Home

ଷ୍ଟମ୍ପ ପଛରେ ଏହି ଗୀତ ଗାଉଥିଲେ ପନ୍ତ, ମାଇକ୍‌ରେ କଏଦ

ବ୍ରିସବେନ୍‌,୧୯।୧: ଭାରତୀୟ ଯୁବ ଉଇକେଟ କିପର-ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ଅନେକ ସମୟରେ ଉଇକେଟ ପଛରେ କିଛି କଥା ହେଉଥିବା ଜଣାପଡେ। ଅଷ୍ଟ୍ରେଲିଆ ଗସ୍ତରେ ମଧ୍ୟ ଉଇକେଟ ପଛରୁ ତାଙ୍କର ନିରନ୍ତର ସ୍ବର ପ୍ରଶଂସକଙ୍କ ମଧ୍ୟରେ ଚର୍ଚ୍ଚାର ବିଷୟ ପାଲଟିଛି। ସିଡନୀ କ୍ରିକେଟ…

କୋ-ଓ୍ବିନ୍‌ ଆପ୍‌ରେ ତ୍ରୁଟି: ଟିକା ନେବା ପାଇଁ ପହଞ୍ଚି ପାରୁନି ମେସେଜ୍‌

ନୂଆଦିଲ୍ଲୀ,୧୯।୧: କରୋନା ମହାମାରୀ ବିରୋଧରେ ଭାରତରେ ଲଢ଼େଇ ନିର୍ଣ୍ଣାୟକ ମୋଡ଼ରେ ପହଞ୍ଚିଛି। ଏପରେ ସ୍ଥଳେ ଦେଶରେ ସାର୍ବଜନୀକ ଟିକାକରଣ ଆରମ୍ଭ ହୋଇଛି। ତେବେ ଟିକାକରଣ କାର୍ଯ୍ୟକ୍ରମରେ ପ୍ରଶାସନକୁ କେତେକ ସମସ୍ୟାର ସମ୍ମୁଖୀନ ହେବାକୁ ପଡୁଛି। ଟିକା ନେବା ଲାଗି ଲୋକଙ୍କ ପାଖକୁ…

ଜେପିସି ତଦନ୍ତ ଦାବିକଲା ଏନ୍‌ସିପି

ମୁମ୍ବାଇ, ୧୯।୧(ପି.ଟି.): ରିପବ୍ଲିକ୍‌ ଟିଭି ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ବାମୀ ଏବଂ ବ୍ରଡକାଷ୍ଟ ଅଡିଏନ୍ସ ରିସର୍ଚ୍ଚ କାଉନସିଲ୍‌ (ବିଏଆର୍‌ସି)ର ପୂର୍ବତନ ମୁଖ୍ୟ ପାର୍ଥ ଦାସଗୁପ୍ତାଙ୍କ ମଧ୍ୟରେ ତଥାକଥିତ ହ୍ବାଟ୍ସଆପ୍‌ ଚାଟିଂର ତଦନ୍ତ ଲାଗି ଯୁଗ୍ମ ସଂସଦୀୟ କମିଟି (ଜେପିସି) ଗଠନ ଲାଗି…

‘ଥ୍ରି ଇଡିୟଟ୍‌’ ଷ୍ଟାଇଲରେ ପ୍ରସବ

ଲକ୍ଷ୍ନୌ, ୧୯ା୧: ଅମୀର ଖାନଙ୍କ ଅଭିନୀତ ଲୋକପ୍ରିୟ ଚଳଚ୍ଚିତ୍ର ‘ଥ୍ରି ଇଡିୟଟ’ ଷ୍ଟାଇଲରେ ଜଣେ ଗର୍ଭବତୀଙ୍କ ପ୍ରସବ କରାଇଛନ୍ତି ଜଣେ ଦିବ୍ୟାଙ୍ଗ ଯୁବକ। ଉପସ୍ଥିତ ବୁଦ୍ଧି ଖଟାଇ ସମ୍ପୂର୍ଣ୍ଣ ସୁରକ୍ଷିତ ଭାବେ ସେ ବିନା କୌଣସି ସ୍ବାସ୍ଥ୍ୟ ଉପକରଣ ବ୍ୟବହାରକରି ମହିଳାଙ୍କ…

ରାଲି ଅଧିକାର ଚାଷୀଙ୍କର ରହିଛି: ସଂଘ

ନୂଆଦିଲ୍ଲୀ, ୧୯।୧(ପି.ଟି.): ଶାନ୍ତିପୂର୍ଣ୍ଣ ଭାବେ ଟ୍ରାକ୍ଟର ରାଲି ବାହାର କରିବାର ସାମ୍ବିଧାନିକ ଅଧିକାରୀ ଚାଷୀଙ୍କର ରହିଛି ବୋଲି ଆନ୍ଦୋଳନରତ କୃଷକ ସଂଘ ନେତାମାନେ ସୋମବାର କହିଛନ୍ତି। ଜାନୁୟାରୀ ୨୬ ଟ୍ରାକ୍ଟର ରାଲିରେ ହଜାର ହଜାର ଲୋକ ଭାଗ ନେବେ ବୋଲି ସଂଘ…

ଅରୁଣାଚଳରେ ଗାଁ ନିର୍ମାଣ କରିଛି ଚାଇନା

ନୂଆଦିଲ୍ଲୀ, ୧୯।୧: ସୀମାକୁ ନେଇ ଭାରତ ଓ ଚାଇନା ମଧ୍ୟରେ ବିବାଦ ଲାଗି ରହିଥିବାବେଳେ ଗତବର୍ଷ ମେ’ରୁ ଦୁଇଦେଶର ସୈନ୍ୟବାହିନୀ ମଧ୍ୟରେ ମୁହାଁମୁହିଁ ସ୍ଥିତି ଜାରି ରହିଛି। ଗତବର୍ଷ ଜୁନ୍‌ରେ ପୂର୍ବ ଲଦାଖର ଗଲଓ୍ବାନ ଉପତ୍ୟକାରେ ଉଭୟ ସୈନ୍ୟଙ୍କ ମଧ୍ୟରେ ରକ୍ତାକ୍ତ…

ଟିକା ପରେ ଭାରତରେ ପ୍ରଥମ ମୃତ୍ୟୁ

ନୂଆଦିଲ୍ଲୀ/ଲକ୍ଷ୍ନୌ, ୧୯ା୧(ପି.ଟି.): ଉତ୍ତରପ୍ରଦେଶର ମୋରାଦାବାଦରେ କୋଭିଡ୍‌ ଟିକା ନେବାର ଦିନକ ପରେ ଜଣେ ୪୬ ବର୍ଷୀୟ ସ୍ବାସ୍ଥ୍ୟକର୍ମୀଙ୍କର ମୃତ୍ୟୁ ଘଟିଛି। ଭାରତରେ ଶନିବାରଠାରୁ କୋଭିଡ୍‌ ଟିକାକରଣ ଅଭିଯାନ ଆରମ୍ଭ ହୋଇଥିବାବେଳେ ଏହା ପ୍ରଥମ ମୃତ୍ୟୁ। ମହିପାଲ ସିଂ ନାମକ ଏହି ସ୍ବାସ୍ଥ୍ୟକର୍ମୀ…

ମହଙ୍ଗା ହେବ ଇଲେକ୍‌ଟ୍ରୋନିକ୍ସ ଆପ୍ଲାଏନ୍ସ

ନୂଆଦିଲ୍ଲୀ: ପ୍ରାୟ ୫୦ ସାମଗ୍ରୀ ଉପରେ କେନ୍ଦ୍ର ସରକାର ଆମଦାନୀ ଟିକସ ବଢ଼ାଇପାରନ୍ତି। ୫ରୁ ୧୦% ଟିକସ ବୃଦ୍ଧି ନେଇ ସରକାର ବର୍ତ୍ତମାନ ବିଚାର କରୁଛନ୍ତି। ସ୍ମାର୍ଟଫୋନ, ଇଲେକ୍‌ଟ୍ରୋନିକ୍ସ କମ୍ପୋନେଣ୍ଟ, ଆପ୍ଲାଏନ୍ସ ଭଳି ଅନ୍ୟ ସାମଗ୍ରୀ ଏହା ମଧ୍ୟରେ ସାମିଲ ରହିଛି।…

