ଶୀଘ୍ର ଖାଦ୍ୟ ଖାଇବା ଓ କାର୍ଯ୍ୟଦକ୍ଷତା
କେତେକ ବ୍ୟକ୍ତି ତରତର ହୋଇ ଖାଦ୍ୟ ଖାଇଥାଆନ୍ତି। ହେଲେ ଏହାର ପ୍ରଭାବ ସେମାନଙ୍କ କାର୍ଯ୍ୟଦକ୍ଷତା ଉପରେ ପଡିବାର ଯଥେଷ୍ଟ ଆଶଙ୍କା ରହିଛି ବୋଲି ଏକ ସର୍ଭେରୁ ଜଣାପଡିଛି। ‘ଶୀଘ୍ର ଖାଇବା ଏବଂ କାର୍ଯ୍ୟଦକ୍ଷତା’ ବିଷୟକୁ ନେଇ ୟୁନିଭର୍ସିଟି ଅଫ ସିଡ୍ନୀର ପୁଷ୍ଟିବିଜ୍ଞାନୀମାନେ…
ଏହି ୪ ଗୁଣ ଥିବା ବ୍ୟକ୍ତିଙ୍କ ପାଖରେ ରୁହେ ନାହିଁ ଧନର ଅଭାବ, ଜାଣନ୍ତୁ କ’ଣ କହିଛନ୍ତି ଚାଣକ୍ୟ
ସର୍ବଶ୍ରେଷ୍ଠ ବିଦ୍ୱାନମାନଙ୍କ ମଧ୍ୟରୁ ଜଣେ ହେଲେ ଚାଣକ୍ୟ। ସେ ଜଣେ କୁଶଳ ରାଜନୀତିଜ୍ଞ, ସଫଳ ଅର୍ଥଶାସ୍ତ୍ରୀ ଥିଲେ। ତାଙ୍କର ସବୁ ବିଷୟରେ ଜ୍ଞାନ ଥିବା କୁହାଯାଏ। ସେ ନିଜର ନୀତିଶାସ୍ତ୍ରରେ କେଉଁ ଲୋକଙ୍କୁ ନିଜର ଗୁଣ ପାଇଁ ଧନପ୍ରାପ୍ତି ହୋଇଥାଏ ତାହା…
ଭାରତକୁ ଚୋରା ସୁନା ଚାଲାଣ: ଦୁବାଇରୁ ବିହାର ପର୍ଯ୍ୟନ୍ତ ଲମ୍ବିଛି ଚେର
ନୂଆଦିଲ୍ଲୀ,୭।୧୨: ଭାରତକୁ ଦୁବାଇ ଏବଂ ମ୍ୟାନ୍ମାରରୁ ଚୋରା ସୁନା ଚାଲାଣ ବୃଦ୍ଧି ପାଇବାରେ ଲାଗିଛି। ଚୋରା ସୁନା ଚାଲାଣ ପାଇଁ କାର୍ଯ୍ୟ କରୁଥିବା ର଼୍ୟାକେଟର ଚେର ଦୁବାଇରୁ ବିହାର ପର୍ଯ୍ୟନ୍ତ ଚେର ଲମ୍ବିଛି। ବିହାର ବାଟେ ଚୋରା ସୁନା ଭାରତର ବିଭିନ୍ନ…
କରୋନା ମହାମାରୀ ସମ୍ପର୍କିତ ଦୁର୍ନୀତି: କେନ୍ଦ୍ର ସରକାରଙ୍କ ପାଖରେ ୪୦ ହଜାର ଅଭିଯୋଗ
ନୂଆଦିଲ୍ଲୀ,୭।୧୨: କରୋନା ମହାମାରୀ ଦେଶରେ ଥମିବାର ନାଁ ଧରୁନି। ଆକ୍ରାନ୍ତଙ୍କ ଚିକିତ୍ସା ତଥା ଅନ୍ୟ କେତେକ କ୍ଷେତ୍ରରେ ଦୁର୍ନୀତି ବଢ଼ିବାରେ ଲାଗିଛି। କରୋନା ମହାମାରୀକୁ ନେଇ ଦୁର୍ନୀତି ବୃଦ୍ଧି ପାଉଥିବାରୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଚିନ୍ତା ପ୍ରକାଶ ପାଇଛି। ଇତିମଧ୍ୟରେ କେନ୍ଦ୍ର…
୧୨ ବର୍ଷ ଧରି ବିଛଣାରେ ପଡ଼ିଥିଲେ ଏହି ଯୁବକ, ଜୀବନ ବଦଳାଇଲେ ସୋନୁ ସୁଦ
ମୁମ୍ବାଇ: ଅଭିନେତା ସୋନୁ ସୁଦ କରୋନା ଯୋଗୁ ଲକ୍ଡାଉନ ସମୟରୁ ଚର୍ଚ୍ଚାରେ ରହିଆସିଛନ୍ତି। ସୋନୁଙ୍କୁ କରନାଲସ୍ଥିତ ବିର୍କି ହସ୍ପିଟାଲର ଯୁବ ନ୍ୟୁରୋ ସର୍ଜନ ଡାକ୍ତର ଅଶି୍ବନୀଙ୍କ ଭରପୂର ସହଯୋଗ ମିଳୁଛି। ସୋନୁଙ୍କ ଯୋଗୁ ଗତ ୧୨ବର୍ଷ ହେବ ଜୀବନ-ମୃତ୍ୟୁ ସହ ସଂଘର୍ଷ…
ସ୍ବାସ୍ଥ୍ୟୋପକାରୀ ଅମୃତଭଣ୍ଡା
ଅମୃତଭଣ୍ଡାରେ ସ୍ବାସ୍ଥ୍ୟ ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଦୃଷ୍ଟି ଶକ୍ତିକୁ ଆହୁରି ପ୍ରଖର କରିଥାଏ। ଏଥିରେ ଆଣ୍ଟିଅକ୍ସିଡାଣ୍ଟ ଗୁଣ ମଧ୍ୟ ଭରି ରହିଛି। ପାଚନ କ୍ରିୟାକୁ ସକ୍ରିୟ କରିବାରେ ଅମୃତଭଣ୍ଡା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ।…
‘କିଷାନ ଯାତ୍ରା’ ଆରମ୍ଭ ପୂର୍ବରୁ ଅଖିଳେଶ ଅଟକ
ଲକ୍ଷ୍ନୌ,୭।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନ ବିରୋଧରେ ଉତ୍ତରପ୍ରଦେଶ ରାଜନୀତିରେ ଉଷ୍ଣତା ବୃଦ୍ଧି ପାଇଛି। ସମାଜବାଦୀ ପାର୍ଟି ପକ୍ଷରୁ ସ୍ଥିତିରୁ ଫାଇଦା ଉଠାଇବାର ଉଦ୍ୟମ ଆରମ୍ଭ ହୋଇଛି। ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ କନୌଜରେ ‘କିଷାନ ଯାତ୍ରା’ ଆରମ୍ଭ ପାଇଁ ଯୋଜନା…
ତୃତୀୟ ଟି୨୦ରେ ଇତିହାସ ରଚିପାରନ୍ତି ୟୁଜବେନ୍ଦ୍ର ଚହଲ: ବୁମରାହଙ୍କ ଏହି ବଡ ରେକର୍ଡ ଭାଙ୍ଗିବା ଉପରେ ନଜର
ନୂଆଦିଲ୍ଲୀ,୭।୧୨: ଅଷ୍ଟ୍ରେଲିଆ ବିପକ୍ଷ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍ରେ ସବୁଠାରୁ ଅଧିକ ଉଇକେଟ ନେଇଥିବା ଖେଳାଳି ପାଲଟିଛନ୍ତି ୟୁଜବେନ୍ଦ୍ର ଚହଲ। ବୁମରାହଙ୍କଠାରୁ କମ୍ ମ୍ୟାଚ୍ ଖେଳିଥିଲେ ହେଁ ଏହି କୀର୍ତ୍ତିମାନ ନିଜ ନାମରେ କରିଛନ୍ତି ସେ। ପ୍ରଥମ ମ୍ୟାଚ୍ରେ ରବିନ୍ଦ୍ର ଜାଡେଜାଙ୍କ କନ୍କଶନ…
ଜନପ୍ରିୟ ବିଜ୍ଞାନ ପ୍ରସାରକ
ଭାରତର ବିଶିଷ୍ଟ ପଦାର୍ଥ ବିଜ୍ଞାନୀ ତଥା ଜନପ୍ରିୟ ପ୍ରଶାସକ ନରେନ୍ଦର କେ ସେହେଗାଲ ଚଳିତବର୍ଷ ସେପ୍ଟେମ୍ବର ୭ ତାରିଖରେ ଇହଲୀଳା ସମ୍ବରଣ କରିଛନ୍ତି। ଦେଶରେ ବିଜ୍ଞାନ ପ୍ରସାର ଓ ଏହାକୁ ଲୋକାଭିମୁଖୀ କରିବାରେ ତାଙ୍କର ଅବଦାନ ହେଉଛି ଅନସ୍ବୀକାର୍ଯ୍ୟ। ୧୯୪୦ ମସିହା…
ଏହି ଅଭିନେତ୍ରୀ କରୋନା ଆକ୍ରାନ୍ତ, ସୋସିଆଲ ମିଡିଆରେ ଲେଖିଲେ ଏମିତି…
ମୁମ୍ବାଇ: ଶୋ’ ଅପନା ଭି ଟାଇମ୍ ଆଏଗା’ରେ ଆଜିକାଲି ନଜର ଆସୁଥିବା ଅଭିନେତ୍ରୀ ତନାଜ ଇରାନୀ କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ସେ ଇନ୍ଷ୍ଟାଗ୍ରାମରେ ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ଏଥିସହ ତାଙ୍କ ଯୋଗୁ ଅନ୍ୟ କେହି ସଂକ୍ରମିତ ନ ହେବାକୁ…
କପିଳାସ ଅଭୟାରଣ୍ୟରୁ ବନ୍ୟଜନ୍ତୁ ଶିକାର: ଶିକ୍ଷକଙ୍କୁ ବାନ୍ଧିଲା ବନବିଭାଗ
ଢେଙ୍କାନାଳ ଅଫିସ, ୭।୧୨: ଢେଙ୍କାନାଳ ଜିଲା କପିଳାସ ଅଭୟାରଣ୍ୟ ଓ କଙ୍କଡ଼ାହାଡ ଥାନା କଳସପୁର ଅଞ୍ଚଳ ବନବିଭାଗ ପକ୍ଷରୁ ରବିବାର ବିଳମ୍ବିତ ରାତିରେ ଚଢ଼ାଉ କରାଯାଇଥିଲା। ଚଢ଼ାଉବେଳେ ୨ଟି କଲରାପତରିଆ ବାଘ ଛାଲ ଜବତ ହୋଇଥିବା ବେଳେ ୧ ହରିଣ ଛାଲ,…
ଏହି କାର ଚଲାଇବାକୁ ଭଲ ପାଆନ୍ତି ବିରାଟ କୋହଲି
ଭାରତୀୟ କ୍ରିକେଟରମାନେ କେବଳ ସେମାନଙ୍କ ଖେଳ ପାଇଁ ନୁହେଁ ବରଂ ଜୀବନଶୈଳୀ ପାଇଁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କ କଥା ଉଠିଲେ ସେ କ’ଣ ଖାଆନ୍ତି, କ’ଣ ପିନ୍ଧନ୍ତି, କିପରେ ଜୀବନ ବିତାଇଥାନ୍ତି ତାହା…
Archives


