କଙ୍ଗାରୁଙ୍କୁ ଧୂଳି ଚଟାଇ ଇତିହାସ ରଚିଲା ଭାରତ
ବ୍ରିସ୍ବେନ୍,୧୯।୧: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଚତୁର୍ଥ ତଥା ଅନ୍ତିମ ଟେଷ୍ଟ ଭାରତ ଐତିହାସିକ ବିଜୟ ହାସଲ କରିଛି। ଶୁବମନ ଗିଲଙ୍କ ୯୧ ରନ୍ ପରେ ରିଷଭ ପନ୍ତଙ୍କ ଧୈର୍ଯ୍ୟପୂର୍ଣ୍ଣ ବ୍ୟାଟିଂ ଯୋଗୁ ଭାରତ ସିରିଜ୍ ୨-୧ରେ ଜିତିଛି। ଅନେକ…
ଏହି ଭାରତୀୟ କ୍ରିକେଟରଙ୍କ ପାଇଁ ପ୍ରଶଂସକଙ୍କୁ ଜବାବ୍ ଦେଇଥିଲେ ପାକିସ୍ତାନୀ କ୍ରିକେଟର
ନୂଆଦିଲ୍ଲୀ, ୧୯।୧: ଭାରତ ଏବଂ ପାକିସ୍ଥାନ ମଧ୍ୟରେ ସବୁବେଳେ ଶକ୍ତ ପ୍ରତିଯୋଗିତା ହୋଇଥାଏ। ଏହି ମ୍ୟାଚ ଦେଖିବାକୁ ପ୍ରଶଂସକମାନେ ଉତ୍ସାହର ସହିତ ଅପେକ୍ଷା କରିଥାନ୍ତି। କାରଣ ଭାରତ-ପାକିସ୍ତାନ ମ୍ୟାଚରେ ଉଭୟ ଦେଶର ଖେଳ ପ୍ରେମିମାନେ ଉପସ୍ଥିତ ହୋଇଥାନ୍ତି। ଉଭୟ ଦଳର ଖେଳାଳିଙ୍କ…
ବନ୍ଦ ହେଲା ମେସେଜିଙ୍ଗ୍ ଆପ୍ ‘ହାଇକ୍’
ନୂଆଦିଲ୍ଲୀ,୧୯।୧: ହାଇକ୍ ସୋସିଆଲ୍ ମେସେଜିଙ୍ଗ୍ ଆପ୍ ‘ହାଇକ୍’କୁ ବନ୍ଦ କରିଦିଆଯାଇଛି। ଆପ୍ର ସହ-ପ୍ରତିଷ୍ଠାତା ତଥା ସିଇଓ କେଭିନ ଭାରତୀ ମିତ୍ତଲ ଟୁଇଟ୍ କରି ଏହା ନିଶ୍ଚିତ କରିଛନ୍ତି। ଏହା ଏକ ଭାରତୀୟ ଆପ୍ ଥିଲା। ୨୦୧୨ରେ ହାଇକ ଲଞ୍ଚ କରାଯାଇଥିଲା ପରେ…
ପଞ୍ଚାୟତ ନିର୍ବାଚନ: ସଂଖ୍ୟା ଗରିଷ୍ଠତା ହାସଲ କଲା ଶିବସେନା
ମୁମ୍ବାଇ,୧୯।୧: ମହାରାଷ୍ଟ୍ର ପଞ୍ଚାୟତ ନିର୍ବାଚନରେ ଶାସକ ଶିବସେନା ନିଜର ପରାକ୍ରମ ଦେଖାଇଛି। ରାଜ୍ୟର ୩୪ ଜିଲାର ୧୨,୭୧୧ ଗ୍ରାମ ପଞ୍ଚାୟତରେ ହୋଇଥିବା ନିର୍ବାଚନରେ ଶିବସେନା ୩୧୧୩ ଆସନ ହାତେଇ ସଂଖ୍ୟା ଗରିଷ୍ଠତା ହାସଲ କରିଛି। ସେହିପରି ଭାଜପା ୨୬୩୨ ଆସନରେ ବିଜୟୀ…
୩୦ ହଜାର ଲାଞ୍ଚ ନେଇ ଧରାପଡ଼ିଲେ ଅତିରିକ୍ତ ତହସିଲଦାର
ଢେଙ୍କାନାଳ ଅଫିସ, ୧୯।୧: ଢେଙ୍କାନାଳ ସଦର ତହସିଲର ଅତିରିକ୍ତ ତହସିଲଦାର ଲକ୍ଷ୍ମଣ ଦଳେଇ ଲାଞ୍ଚ ନେଇ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଲକ୍ଷ୍ମଣ ମାଙ୍କଡ଼ା ପଥର ଚାଲାଣ ପାଇଁ ଟ୍ରାଞ୍ଜିଟ୍ ପାସ୍ କରାଇଦେବାକୁ ପଥର ବ୍ୟବସାୟୀ ଦିଲୀପ ସେନାପତିଙ୍କ ଠାରୁ ୩୦…
୫୦ ବର୍ଷ ରେକର୍ଡ ଭାଙ୍ଗିଲେ ଶୁବମନ, ରଚିଲେ ଇତିହାସ
ବ୍ରିସବେନ୍,୧୯।୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବ୍ରିସବେନରେ ଶେଷ ଟେଷ୍ଟର ଶେଷ ଦିନରେ ଶବମନ ଗିଲ ଚମତ୍କାର ଖେଳିଥିଲେ। ୨୧ ବର୍ଷୀୟ ଯୁବ ଓପନର୍ ପୁଣି ଥରେ ଏଠାରେ ଏକ ସଫଳ ଇନିଂସ ଖେଳିଥିଲେ। ଗିଲ ମଧ୍ୟ ତାଙ୍କ ଇନିଂସ ସମୟରେ…
ନେତାଜୀଙ୍କୁ ନେଇ ଭାଜପା-ତୃଣମୂଳ ମୁହାଁମୁହିଁ
କୋଲକାତା,୧୯।୧: ଜାନୁୟାରୀ ୨୩ରେ ନେତାଜୀ ସୁଭାଷ ବୋଷଙ୍କ ୧୨୫ତମ ଜୟନ୍ତୀ ପାଳିତ ହେବ। ଏହାକୁ ନେଇ ପଶ୍ଚିମବଙ୍ଗରେ ଭାଜପା ଏବଂ ଶାସକ ତୃଣମୂଳ କଂଗ୍ରେସ ମୁହାଁମୁହିଁ ହୋଇଛନ୍ତି। ଭାଜପା ପକ୍ଷରୁ ନେତାଜୀଙ୍କ ଜନ୍ମଦିନକୁ ପରାକ୍ରମ ଦିବସ ଭାବେ ପାଳନ କରାଯିବାକୁ ଘୋଷଣା…
ସିରିଜ୍ ଡ୍ର ରହିଲେ ଅଷ୍ଟ୍ରେଲିଆ ପାଇଁ ଲଜ୍ଜାଜନକ ପରାଜୟ ଭଳି ହେବ: ରିକି ପଣ୍ଟିଂ
ବ୍ରିସବେନ୍,୧୯।୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବର୍ଡର-ଗାଭାସ୍କର ଟେଷ୍ଟ ସିରିଜ ଆରମ୍ଭ ପୂର୍ବରୁ ଯେଉଁ ରିକି ପଣ୍ଟିଂ ଅଷ୍ଟ୍ରେଲିଆର ବିଜୟର ୪-୦ ଦାବି କରୁଥିଲେ। ସିଡନୀ ଟେଷ୍ଟରେ ଟିମ ଇଣ୍ଡିଆର ୨୦୦ରନ ପୂର୍ବରୁ ଅଲଆଉଟ୍ ବିଷୟରେ କହୁଥିବା ରିକି ପଣ୍ଟିଙ୍ଗ ଏବେ…
ନିଜ ବିବାହରେ ଷ୍ଟେଜ୍ ଛାଡି ଚାଲିଯାଇଥିଲେ କପିଲ ଶର୍ମା: କାରଣ…
ଛୋଟ ପରଦାର ଚର୍ଚ୍ଚିତ ରିଆଲିଟି କମେଡି ଶୋ ‘ଦ କପିଲ ଶର୍ମା’କୁ ସମଗ୍ର ବିଶ୍ୱର ଲୋକ ପସନ୍ଦ କରନ୍ତି। ଶୋ’ରେ ପ୍ରତି ସପ୍ତାହ ଶେଷରେ ନୂଆ ନୂଆ ଅତିଥି ଆସି ମଜାଳିଆ କଥା ଶେୟାର କରିଥାନ୍ତି। କପିଲ ମଧ୍ୟ ନିଜ ସହ…
ନିଦ୍ରା ହେଲା ମହାନିଦ୍ରା: ଶୋଇଥିବା ୧୫ ପ୍ରବାସୀ ଶ୍ରମିକଙ୍କ ଉପରେ ମାଡ଼ିଗଲା ଡମ୍ପର୍, ଶୋକ ପ୍ରକାଶ କଲେ ମୋଦି
ସୁରଟ,୧୯।୧: ଗୁଜରାଟର ସୁରଟରେ ମଙ୍ଗଳବାର ଭୋର ସମୟରେ ଏକ ଅଭାବନୀୟ ଘଟଣା ଘଟିଛି। ଶୋଇଥିବା ୧୫ ଜଣ ପ୍ରବାସୀ ଶ୍ରମିକଙ୍କ ଉପରେ ଏକ ଡମ୍ପର୍ ମାଡ଼ି ଯାଇଛି। କୋସମ୍ବା ଅଞ୍ଚଳର କିମ୍ ମାଣ୍ଡବି ରୋଡ୍ର ଫୁଟପାଥ୍ରେ ହାଲିଆ ହୋଇ ଶୋଇଥିବା ଶ୍ରମିକଙ୍କ…
ବାପା ହେଲେ ଏହି ପ୍ରସିଦ୍ଧ କ୍ରିକେଟର୍
ପିତାଙ୍କୁ ହରାଇବାର ୩ମାସ ପରେ ନିଜେ ପିତା ହୋଇଛନ୍ତି କ୍ରିକେଟର୍ ମନଦୀପ ସିଂ। ତାଙ୍କ ସ୍ତ୍ରୀ ଜଗଦୀପ ଜଶଓ୍ବାଲ ଏକ ପୁତ୍ର ସନ୍ତାନ ଜନ୍ମଦେଇଛନ୍ତି। ସୋସିଆଲ ମିଡିଆରେ ନିଜେ ଏକଥା ସୂଚନା ଦେଇଛନ୍ତି। ଏହି ଖଉସି ଖବର ଦେଇ ମନଦୀପ ଲେଖିଛନ୍ତି,…
ବାଂଲାଦେଶକୁ ୨୦ ଲକ୍ଷ କରୋନା ଟିକା ଉପହାର ଦେବ ଭାରତ
ନୂଆଦିଲ୍ଲୀ,୧୯।୧: ଭାରତରେ ସାର୍ବଜନୀକ କରୋନା ଟିକା ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଭାରତ ପକ୍ଷରୁ ବାଂଲାଦେଶକୁ ୨୦ଲକ୍ଷ କରୋନା ଟିକା ଉପହାର ପ୍ରଦାନ କରାଯିବ ବୋଲି ଘୋଷଣା କରାଯାଇଛି। ଜାନୁୟାରୀ ୨୦ରେ ଟିକା ବାଂଲାଦେଶରେ ପହଞ୍ଚିବ। ଏକ ସ୍ବତନ୍ତ୍ର ବିମାନରେ ଅକ୍ସଫୋର୍ଡ-ଆଷ୍ଟ୍ରାଜେନିକା…
Archives


