Home

ଚମତ୍କାର ଇନିଂସ ଖେଳିବା ସତ୍ତ୍ୱେ ୱାଶିଂଟନ ସୁନ୍ଦରଙ୍କ ଉପରେ ରାଗିଲେ ବାପା

ଚେନ୍ନାଇ,୧୮।୧: ଡେବ୍ୟୁ ଟେଷ୍ଟରେ ଅର୍ଦ୍ଧଶତକ ହାସଲ କରିଥିବା ୱାଶିଂଟନ ସୁନ୍ଦରଙ୍କ ପ୍ରଶଂସା କରୁଛନ୍ତି। କିନ୍ତୁ ପୁଅ ଏକ ଶତକ ସ୍କୋର କରିବାରେ ବିଫଳ ହୋଇଥିବାରୁ ତାଙ୍କ ପିତା ଅସନ୍ତୋଷ ପ୍ରକାଶ କରିଛନ୍ତି। ବ୍ରିସବେନ ଟେଷ୍ଟର ତୃତୀୟ ଦିନରେ ୱାଶିଂଟନ ସୁନ୍ଦର ୧୪୪…

କୋଇଲା ଡିପୋରେ ଏସ୍‌ଟିଏଫ୍‌ ଚଢ଼ାଉ: ୧୩ ଲକ୍ଷର ଲାମକୋକ୍‌ ସହ ୯ ଟ୍ରକ ଜବତ, ୧୧ ଗିରଫ

ଭୁବନେଶ୍ୱର,୧୮।୧(ବ୍ୟୁରୋ): ଚୌଦ୍ୱାର ଥାନା ଅଞ୍ଚଳରେ ଥିବା ବାବା ଧବଳେଶ୍ୱର କୋଇଲା ଡିପୋରେ ରବିବାର ଏସଟିଏଫ ଚଢ଼ାଉ କରି ଲାମକୋକ୍‌ ଚୋରା ଚାଲାଣରେ ସମ୍ପୃକ୍ତ ମାଷ୍ଟରମାଇଣ୍ଡ ଓ ୧୦ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏଥିସହ ଡିପୋରେ ଲୋଡିଂ କରୁଥିବା ଜେସିବି ସହ…

ଇଣ୍ଟେରିୟର ହୋମ୍‌ରେ ଲାଗିଛି ୫୦ ଲକ୍ଷ ଠକେଇ ଟଙ୍କା

ଭୁବନେଶ୍ୱର,୧୮।୧(ବ୍ୟୁରେ): କିଡ୍‌ନୀ ଦେବାକୁ କହି ଲୋକଙ୍କଠାରୁ ବହୁ କୋଟି ଟଙ୍କା ଠକେଇ ର଼୍ୟାକେଟ୍‌ର ମାଷ୍ଟରମାଇଣ୍ଡ୍‌ କେନ୍ଦ୍ରାପଡ଼ାର ହିମାଂଶୁ ଭୂଷଣ ନନ୍ଦ ରିମାଣ୍ଡର ଦ୍ୱିତୀୟ ଦିନରେ ପୋଲିସକୁ ବହୁ ଚାଞ୍ଚଲ୍ୟକର ତଥ୍ୟ ଦେଇଛନ୍ତି। ହିମାଂଶୁ ଠକେଇ କରିଥିବା ଟଙ୍କାର ବଡ଼ଭାଗ ବିଭିନ୍ନ ବ୍ୟବସାୟରେ…

ସିରାଜ୍‌ଙ୍କ ଜାଲରେ ଫସିଲେ ଓ୍ବେଡ୍‌, ଲଜ୍ଜାଜନକ ରେକର୍ଡର ହେଲେ ଅଧିକାରୀ

ବ୍ରିସବେନ୍‌,୧୭।୧: ବ୍ରିସବେନରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚତୁର୍ଥ ତଥା ଶେଷ ଟେଷ୍ଟ ମ୍ୟାଚର ଚତୁର୍ଥ ଦିନରେ ମହମ୍ମଦ ସିରାଜ ଚମତ୍କାର ବୋଲିଂ କରିଥିଲେ। ସିରାଜ ପ୍ରଥମେ ମାର୍ନୁସ ଲାବୁଶେନଙ୍କୁ ୨୫ ରନରେ ପାଭିଲିୟନରୁ ବିଦା କରିଥିବାବେଳେ ମାଥ୍ୟୁ ୱେଡଙ୍କ ଉଇକେଟ୍‌…

୨୧ରୁ ବିନା କୋଭିଡ୍‌ ରିପୋର୍ଟରେ ଦର୍ଶନ

ପୁରୀ ଅଫିସ,୧୮।୧: ଆସନ୍ତା ୨୧ତାରିଖରୁ ବିନା କୋଭିଡ୍‌ ନେଗେଟିଭ୍‌ ରିପୋର୍ଟରେ ଦାରୁଦିଅଁଙ୍କ ଦର୍ଶନ ଆରମ୍ଭ ହେବ। ସ୍ବତନ୍ତ୍ର ଏସ୍‌ଓପି ମାନି ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିରକୁ ଯାଇପାରିବେ। ବରିଷ୍ଠ ନାଗରିକ ଓ ଦିବ୍ୟାଙ୍ଗଙ୍କ ପାଇଁ ସ୍ବତନ୍ତ୍ର ଧାଡ଼ି ବ୍ୟବସ୍ଥା କରାଯିବ ବୋଲି ପୁରୀ ଜିଲାପାଳ…

ଦିଲ୍ଲୀରେ ୧୦ ମାସ ପରେ ଖୋଲିଲା ସ୍କୁଲ

ନୂଆଦିଲ୍ଲୀ,୧୮।୧: କରୋନା ମହାମାରୀ ସଂକ୍ରମଣ ଯୋଗୁ ରାଜଧାନୀ ଦିଲ୍ଲୀରେ ଗତ ୧୦ ମାସ ଧରି ସ୍କୁଲ ବନ୍ଦ ରହିଥିଲା। ତେବେ ସୋମବାର ସ୍କୁଲ ଖୋଲିଛି। ଏନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ସେମାନେ ବିଜୟ ସୂଚକ ଚିହ୍ନ ଦେଖାଇ ସ୍କୁଲରେ…

ପିକ୍‌ନିକ୍‌ ସ୍ପଟ୍‌: କରଞ୍ଜେଇ ପୀଠ

ଗଞ୍ଜାମ ସହରରେ ରହିଛି ବହୁ ଦୈବୀପୀଠ ଓ ପିକ୍‌ନିକ୍‌ ସ୍ପଟ୍‌, ସେଥିମଧ୍ୟରୁ ଶେରଗଡର କରଞ୍ଜେଇ ପୀଠ ଅନ୍ୟତମ। କରଞ୍ଜେଇ ଓ ପାକିଡି ପାହାଡ ମଝିରେ ରହିଛି ଏହି ମନୋରମ ସ୍ଥଳ। କିମ୍ବଦନ୍ତୀ ଅନୁଯାୟୀ ମୁନିଋଷିମାନେ ଏହି ପାହାଡରେ ତପସ୍ୟା କରି ସିଦ୍ଧିଲାଭ…

ଗତବର୍ଷ ତୁଳନାରେ ୨୨ ପ୍ରତିଶତ ବଢ଼ିଲା ଧାନ ସଂଗ୍ରହ

ଭୁବନେଶ୍ୱର,୧୮।୧(ବ୍ୟୁରୋ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଦ୍ବାରା ରାଜ୍ୟରେ ଖରିଫ ଧାନ ସଂଗ୍ରହ କାର୍ଯ୍ୟ ଚାଲିଥିବା ବେଳେ ରବିବାର ସୁଦ୍ଧା ମୋଟ ୩୫ ଲକ୍ଷ ୬ ହଜାର ୧୮୩ ମେଟ୍ରିକ୍‌ ଟନ୍‌ ଧାନ ସଂଗ୍ରହ କରାଯାଇଛି। ଏହା ଗତବର୍ଷ…

