ଲୋକଙ୍କ ବଦଳରେ ମୋ ଜୀବନ ନିଅ
ନାପିତାଓ, ୧୦ା୩: ଗଣତନ୍ତ୍ର ସପକ୍ଷବାଦୀ ନେତ୍ରୀ ଅଙ୍ଗ୍ ସାନ୍ ସ୍ୟୁ ଚୀଙ୍କ ନିର୍ବାଚିତ ସରକାରକୁ ମ୍ୟାନ୍ମାରରୁ ହଟାଇ ସେନା କ୍ଷମତା ମାଡ଼ିବସିବା ପରଠାରୁ ଦେଶବ୍ୟାପୀ ଆନ୍ଦୋଳନ ଜାରି ରହିଛି। ବିକ୍ଷୋଭକାରୀଙ୍କୁ ଘଉଡାଇବା ପାଇଁ ଶକ୍ତିଶାଳୀ ସେନାର ନ୍ୟାୟ ବହିର୍ଭୂତ କାର୍ଯ୍ୟାନୁଷ୍ଠାନ ଜାରି…
ଆଜି ମୁଖ୍ୟମନ୍ତ୍ରୀଙ୍କ ନୂଆପଡ଼ା ଗସ୍ତ
ନୂଆପଡା ଅଫିସ୍।୧୦।୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ନୂଆପଡା ଗସ୍ତରେ ଆସିବେ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଜିଲା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ମିଳିଥିବା ସୂଚନା ମୁତାବକ, ମୁଖ୍ୟମନ୍ତ୍ରୀ ପଟ୍ଟନାୟକ…
ପାରାଦୀପ ପ୍ଲାଷ୍ଟିକ ପାର୍କ ପାଇଁ ଏମ୍ଓୟୁ
ଭୁବନେଶ୍ୱର,୧୦ା୩(ବ୍ୟୁରୋ): ରାଜ୍ୟ ସରକାର ଡାଉନ୍ଷ୍ଟ୍ରିମ୍ ପ୍ଲାଷ୍ଟିକ ଇଣ୍ଡଷ୍ଟ୍ରି ପାଇଁ ପାରାଦୀପଠାରେ ଏକ ଶିଳ୍ପ ପାର୍କର ବିକାଶ କରୁଛନ୍ତି। ପାରାଦୀପଠାରେ ହେବାକୁ ଥିବା ଏହି ପ୍ଲାଷ୍ଟିକ ପାର୍କର ବିକାଶ ରାଜ୍ୟ ଓ କେନ୍ଦ୍ର ସହଭାଗିତାରେ ହେବ। ଏ ନେଇ ମଙ୍ଗଳବାର ଭର୍ଚୁଆଲ ପ୍ଲାଟଫର୍ମ…
୧୦୭ ବର୍ଷର ବିଦ୍ୟାଳୟରେ ଶ୍ରେଣୀଗୃହ ଅଭାବ
ବନ୍ତ,୧୦।୩(ସ୍ବ.ପ୍ର.)- ଭଦ୍ରକ ଜିଲା ବନ୍ତ ବ୍ଲକ ଆଡ଼ିଆ ଆଞ୍ଚଳିକ ସାଧନକେନ୍ଦ୍ର ଅଧୀନ ୧୦୭ ବର୍ଷର ପୁରୁଣା ଅଢ଼ାଳପଙ୍କ ଯୋଗୀନ୍ଦ୍ର ପ୍ରାଥମିକ ବିଦ୍ୟାଳୟ। ଏହି ବିଦ୍ୟାଳୟରେ ଶ୍ରେଣୀଗୃହ ଅଭାବରୁ ଛାତ୍ରୀଛାତ୍ରଙ୍କୁ ଶିକ୍ଷାଦାନରେ ବାଧା ସୃଷ୍ଟି ହେଉଛି। ବିଦ୍ୟାଳୟର ମୋଟ ୮୭ ଛାତ୍ରୀଛାତ୍ରଙ୍କୁ ମାତ୍ର…
୪ ଦିନ ବ୍ୟାଙ୍କ ବନ୍ଦ ରହିବ
ଭୁବନେଶ୍ୱର,୧୦ା୩: ଗତ ବଜେଟ ସମୟରେ କେନ୍ଦ୍ର ସରକାର କିଛି ଜାତୀୟକରଣ ବ୍ୟାଙ୍କକୁ ଘରୋଇକରଣ କରିବା ଲାଗି ନିଷ୍ପତ୍ତି ନେଇଛନ୍ତି। ସରକାରଙ୍କ ଏଭଳି ନିଷ୍ପତ୍ତିର ପ୍ରତିବାଦରେ ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିୟନ (ୟୁଏଫବିୟୁ) ପକ୍ଷରୁ ୨ ଦିନିଆ ବ୍ୟାଙ୍କ ଧର୍ମଘଟର ଡାକରା…
ଓଜେଏସ୍ରେ ଈର୍ଶିତା ଟପ୍ପର: କୃତକାର୍ଯ୍ୟ ୪୭ ମଧ୍ୟରୁ ୩୦ ମହିଳା
ଭୁବନେଶ୍ୱର, ୧୦ା୩(ବ୍ୟୁରୋ): ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସି) ଦ୍ୱାରା ପରିଚାଳିତ ଓଡ଼ିଶା ଜୁଡିସିଆଲ ସର୍ଭିସ (ଓଜେଏସ୍) ପରୀକ୍ଷା-୨୦୧୯ର ରେଜଲ୍ଟ ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ୪୭ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୩୦ଜଣ ମହିଳା ରହିଛନ୍ତି। ଏହି ୪୭ଜଣ ରାଜ୍ୟରେ…
ଶ୍ୱାସରୁଦ୍ଧ ପରିସ୍ଥିତି
ଅମରପାଲି, ୧୦।୩(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଓ ଉଲୁଣ୍ଡା ରେଞ୍ଜ ଅଧୀନରେ ଥିବା ପ୍ରାୟ ସବୁ ଜଙ୍ଗଲରେ ଏବେ ନିଆଁ ଲାଗିଛି। ନିଆଁ ଲାଗି ବ୍ୟାପକ ଜଙ୍ଗଲ କ୍ଷୟକ୍ଷତି ହେଉଥିବା ବେଳେ ଧୂଆଁ ଯୋଗୁ ଅସ୍ତବ୍ୟସ୍ତ ହୋଇପଡ଼ିଛି ଜନଜୀବନ। ମାତ୍ରାଧିକ ଧୂଆଁ…
ହାଇକୋର୍ଟରେ ପିଆଇଏଲ୍
କଟକ ଅଫିସ୍, ୧୦ା୩: ରାଜ୍ୟର ଶିମିଳିପାଳ ଅଭୟାରଣ୍ୟ ସମେତ ୩୦୦ରୁ ଊର୍ଦ୍ଧ୍ୱ ଜଙ୍ଗଲରେ ପ୍ରାୟ ମାସେ ହେବ ନିଅଁା ଲାଗିଛି। ଏହା କମିବା ପରିବର୍ତ୍ତେ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏପରି କି କେବଳ ଶିମିଳିପାଳର ୧୪୨୮ଟି ସ୍ଥାନରେ ନିଅଁା ଲାଗିଥିବା…
ବନ୍ୟଜନ୍ତୁ ଜନବସତିମୁହାଁ
ବାରିପଦା ଅଫିସ,୧୦ା୩: ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଏବେ ବି ନିଅଁା ହୁତୁ ହୁତୁ ହୋଇ ଜଳୁଛି। ଅଗ୍ନି ନିର୍ବାପନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୫୦ଜଣିଆ ଓଡ୍ରାଫ ଟିମ୍ ପହଞ୍ଚିଛନ୍ତି। ସେମାନେ ୪ଟି ଟିମ୍ରେ ବିଭକ୍ତ ହୋଇ ଚହଲା, ପିଠାବଟା,…
୩୦ ଦିନରେ ହେବେ ସ୍ଲିମ୍….
ପରିବର୍ତ୍ତିତ ଜୀବନଶୈଳୀରେ କେତେକଙ୍କଠାରେ ମେଦବହୁଳତା ସମସ୍ୟା ସୃଷ୍ଟି ହୋଇଥାଏ। ତେବେ ଏଥିରୁ ଦୂରେଇ ରହିବା ପାଇଁ ସକାଳେ ଅଧଗ୍ଲାସେ ସ୍କିମଡ୍ ମିଲ୍କ ପିଇବା ସ୍ବାସ୍ଥ୍ୟ ଲାଗି ଭଲ ବୋଲି ଚିକିତ୍ସମାନେ ପରାମର୍ଶ ଦେଇଥାନ୍ତି। ଡବଲ ଟୋନ୍ ମିଲ୍କ ଅପେକ୍ଷା ସ୍କିମ୍ଡ ମିଲ୍କ…
ଏହି ୪ ଲୋକଙ୍କ ସହ କେବେ ବି କରନ୍ତୁ ନାହିଁ ବନ୍ଧୁତା, ବରବାଦ ହୋଇଯିବ ଜୀବନ; ଜାଣନ୍ତୁ…
ଜୀବନରେ ସଫଳତା ପାଇବାକୁ ହେଲେ ସତପଥରେ ଯାତ୍ରା ସହ ଭଲ ଲୋକଙ୍କ ସହ ସମ୍ପର୍କରେ ରହିବା ଉଚିତ। ମହାନ ଅର୍ଥଶାସ୍ତ୍ରୀ ତଥା ରାଜନୀତିଜ୍ଞ ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ୪ ପ୍ରକାର ଲୋକଙ୍କ ସହ ବନ୍ଧୁତା ନ ରଖିବାକୁ ପରାମର୍ଶ ଦେଇଛନ୍ତି।…
କରୋନା ଟିକା ନେବା ବେଳେ ହସି ହସି ଗଡ଼ିଲେ ପୋଲିସ ବାବୁ, ନାକେଦମ ହେଲେ ନର୍ସ; ଭିଡିଓ ଦେଖିଲେ..
ମହାମାରୀ କରୋନାଠାରୁ ରକ୍ଷା ପାଇବା ଲାଗି ସାରା ବିଶ୍ୱରେ କରୋନା ଟିକାକରଣ ଅଭିଯାନ ଜାରି ରହିଛି। ପ୍ରଥମ ଥର ପାଇଁ ଟିକା ନେଉଥିବା ଅନେକ ନିଜର ଫଟୋକୁ ସୋସିଆଲ ମିଡିଆରେ ଅପ୍ଲୋଡ୍ କରି ଅନ୍ୟଙ୍କୁ ସଚେତନ କରୁଛନ୍ତି। ହେଲେ ଏବେ ଟୁଇଟରରେ…
Archives


