Home

ଆଜି ରାଜ୍ୟରୁ ୧୫୪ ପଜିଟିଭ୍‌ ଚିହ୍ନଟ, ସମ୍ବଲପୁରରୁ ସର୍ବାଧିକ

ଭୁବନେଶ୍ୱର,୨୨।୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ୧୫୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪,୦୨୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୮୯ ଜଣ ଚିହ୍ନଟ…

ଅରୁଣାଚଳ ପ୍ରଦେଶରେ ଗାଁ ନିର୍ମାଣ କରି ଭାରତକୁ ନାଲି ଆଖି ଦେଖାଉଛି ଚାଇନା

ବେଜିଂ,୨୨।୧: ଭାରତ ଏବଂ ଚାଇନା ମଧ୍ୟରେ ଲଦାଖରେ ସୀମା ବିବାଦ ଏପର୍ଯ୍ୟନ୍ତ ଥମି ନାହିଁ। ଚାଇନା ପୁଣିଥରେ ଅରୁଣାଚଳ ପ୍ରଦେଶ ଉପରେ ନିଜ ହକ୍‌ ଜାହିର କରିଛି। ଅରୁଣାଚଳ ପ୍ରଦେଶରେ ଚାଇନା ଏକ ନୂଆ ଗାଁ ନିର୍ମାଣ କରୁଥିବା ଜଣାପଡିଛି। ଏନେଇ…

୩ ବିଭାଗକୁ ରିପୋର୍ଟ ତଲବ

ଭୁବନେଶ୍ୱର,୨୨।୧(ବ୍ୟୁରୋ): ଶିଳ୍ପସଂସ୍ଥା ଏବଂ ସହରାଞ୍ଚଳରୁ ନିର୍ଗତ ବର୍ଜ୍ୟ ଜଳ ନଦୀ, ଜଳାଶୟକୁ ପ୍ରଦୂଷିତ କରୁଛି। ସ୍ପଞ୍ଜ୍‌ ଆଇରନ କାରଖାନା ଦ୍ୱାରା ବାୟୁ ପ୍ରଦୂଷଣ ବଢୁଛି। ଏହାକୁ ନେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ, ପଞ୍ଚାୟତିରାଜ ବିଭାଗ, ଜଙ୍ଗଲ ଓ…

ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା

ଭୁବନେଶ୍ୱର,୨୨।୧(ବ୍ୟୁରୋ): କୋଭିଡ୍‌ କଟକଣା ମଧ୍ୟରେ ଭୁବନେଶ୍ୱରରେ ଆରମ୍ଭ ହୋଇଛି ବହୁ ପ୍ରତୀକ୍ଷିତ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା-୨୦୨୧। ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ସ୍ଥାନୀୟ ଜନତା ମଇଦାନଠାରେ ଆୟୋଜିତ ଏହି ମେଳାକୁ ଗୁରୁବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ…

ଆସନ୍ତା ମେ’ରେ କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ

ନୂଆଦିଲ୍ଲୀ,୨୨।୧: କଂଗ୍ରେସର କାର୍ଯ୍ୟକାରିଣୀ କମିଟି (ସିଡବ୍ଲୁସି) ବୈଠକରେ ଶୁକ୍ରବାର ଏକ ବଡ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ମେ’ରେ କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ଅନୁଷ୍ଠିତ ହେବ ବୋଲି ଏହି ବୈଠକରେ ସର୍ବସମ୍ମତି କ୍ରମେ ନିଷ୍ପତ୍ତି ନିଆଯାଇଛି। ଏବର୍ଷ ଅନୁଷ୍ଠିତ ହେବାକୁ ଥିବା ବିଧାନସଭା…

୮୦ ଶତକ,୧୫୨ ଅର୍ଦ୍ଧଶତକ: ମାତ୍ର ୭ ସପ୍ତାହର ଅନ୍ତରାଷ୍ଟ୍ରୀୟ କ୍ୟାରିୟର ସତ୍ତ୍ୱେ ଏହି ଖେଳାଳି ପାଲଟିଥିଲେ ମହାନ ବ୍ୟାଟ୍ସମ୍ୟାନ୍‌

ନୂଆଦିଲ୍ଲୀ,୨୨।୧: କ୍ରିକେଟ ଇତିହାସର ଅନେକ ଅଭିଜ୍ଞ ଖେଳାଳିଙ୍କ ମଧ୍ୟରୁ ବେରୀ ରିଚାର୍ଡସ୍‌ ଅନ୍ୟତମ। ୧୯୭୦ ମସିହା ଆଜିର ଦିନରେ ଦକ୍ଷିଣ ଆଫ୍ରିକା ପାଇଁ ବେରି ଅନ୍ତରାଷ୍ଟ୍ରୀୟ କ୍ରିକେଟ କ୍ୟାରିୟର ଆରମ୍ଭ କରିଥିଲେ। ପଦାର୍ପଣ ପରେ ନିଜର ଦମ୍‌ଦାର ବ୍ୟାଟିଂକୁ ନେଇ ସେ…

