆସିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri