ଟ୍ରାକ୍ଟର ରାଲିରେ କିଏ ଦିଲ୍ଲୀ ଆସିବେ, ସେ ନିଷ୍ପତ୍ତି ନେବେ ପୋଲିସ
ନୂଆଦିଲ୍ଲୀ,୧୮।୧: ଅନ୍ନଦାତାଙ୍କ ପକ୍ଷରୁ ଜାନୁୟାରୀ ୨୬ରେ ହେବାକୁ ଥିବା ଟ୍ରାକ୍ଟର ରାଲିରେ କିଏ ଦିଲ୍ଲୀ ଆସିବେ ତାହାର ନିଷ୍ପତ୍ତି ପୋଲିସ ବିଭାଗ ନେବେ। ସୋମବାର ସୁପ୍ରିମ୍କୋର୍ଟ ପ୍ରଧାନ ବିଚାରପତି ଶରଦ ଅରବିନ୍ଦ ବୋବ୍ଡେ କହିଛନ୍ତି। ଟ୍ରାକ୍ଟର କରିବା ଲାଗି ଅନ୍ନଦାତାଙ୍କୁ ଅନୁମତି…
ଭାରତକୁ ବିଜୟ ପାଇଁ ୩୨୮ ରନ୍ର ଟାର୍ଗେଟ୍ ଦେଲା ଅଷ୍ଟ୍ରେଲିଆ
ବ୍ରିସବେନ୍,୧୮।୧: ବ୍ରିସବେନରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚତୁର୍ଥ ତଥା ଶେଷ ଟେଷ୍ଟ ମ୍ୟାଚରେ ଭାରତକୁ ବିଜୟ ପାଇଁ ୩୨୮ ରନ୍ର ଟାର୍ଗେଟ ଦେଇଛି ଅଷ୍ଟ୍ରେଲିଆ। ଦ୍ୱିତୀୟ ଇନିଂସରେ ଭାରତୀୟ ବୋଲରମାନେ ୨୯୪ ରନରେ ଅଷ୍ଟ୍ରେଲିଆକୁ ଅଲଆଉଟ୍ କରିଥିଲେ। ଏହା ସହିତ…
ଆଜି ରାଜ୍ୟରୁ ୧୩୪ ପଜିଟିଭ୍ ଚିହ୍ନଟ, କମୁନି ସ୍ଥାନୀୟ ସଂକ୍ରମଣ
ଭୁବନେଶ୍ୱର,୧୮।୧(ବ୍ୟୁରୋ): ସୋମବାର ରାଜ୍ୟରେ ୧୩୪ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୩,୪୪୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୭୯ ଜଣ ଚିହ୍ନଟ…
ସିଆର୍ପିଏଫ୍-ଡିଆର୍ଡିଓ ପକ୍ଷରୁ ବାଇକ୍ ଆମ୍ବୁଲାନ୍ସ୍ ସେବା ଆରମ୍ଭ
ନୂଆଦିଲ୍ଲୀ,୧୮।୧: ସିଆର୍ପିଏଫ୍ ଏବଂ ଡିଆର୍ଡିଓ ପକ୍ଷରୁ ସୋମବାର ବାଇକ୍ ଆମ୍ବୁଲାନ୍ସ୍ ସେବା ‘ରକ୍ଷିତା’ର ଆରମ୍ଭ କରାଯାଇଛି। ସୁରକ୍ଷାକର୍ମୀଙ୍କୁ ଜରୁରିକାଳୀନ ସେବା ଯୋଗାଇ ଦେବା ପାଇଁ ଏହା କାର୍ଯ୍ୟ କରିବ। ଯୁଦ୍ଧ କ୍ଷେତ୍ର, ଆତଙ୍କବାଦୀ ଅପରେଶନ୍ ଅବା ମାଓବାଦୀ ଅପରେଶନ୍ ସମୟରେ ଏହି…
ଆଜିଠୁ ପୁଣି ଟିକାକରଣ: କେନ୍ଦ୍ର ସଂଖ୍ୟା ବଢ଼ିଲା
ଭୁବନେଶ୍ୱର,୧୮।୧(ବ୍ୟୁରୋ): କରୋନା ମହାମାରୀକୁ ହରାଇବା ପାଇଁ ଓଡ଼ିଶାରେ ଶନିବାରଠାରୁ ଟିକାକରଣ ଆରମ୍ଭ ହୋଇଛି। ରବିବାର ଟିକା ପ୍ରଦାନ ବନ୍ଦ ଥିବାବେଳେ ସୋମବାରଠାରୁ ପୁଣି ଆରମ୍ଭ ହୋଇଛି। ତେବେ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଟିକାକରଣ କେନ୍ଦ୍ର ସଂଖ୍ୟାକୁ ବୃଦ୍ଧି କରାଯାଇଛି। ଏଣିକି ସମସ୍ତ…
ଜଙ୍ଗଲ ପରିଚାଳନାରେ ଓଡ଼ିଶା ଅଗ୍ରଣୀ ରାଜ୍ୟ
ଭୁବନେଶ୍ୱର,୧୮।୧(ବ୍ୟୁରୋ): ଜଙ୍ଗଲ ପରିଚାଳନାରେ ଓଡ଼ିଶାକୁ ଏକ ଅଗ୍ରଣୀ ରାଜ୍ୟର ମାନ୍ୟତା ମିଳିଛି। ଆଇଏସ୍ଏଫ୍ଆର୍ ରିପୋର୍ଟ-୨୦୧୯ ଅନୁସାରେ ଟେକ୍ନୋଲୋଜି ପ୍ରୟୋଗ ମାଧ୍ୟମରେ ଜଙ୍ଗଲ ଓ ଜଙ୍ଗଲ ପରିଚାଳନାର ବିଭିନ୍ନ ପାରାମିଟରରେ ଓଡ଼ିଶାକୁ ଏକ ଅଗ୍ରଣୀ ରାଜ୍ୟ ଭାବରେ ଆକଳନ କରାଯାଇଛି। ଏ ନେଇ…
ଝିଅ ହେବା ପରେ ଟୁଇଟର୍ ବାୟୋ ପରିବର୍ତ୍ତନ କଲେ କୋହଲି
ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ନିକଟରେ ଏକ କନ୍ୟା ସନ୍ତାନର ପିତା ହୋଇଛନ୍ତି। ଜାନୁଆରୀ ୧୧ରେ ବିରାଟ କୋହଲିଙ୍କ ସ୍ତ୍ରୀ ତଥା ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ଏକ କନ୍ୟା ସନ୍ତାନ ଜନ୍ମ ଦେଇଥିଲେ। ଏହା ପରେ ବିରାଟ…
ପରପାରିରେ ସର୍ବହରା ସାଥୀ ଲଳିତ ନାୟକ
ବଲାଙ୍ଗୀର ଅଫିସ,୧୮।୧: ଗରିବ, ଖଟିଖିଆ, ଶ୍ରମିକ, ମୂଲିଆ ସର୍ବହରାର ସାଥୀ ଲଳିତ କୁମାର ନାୟକ (୬୨)ଙ୍କ ସୋମବାର ସକାଳେ ଭୁବନେଶ୍ବରସ୍ଥିତ ଏମ୍ସ ହସ୍ପିଟାଲରେ ପରଲୋକ ଘଟିଛି। ସେ ଦୀର୍ଘ ଦିନ ହେଲା ଚିକିତ୍ସାଧୀନ ଥିଲେ। ତାଙ୍କ ବିୟୋଗ ଖବର ପ୍ରଚାରିତ ହେବା…
ହାତରେ ମୋଦିଙ୍କ ଫଟୋ ଧରି ପ୍ରଦର୍ଶନ କଲେ ପାକିସ୍ତାନୀ
ସାନ୍ନ୍,୧୮।୧: ପାକିସ୍ତାନରେ ପ୍ରଦର୍ଶନକାରୀ ହାତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ ଧରି ରାଲି କରିଛନ୍ତି। ସ୍ବତନ୍ତ ସିନ୍ଧ୍ ଦେଶ ଦାବି କରି ସାନ୍ନ୍ ସହରରେ ଏହି ପ୍ରଦର୍ଶନ କରାଯାଇଛି। ପୃଥିବୀର ବିଭିନ୍ନ ଦେଶର ନେତାଙ୍କ ଫଟୋ ଥିବା ପ୍ଲାକାର୍ଡ ଧରି ପ୍ରଦର୍ଶନକାରୀ…
ନୂଆ ରୂପ ପାଇବ ପୁରୀ ରାଜଭବନ
ପୁରୀ ଅଫିସ,୧୮।୧: ଆସନ୍ତା ରଥଯାତ୍ରା ପୂର୍ବରୁ ପୁରୀ ରାଜଭବନ ନୂଆ ରୂପ ପାଇବ। ଗତ ଫନୀ ମହାବାତ୍ୟାରେ କ୍ଷତିଗ୍ରସ୍ତ ହୋଇଥିବା ଐତିହାସିକ ପୁରୀ ରାଜଭବନର ସଂରକ୍ଷଣ ଓ ପୁନରୁଦ୍ଧାର ପାଇଁ ଏବେ ପ୍ରକ୍ରିୟା ଆରମ୍ଭ ହୋଇଛି। ରବିବାର ରାଜ୍ୟପାଳ ପ୍ରଫେସର ଗଣେଶୀ…
ସାଥୀ ଖେଳାଳିଙ୍କୁ ଶକ୍ତ ଚାପୁଡା ମାରିଲେ ଏହି ପ୍ରସିଦ୍ଧ କ୍ରିକେଟର୍, ସେହ୍ବାଗ ନେଲେ ମଜା
ଗଲ,୧୮।୧: ଶ୍ରୀଲଙ୍କା ଏବଂ ଇଂଲଣ୍ଡ ମଧ୍ୟରେ ଗଲରେ ଖେଳାଯାଇଥିବା ପ୍ରଥମ ଟେଷ୍ଟର ଚତୁର୍ଥ ଦିନରେ ଏକ ମଜାଦାର ଘଟଣା ଘଟିଥିଲା। ଚତୁର୍ଥ ଦିନରେ ଲାହିରୁ ଥିରିମାନଙ୍କ ଶତକ ଯୋଗୁ ଶ୍ରୀଲଙ୍କା ଦ୍ୱିତୀୟ ଇନିଂସରେ ୩୫୯ ରନ ସଂଗ୍ରହ କରିଥିଲା ଏବଂ ଇଂଲଣ୍ଡ…
ଏକ୍ସପାୟାରି ସିରପ୍ ଖୋଳକୁ ନେଇ ଦ୍ୱନ୍ଦ୍ୱ
ଜଗତ୍ସିଂହପୁର ଅଫିସ, ୧୮।୧: ୫ ବର୍ଷରୁ କମ୍ ପିଲାଙ୍କ ପାଇଁ ଦିଆଯାଉଥିବା ଆଇରନ ଫୋଲିକ ସିରପ୍ ଖୋଳକୁ ନେଇ ଦ୍ୱନ୍ଦ୍ୱ ଉପୁଜିଛି। ଖୋଳ ଉପରେ ଥିବା ଷ୍ଟିକର ଉପରେ ଗୋଟିଏ ଏକ୍ସପାୟାରି ତାରିଖ ଏବଂ ଏହାକୁ ଚିରିଲା ପରେ ତା’ତଳେ ଅନ୍ୟ…
Archives


