ଜମିଜମା ବିବାଦରୁ ସଂଘବଦ୍ଧ ଆକ୍ରମଣ, ଯୁବକକୁ ଖଣ୍ଡାରେ ହାଣିଲେ
ଵ୍ରହ୍ମପୁର, ୪/୨(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ଗୁଡିଆପାଳି ଛକ ନିକଟରେ ଯୁବକଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ ହୋଇଛି । ଗୁରୁତର ଯୁବକ ହେଲେ ଗୁଡ଼ିଆଳିର ବାବୁଲା ସ୍ୱାଇଁ(୨୪)। ତାଙ୍କ ଶରୀରରେ ବିଭିନ୍ନ ସ୍ଥାନରେ ଖଣ୍ଡାଚୋଟ…
ଗୁରୁବାର ଅନେକ ଟଙ୍କା ରୋଜଗାର କରିବେ ଏହି ୩ ରାଶିର ବ୍ୟକ୍ତି! କ୍ୟାରିୟରରେ ମିଳିବ….
ଗୁରୁବାର ଦିନଟି ଅନେକ ରାଶି ପାଇଁ ଏକ ବିଶେଷ ଦିନ ହେବ । ତଥାପି, ତିନୋଟି ରାଶିର ବ୍ୟକ୍ତି, ଯେଉଁମାନେ ଏହି ଦିନ ବହୁତ ଲାଭବାନ ହେବେ। ଏହି ରାଶିଗୁଡ଼ିକରେ ଜନ୍ମିତ ବ୍ୟକ୍ତିମାନେ ହଠାତ୍ ଟଙ୍କା ପାଇବାର ସୁଯୋଗ ପାଇବେ, ଯାହା…
ରାଷ୍ଟ୍ରପତିଙ୍କ ଘର ଆଗରେ ପିଲାଙ୍କୁ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ନାଁ କ’ଣ ପଚାରିଲେ ମୋହନ ମାଝୀ, ଏହି ଘର କାହାର କହି…
ଭୁବନେଶ୍ୱର,୪ା୨: ରାଷ୍ଟ୍ରପତିଙ୍କ ଘର ଆଗରେ ବୁଧବାର ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଛି। ରାଷ୍ଟ୍ରପତିଙ୍କ ଘର ସାମ୍ନାରେ ଛିଡ଼ା ହୋଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଷ୍ଟ୍ରପତିଙ୍କୁ ଦେଖିବାକୁ ଆସିଥିବା ପିଲାଙ୍କ ସହିତ ଅନେକ କଥାବାର୍ତ୍ତା ହୋଇଥିଲେ। ଏହି ସମୟରେ ମୁଖ୍ୟମନ୍ତ୍ରୀ…
ପୋଖରୀ ହୁଡ଼ାରେ ପ୍ୟାଣ୍ଟ ଶର୍ଟ, ପାଣି ଭିତରେ ମୃତଦେହ
ବଲାଙ୍ଗୀର,୪ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ସର୍ବବୃହତ ମହାରାଣୀ ପୋଖରୀ ପାଣିରେ ଭାସୁଥିବା ଏକ ମୃତଦେହକୁ ଜବତ କରିଛି ଅଗ୍ନିଶମ ବିଭାଗ। ସୂଚନାନୁଯାୟୀ, ଆଜି ଦିନ ବେଳେ ମହାରାଣୀ ସାଗର ଜଳାଶୟ କେହି ଜଣେ ଭାସୁଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ।…
ମଝି ଆକାଶରେ ବିମାନର ଇଞ୍ଜିନର ଲାଗିଲା ନିଆଁ, କୋଲକାତାରେ….
କୋଲକାତା,୪ା୨: ପଶ୍ଚିମବଙ୍ଗର କୋଲକାତା ବିମାନବନ୍ଦରରେ ତୁର୍କୀସ୍ ଏୟାରଲାଇନ୍ସର ଏକ ବିମାନ ଜରୁରୀକାଳୀନ ଅବତରଣ କରିଛି । ବିମାନଟି କାଠମାଣ୍ଡୁରୁ ଇସ୍ତାନବୁଲ ଅଭିମୁଖେ ଯାତ୍ରା କରୁଥିଲା। ତୁର୍କୀସ୍ ଏୟାରଲାଇନ୍ସର ବିମାନ ୭୨୭ କୋଲକାତା ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିଛି। ବିମାନର କ୍ୟାପ୍ଟେନ୍ କୋଲକାତା…
ରେଳଷ୍ଟେଶନରେ ଦାଦନ ଶ୍ରମିକଙ୍କ ଗହଳି, ଶ୍ରମ ବିଭାଗ ଦୃଷ୍ଟି ଦେବାକୁ ଦାବି
କେସିଙ୍ଗା,୪ା୨(ତୁମେଶ୍ଵର ସାହୁ): ଦିନକୁ ଦିନ ରାଜ୍ୟରେ ଦାଦନ ସମସ୍ୟା ବଢ଼ିବାରେ ଲାଗିଛି । ଦାଦନ ସମସ୍ୟା ବଲାଙ୍ଗୀର ଜିଲା ସମେତ କଳାହାଣ୍ଡି ଜିଲାରେ ମଧ୍ୟ ଦେଖିବାକୁ ମିଳିଛି। କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ଗୋକୁଲେଶ୍ୱର୍ ଓ କେରୋକୁଡ଼ା ଗ୍ରାମର ଦାଦନ…
ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ବନ୍ଦ ହେବ ବେଆଇନ ମଦ କାରବାର! ଅବକାରୀ ଅଧୀକ୍ଷକଙ୍କୁ ଚିଠି
ଧର୍ମଶାଳା,୪।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ‘ମଦ’ ରେଡ୍ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଅବକାରୀ ନିର୍ଦ୍ଦେଶାଳୟ ପକ୍ଷରୁ ଅବକାରୀ ଅଧୀକ୍ଷକଙ୍କୁ ଚିଠିରେ ନିର୍ଦ୍ଦେଶ ଦିଆଯାଇଛି । ସୂଚନା ଅନୁସାରେ, ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ ଧର୍ମଶାଳା…
ନାବାଳିକାଙ୍କ ହାତଗୋଡ଼ ବାନ୍ଧି ବଳାତ୍କାର ଉଦ୍ୟମ କରି ଜଙ୍ଗଲରେ ଛାଡ଼ି ଦେଇଥିଲେ ୨ ଯୁବକ, ପୀଡ଼ିତାଙ୍କ ଏମିତି ବୟାନ ପରେ…
ତୁମୁଡ଼ିବନ୍ଧ,୪ା୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ବେଲଘର ଥାନା ଅଞ୍ଚଳର ୧୪ ବର୍ଷୀୟା ନାବାଳିକାଙ୍କ ସହ ଜଙ୍ଗଲରେ ଦୁଇ ଯୁବକଙ୍କ ବର୍ବରତା ସହ ନିର୍ଯାତନା ଘଟଣାରେ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ। ଗିରଫ ଦୁଇ ଅଭିଯୁକ୍ତ ନୀତେଶ ନାୟକ ଓ…
ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କଲେ ଟପ୍ କ୍ୟାଡର ମାଓବାଦୀ, ସରକାରଙ୍କ ତରଫରୁ ମିଳିଲା…
ମାଲକାନଗିରି,୪ା୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଟପ୍ କ୍ୟାଡର ମାଓବାଦୀ ସୁଖରାମ ମରକମ୍ ଓରଫ ସୁରେଶ ଓରଫ ୟୋଗେସ୍ ବୁଧବାର ମାଲକାନଗିରି ପୋଲିସ ନିକଟରେ ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କରିଛନ୍ତି। ଏ ସମ୍ବନ୍ଧରେ ଆଜି ଏକ ଖବରଦାତା ସମ୍ମିଳନୀରେ ମାଲକାନଗିରି…
ମଣିପୁରରୁ ହଟିଲା ରାଷ୍ଟ୍ରପତି ଶାସନ, ଆଉ କିଛି ସମୟ ପରେ ଶପଥ ନେବେ ନୂଆ ମୁଖ୍ୟମନ୍ତ୍ରୀ!
ନୂଆଦିଲ୍ଲୀ,୪ା୨: ପ୍ରାୟ ଗୋଟିଏ ବର୍ଷ ପରେ ମଣିପୁରରୁ ହଟିଲା ରାଷ୍ଟ୍ରପତି ଶାସନ । ଗତବର୍ଷ ଫେବୃଆରୀ ୧୩ରୁ ରାଜ୍ୟରେ ରାଷ୍ଟ୍ରପତି ଶାସନ ଲାଗୁ ହୋଇଥିଲା । ରାଷ୍ଟ୍ରପତି ଶାସନ ପ୍ରତ୍ୟାହୃତ ନେଇ ଗୃହ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି ।…
ରେଲଓ୍ବେ ଟ୍ରାକ୍ରେ ପଡ଼ିଛି ମୁଣ୍ଡବିହୀନ ମୃତଦେହ, ହତ୍ୟା ନା ଆତ୍ମହତ୍ୟାକୁ ନେଇ ଚାଲିଛି…
ବଲାଙ୍ଗୀର,୪ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲଓ୍ବେ ଷ୍ଟେଶନରୁ ମାତ୍ର ୧ କିଲୋମିଟର ଦୂର ଖୁଜେନପାଲି ନିକଟସ୍ଥ ରେଲଓ୍ବେ ଟ୍ରାକ୍ ଉପରେ ଜଣେ ଅଜଣା ବ୍ୟକ୍ତିଙ୍କ ମୁଣ୍ଡବିହୀନ ମୃତଦେହ ପଡ଼ିରହିଛି। ଅଜଣା ବ୍ୟକ୍ତିଙ୍କ ପରିଚୟ ଏ ଯାଏ ମିଳି ପାରି ନ ଥିବାବେଳେ,…
ବ୍ଲୁ ହ୍ୱେଲ୍ ପରେ Korean Lover Game ନେଉଛି ଛୁଆଙ୍କ ଜୀବନ! କେତେ ବିପଦ ଜାଣନ୍ତୁ
ନୂଆଦିଲ୍ଲୀ,୪।୨: ବ୍ଲୁ ହ୍ୱେଲ୍ ଗେମ୍ ପରେ, ଏବେ କୋରିଆନ୍ ଲଭର୍ ଗେମ୍ ଲୋକଙ୍କ ଜୀବନ ସହିତ ଖେଳିବା ଆରମ୍ଭ କରିଛି । ଏହି ଗେମ୍ ଗୁଡ଼ିକରେ ଲୋକଙ୍କୁ ଅନଲାଇନରେ ଚ୍ୟାଲେଞ୍ଜ କରାଯାଏ । ଏପର୍ଯ୍ୟନ୍ତ ବ୍ଲୁ ହ୍ୱେଲ୍ ଗେମ୍ ଯୋଗୁଁ ଅନେକ…

