Home

ସରକାରଙ୍କ ୧୮ ମାସ ସ୍ଥଗିତ ରଖିବା ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ କୃଷକ ସଂଘ

ନୂଆଦିଲ୍ଲୀ,୨୧।୧: ୩ ନୂଆ ଚାଷୀ ଆଇନର କାର୍ଯ୍ୟକାରିତାକୁ ୧୮ ମାସ ପାଇଁ ସ୍ଥଗିତ ରଖିବାକୁ ସରକାରଙ୍କ ପକ୍ଷରୁ ଦିଆଯାଇଥିବା ପ୍ରସ୍ତାବକୁ ଗୁରୁବାର ପ୍ରତ୍ୟାଖ୍ୟାନ କରିଛନ୍ତି ଆନ୍ଦୋଳନରତ କୃଷକ ସଂଘ। ଆଇନର ପ୍ରତ୍ୟାହାର ଦାବିରେ କୃଷକାମାନେ ଅଢ଼ି ବସିଛନ୍ତି। ନୂଆ ଆଇନ ପ୍ରତ୍ୟାହାର…

ଗଞ୍ଜାମ ବିଜେଡି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା

ଗଞ୍ଜାମ,୨୧ା୧(ଡି.ଏନ.ଏ.):  ଦେଶରେ ଏକ ନମ୍ବର ମୁଖ୍ୟମନ୍ତ୍ରୀ ଭାବେ ନବୀନ ପଟ୍ଟନାୟକଙ୍କୁ ଘୋଷଣା କରାଯିବା ପରେ ଗୁରୁବାର ଗଞ୍ଜାମ ସହର କର୍ମୀମାନେ ତାଙ୍କୁ ଶୁଭେଚ୍ଛା ଜଣାଇବା ସହ ଜୟ ନବୀନ, ଜୟ ବିଜେଡି ଧ୍ୱନିରେ ସହର ପ୍ରକମ୍ପିତ ହୋଇଥିଲା। ବ୍ରହ୍ମପୁର ଏମ୍‌ପି ଚନ୍ଦ୍ର…

ମହିଳାଙ୍କୁ ବଳାତ୍କାର ଉଦ୍ୟମ ଅଭିଯୋଗ

ଦିଗପହଣ୍ଡି,୨୧ା୧(ଡି.ଏନ.ଏ.):  ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗଁାରେ ଘରେପଶି ଜଣେ ମହିଳାଙ୍କୁ ବଳାତ୍କାର ଉଦ୍ୟମ ନେଇ ମହିଳା ଜଣକ ଗୁରୁବାର ଥାନାରେ ଏତଲା ଦେଇଛନ୍ତି। ଏତଲାକୁ ଭିତ୍ତିକରି ଆଇଆଇସି ବସନ୍ତ କୁମାର ସେଠୀ କେସ୍‌ ନଂ.୧୮/୨୧ରେ ୨ଅଭିଯୁକ୍ତଙ୍କ ବିରୋଧରେ ମାମଲା ରୁଜୁ…

ବିରଳ ସିଂହକୁ ଖାଦ୍ୟ ଖୁଆଇଲେ ଏହି ଅଭିନେତ୍ରୀ

ଛୋଟ ପରଦାର ଚର୍ଚ୍ଚିତ ଅଭିନେତ୍ରୀ ମୋନି ରୟ ଏବେ ଦୁବାଇରେ ଛୁଟି କାଟୁଛନ୍ତି। ଏହି ସମୟର ଫଟୋ ସେ ସୋସିଆଲ ମିଡିଆରେ ଶେୟାର ମଧ୍ୟ କରୁଛନ୍ତି। ନିକଟରେ ସେ ଏକ ଭିଡିଓ ଶେୟାର କରିଥିଲେ । ଏଥିରେ ମୋନି ସିଂହକୁ ନିଜ…

୫୫ ଲକ୍ଷ ଖର୍ଚ୍ଚକରି ୨ ଇଞ୍ଚ ବଢ଼ିଲେ ଡାକ୍ତରୀ ଛାତ୍ର

ଓ୍ବାଶିଂଟନ୍‌, ୨୧।୧: ଶରୀରର ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ଅନେକ ଲୋକ କସ୍‌ମେଟିକ୍‌ ସର୍ଜରୀ କରିଥାନ୍ତି। ଏବେ ଏହା ଦ୍ୱାରା ଉଚ୍ଚତା ବୃଦ୍ଧି ହେଉଥିବା ଚର୍ଚ୍ଚା ହେଉଛି। ଆମେରିକାର ଡେଲ୍ଲାସରେ ରହୁଥିବା ଛାତ୍ର ଅନଫୋନ୍‌ସୋ ଫ୍ଲୋର୍ସଙ୍କ ଉଚ୍ଚତା ୫ ଫୁଟ ୧୧ ଇଞ୍ଚ…

ବିବାହିତା ସତ୍ତ୍ୱେ ମା’ ନ ହେବାକୁ ନିଷ୍ପତ୍ତି ନେଇଥିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ: କାରଣ…

ବଲିଉଡ୍‌ ଅଭିନେତ୍ରୀ ଅରୁଣା ଇରାନୀ ତାଙ୍କ ସମୟର ସଫଳ ଅଭିନେତ୍ରୀଙ୍କ ମଧ୍ୟରେ ଅନ୍ୟତମ। ତାଙ୍କର ଅଭିନୟଠାରୁ ଆରମ୍ଭ କରି ନୃତ୍ୟ ପାଇଁ ଲୋକେ ପାଗଳ ହୋଇଯାଉଥିଲେ। ଅଧିକାଂଶ ଫିଲ୍ମରେ ସେ ଖଳନାୟିକା ଚରିତ୍ରରେ ଅଭିନୟ କରିଛନ୍ତି। ତାଙ୍କର ଏହି ଚରିତ୍ରକୁ ଲୋକେ…

ଏହି ସୁପରଷ୍ଟାରଙ୍କ ସହ କାମ କରିବାକୁ ଚାହୁଁ ନ ଥିଲେ ଶ୍ରୀଦେବୀ, ଐଶ୍ୱର୍ଯ୍ୟା

ବଲିଉଡ୍‌ର ଆକ୍ସନ ହିରୋଙ୍କ ମଧ୍ୟରେ ଅନ୍ୟତମ ସନି ଦେଓଲ। ସନ୍ନିଙ୍କୁ ତାଙ୍କ ସମୟର ସବୁଠାରୁ ସଫଳ ଏବଂ ହିଟ୍‌ ହିରୋଙ୍କ ତାଲିକାରେ ଗଣନା କରାଯାଏ। ସେ ଅନେକ ସୁପରହିଟ୍‌ ଫିଲ୍ମ ଯେପରି, ଘାୟଲ, ଖାତକ, ଦାମିନୀ ଏବଂ ଗଦ୍ଦର ଆଦିରେ କାମ…

ଅଷ୍ଟ୍ରେଲିଆରୁ ଫେରି ବାପାଙ୍କ ସମାଧିସ୍ଥଳକୁ ଗଲେ ଏହି ଭାରତୀୟ କ୍ରିକେଟର, କୋରାନ ପଢ଼ି ଦେଲେ ଶ୍ରଦ୍ଧାଞ୍ଜଳି

ହାଇଦ୍ରାବାଦ,୨୧।୧: ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜ ଜିତିବା ପରେ ସ୍ବଦେଶ ଫେରିଛି ଟିମ୍‌ ଇଣ୍ଡିଆ। ଏହି ସିରିଜ୍‌ରେ ଟେଷ୍ଟ କ୍ରିକେଟରେ ଡେବ୍ୟୁ କରିଥିବା ଭାରତୀୟ ଯୁବ ପେସ୍‌ ବୋଲର୍‌ ମହମ୍ମଦ ସିରାଜ ଗୁରୁବାର ହାଇଦ୍ରାବାଦରେ ପହଞ୍ଚିଥିଲେ। ସେଠାରୁ ସେ ସିଧା ଖେରାତାବାଦରେ…

ଅନୁଷ୍କାଙ୍କ ସହ ଦୁଇଟି ଚଷମାରେ ନଜର ଆସିଲେ କୋହଲି, ଲୋକେ ପଚାରୁଛନ୍ତି ଏମିତି

ମୁମ୍ବାଇ : ଆଜିକାଲି କ୍ରିକେଟର ବିରାଟ କୋହଲିଙ୍କ ଗୋଡ଼ ଆଉ ତଳେ ଲାଗୁନି। କାରଣ ତାଙ୍କ ଘରକୁ ଏକ ଛୋଟ ପରୀ ଆସିଛି। ଏହି ଖୁସିରେ ବିରାଟଙ୍କ ମନ ଆକାଶରେ ଉଡୁଛି। ସେହିପରି ମା’ ହେବାର ୧୦ ଦିନ ପରେ ଅନୁଷ୍କାଙ୍କୁ…

ନବୀନଙ୍କ ନୂଆ ଉପଲବ୍ଧି: ଛୁଟୁଛି ଶୁଭେଚ୍ଛାର ସୁଅ

ଭୁବନେଶ୍ୱର,୨୧।୧(ବ୍ୟୁରୋ): ନିକଟରେ ହୋଇଥିବା ସର୍ଭେରେ ଦେଶର ସବୁଠାରୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭାବେ ବିବେଚିତ ହୋଇଥିଲେ ନବୀନ ପଟ୍ଟନାୟକ। ଏବେ ସେ ନିଜର ଅଫିସିଆଲ ଟୁଇଟର ପୃଷ୍ଠାରେ ୩ ଲକ୍ଷ ଫଲୋଅର୍‌ ରେଖା ଅତିକ୍ରମ କରିଛନ୍ତି। ନବୀନ ଏନେଇ ଖୁସି ପ୍ରକାଶ କରିବା…

କେକ୍‌ ଭାବି ଅନ୍‌ଲାଇନ୍‌ରୁ ଅର୍ଡର କଲେ ଘଷି: ଖାଇବା ପରେ ଦେଲେ ଏଭଳି ରିଭ୍ୟୁ

ଅନ୍‌ଲାଇନ୍‌ ସପିଂ କରିବାର ଅନେକ ଲାଭ ରହିଛି। ସବୁଠାରୁ ବଡ଼ ଲାଭ ହେଲା ଘରେ ବସି ଜିନିଷ ପାଇପାରିବା। ଅନ୍‌ଲାଇନ୍‌ରୁ ଅର୍ଡର କରିବା ପୂର୍ବରୁ ପ୍ରଥମେ ରିଭ୍ୟୁ ଦେଖିବା ପରେ ତାହା କିପରି ହୋଇଥିବ ଜଣାପଡ଼ିଥାଏ। ବେଳେବେଳେ ରିଭ୍ୟୁରେ ଲେଖାଯାଇଥିବା କିଛି…

ଝିଅ ହୋଇ ପୁଅ ଚରିତ୍ରରେ ନଜର ଆସୁଥିଲେ, ଏବେ ଛାଡ଼ିଲେ ଶୋ’

ବମ୍ବେ: ପରଦାରେ ପୁଅ ହେଲେ ବାସ୍ତବରେ ଝିଅ। ଆମେ କଥା ହେଉଛୁ ଟେଲି ଧାରାବାହିକ ‘ଛୋଟି ସରଦାରନୀ‘ରେ ପରମ ଭୂମିକାରେ ନଜର ଆସୁଥିବା ଶିଶୁ କଳାକାର କେଭିନା ଟାକଙ୍କ ବିଷୟରେ। ତାଙ୍କୁ ବୟସ ଏବେ ମାତ୍ର ଛଅ ବର୍ଷ। ଶୋ’ରେ ସରବଜୀତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri