Home

ରାଜ୍ୟରେ ଗଠିତ ହେଲା ୪୬ ସିଭିଲ ଜଜ୍‌ କୋର୍ଟ

ଭୁବନେଶ୍ୱର,୨୫ା୪: ରାଜ୍ୟରେ ଗଠିତ ହୋଇଛି ୪୬ଟି ନୂଆ ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍)। ଏହି କୋର୍ଟଗୁଡ଼ିକ ବାଲେଶ୍ୱର ଜିଲାର ବାଲିଆପାଳ, ସିମୁଳିଆ, ସୋର, ବାହାନଗା ଓ ଜଳେଶ୍ୱର, ସମ୍ବଲପୁର ଜିଲାର ରେଙ୍ଗାଲି, ବାମରା, କୁଚିଣ୍ଡା ଓ ଜମନକିରା, ରାୟଗଡ଼ା, ପୁରୀ…

ନବ ଦାସ ହତ୍ୟା ଘଟଣା: ଗୋପାଳଙ୍କ ପୂର୍ବ କଲ୍‌ ହିଷ୍ଟ୍ରି ଖୋଲିଲା କ୍ରାଇମବ୍ରାଞ୍ଚ

ବ୍ରହ୍ମପୁର,୨୫ା୪(ସୁବାସ ଚନ୍ଦ୍ର ପାଢ଼ୀ):ବହୁ ଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ ଗୋପାଳ ଦାସଙ୍କ ପୁରୁଣା କଲ୍‌ ଡିଟେଲ ଖୋଲିଛି କ୍ରାଇମବ୍ରାଞ୍ଚ। ବୈଦ୍ୟନାଥପୁର ଥାନାରେ କ୍ରାଇମବ୍ରାଞ୍ଚର ତିନି ଜଣିଆ ଟିମ୍‌ । ଅତିରିକ୍ତ ଏସ୍‌ପି ବିଜୟ କୁମାର ମଲ୍ଲିକଙ୍କ ନେତୃତ୍ୱରେ ତଦନ୍ତ ଜାରି…

ଆକ୍ରମଣ ପଛରେ କେନ୍ଦ୍ରର ହାତ କହି ବିଧାୟକ ଗିରଫ

ଗୁଆହାଟୀ,୨୫।୪:ପୁଲଓ୍ବାମା ଏବଂ ପହଲଗାମ୍‌ରେ ଆତଙ୍କବାଦୀ ଆକ୍ରମଣ ପଛରେ ସରକାରଙ୍କ ଷଡ଼ଯନ୍ତ୍ର ରହିଥିବା ମନ୍ତବ୍ୟ ଦେଇ ଆସାମର ଏଆଇୟୁଡିଏଫ୍‌ ବିଧାୟକ ଅମିନୁଲ ଇସ୍‌ଲାମ ଗିରଫ ହୋଇଛନ୍ତି। ଉଭୟ ଆକ୍ରମଣ ପଛରେ ସରକାରଙ୍କ ଷଡ଼ଯନ୍ତ୍ର ଥିବା ଅମିନୁଲ କହିଥିଲେ। ଉକ୍ତ ମନ୍ତବ୍ୟର ଭିଡିଓ ସୋସିଆଲ…

ପାକିସ୍ତାନ ସହ ଖେଳିବ ନାହିଁ କି ଭାରତ: ପହଲଗାମ ଆକ୍ରମଣ ପରେ ICCକୁ ଚିଠି ଲେଖିଲା BCCI

ନୂଆଦିଲ୍ଲୀ,୨୫।୪: ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ, ଭାରତୀୟ କ୍ରିକେଟ ଦଳ ଆଉ ପାକିସ୍ତାନ ସହିତ କୌଣସି ଦ୍ୱିପାକ୍ଷିକ ସିରିଜ ଖେଳିବ ନାହିଁ। ଉଭୟ ଦଳ କେବଳ ICC ଟୁର୍ଣ୍ଣାମେଣ୍ଟ କିମ୍ବା ACC ଟୁର୍ଣ୍ଣାମେଣ୍ଟରେ ପରସ୍ପରର ମୁହାଁମୁହିଁ ହୁଅନ୍ତି, କିନ୍ତୁ ପହଲଗାମରେ…

ପହଲଗାମ ଆକ୍ରମଣରେ ସମ୍ପୃକ୍ତ ଆତଙ୍କବାଦୀଙ୍କ ଘର ଉଡ଼ାଇ ଦେଲେ ସୁରକ୍ଷା ବାହିନୀ

ଶ୍ରୀନଗର,୨୫।୪: ପହଲଗାମ ଆକ୍ରମଣ ପରେ ଭାରତୀୟ ସେନା ସର୍ଚ୍ଚ ଅପରେଶନକୁ ଜୋରଦାର କରିଛି। ଏନଆଇଏ ମଧ୍ୟ ଜମ୍ମୁ ଏବଂ କାଶ୍ମୀର ପୋଲିସ ସହିତ ମିଶି ଆକ୍ରମଣର ତଦନ୍ତ ଆରମ୍ଭ କରିଛି। ପହଲଗାମ ଆକ୍ରମଣରେ ଆତଙ୍କବାଦୀ ଆସିଫ ଶେଖ ଏବଂ ଆଦିଲ ଗୁରିଙ୍କ…

ଭାଜପାର ୨ ଗୋଷ୍ଠୀ ମଧ୍ୟରେ ମାରପିଟ: ପଞ୍ଚାୟତିରାଜ ଦିବସ ପାଳନ ବେଳେ ଗଣ୍ଡଗୋଳ

ବାସୁଦେବପୁର,୨୫।୪(ନାରାୟଣ ପ୍ରସାଦ ବାରିକ୍‌):ଭଦ୍ରକ ଜିଲା ବାସୁଦେବପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଗୁରୁବାର ପୂର୍ବାହ୍ନରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ ସହ ରାଶନ କାର୍ଡ ବଣ୍ଟନ କରାଯାଇଛି। ଏହି ଉତ୍ସବ ପରେ ବ୍ଲକ ଅଫିସ୍‌ ପରିସରରେ ଭାଜପାର ଦୁଇଗୋଷ୍ଠୀ ମଧ୍ୟରେ ମାର୍‌ପିଟ୍‌ ହୋଇଥିବା…

ଗରମ, ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ

ଭବାନୀପାଟଣା,୨୫ା୪(ଉତ୍ତମ କୁମାର ଦାଶ):ବଣପାହାଡ ଘେରା କଳାହାଣ୍ଡି ଜିଲାରେ ପାରଦ ଏବେ ଉପରମୁହାଁ। ଝାଞ୍ଜି ପବନ ସାଙ୍ଗକୁ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ସହରର ତାପମାତ୍ରା ଏବେ ୪୫ ଡିଗ୍ରୀରୁ ଅଧିକ ରହୁଛି। ସତେଯେପରି ତତଲା କଡେଇରେ ଭାଜି ହେଉଥିବା ଭଳି ମନେହେଉଛି। ଏହାକୁ…

ଆତଙ୍କବାଦୀ ଆକ୍ରମଣର ପ୍ରତିବାଦ: ସବୁଠି ବିରୋଧର ନିଆଁ

ବରଗଡ଼,୨୫।୪(ପ୍ରେମାନନ୍ଦ ଖମାରୀ): ଜମ୍ମୁ କଶ୍ମୀର ପହଲଗାମରେ ସଂଘଟିତ ଆତଙ୍କବାଦୀ ହମଲା ସାରା ଦେଶବାସୀଙ୍କୁ ସ୍ତବ୍ଧ କରି ପକାଇଛି। ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ମୃତକଙ୍କ ଉଦ୍ଦେଶ୍ୟରେ ସବୁଠି ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଉଛି। ବରଗଡ଼ ସହରରେ ସ୍ଥାନୀୟ ଭୂତପୂର୍ବ ସୈନିକ ସଂଘର ନେତୃତ୍ୱରେ…

ଢାବା ମାଲିକଙ୍କ ଉପରେ ଗୁଳିମାଡ଼

ରାଉଲକେଲା,୨୫।୪(ସଂଗୀତା ଜେନା):ବିସ୍ରା ଥାନା ଅନ୍ତର୍ଗତ ସାରୁବାହଲରେ ଥିବା ଡୁଗ୍ରୁ ଢାବାରୁ ୭ ରୁ ୮ ଜଣ ବ୍ୟକ୍ତି ବନ୍ଧୁକ ମୁନରେ ଏବଂ ଛୁରି ଦେଖାଇ ଡକାୟତି କରିଥିଲେ। ସେମାନେ ୨୦୦୦୦ ଟଙ୍କା ନେଇ ପଳାଇ ଯାଇଥିଲେ ଏବଂ ଅପରାଧ କରୁଥିବା ସମୟରେ…

ମହିଳାଙ୍କୁ ଗଣବଳାତ୍କାର: ୫ ସମ୍ପର୍କୀୟ ଗିରଫ

ଦେବଗଡ,୨୫।୪(ଶଶାଙ୍କ ଶେଖର ଝାଙ୍କର): କୁଣ୍ଢେଇଗୋଳା ଥାନାଂଚଳର ଏକ ନିର୍ଦ୍ଦିଷ୍ଟ ଗ୍ରାମରେ ଘଟିଥିବା ଗଣବଳାତ୍କାର ଘଟଣାରେ କୁଣ୍ଢେଇଗୋଳା ଥାନା ପୋଲିସ ପୀଡିତାଙ୍କର ୫ ଜଣ ସମ୍ପର୍କୀୟଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ସୂଚନା ଅନୁଯାୟୀ, ଗତ ୧୯ ତାରିଖ ରାତ୍ରୀରେ…

ପହଲଗାମ ଆକ୍ରମଣ ପରେ ଏଲଓସିରେ ଉତ୍ତେଜନା: ପାକିସ୍ତାନର ଗୁଳିମାଡ଼, ଭାରତୀୟ ସେନାର କଡ଼ା ଜବାବ

ନୂଆଦିଲ୍ଲୀ,୨୫।୪: ଜମ୍ମୁ ଓ କାଶ୍ମୀରର ପହଲଗାମରେ ୨୨ ଏପ୍ରିଲ ୨୦୨୫ରେ ଘଟିଥିବା ଆତଙ୍କବାଦୀ ଆକ୍ରମଣ, ଯେଉଁଥିରେ ୨୬ ଜଣ ପର୍ଯ୍ୟଟକ ଓ ସ୍ଥାନୀୟ ଲୋକଙ୍କ ମୃତ୍ୟୁ ଘଟିଥିଲା, ତା’ ପରେ ଭାରତ-ପାକିସ୍ତାନ ସୀମାରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଏହି ଆକ୍ରମଣର…

ଶିମ୍‌ଲା ଚୁକ୍ତି କ’ଣ, ଯାହାକୁ ବାତିଲ୍‌ କଲା ପାକିସ୍ତାନ

ନୂଆଦିଲ୍ଲୀ/ଇସ୍‌ଲାମାବାଦ, ୨୫ା୪:ପହଲଗାମ୍‌ ଆକ୍ରମଣରେ ଜର୍ଜରିତ ଭାରତ ପାକିସ୍ତାନ ସହ କୂଟନୈତିକ ସମ୍ପର୍କ ଛିନ୍ନ କରିବାର ଦିନକ ପରେ ଗୁରୁବାର ଇସ୍‌ଲାମାବାଦ ‘ଯେସାକୁ ତେସା’ ନୀତି ଆପଣାଇ ଶିମ୍‌ଲା ଚୁକ୍ତିକୁ ବାତିଲ କରିଦେଇଛି। ଶିମ୍‌ଲା ଚୁକ୍ତିର ସବୁଠୁ ଗୁରୁତ୍ୱପୂର୍ଣ୍ଣ ବୈଶିଷ୍ଟ୍ୟ ହେଉଛି କଶ୍ମୀରରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri