ଏପରି ବୁଦ୍ଧି ପ୍ରୟୋଗ କରି ଚକୋଲେଟ ତିଆରି କରୁଛନ୍ତି ତୈମୁର; ଭାଇରାଲ ହେଉଛି ଫଟୋ
ନୂଆଦିଲ୍ଲୀ,୨।୧୨-ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଓ ଫଟୋ ଭାଇରାଲ ହେଉଛି। ବର୍ତ୍ତମାନ ବଲିଉଡ ଅଭିନେତା ସୈଫ ଅଲ୍ଲୀ ଖାନଙ୍କ ପୁଅ ତୈମୁର ଚକୋଲେଟ ତିଆରି କରୁଥିବା ଦେଖାଯାଇଛି। ନିକଟରେ ସୈଫ ଓ ମା’ କରୀନା କପୁର ଉପସ୍ଥିତ ଅଛନ୍ତି। ଏହି…
ପୂର୍ବତନ ବିଚାରପତି ଜଷ୍ଟିସ ସିଏସ କର୍ଣ୍ଣନ ଗିରଫ
ଚେନ୍ନାଇ,୨।୧୨-ମାଡ୍ରାସ ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ସିଏସ କର୍ଣ୍ଣନଙ୍କୁ ବୁଧବାର ଚେନ୍ନାଇ ପୋଲିସର ସାଇବର କ୍ରାଇମ ଟିମ ଗିରଫ କରିଛି। ସେ ଗୋଟିଏ ଭିଡିଓ ଜାରି କରି ସୁପ୍ରିମକୋର୍ଟ ଏବଂ ହାଇକୋର୍ଟର ବିଚାରପତିଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିଲେ। ଏହାକୁ ବିରୋଧ…
ବଲିଉଡ୍ର ଏହିସବୁ ଅଭିନେତ୍ରୀ ବୟଫ୍ରେଣ୍ଡ୍ଙ୍କ ପାଇଁ କରିଛନ୍ତି ଆତ୍ମହତ୍ୟା
କୌଣସି ନା କୌଣସି କାରଣକୁ ନେଇ ଖୁବ୍ କମ୍ ବୟସରେ ବଲିଉଡ୍ର କେତେଜଣ ସେଲିବ୍ରିଟି ଆତ୍ମହତ୍ୟା କରିଥିବା ନଜିର ରହିଛି। ଜାଣନ୍ତୁ ଏମାନଙ୍କ ସମ୍ପର୍କରେ… ପ୍ରତ୍ୟୁଷା ବାନାର୍ଜୀ: ଟେଲି ସିରିୟଲ ‘ବାଳିକା ବଧୂ’ର ଆନନ୍ଦୀ ଭୂମିକାରେ ଅଭିନୟ କରିଥିବା ପ୍ରତ୍ୟୁଷା ବାନାର୍ଜୀ…
ବ୍ରିଜ୍ରେ ପିଟି ହୋଇ ତଳକୁ ଖସିଲା ବାଇକ୍, ଯୁବକଙ୍କ ଜୀବନ ଗଲା
ବାଲିଗୁଡ଼ା,୨ା୧୨(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ସାରଙ୍ଗଗଡ଼ ଥାନା ଗୁଟିଙ୍ଗିଆ ନିକଟରେ ଭାରସାମ୍ୟ ହରାଇ ବ୍ରିଜ୍ ବାଡ଼ରେ ପିଟିହୋଇ ଜଣେ ମୋଟରସାଇକେଲ ଚାଳକଙ୍କ ଜୀବନ ଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଗୁଡ୍ରିପଡ଼ି ଗ୍ରାମରୁ ବାହାରି ଗୁଟିଙ୍ଗିଆ ଅଭିମୁଖେ ମୋଟରସାଇକେଲରେ…
ଚଳନ୍ତା ଯାତ୍ରୀବାହି ବସ୍ ଭିତରେ ପଶିଗଲା ୧୦୦ଫୁଟ୍ ଲମ୍ବ ପାଇପ
ପାଲି,୨।୧୨: ରାଜସ୍ଥାନର ପାଲି ଜିଲାର ଜୟପୁର-ଅହମଦାବାଦର ଜାତୀୟ ରାଜପଥ-୧୬୨ ନିକଟସ୍ଥ ସାଣ୍ଡେରାଓରେ ଏକ ଭୟାବହ ଦୁର୍ଘଟଣା ଘଟିଛି। ଚଳନ୍ତା ଯାତ୍ରୀବାହି ବସ୍ରେ ୧୦୦ଫୁଟ୍ ଲମ୍ବର ଏକ ପାଇପ୍ ପଶିଯିବାରୁ ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୩ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ…
ବଜାରକୁ ଆସିଲା ଭିଭୋର ସବୁଠାରୁ ପତଳା ୫ଜି ସ୍ମାର୍ଟଫୋନ୍ ଭି-୨୦ ପ୍ରୋ: ମୂଲ୍ୟ ରହିଛି…
ନୂଆଦିଲ୍ଲୀ,୨।୧୨: ଗ୍ଲୋବାଲ ସ୍ମାର୍ଟଫୋନ କମ୍ପାନୀ ଭିଭୋ ପକ୍ଷରୁ ସବୁଠାରୁ ପତଳା ୫ଜି ଫୋନ୍ ଭି-୨୦ ପ୍ରୋ ଲଞ୍ଚ କରାଯାଇଛି। ଭାରତରେ ଏହାର ମୂଲ୍ୟ ୨୯,୯୯୦ ଟଙ୍କା ରଖାଯାଇଛି। ଭିଭୋର ବି-ସିରିଜର ଏହି ସ୍ମାର୍ଟଫୋନ୍ ଦୁଇଟି ରଙ୍ଗରେ ଉପଲବ୍ଧ ହେବ। ଏହା ୭.୩୯…
ପାହାଡ଼ ଉପରେ ୫୦୦ ବର୍ଷ ତଳର ଗାଁ
ଜନବସତି ସାଧାରଣତଃ ସ୍ଥଳଭାଗରେ ଗଢ଼ି ଉଠିଥାଏ। ମାତ୍ର ପାହାଡ଼ ଉପରେ ଝୁଲି ରହିଥିବା ଗାଁ କଥା ଶୁଣିଲେ ଟିକେ ଆଶ୍ଚର୍ଯ୍ୟ ଲାଗେ। ତଥାପି ଏକ ପାହାଡ଼କୁ ଦେଖିଲେ ଏହାକୁ ସତ ବୋଲି ମାନିବାକୁ ହେବ। ଏହିପରି ଏକ ଗାଁ ଝୁଲି ରହିଛି…
ମହିଳା ମାଓବାଦୀଙ୍କ ଆତ୍ମସମର୍ପଣ, ମୁଣ୍ଡ ଜାମିନ ପାଇଁ ଘୋଷଣା ହୋଇଥିଲା ୪ ଲକ୍ଷ ଟଙ୍କା
କୋରାପୁଟ,୨ା୧୨(ସ୍ବ.ପ୍ର.): ବୁଧବାରଠାରୁ ମାଓବାଦୀଙ୍କ ପିଏଲଜିଏ ସପ୍ତାହ ଆରମ୍ଭ ହୋଇଥିବାବେଳେ ମାଓବାଦୀଙ୍କ ଟପ୍ ନେତା ତଥା ଏଓବିଏସଜେଡସିର କେନ୍ଦ୍ରୀୟ କମିଟିର ବରିଷ୍ଠ ନେତା ରାମକ୍ରୀଷ୍ଣାଙ୍କ ଅଙ୍ଗରକ୍ଷୀ ତଥା ଏସିଏମ ର଼୍ୟାଙ୍କର ରାମେ ମାଡକାମୀ କୋରାପୁଟ ଜିଲା ଆରକ୍ଷୀ ଅଧୀକ୍ଷକ ମୁକେଶ ଭାମୁଙ୍କ ପାଖରେ…
ସରପଦାରେ ଅଗ୍ନିକାଣ୍ଡ: ୩ ବଖରା ଜଳିଗଲା
ଭଣ୍ଡାରିପୋଖରୀ,୨।୧୨(ଡି.ଏନ.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତର ସରପଦା ଗ୍ରାମରେ ମଙ୍ଗଳବାର ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି ଏକ ପରିବାରର ୩ ବଖରା ଘର ପୋଡି ଭସ୍ମୀଭୂତ ହୋଇଯାଇଛି। ଗ୍ରାମର ବୃଦ୍ଧା ରମାମଣି ଓଝା( ୬୫)ଙ୍କ ୩ ବଖରା ଘର…
ବଡ଼ ଘୋଷଣା: ସବୁ ଜରୁରୀ ସହାୟତା ପାଇଁ ଏଣିକି ଡାଏଲ କରିବେ ‘୧୧୨’
ଭୁବନେଶ୍ୱର,୨।୧୨(ବ୍ୟୁରୋ): ଜନସାଧାରଣଙ୍କ ସୁବିଧା ତଥା ତ୍ୱରିତ ସେବା ଯୋଗାଣକୁ ଦୃଷ୍ଟିରେ ରଖି ସରକାରଙ୍କ ତରଫରୁ ବଡ଼ ନିଷ୍ପତ୍ତି ନେଇଛନ୍ତି। ବିଭିନ୍ନ ସହାୟତା ନମ୍ବର ଯଥା ୧୦୦, ୧୦୧, ୧୦୨, ୧୦୪, ୧୦୮, ୧୮୧ ଓ ୧୦୯୮ ଏସବୁକୁ ଏକୀଭୂତ କରି ଗୋଟିଏ…
ବିବାହ ଦିନ ଡ୍ରମ ଉପରେ ଚଢ଼ି ଡ୍ୟାନ୍ସ କଲେ ଏହି ଅଭିନେତା, ଭିଡିଓ ଭାଇରାଲ
ମୁମ୍ବାଇ,୨ା୧୨: ବଲିଉଡ୍ର ପ୍ରସିଦ୍ଧ ଗାୟକ ତଥା ଅଭିନେତା ଆଦିତ୍ୟ ନାରାୟଣ ତାଙ୍କ ଗର୍ଲଫ୍ରେଣ୍ଡ ଶ୍ୱେତା ଅଗ୍ରଓ୍ବାଲଙ୍କ ସହ ଡିସେମ୍ବର ୧ରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ତାଙ୍କ ବିବାହ ସମୟର ଫଟୋ ଏବଂ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି।…
ପ୍ରତିଶୋଧ ପରାୟଣ ପ୍ରେମିକା: କନ୍ୟାର ଚୁଟି କାଟି, ଆଖିରେ ପକାଇଲେ ଫେବିକ୍ୱିକ
ନାଳନ୍ଦା,୨।୧୨: ପ୍ରେମ କି ଜାଣେ ଜାତି, ଧର୍ମ। ପ୍ରେମ କି ଜାଣେ ପାତରଅନ୍ତର। ହେଲେ ପ୍ରେମରେ ଅନ୍ଧ ହୋଇ ଅପରାଧ କରିବା କେତେଦୂର ଯୁକ୍ତିଯୁକ୍ତ। କିଛି ଏଭଳି ଅମାନବୀୟ ଘଟଣା ଦେଖିବାକୁ ମିଳିଛି ବିହାରରେ। ଜଣେ ପ୍ରେମିକା ପ୍ରତିଶୋଧ ପରାୟଣ ହୋଇ…
Archives


