୧୨ରୁ ବଜେଟ ଅଧିବେଶନ, ନେଗେଟିଭ ରିପୋର୍ଟ ଥିଲେ ହିଁ ମିଳିବ ପ୍ରବେଶ ଅନୁମତି
ଭୁବନେଶ୍ୱର, ୯।୩(ବ୍ୟୁରୋ): ଆସନ୍ତା ୧୨ ତାରିଖରୁ ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହେବ। ଏଥର ବିଧାନସଭା ବଜେଟ ଅଧିବେଶନ ପୂର୍ବରୁ ସବୁ ବିଧାୟକଙ୍କର କୋଭିଡ୍ ଟେଷ୍ଟ ହେବ। ଏ ନେଇ ମଙ୍ଗଳବାର ସୂଚନା ଦେଇଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର…
ମୈତ୍ରୀ ସେତୁ ଲୋକାର୍ପିତ
ନୂଆଦିଲ୍ଲୀ,୯।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ମୈତ୍ରୀ ସେତୁ ଲୋକାର୍ପିତ କରିଛନ୍ତି। ଏହା ଦ୍ୱାରା ଏଣିକି ତ୍ରିପୁରାରୁ ବାଂଲାଦେଶ ଯିବା ସହଜ ହୋଇ ପାରିବ। ସେତୁ ନିର୍ମାଣ ଯୋଗୁ ତ୍ରିପୁରାର ବିକାଶ ସମ୍ଭବ ହୋଇପାରିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ୧.୯ କିଲୋମିଟର…
ଚେନ୍ନାଇକୁ ଲାଗିବ ବଡ଼ ଝଟ୍କା
ବିଶ୍ୱର ସର୍ବବୃହତ କ୍ରିକେଟ ଲିଗ ଆଇପିଏଲର ୧୪ତମ ସିଜନ ଏପ୍ରିଲ ୯ରୁ ଆରମ୍ଭ ହେବ। ବିସିସିଆଇ ଏହାର କାର୍ଯ୍ୟସୂଚୀ ଘୋଷଣା କରିଛି। ଆଇପିଏଲ କାର୍ଯ୍ୟସୂଚୀରେ ସବୁଠାରୁ ବଡ ଏବଂ ଗୁରୁତ୍ୱପୂର୍ଣ୍ଣ ବିଷୟ ହେଉଛି ଏଥର ସମସ୍ତ ଦଳ ନିରପେକ୍ଷ ସ୍ଥାନରେ ସେମାନଙ୍କର…
ବଲିଉଡ୍ ଫେରିବେ ରଙ୍ଗିଲା ଗର୍ଲ
ମୁମ୍ବାଇ: ବଲିଉଡ୍କୁ ରଙ୍ଗିଲା ଗର୍ଲ ଉର୍ମିଳା ମାତୋଣ୍ଡକର ଫେରିବେ। ଏନେଇ ସେ ସୂଚନା ଦେଇଛନ୍ତି। ଶେଷଥର ପାଇଁ ୨୦୧୮ରେ ଫିଲ୍ମ ବ୍ଲାକ୍ମେଲର ଏକ ଗୀତରେ ଉର୍ମିଳାଙ୍କୁ ଦେଖିବାକୁ ମିଳିଥିଲା। ୨୦୨୦ ଏପ୍ରିଲ୍ରେ ଏକ ଓ୍ବେବ ସିରିଜ୍ରେ ସେ ଅଭିନୟ କରିବାର ଯୋଜନା…
ପର୍ସରେ ରଖନ୍ତୁ ନାହିଁ ଏସବୁ ଜିନିଷ: ନଚେତ୍ ଦେଖା ଦେଇପାରେ ଆର୍ଥିକ ସଙ୍କଟ
ଅଧିକାଂଶ ଲୋକ ପକେଟରେ ପର୍ସ ରଖିଥାନ୍ତି। ପର୍ସକୁ ସବୁଠାରୁ ସୁରକ୍ଷିତ ସ୍ଥାନ ଭାବି ସେଥିରେ ଟଙ୍କା ସାଙ୍ଗକୁ ଜରୁରୀ କାଗଜପତ୍ର ମଧ୍ୟ ରଖାଯାଇଥାଏ। ତେବେ ବାସ୍ତୁଶାସ୍ତ ଅନୁସାରେ ଏମିତି କିଛି ଜିନିଷ ରହିଛି ଯାହାକୁ ପର୍ସରେ ରଖିଲେ ଧନହାନୀ ସାଙ୍ଗକୁ ଅନ୍ୟ…
ଏହି ପ୍ରସିଦ୍ଧ ଅଭିନେତ୍ରୀଙ୍କୁ ଆଓ୍ବାର୍ଡ ଶୋ’ରୁ କରାଯାଇଥିଲା ବହିଷ୍କାର
ବଲିଉଡ୍ ଅଭିନେତ୍ରୀ ସନି ଲିଓନି ସୋସିଆଲ ମିଡିଆରେ ବେଶ୍ ସକ୍ରିୟ। ଅନ୍ତର୍ଜାତୀୟ ମହିଳା ଦିବସରେ ସନ୍ନି ଲିଓନ ଏକ ଭିଡିଓ ଶେୟାର କରିଛନ୍ତି। ଭିଡିଓରେ ସେ ଏକ ଶକ୍ତିଶାଳୀ ବାର୍ତ୍ତା ଦେଇ ତାଙ୍କ ଜୀବନର ସଂଘର୍ଷ ଯାତ୍ରାକୁ ଏକ ମଜାଳିଆ ଉପାୟରେ…
ଏହି ଦିନ ହାତକୁ ଦି’ ହାତ ହେବେ ଜଶପ୍ରୀତ ବୁମ୍ରା
ଭାରତୀୟ ଦ୍ରୁତ ବୋଲର ଜଶପ୍ରୀତ ବୁମ୍ରାଙ୍କ ବିବାହ ଏବେ ଚର୍ଚ୍ଚାରେ ରହିଛି। ବୁମରା ମାର୍ଚ୍ଚ ୧୪-୧୫ ରେ ଗୋଆରେ ସ୍ପୋଟର୍ସ ଆଙ୍କର୍ ସଞ୍ଜନା ଗଣେଶଙ୍କୁ ବିବାହ କରିବେ। ତେବେ ଏପର୍ଯ୍ୟନ୍ତ ଉଭୟ ପକ୍ଷରୁ ଏହା ନିଶ୍ଚିତ କରାଯାଇନାହିଁ। କୋଭିଡ ପ୍ରୋଟୋକଲ ଅନୁଯାୟୀ…
୬୯ ହଜାର କୋଟିର ଦେଶଭକ୍ତି ବଜେଟ: ସ୍ବାସ୍ଥ୍ୟ ପାଇଁ ୯୯୩୪ କୋଟି
ନୂଆଦିଲ୍ଲୀ,୯।୩: ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ସରକାର ପକ୍ଷରୁ ୬୯ ହଜାର କୋଟି ଟଙ୍କାର ଦେଶଭକ୍ତି ବଜେଟ ମଙ୍ଗଳବାର ଘୋଷଣା କରାଯାଇଛି। ଦିଲ୍ଲୀ ଅର୍ଥମନ୍ତ୍ରୀ ମନିଶ ସିସୋଦିଆ ପେପରଲେସ୍ ବଜେଟ୍ ଉପସ୍ଥାପନ କରିଛନ୍ତି। ବଜେଟରେ ସ୍ବାସ୍ଥ୍ୟ ପାଇଁ ୯୯୩୪ କୋଟି ଟଙ୍କା ଆବଣ୍ଟିତ…
ଦରଦାମ୍ ବୃଦ୍ଧି ନେଇ ପାର୍ଲାମେଣ୍ଟ ଅଚଳ
ନୂଆଦିଲ୍ଲୀ,୯।୩: ଦେଶରେ ଅତ୍ୟାବଶ୍ୟକ ସାମଗ୍ରୀର ଦରଦାମ୍ ବୃଦ୍ଧି ଯୋଗୁ ସଙ୍କଟ ଦେଖାଦେଇଛି। ଏହି ପ୍ରସଙ୍ଗକୁ ନେଇ ବିରୋଧୀଦଳ ରାଜ୍ୟ ସଭା ଏବଂ ଲୋକ ସଭାରେ ଶାସକ ଦଳକୁ ଘେରିବା ଜାରି ରଖିଛନ୍ତି। ଉଭୟ ଗୃହରେ ବିରୋଧି ସଦସ୍ୟମାନେ ମଙ୍ଗଳବାର ପ୍ରବଳ ହଟ୍ଟଗୋଳ…
କ୍ରିକେଟର୍ଙ୍କ ଭଗବାନଙ୍କୁ ଏମିତି କହିଲେ ସେହ୍ବାଗ, ଭିଡିଓ ଭାଇରାଲ୍
ରାୟପୁର,୯।୩: ଛତିଶଗଡର ରାଜଧାନୀ ରାୟପୁରରେ ସଡକ ସୁରକ୍ଷା ବିଶ୍ୱ ସିରିଜ ଖେଳାଯାଉଛି। ଗତ ବର୍ଷ ମୁମ୍ବାଇରେ ୪ଟି ମ୍ୟାଚ ପରେ ଟୁର୍ନାମେଣ୍ଟକୁ କରୋନା ଯୋଗୁ ସ୍ଥଗିତ ରଖାଯାଇଥିଲା। ମାର୍ଚ୍ଚ ୫ରୁ ପୁଣି ଥରେ ମ୍ୟାଚ ଆରମ୍ଭ ହୋଇଛି। ଏଥିରେ ୬ଟି ଦଳ…
ଭାରତର ଟିକା କୂଟନୀତି ସ୍ବାଗତଯୋଗ୍ୟ: ଆଇଏମ୍ଏଫ୍
ଓ୍ବାଶିଂଟନ,୯।୩: କରୋନା ମହାମାରୀ ବିରୋଧରେ ଜାରି ରହିଥିବା ଲଢ଼େଇରେ ଭାରତ ଆଗୁଆ ରହିଛି। ପୃଥିବୀରେ ଭାରତ ଏକ ନୂଆ ଉଦାହରଣ ସୃଷ୍ଟି କରିପାରିଛି। ଅନ୍ୟ ଦେଶକୁ କରୋନା ଟିକା ପଠାଇ ଭାରତ ମହାନତାର ପରିଚୟ ଦେଇଛି। ଭାରତର ଏହି ଟିକା କୂଟନୀତିକୁ…
ନିଖୋଜ କୁମ୍ଭୀରଙ୍କୁ ଖୋଜିବା ପାଇଁ ଚିନ୍ତାରେ ସରକାର
ଦକ୍ଷିଣ ଆଫ୍ରିକାରେ ଏକ ରୋଚକ ଘଟଣା ଘଟିଛି। ଏଠାରେ ମଣିଷଖିଆ କୁମ୍ଭୀରଙ୍କୁ ଧରିବା ପାଇଁ ଏକ ବଡ ଅଭିଯାନ ଆରମ୍ଭ କରାଯାଇଛି। ଆଫ୍ରିକାର କେପ୍ ଫାର୍ମରୁ ମଣିଷଙ୍କୁ ଖାଇଯାଉଥିବା କୁମ୍ଭୀର ଗତ କିଛିଦିନ ହେବ କୁଆଡେ ନିଖୋଜ ଅଛନ୍ତି। ଏହାକୁ ନେଇ…
Archives