ପ୍ଲେ ଷ୍ଟୋରରୁ ହାଇକ୍‌ ଆପ୍‌ ଉଭାନ

ନୂଆଦିଲ୍ଲୀ: ସଫ୍ଟବ୍ୟାଙ୍କ କର୍ପୋରେଶନ ଫଣ୍ଡିଂ ଲାଭ କରିଥିବା ଭାରତୀୟ ମେସେଜିଂ ଆପ୍‌ ହାଇକ୍‌ ବନ୍ଦ ହୋଇଯାଇଛି। ଏହି ଆପ୍‌ ବର୍ତ୍ତମାନ ଗୁଗଲ ଆପ୍‌ ଷ୍ଟୋରରୁ ଉଭାନ ହୋଇଯାଇଥିବା ଜଣାପଡିଛି। ଭାରତ ଭଳି ବିଶ୍ୱର ଦ୍ୱିତୀୟ ଜନବହୁଳ ବଜାରରେ ହ୍ବାଟ୍ସଆପ୍‌କୁ ଟକ୍କର ଦେବା…

ଏପରି କରନ୍ତୁ ପକ୍ଷାଘାତରୁ ରହିବେ ଦୂରେଇ…

ଗାଧୋଇବା ସମୟରେ କେତେକ ସାବଧାନତା ପ୍ରତି ଦୃଷ୍ଟି ଦେବାର ଆବଶ୍ୟକତା ରହିଥାଏ। ଏପରି ସତର୍କତା ଅବଲମ୍ବନ ନ କଲେ ଶରୀର ଅସୁସ୍ଥ ହେବା ସହିତ ପକ୍ଷାଘାତ ସମସ୍ୟା ସୃଷ୍ଟି ହେବାର ଆଶଙ୍କା ରହିଥାଏ। ଗାଧୋଇବା ସମୟରେ ପ୍ରଥମେ ପାଦ ଏହାପରେ ଗୋଡ଼,…

ଯୋଜନାରେ ପଞ୍ଚାୟତସ୍ତରୀୟ ଶିଶୁ ସୁରକ୍ଷା ଯୋଜନା

ଅନୁଗୋଳ ଅଫିସ, ୧୯।୧ – ରାଜ୍ୟରେ ବଢ଼ୁଛି ଶିଶୁ ନିର୍ଯାତନା ଓ ନିଖୋଜ ଘଟଣା। ପ୍ରତିବର୍ଷ ପାଖାପାଖି ୪ ହଜାର ଶିଶୁଙ୍କ ପତ୍ତା ମିଳୁନାହିଁ। ଅବହେଳିତ, ଅସୁରକ୍ଷିତ ଅବସ୍ଥାରେ ଥିବା ପିଲାଙ୍କ ସଂଖ୍ୟା ମଧ୍ୟ କିଛି କମ୍‌ ନୁହେଁ। କିନ୍ତୁ ଏପରି…

ରକ୍ତଦାନ କଲେ ଶରୀର ରୁହେ ସୁସ୍ଥ…

ନିୟମିତ ରକ୍ତଦାନ କରିବା ଦ୍ୱାରା ଶରୀର ସୁସ୍ଥ ରହିଥାଏ। ଏହା ଯୋଗୁ ହାର୍ଟ ଆଟାକ୍‌ ଆଶଙ୍କା କମ୍‌ ହୋଇଥାଏ। ପୁରୁଷମାନେ ନିୟମିତ ବ୍ୟବଧାନରେ ରକ୍ତଦାନ କଲେ ହାର୍ଟ ଆଟାକ୍‌ ଆଶଙ୍କା ୭୫ ପ୍ରତିଶତ ହ୍ରାସ ପାଇଥାଏ। ମହିଳାଙ୍କ କ୍ଷେତ୍ରରେ ମାସିକ ଋତୁସ୍ରାବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri