Home

୩୧୯ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା…

କୋଲକାତା,୧୭।୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟରେ ଶନିବାର ଭୋଟିଂ ଜାରି ରହିଛି। ୬ଟି ଜିଲାର ୪୫ଟି ବିଧାନସଭା ଆସ ପାଇଁ ମତଦାନ କରାଯାଉଛି। ୩୧୯ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷାର ଫଳାଫଳ ଆସନ୍ତା ମେ ୨ରେ ପ୍ରକାଶ ପାଇବ। ପଞ୍ଚମ ପର୍ଯ୍ୟାୟରେ…

ଲାଲୁଙ୍କୁ ଜାମିନ

ପାଟନା,୧୭।୪: ଚାରା ଦୁର୍ନୀତି ମାମଲାରେ ଦଣ୍ଡ ଭୋଗୁଥିବା ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କୁ କୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ଶନିବାର ଝାଡ଼ଖଣ୍ଡ ହାଇକୋର୍ଟ ଲାଲୁଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ୩.୧୩ କୋଟି ଟଙ୍କାର ଚାରା ଦୁର୍ନୀତିି ମାମଲାର ଶୁଣାଣି…

ପାଣି ପରିବର୍ତ୍ତେ ନଦୀରେ ବୋହିଲା କ୍ଷୀର: ଭାଇରାଲ ହେଉଛି ଭିଡିଓ

କ୍ଷୀର ନଦୀ ବହିବା କାହାଣୀ ଆମେ ଶୁଣିଛୁ। କିନ୍ତୁ ଏହାକୁ କେବେ ଆଖିରେ ଦେଖି ନାହୁଁ। କିନ୍ତୁ ଏବେ ସେମିତି କିଛି ଦେଖିବାକୁ ମିଳିଛି ଯୁକ୍ତରାଷ୍ଟ୍ର ଆମେରିକାରେ। ଗତ ଏପ୍ରିଲ ୧୫ରେ ଦୁଲାଇସ ନଦୀର ପାଣି ହଠାତ୍‌ ଧଳା ହୋଇଯାଇଥିଲା। ଅର୍ଥାତ୍‌…

କରୋନା ସଙ୍କଟ ମଧ୍ୟରେ ମୋଦିଙ୍କ ସହ କଥା ହେଲେ ଉଦ୍ଧବ: ମାଗିଲେ ୧୫୦୦ ଏମ୍‌ଟି ଅକ୍ସିଜେନ୍‌

ମୁମ୍ବାଇ,୧୭।୪: କରୋନା ଭାଇରସ୍‌ ସଂକ୍ରମଣ ଯୋଗୁ ଦେଶର ସ୍ଥିତି ବିଗିଡ଼ିବାରେ ଲାଗିଛି। ଏହାର ସବୁଠାରୁ ଅଧିକ ପ୍ରଭାବ ମହାରାଷ୍ଟ୍ରରେ ପଡ଼ିଛି। ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରେ ୬୩,୭୨୯ ନୂଆ କରୋନା ମାମଲା ଚିହ୍ନଟ ହୋଇଥିବା ବେଳେ ୩୯୮ଜଣଙ୍କ ମୃତ୍ୟୁ ଘଟିଛି। ତେବେ…

କୁମାରସ୍ବାମୀ କରୋନା ପଜିଟିଭ୍‌

ବେଙ୍ଗାଲୁରୁ,୧୭।୪: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚ୍‌.ଡି. କୁମାରସ୍ବାମୀଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଏନେଇ ସେ ଶନିବାର ଟୁଇଟ୍‌ କରି ସୂଚନା ଦେଇଛନ୍ତି। ତାଙ୍କ ସମ୍ପର୍କରେ ଆସିଥିବା ଲୋକେ ନିଜର ନମୁନା ପରୀକ୍ଷା କରାଇ ନେବାକୁ ସେ ପରାମର୍ଶ…

ଜାତୀୟ ରାଜପଥ ସଂପ୍ରସାରଣ ବିଳମ୍ବ ନେଇ ଉତ୍ତେଜନା

ଦାରିଙ୍ଗବାଡ଼ି,୧୭।୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ସଂଯୋଗ ହୋଇଥିବା ଗୋପାଳପୁର-ରାଇପୁର ୫୯ ନଂ. ଜାତୀୟ ରାଜପଥ ସଂପ୍ରାସାରଣରେ ବିଳମ୍ବ ଏବଂ ଏହାକୁ ନେଇ ହେଉଥିବା ସମସ୍ୟାର ସମାଧାନ ପାଇଁ ଶନିବାର ସିମନବାଡ଼ିଠାରେ ରାଜପଥରେ ଠିକାସଂସ୍ଥାର ଏକାଧିକ ଗାଡ଼ିକୁ ଅଞ୍ଚଳବାସୀ ଅଟକ ରଖି…

ଭୟଙ୍କର ସ୍ଥିତି ଆସିବ ଜୁନ୍‌ରେ: ଦିନକୁ ମୃତ୍ୟୁ ସଂଖ୍ୟା ୨୫୦୦ ଛୁଇଁବା ଆଶଙ୍କା…

ନୂଆଦିଲ୍ଲୀ,୧୭।୪: କରୋନା ସଂକ୍ରମଣ ନେଇ ଦେଶରେ ଆତଙ୍କ ଦେଖାଦେଇଛି। ଆଗକୁ ଭାରତରେ ସ୍ଥିତି ଅଧିକ ସଙ୍କଟ ଜନକ ହେବ ବୋଲି ଲାସେଣ୍ଟ୍‌ ପତ୍ରିକାରେ ଏକ ରିପୋର୍ଟ ପ୍ରକାଶ ପାଇଛି। ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ, ଜୁନ୍‌ ବେଳକୁ ପ୍ରତିଦିନ କରୋନା ଆକ୍ରାନ୍ତଙ୍କ…

ଭୁଲ୍‌ରେ ବି କାହାରିକୁ କୁହନ୍ତୁ ନାହିଁ ଏସବୁ କଥା; ନଚେତ ପରେ ପଶ୍ଚାତାପ କରିବେ; ଜାଣନ୍ତୁ କ’ଣ କୁହନ୍ତି…

ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ବହୁତ କଠୋର। ହେଲେ ସେ ସର୍ବଦା ଜୀବନର ସତ୍ୟତା ବିଷୟରେ ଲେଖୁଥିଲେ। ଏଗୁଡ଼ିକ ବ୍ୟକ୍ତିକୁ ସଫଳ କରିବାରେ ସହଯୋଗୀ ସାବ୍ୟସ୍ତ ହୋଇଥାଏ। ଏଣୁ ସମସ୍ତଙ୍କୁ ଏଗୁଡ଼ିକୁ ନିଜ ଜୀବନରେ ପ୍ରୟୋଗ କରିବା ଉଚିତ। ଚାଣକ୍ୟ କୁହନ୍ତି, ବ୍ୟକ୍ତିକୁ…

ପଦାରେ ପଡ଼ିଲା କାର୍ତ୍ତିକ-କରନଙ୍କ ସମ୍ପର୍କ

ମୁମ୍ବାଇ,୧୭।୪: ବଲିଉଡ୍‌ ପ୍ରଯୋଜକ ତଥା ନିର୍ଦ୍ଦେଶକ କରନ ଜୋହର ଓ ଅଭିନେତା କାର୍ତ୍ତିକ ଆର୍ୟନଙ୍କ ସମ୍ପର୍କରେ ଏବେ ଫାଟ ସୃଷ୍ଟି ହୋଇଛି। ଦୁଇଜଣଙ୍କ ଭିତରେ ଥିବା ତିକ୍ତତା ଏବେ ପଦାରେ ପଡ଼ିଛି। ଫିଲ୍ମରୁ କାର୍ତ୍ତିକଙ୍କୁ ବାହାର କରିବା ପରେ କରନ ଏବେ…

ଏସବୁ ଖାଇଲେ ହେବନି କରୋନା…

ନୂଆଦିଲ୍ଲୀ,୧୭।୪: କରୋନା ସଂକ୍ରମଣ ନେଇ ଆତଙ୍କ ଦେଖାଦେଇଛି। ତେବେ ଏଥିରୁ ଦୂରେଇ ରହିବା ପାଇଁ ନିଜର ନିତିଦିନିଆ ଜୀବନ ଶୈଳୀରେ କେତେକ ଖାଦ୍ୟାଭ୍ୟାସକୁ ସାମିଲ କଲେ ସୁଫଳ ମିଳିଥାଏ ବୋଲି ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ପରାମର୍ଶ ଦିଆଯାଇଛି। ଖାଦ୍ୟରେ ଅନପ୍ରୋସେସ୍ଡ ଖାଦ୍ୟ…

ମୃତ୍ୟୁ ସମୟରେ ୨ ମାସର ଗର୍ଭବତୀ ଥିଲେ ଅମିତାଭଙ୍କ ଏହି ଲୋକପ୍ରିୟ ଅଭିନେତ୍ରୀ

ସାଉଥ୍‌ ଇଣ୍ଡଷ୍ଟ୍ରିରେ ଅନେକ ଅଭିନେତ୍ରୀ ଅଛନ୍ତି, ଯେଉଁମାନେ ବଲିଉଡ୍‌ ଫିଲ୍ମରେ କାମ କରିଛନ୍ତି। ଏମାନଙ୍କ ମଧ୍ୟରେ ଅଳ୍ପ କେତେଜଣଙ୍କୁ ସଫଳତା ମିଳିଛି। ସେଥିମଧ୍ୟରୁ ଜଣେ ହେଲେ ସୌନ୍ଦର୍ଯ୍ୟା। ସୌନ୍ଦର୍ଯ୍ୟା ବଲିଉଡ୍‌ରେ ମାତ୍ର ଗୋଟିଏ ଫିଲ୍ମ ‘ସୂର୍ଯ୍ୟବଂଶମ’ରେ କାମ କରିଛନ୍ତି। ଆଜି ହେଉଛି…

ନିଜ ପରିସ୍ରା ପିଇ ସୁସ୍ଥ

ନୂଆଦିଲ୍ଲୀ: ଗୋମୂତ୍ର ଶରୀର ପାଇଁ ଲାଭଦାୟକ ବୋଲି ଶୁଣାଯାଇଛି। ହେଲେ ଜଣେ ଯୁବକ ନିଜ ପରିସ୍ରା ପିଇବା ସହ ଏହାଦ୍ୱାରା ତାଙ୍କର ଅନେକ ଲାଭ ହେଉଥିବା ଦାବି କରିଛନ୍ତି। ଏକ ଖବର ଅନୁଯାୟୀ, ବ୍ରିଟେନର ହାମ୍ପଶାୟାରରେ ରହୁଥିବା ଫାର୍ନବୋରଫ୍‌ ଅଞ୍ଚଳର ହେରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?