ଘନକୁହୁଡ଼ି: ଆଜି ୫ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୧(ବ୍ୟୁରୋ): ରାଜ୍ୟରେ କିଛିଦିନ ଧରି ଉଭାନ ହୋଇଥିବା ଶୀତ ଲେଉଟିବା ପରେ ଥଣ୍ଡା ଅନୁଭୂତ ହେଉଛି। ଏଥିସହ ଭୋର୍‌ ସମୟରୁ ଘନକୁହୁଡ଼ି ମାଡ଼ି ଆସିବା ସହ ବହୁ ସମୟ ପର୍ଯ୍ୟନ୍ତ ଆଚ୍ଛାଦିତ ହୋଇରହୁଛି। ଏବେ ରାଜ୍ୟର ଅଧିକାଂଶ ଜିଲାରେ ଘନକୁହୁଡ଼ି ଦେଖିବାକୁ…

ଅର୍ଣ୍ଣବଙ୍କ ହ୍ବାଟ୍ସଆପ୍‌ ଚାଟ୍‌ ଲିକ୍‌କୁ ନେଇ ଝଡ଼

ନୂଆଦିଲ୍ଲୀ, ୧୮।୧: ରିପବ୍ଲିକ୍‌ ଟିଭି ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ବାମୀ ଏବଂ ଟେଲିଭିଜନ ରେଟିଂ ସଂସ୍ଥା ବିଏଆର୍‌ସିର ପୂର୍ବତନ ସିଇଓ ପାର୍ଥୋ ଦାସଗୁପ୍ତାଙ୍କ ମଧ୍ୟରେ ହୋଇଥିବା ହ୍ବାଟ୍ସଆପ୍‌ ଚାଟିଂର ସ୍କ୍ରିନ୍‌ଶଟ୍‌ ସୋସିଆଲ ମିଡିଆରେ ଲିକ୍‌ ଘଟଣାକୁ ନେଇ ରାଜନୈତିକ ଝଡ଼ ସୃଷ୍ଟି…

ଫେସ୍‌ବୁକ୍‌, ଟୁଇଟର ଅଧିକାରୀଙ୍କୁ ସମନ

ନୂଆଦିଲ୍ଲୀ, ୧୮।୧: ସୋସିଆଲ ମିଡିଆ କମ୍ପାନୀ ଫେସ୍‌ବୁକ୍‌ ଓ ଟୁଇଟର୍‌ର ଅଧିକାରୀମାନଙ୍କୁ ସୂଚନା ପ୍ରଯୁକ୍ତି ସମ୍ପର୍କିତ ସଂସଦୀୟ କମିଟି ରବିବାର ସମନ ଜାରି କରିଛି। ସେମାନଙ୍କୁ ୨୧ରେ ହାଜର ହେବା ଲାଗି କୁହାଯାଇଛି। ନାଗରିକମାନଙ୍କ ଅଧିକାରର ସୁରକ୍ଷା ଓ ସୋସିଆଲ୍‌ ତଥା…

‘ଜିଦି ଛାଡ଼ନ୍ତୁ କୃଷକ’

ନୂଆଦିଲ୍ଲୀ, ୧୮।୧: ନୂଆ କୃଷି ଆଇନ ପ୍ରତ୍ୟାହାର ନ କରିବା ଆଭିମୁଖ୍ୟକୁ କେନ୍ଦ୍ର ସରକାର ରବିବାର ପୁଣିଥରେ ଦୋହରାଇଛନ୍ତି। କୃଷକମାନେ ଆଇନ ପ୍ରତ୍ୟାହାର ଜିଦି ଛାଡନ୍ତୁ ବୋଲି କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର କହିଛନ୍ତି। ୧୯ରେ ହେବାକୁ ଥିବା ଦଶମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri