ଚିଲ୍ଡ୍ରେନ୍ କୋର୍ଟକୁ ଗଲା ପରୀ ହତ୍ୟା ମାମଲା
ନୟାଗଡ଼ ଅଫିସ,୨୧।୧: ବହୁଚର୍ଚ୍ଚିତ ପରୀ ହତ୍ୟା ମାମଲା ଚିଲ୍ଡ୍ରେନ କୋର୍ଟକୁ ସ୍ଥାନାନ୍ତର ହୋଇଛି। ବୁଧବାର ଜୁଭେନାଇଲ ଜଷ୍ଟିସ ବୋର୍ଡ(କିଶୋର ନ୍ୟାୟ ପରିଷଦ)ରେ ଜଣେ ମନସ୍ତତ୍ତ୍ୱବିତ୍ଙ୍କ ଦ୍ୱାରା ଧାରା ୧୫ ଅନୁସାରେ ବାଳସୁଧାର ଗୃହରେ ଥିବା କଲେଜ ଛାତ୍ରଙ୍କୁ ପଚରାଉଚୁରା କରାଯାଇଥିଲା। ଏହାପରେ…
ବାମପନ୍ଥୀ ମାଓବାଦୀ କାର୍ଯ୍ୟକଳାପ ରୋକିବାକୁ ରଣନୀତି
ଭୁବନେଶ୍ୱର,୨୧।୧(ବ୍ୟୁରୋ):ରାଜ୍ୟରେ ବାମପନ୍ଥୀ ମାଓବାଦୀଙ୍କ କାର୍ଯ୍ୟକଳାପକୁ ରୋକିବାକୁ ଆରମ୍ଭ ହୋଇଛି ନୂଆ ରଣନୀତି। ଏନେଇ ବିଏସ୍ଏଫ୍ ମହାନିର୍ଦ୍ଦେଶକ ରାକେଶ ଆସ୍ଥାନା ବୁଧବାର ଓଡ଼ିଶା ଗସ୍ତରେ ଆସି ପୋଲିସ ଡିଜି ଅଭୟଙ୍କ ସହ ଆଲୋଚନା କରିଛନ୍ତି। ଭୁବନେଶ୍ୱରସ୍ଥିତ ଡିଜିପି କ୍ୟାମ୍ପ୍ରେ ଅନୁଷ୍ଠିତ ବୈଠକରେ ଏହା…
୩ ବିଲେଇଙ୍କୁ ବିଷ ଦେଇ ହତ୍ୟା, ପଡ଼ୋଶୀଙ୍କ ନାଁରେ ମାମଲା
କଟକ ସଦର, ୨୧।୧(ଡି.ଏନ୍.ଏ):ପଶୁଙ୍କ ପ୍ରତି ନିଷ୍ଠୁରତାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି କଟକ ସଦର ଥାନା ଅନ୍ତର୍ଗତ ମୁଗଭଙ୍ଗା ଅଞ୍ଚଳରେ। ୩ଟି ପୋଷା ବିଲେଇଙ୍କୁ ଜଣେ ପଡ଼ୋଶୀ ବିଷ ଦେଇ ମାରିଦେଇଥିବା ଅଭିଯୋଗ ହୋଇଛି। ନୀଳିମା ଦଳେଇଙ୍କ ଅଭିଯୋଗକୁ ଭିତ୍ତି…
ସେନାକୁ ଆହୁରି ଆଧୁନିକୀକରଣ କରିବାକୁ ପଡ଼ିବ
ଭୁବନେଶ୍ୱର, ୨୧।୧(ବ୍ୟୁରୋ):ସୀମା ଉପରେ ଚାଇନା ଓ ପାକିସ୍ତାନ ସହ ଲଢ଼ିବାକୁ ହେଲେ ଆମକୁ ଆହୁରି ପ୍ରସ୍ତୁତ ହେବାକୁ ପଡିବ। ସେନାକୁ ଆଧୁନିକୀକରଣ କରିବା ସହ କାରିଗରି କ୍ଷେତ୍ରରେ ଉନ୍ନତି ଆଣିବାକୁ ହେବ। ଭାରତୀୟ ସେନାର ନୂଆ ଉପମୁଖ୍ୟ ଭାବେ ଦାୟିତ୍ୱ ନେବାକୁ…
ଉଜୁଡ଼ିପାରେ ରବି ଫସଲ
ଭୁବନେଶ୍ୱର,୨୧ା୧(ବ୍ୟୁରୋ):ବର୍ଷା ନ ହେବାରୁ ରାଜ୍ୟରେ ଖରିଫ ଫସଲ ଗୁରୁତର ଭାବେ ପ୍ରଭାବିତ ହେବା ଆଶଙ୍କା ରହିଛି। ପଶ୍ଚିମା ବାୟୁ ପ୍ରବାହ ଧୋକା ଦେବାରୁ ରାଜ୍ୟରେ ବର୍ଷା ହେଉନାହିଁି। ଫଳରେ ଡାଲିଜାତୀୟ ଓ ତୈଳବୀଜ ଫସଲ ତଥା ବାଦାମ, ମୁଗ, ବିରି, କୋଳଥ,…
ଆଜିଠୁ ସହଜ ଦର୍ଶନ
ପୁରୀ ଅଫିସ,୨୧।୧:ଶ୍ରୀମନ୍ଦିରରେ ଗୁରୁବାରଠାରୁ ବିନା କୋଭିଡ୍ ନେଗେଟିଭ୍ ରିପୋର୍ଟରେ ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ। ସକାଳ ୭ଟାରୁ ଶ୍ରଦ୍ଧାଳୁମାନେ କୋଭିଡ୍ ଗାଇଡ୍ଲାଇନ୍ ଓ ସ୍ବତନ୍ତ୍ର ଏସ୍ଓପି ମାନି ମନ୍ଦିରକୁ ଯାଇ ଦାରୁଦିଅଁଙ୍କୁ ଦର୍ଶନ କରିପାରିବେ। ବରିଷ୍ଠ ନାଗରିକ ଓ ଦିବ୍ୟାଙ୍ଗଙ୍କ ପାଇଁ…
ନାହାନ୍ତି ସୁଶାନ୍ତ: ଜନ୍ମଦିନ ପାଳୁଛନ୍ତି ପ୍ରଶଂସକ…
ମୁମ୍ବାଇ,୨୧।୧: ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ୩୫ତମ ଜୟନ୍ତୀ ଗୁରୁବାର ପାଳିତ ହେଉଛି। ୧୯୮୬ ଜାନୁୟାରୀ ୨୧ରେ ସେ ବିହାର ପାଟନାଠାରେ ଜନ୍ମଗ୍ରହଣ କରିଥିଲେ। ଇଞ୍ଜିନିୟରିଂ ପାଠ ଶେଷ ପରେ ସେ ଛୋଟ ପରଦାରେ ପବିତ୍ର ରିସ୍ତା ସିରିଏଲ୍ରେ ଅଙ୍କିତା…
ଆଇପିଏଲରେ ଅକ୍ସନର ସମ୍ମୁଖୀନ ହେବେ କେଉଁ ଖେଳାଳି
ନୂଆଦିଲ୍ଲୀ,୨୧।୧: ଆଇପିଏଲ୍ର ପ୍ରତ୍ୟେକ ଫ୍ରାଞ୍ଚାଇଜ ଦଳରେ ରଖିବାକୁ ଚାହୁଁଥିବା ଖେଳାଳି ଓ କେଉଁ ଖେଳାଳିଙ୍କୁ ଡ୍ରପ କରିବେ, ତାହା ସ୍ପଷ୍ଟ ହୋଇସାରିଛି। ସମସ୍ତ ଫ୍ରାଞ୍ଚାଇଜ ବୁଧବାର ଖେଳାଳିଙ୍କ ତାଲିକା ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)କୁ ପଠାଇ ଦେଇଛନ୍ତି। କେଉଁ କେଉଁ…
୧୭ ବର୍ଷ ଧରି ଗାଁରେ ଜଳୁଛି ନିଆଁ..
ପୃଥିବୀରେ ଏଭଳି ବହୁ ରହସ୍ୟ ରହିଛି ଯାହାର ଉତ୍ତର ଏପର୍ଯ୍ୟନ୍ତ ମିଳିପାରିନାହିଁ। ଅନେକ ଗବେଷଣାପରେ ଗବେଷକ ମଧ୍ୟ ଏଭଳି ଅନେକ ରହସ୍ୟ ଭେଦ କରିବାକୁ ହୋଇ ନାହାଁନ୍ତି ସକ୍ଷମ। ଆଧୁନିକ ବିଜ୍ଞାନ ଏସବୁ ରହସ୍ୟ ନେଇ ନୀରବ। ସେଭଳି ଏକ ରହସ୍ୟମୟ…
୫ ଘଣ୍ଟାରୁ କମ୍ ଶୋଉଛନ୍ତି କି, ହୁଅନ୍ତୁ ସାବଧାନ…
ଦିନକୁ ୫ ଘଣ୍ଟାରୁ କମ୍ ସମୟ ଶୋଉଥିବା ବ୍ୟକ୍ତିଙ୍କୁ ନିଦ୍ରାହୀନତା ହୋଇଛି ବୋଲି କୁହାଯାଇଥାଏ। ଯଦି ଏହି ସମସ୍ୟା ଦୀର୍ଘଦିନ ଧରି ଲାଗି ରୁହେ, ତେବେ ମଧୁମେହ ଓ ମେଦବହୁଳତା ଦେଖାଦେବା ଆଶଙ୍କା ଅଧିକ ରହିଥାଏ। ଏହାଦ୍ୱାରା ଏକ ବର୍ଷ ମଧ୍ୟରେ…
କାହା ବାପା ଶ୍ରମିକ ତ ଆଉ କାହାର କୃଷକ, ସଂଘର୍ଷ ସତ୍ତ୍ୱେ ଆଜି ଭାରତ ପାଇଁ ହିରୋ ପାଲଟିଛନ୍ତି ଏହି ୯ କ୍ରିକେଟର୍
କୌଣସି ମଣିଷ ନାହାଁନ୍ତି ଯିଏ ତାଙ୍କ ଜୀବନରେ ସଂଘର୍ଷ କରିନାହଁାନ୍ତି । ଆଜି ଅଷ୍ଟ୍ରେଲିଆରେ ଇତିହାସ ସୃଷ୍ଟି କରିଥିବା ଟିମ ଇଣ୍ଡିଆର ଖେଳାଳିମାନେ ମଧ୍ୟ ଏହି ଯାଗାରେ ପହଞ୍ଚିବା ପାଇଁ ବହୁତ ସଂଘର୍ଷ କରିଛନ୍ତି। ଆପଣଙ୍କୁ ଟିମ ଇଣ୍ଡିଆର ତାରକା ଖେଳାଳିଙ୍କ…
ଆମେରିକାରେ ଆରମ୍ଭ ହେଲା ବାଇଡେନ ଯୁଗ
ଓ୍ବାଶିଂଟନ,୨୦।୧: ଆମେରିକା ୪୬ତମ ରାଷ୍ଟ୍ରପତି ଭାବେ ବୁଧବାର ଓ୍ବାଶିଂଟନ ଡିସି କ୍ୟାପିଟୋଲଠାରେ ଶପଥ ଗ୍ରହଣ କରିଛନ୍ତି ଜୋ ବାଇଡେନ। ତାଙ୍କ ଡେପୁଟି କମଳା ହାରିସ ଉପରାଷ୍ଟ୍ରପତି ଭାବେ ଶପଥପାଠ କରିଛନ୍ତି। ପ୍ରଥମ କୃଷ୍ଣକାୟ, ଭାରତୀୟ ବଂଶୋଦ୍ଭବ ଓ ମହିଳା ଉପରାଷ୍ଟ୍ରପତି ଭାବେ…
Archives