କଂଗ୍ରେସର କାର୍ଯ୍ୟକାରିଣୀ ବୈଠକ ଆରମ୍ଭ

ନୂଆଦିଲ୍ଲୀ,୨୨।୧: କଂଗ୍ରେସର କାର୍ଯ୍ୟକାରିଣୀ କମିଟି (ସିଡବ୍ଲୁସି)ର ବୈଠକ ଶୁକ୍ରବାର ଠାରୁ ଆରମ୍ଭ ହୋଇଛି। ଏହି ବୈଠକରେ ଦଳର ନୂତନ ସଭାପତି ନିର୍ବାଚନକୁ ନେଇ ସ୍ପଷ୍ଟ ହେବାର ସମ୍ଭାବନା ରହିଛି। ନୂତନ ସଭାପତି ନିର୍ବାଚନ ସହିତ କୃଷକ ଆନ୍ଦୋଳନ ଏବଂ ଅନ୍ୟାନ୍ୟ ପ୍ରସଙ୍ଗ…

ହୃଦୟ ଜିତିଲେ ପୂଜାରାଙ୍କ ୨ ବର୍ଷର ଝିଅ: କହିଲେ, ବାପାଙ୍କ ଯନ୍ତ୍ରଣାକୁ ଏମିତି ଉପଶମ କରିବି

ଭାରତୀୟ ଟେଷ୍ଟ କ୍ରିକେଟ ଦଳର ସଦସ୍ୟ ଚେତେଶ୍ୱର ପୂଜାରା ବର୍ଡର-ଗାଭାସ୍କର ଟ୍ରଫିରେ ଅଷ୍ଟ୍ରେଲୀୟ ଦ୍ରୁତ ବୋଲରଙ୍କ ସମ୍ମୁଖରେ ପାଚେରୀ ଭାବରେ ଠିଆ ହୋଇଥିଲେ। ବ୍ରିସବେନରେ ଖେଳାଯାଇଥିବା ଶେଷ ତଥା ଅନ୍ତିମ ଟେଷ୍ଟ ମ୍ୟାଚରେ ଭାରତର ଦ୍ୱିତୀୟ ଇନିଂସରେ ଅଷ୍ଟ୍ରେଲୀୟ ବୋଲରମାନେ ତାଙ୍କ…

ପାଠପଢ଼ା ପାଇଁ ଡିବିରି ଆଲୁଅ ଭରସା

ମହାକାଳପଡ଼ା,୨୨।୧(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲାର ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତର ରାମଚଣ୍ଡୀ ପଡା ୧ ନଂ. ଓ୍ବାର୍ଡର ସଂଖ୍ୟାଲଘୁ ସମ୍ପ୍ରଦାୟ ପରିବାରକୁ ମିଳୁନି ବିଦ୍ୟୁତ୍‌ ସେବା। ଫଳରେ ପିଲାମାନେ ପାଠ ପଢିବାକୁ ଡିବିରି ଆଲୁଅକୁ ଭରସା କରୁଛନ୍ତି। ବିଭାଗୀୟ ଅଧିକାରୀଙ୍କ ନିକଟରେ ସଂଖ୍ୟାଲଘୁ…

ଗାଁ ଶ୍ମଶାନ ଉପରେ ପଥର ମାଫିଆଙ୍କ ଆଖି

ଖୋର୍ଦ୍ଧା ଅଫିସ,୨୨।୧: ଖୋର୍ଦ୍ଧା ଜିଲାରେ ସରକାରୀ ଜମି, ଗ୍ରାମ୍ୟ ଜଙ୍ଗଲ ଏବଂ କାଜୁ ଜଙ୍ଗଲରୁ ପଥର ମାଫିଆମାନେ ମାଙ୍କଡ଼ା ପଥର ଓ ମୋରମ ଚାଲାଣ କରୁଥିବାବେଳେ ଏବେ ସେମାନଙ୍କ ଲୋଲୁପ ଦୃଷ୍ଟି ଗାଁ ଶ୍ମଶାନ ଜମି ଉପରେ ପଡ଼ିଛି। ଗତ କିଛିଦିନ…

ଚେନ୍ନାଇ ଦଳରେ ସାମିଲ ହେଲେ ଏହି ବିସ୍ଫୋରକ ବ୍ୟାଟ୍‌ସମ୍ୟାନ୍‌

ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୧ ମିନି ନିଲାମ ରବିନ ଉଥାପ୍ପାଙ୍କୁ ଏଥର ଦଳରେ ନେଇ ଚେନ୍ନାଇ ସୁପର୍‌ କିଙ୍ଗ୍ସ। ଷ୍ଟିଭ ସ୍ମିଥଙ୍କ ଅଧିନାୟକତ୍ୱରେ ରାଜସ୍ଥାନ ପାଇଁ ଉଥାପ୍ପାଙ୍କ ପୂର୍ବ ଆଇପିଏଲ ସିଜିଜ୍‌ରେ ଅତ୍ୟନ୍ତ ଖରାପ ଥିଲା ଏବଂ ସେ ତିନିଥର ଆଇପିଏଲ…

୩୬ ରନ୍‌ରେ ଅଲଆଉଟ୍‌ ହେବାପରେ ଅଧରାତିରେ ହୋଇଥିଲା ଏମିତି ଯୋଜନା

ଦୁଇଟି କାରଣ ପାଇଁ ଭାରତର ଅଷ୍ଟ୍ରେଲିଆ ଗସ୍ତ ସ୍ମରଣୀୟ ହେବାକୁ ଯାଉଛି। ପ୍ରଥମ- ଏହି ଗସ୍ତରେ ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ଦଳ ୩୬ ରନରେ ଅଲଆଉଟ୍‌ ହୋଇଥିଲା। ଏହି ମ୍ୟାଚ୍‌ରେ ପରାଜୟ ପରେ ଭାରତ କ୍ରିକେଟ ଇତିହାସରେ ସବୁଠାରୁ ବିପଜ୍ଜନକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri