ମଡର୍ନା ଟିକା ପାର୍ଶ୍ୱ ପ୍ରତିକ୍ରିୟାର ତଦନ୍ତ ଆରମ୍ଭ
ନ୍ୟୁୟର୍କ, ୨୧।୧: କାଲିଫର୍ନିଆର ସାନ୍ ଡିଏଗୋ ଟିକା କେନ୍ଦ୍ରରେ ମଡର୍ନା କମ୍ପାନୀର କୋଭିଡ୍ ଟିକା ନେବା ପରେ ଅନେକଙ୍କ ଠାରେ ପାର୍ଶ୍ୱ ପ୍ରତିକ୍ରିୟା ଦେଖାଦେଇଛି। କାଲିଫର୍ନିଆ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହାର ତଦନ୍ତ ଆରମ୍ଭ ହୋଇଛି। ତଦନ୍ତରେ ସମ୍ପୂର୍ଣ୍ଣ ସହଯୋଗ କରାଯାଉଥିବା…
ରାଗିଗଲେ ରିୟା: କହିଲେ, ଦୟାକରି ମୋ ପିଛା କରନ୍ତୁ ନାହିଁ
ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ସନ୍ଦେହଜନକ ଆତ୍ମହତ୍ୟା ପରେ ବଲିଉଡ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ ବେଶ୍ ଚର୍ଚ୍ଚାରେ ଥିଲେ। ସୁଶାନ୍ତଙ୍କ ପରିବାର ଦ୍ୱାରା ଦାଖଲ ହୋଇଥିବା ମାମଲାରେ ତାଙ୍କ ନାମ ଏବଂ ଡ୍ରଗ ମାମଲା ସାମ୍ନାକୁ ଆସିବା ପରେ ରିୟାଙ୍କୁ…
ଭୁଟାନ, ମାଳଦ୍ୱୀପରେ ପହଞ୍ଚିଲା ଭାରତୀୟ ଟିକା
ନୂଆଦିଲ୍ଲୀ, ୨୧।୧: ଭାରତ ସରକାରଙ୍କ ଟିକା ମୈତ୍ରୀ ଆରମ୍ଭ ହୋଇଛି। ନୂଆଦିଲ୍ଲୀ ପଠାଇଥିବା ୧,୫୦,୦୦୦ କୋଭିଶିଲ୍ଡ ଟିକା ବୁଧବାର ଭୁଟାନରେ ପହଞ୍ଚିଛି । ଭାରତର ‘ପଡୋଶୀ ପ୍ରଥମ’ ନୀତିର ଏହା ଏକ ଉଦାହରଣ ବୋଲି ବହିର୍ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ଟୁଇଟ୍…
ବଜେଟ ଅଧିବେଶନ: ୩୦ରେ ସର୍ବଦଳୀୟ ବୈଠକ
ନୂଆଦିଲ୍ଲୀ, ୨୧।୧(ପି.ଟି.): ସଂସଦର ବଜେଟ ଅଧିବେଶନ ଜାନୁୟାରୀ ୨୯ରୁ ଆରମ୍ଭ ହେଉଥିବାବେଳେ ୩୦ରେ ସର୍ବଦଳୀୟ ବୈଠକ ଡକାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ବୈଠକରେ ଅଧ୍ୟକ୍ଷତା କରିବେ। ସରକାର ଆଣିବାକୁ ଥିବା ବିଧେୟକଗୁଡିକର କାର୍ଯ୍ୟସୂଚୀ ଉପରେ ଉକ୍ତ ବୈଠକରେ ଆଲୋଚନା କରାଯିବ…
ବ୍ରହ୍ମପୁତ୍ରରେ ଚାଇନାର ବନ୍ଧ ନିର୍ମାଣ ଉଦ୍ୟମ
ନୂଆଦିଲ୍ଲୀ, ୨୧।୧(ପି.ଟି.): ତିବ୍ବତର ମେଡୋଙ୍ଗଠାରେ ବ୍ରହ୍ମପୁତ୍ର ନଦୀରେ ଚାଇନା ନଦୀବନ୍ଧ ନିର୍ମାଣ ସହ ସୁପର ହାଇଡ୍ରୋ ପାଓ୍ବାର ପ୍ଲାଣ୍ଟ ସ୍ଥାପନ ଉଦ୍ୟମ କରୁଛି। ବେଜିଂର ଏଭଳି ଉଦ୍ୟମକୁ ଭାରତ ପକ୍ଷରୁ ନିନ୍ଦା କରାଯାଇଛି। ନଦୀବନ୍ଧ ନର୍ମାଣ ତଳମୁଣ୍ଡରେ ଥିବା ଭାରତ ଓ…
ବେତନ ପାଇବା ମୌଳିକ ଅଧିକାର: ହାଇକୋର୍ଟ
ନୂଆଦିଲ୍ଲୀ, ୨୧।୧(ଆଇଏଏନ୍ଏସ୍): ବେତନ ଗ୍ରହଣ କରିବା ଏକ ମୌଳିକ ଅଧିକାର। ଭାରତୀୟ ସମ୍ବିଧାନରେ ଏହା ପ୍ରତିଷ୍ଠାପିତ ହୋଇଥିବା ଦିଲ୍ଲୀ ହାଇକୋର୍ଟ ବୁଧବାର କହିଛନ୍ତି। ଦିଲ୍ଲୀ ପୌର ନିଗମ ଏହାର କର୍ମଚାରୀମାନଙ୍କୁ ବେତନ ଓ ପେନ୍ସନ ଦେଇ ନ ଥିବାରୁ ଅଦାଲତ ଏହାକୁ…
ନିଷ୍ପତ୍ତି କ୍ଷମତା କମିଟିର ନାହିଁ
ନୂଆଦିଲ୍ଲୀ, ୨୧।୧: ନୂଆ କୃଷି ଆଇନକୁ ନେଇ ଲାଗିରହିଥିବା ଅଚଳାବସ୍ଥା ଦୂର ପାଇଁ ସୁପ୍ରିମକୋର୍ଟ ବିଶେଷଜ୍ଞମାନଙ୍କର ଏକ କମିଟି ଗଠନ କରିଥିଲେ। କୃଷକ ସଂଗଠନଗୁଡ଼ିକ ଉକ୍ତ କମିଟିର ନିରପେକ୍ଷତାକୁ ନେଇ ସମାଲୋଚନା କରିଥିବାରୁ ସର୍ବୋଚ୍ଚ ଅଦାଲତ ସେମାନଙ୍କୁ ଭର୍ତ୍ସନା କରିଛନ୍ତିି। ଆଇନ…
ସଙ୍କଟ ଏବେ ସୁଯୋଗ
ଓ୍ବାଶିଂଟନ,୨୧ା୧:ଘାତକ କରୋନା ମହାମାରୀ ୪ ଲକ୍ଷ ୧୧ ହଜାର ୫୨୦ ଆମେରିକୀୟଙ୍କ ଜୀବନ ନେଇସାରିଛି। ଏହି ଅଦୃଶ୍ୟ ଭୂତାଣୁ ଲକ୍ଷ ଲକ୍ଷ ଲୋକଙ୍କ ଜୀବିକା ଉଜାଡ଼ି ସୃଷ୍ଟି କରିଛି ନାହିଁ ନ ଥିବା ଅଚଳାବସ୍ଥା। ବିଦାୟୀ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ଅମଳରେ…
ସରକାରଙ୍କ ପଛଘୁଞ୍ଚା
ନୂଆଦିଲ୍ଲୀ, ୨୧।୧(ପି.ଟି.):ନୂଆ କୃଷି ଆଇନକୁ ସମ୍ପୂର୍ଣ୍ଣ ପ୍ରତ୍ୟାହାର ଦାବିରେ କୃଷକଙ୍କ ଆନ୍ଦୋଳନ ୫୮ ଦିନରେ ପହଞ୍ଚିଥିବାବେଳେ ଏଥିରେ ବ୍ୟତିବ୍ୟସ୍ତ ହୋଇ ସରକାର ପଛଘୁଞ୍ଚା ଦେଇଛନ୍ତି। ଶେଷରେ ନୂଆ କୃଷି ଆଇନକୁ ୧୮ ମାସ ପର୍ଯ୍ୟନ୍ତ ସ୍ଥଗିତ ରଖିବାକୁ କେନ୍ଦ୍ର ସରକାର ପ୍ରସ୍ତୁତ…
ବାଇଡେନ୍, ହାରିସ୍
ଓ୍ବାଶିଂଟନ,୨୧ା୧: ଆମେରିକାର ୪୬ତମ ରାଷ୍ଟ୍ରପତି ରୂପେ ଜୋ ବାଇଡେନ୍ ଓ ୪୯ତମ ଉପରାଷ୍ଟ୍ରପତି ଭାବେ କମଲା ହାରିସ୍ ବୁଧବାର ଶପଥ ଗ୍ରହଣ କରିଛନ୍ତି। ଭାରତୀୟ ସମୟ ରାତି ୧୦ଟା ୩୦ରେ କଡ଼ା ସୁରକ୍ଷା ବଳୟରେ ରାଜଧାନୀ ଓ୍ବାଶିଂଟନସ୍ଥିତ ପାରମ୍ପରିକ କ୍ୟାପିଟୋଲ ବିଲ୍ଡିଂର…
୨ ଜଙ୍ଗଲ ବିଭାଗର ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର
ଭୁବନେଶ୍ୱର,୨୧ା୧(ବ୍ୟୁରୋ):ଦୁର୍ନୀତି, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ, କର୍ତ୍ତବ୍ୟରେ ଅବହେଳା ଆଦି କାରଣରୁ ବାଲେଶ୍ୱର ବନ୍ୟପ୍ରାଣୀ ଡିଭିଜନ ଅନ୍ତର୍ଗତ କୁଲଡ଼ିହା ବନ୍ୟପ୍ରାଣୀ ରେଞ୍ଜ୍ର ସହକାରୀ ବନ ସଂରକ୍ଷକ (ଏସିଏଫ୍) ଲକ୍ଷ୍ମଣ ପ୍ରଧାନ ଓ ସୁନ୍ଦରଗଡ଼ ବିଶ୍ରା ରେଞ୍ଜ୍ର ଫରେଷ୍ଟର ଭରତ କୁମାର ଘଡ଼େଇଙ୍କୁ…
ରାଜ୍ୟସ୍ତରୀୟ ପେନ୍ସନ, ଭବିଷ୍ୟନିଧି ଅଦାଲତ
ଭୁବନେଶ୍ୱର,୨୧।୧(ବ୍ୟୁରୋ):ଭୁବନେଶ୍ୱରସ୍ଥିତ ପ୍ରଧାନ ମହାଲେଖାକାର କାର୍ଯ୍ୟାଳୟ ପକ୍ଷରୁ ରାଜ୍ୟସ୍ତରୀୟ ପେନ୍ସନ ଓ ଭବିଷ୍ୟନିଧି ଅଦାଲତ ଏ.ଜି. ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ମହାଲେଖାକାର ବିଭୁଦତ୍ତ ବସନ୍ତିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଦାଲତରେ ରାଜ୍ୟର ବିଭିନ୍ନ ଜିଲାରୁ ୧୫୦ଜଣ ଅବସରପ୍ରାପ୍ତ ସରକାରୀ…
Archives


