Home

ଜଳିଗଲା ୩ ଦୋକାନ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ

ବଡ଼ବିଲ,୧୧।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ବଜାର ମଧୁସୂଦନ ଛକ ନିକଟରେ ଅଗ୍ନିକାଣ୍ଡ ଘଟି ୩ଟି ଦୋକାନ ଘର ପୋଡ଼ିଜଳି ପାଉଁଶ ହୋଇଯାଇଥିବା ଜଣାପଡ଼ଛି। ଏକ ଟାୟାର ରିପ୍ୟାରିଂ ଦୋକାନ, ସାଇକେଲ ରିପ୍ୟାରିଂ ଦୋକାନ ଏବଂ ଫୁଲ ଦୋକାନ ଏହି ଅଗ୍ନିକାଣ୍ଡରେ ଭସ୍ମୀଭୂତ…

୨୬ ବର୍ଷ ବୟସ୍କା ମହିଳାଙ୍କର ୨ଟି ଗୁପ୍ତାଙ୍ଗ-୨ଟି ଗର୍ଭାଶୟ: ଥିଲେ ବିରଳ ରୋଗରେ ପୀଡ଼ିତ…

ଓ୍ବାଶିଂଟନ,୧୧।୪: ଆମେରିକାରେ ଜଣେ ୨୬ ବର୍ଷ ବୟସ୍କା ମହିଳା ବିରଳ ରୋଗରେ ପୀଡିତ ଥିବା ଜଣାପଡ଼ିଛି। ମହିଳା ଜଣକ ଗର୍ଭବତୀ ଥିଲେ। ଗର୍ଭଯନ୍ତ୍ରଣା ହେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ୩୦ ଘଣ୍ଟାର ଗର୍ଭଯନ୍ତ୍ରଣା ପରେ ବ୍ରିଟନି ଜ୍ୟାକବ୍ସ ନାମକ…

କେବଳ ଏହି କାରଣ ପାଇଁ ବ୍ୟକ୍ତି କିଣିଲେ ଆଇଲ୍ୟାଣ୍ଡ, ଗାଡ଼ିକୁ କଲେ ଘର

ପ୍ରତ୍ୟେକ ବ୍ୟକ୍ତି ଜୀବନ ଜିଇଁବା ପାଇଁ ଭିନ୍ନ ଭିନ୍ନ ତରିକା ଆପଣାଇଥାନ୍ତି। କିଛି ଲୋକ ନିଜ ଜୀବନକୁ ଅତି ସୀମିତରେ ବିତାଇଥାନ୍ତି। ସରଳ ଭାବରେ କହିବାକୁ ଗଲେ ଜଣେ ବ୍ୟକ୍ତି ନିଜ ଜୀବନ ବଞ୍ଚାଇବାକୁ ଏକ ମାପକାଠି ସ୍ଥିର କରିଥାନ୍ତି। ଏବେ…

ମହିଳା ହୋମଗାର୍ଡଙ୍କ ଅନ୍ତଃବସ୍ତ୍ରରେ ମୋବାଇଲ୍‌: ୫ ମିନିଟ୍‌ କଲିଂ ପାଇଁ ୧୦୦ ଟଙ୍କା ଦେଉଥିଲେ କଏଦୀ

ଗ୍ରେଟର ନୋଏଡା,୧୧।୪: ଉତ୍ତରପ୍ରଦେଶର ଗ୍ରେଟର ନୋଏଡାଠାରେ ଥିବା ଲୁକସାର ଜେଲ୍‌ରେ ଜଣେ ହୋମଗାର୍ଡଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆସିଛି। ଜେଲ୍‌ର ମହିଳା ବାରାକ୍‌ରେ ମୁତୟନ ଥିବା ମହିଳା ହୋମଗାର୍ଡ ସାଧନା ନିଜ ଅନ୍ତଃବସ୍ତ୍ରରେ ମୋବାଇଲ ଫୋନ୍‌ ଲୁଚାଇ ରଖିଥିଲେ। ସେ କଏଦୀଙ୍କୁ…

ଅମାନିଆଙ୍କୁ ଧରିବ ସିସି କ୍ୟାମେରା

ଭୁବନେଶ୍ୱର, ୧୧।୪(ବ୍ୟୁରୋ): କରୋନାର ନୂଆ ଷ୍ଟ୍ରେନ୍‌ ତଣ୍ଟି ଚିପିଲାଣି। ତଥାପି ଚେତୁନାହାନ୍ତି ରାଜଧାନୀର ଅମାନିଆ। କମିଶନରେଟ ପୋଲିସର ଘନ ଘନ ଚଢ଼ାଉ, ମୋଟା ଅଙ୍କର ଜରିମାନା ସହ ସିଲ୍‌ ଅଭିଯାନ ଜାରି ରହିଥିଲେ ମଧ୍ୟ ଖାତିର କରୁନାହାନ୍ତି ସେମାନେ। ଏପଟେ ମାସ୍କ…

ଇଡ୍‌କୋ ଅପାରଗତା ଶିଳ୍ପାୟନରେ ବାଧକ

ଭୁବନେଶ୍ୱର,୧୧।୪(ବ୍ୟୁରୋ): ରାଜ୍ୟରେ ଶିଳ୍ପାୟନକୁ ଆଗକୁ ନେବା ପାଇଁ ରାଜ୍ୟ ସରକାର ଲକ୍ଷ୍ୟ ରଖିଥିବାବେଳେ ଜମି ଅଧିଗ୍ରହଣ ଏ ଦିଗରେ ବଡ଼ ସମସ୍ୟା ହୋଇ ଛିଡ଼ାହୋଇଛି। ଜମି ଅଧିଗ୍ରହଣ ସମସ୍ୟା ଦୂର କରିବାକୁ ସରକାର ଲ୍ୟାଣ୍ଡ ବ୍ୟାଙ୍କ ଗଠନ ଲାଗି ନିଷ୍ପତ୍ତି ନେଇଛନ୍ତି।…

ଭିକାରିଙ୍କ ହାତରେ କ୍ୟୁଆର୍‌ କୋଡ୍‌…

ବେଜିଂ,୧୧।୪: ପୃଥିବୀରେ କରୋନା ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। କରୋନା ସଂକ୍ରମଣର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନାରେ ଭିକାରିମାନେ ଏବେ ଡିଜିଟାଲ ପେମେଣ୍ଟ୍‌ ବ୍ୟବହାର କରୁଛନ୍ତି। ଏହାଦ୍ୱାରା ସଂକ୍ରମଣର ଭୟ ରହିବ ନାହିଁ ବୋଲି ଭିକାରିମାନେ କହିଛନ୍ତି। ଚାଇନାରେ ସୂଚନା ପ୍ରଯୁକ୍ତି…

ପୋଲିସ ମାନୁନି କଟକଣା, ଜନସାଧାରଣଙ୍କୁ ଜରିମାନା

ସମ୍ବଲପୁର, ୧୧।୪(ବ୍ୟୁରୋ): ରାଜ୍ୟରେ କରୋନାର ଦ୍ୱିତୀୟ ଲହର ଦେଖାଦେଇଛି। ଏହାକୁ ମୁକାବିଲା ପାଇଁ ସରକାର ନୂଆ ଗାଇଡ୍‌ଲାଇନ କରିଛନ୍ତି। ୧୪ ଦିନିଆ ମାସ୍କ ପିନ୍ଧା ଅଭିଯାନ ଭଳି କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି। ନିୟମ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ…

ଟିକା ନେବା ସତ୍ତ୍ୱେ ଯୁବ ଡାକ୍ତରଙ୍କ ଜୀବନ ଗଲା

ଭୁବନେଶ୍ୱର, ୧୧ା୪ (ବ୍ୟୁରୋ): ରାଜ୍ୟର ବହୁ ଡାକ୍ତର ଏବେ ସଂକ୍ରମିତ। କେତେଜଣଙ୍କର ମୃତ୍ୟୁ ଘଟିଥିବାବେଳେ ରବିବାର ଆଉଜଣଙ୍କ ଜୀବନ ନେଇଛି କରୋନା। ଭୁବନେଶ୍ୱରର ଏକ ଘରୋଇ ମେଡିକାଲର ଜଣେ ଯୁବ ଡାକ୍ତରଙ୍କର କରୋନାରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତ ଡାକ୍ତରଙ୍କ…

୧୫ ଯାଏ ଝଡ଼ବର୍ଷା

ଭୁବନେଶ୍ୱର,୧୧ା୪(ବ୍ୟୁରୋ): ଆସନ୍ତା ୧୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଓ ଘଡ଼ଘଡ଼ି ଜାରି ରହିବ। ଆସନ୍ତା ୩ରୁ ୪ ଦିନ ଯାଏ ରାଜ୍ୟର ସର୍ବୋଚ୍ଚ ତାପମାତ୍ରାରେ ସେତେଟା ପରିବର୍ତ୍ତନ ହେବନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।…

୩ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା

ଶ୍ରୀନଗର,୧୧।୪: ଜମ୍ମୁ-କଶ୍ମୀର ଶୋପିଆନ୍‌ରେ ଆତଙ୍କବାଦ ବିରୋଧି ଅପରେଶନରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସ୍ଥାନୀୟ ହାଦିପୋରାରେ କିଛି ଆତଙ୍କବାଦୀ ଲୁଚି ଖବର ମିଳିବା ପରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ୍‌ ଆରମ୍ଭ ହୋଇଥିଲା। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ…

ହିସାବ ଦେବେ ମନ୍ତ୍ରୀ, ମେ ୧୫ରୁ ୨୫ କାର୍ଯ୍ୟ ସମୀକ୍ଷା କରିବେ ନବୀନ

ଭୁବନେଶ୍ୱର,୧୧।୪(ବ୍ୟୁରୋ): ଆସନ୍ତା ମେ’ ୨୯ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଗଠିତ ବିଜେଡି ସରକାର ପଞ୍ଚମ ପାଳିର ଦ୍ୱିତୀୟ ବର୍ଷ ପୂରଣ କରିବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ମନ୍ତ୍ରୀମାନେ ନିଜ ବିଭାଗର ବର୍ଷକ କାର୍ଯ୍ୟର ହିସାବ ଦେବେ। ଲୋକଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?