Home

୨୪ ଘଣ୍ଟାରେ ଦେଢ଼ଲକ୍ଷ ଟପିଲା କରୋନା

ନୂଆଦିଲ୍ଲୀ,୧୧।୪: ଦେଶରେ କରୋନାର ସଂକ୍ରମଣ ଯୋଗୁ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଦେଢ଼ଲକ୍ଷ ଟପିଛିି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ୫୨ ହଜାର ୮୭୯ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ…

ତରଳୁଛି ପୃଥିବୀର ଛାତ

ଲଦାଖ: ସମୁଦ୍ର ଜଳପତ୍ତନରୁ ପ୍ରାୟ ୩ ମାଇଲ ଉଚ୍ଚତାରେ ଥିବା ତିବ୍ବତୀୟ ମାଳଭୂମି ଏବେ ସାରା ବିଶ୍ୱ ପାଇଁ ବିପଦ ଭାବେ ଉଭା ହୋଇଛି। ପୃଥିବୀର ଛାତ କୁହାଯାଉଥିବା ଏହି ମାଳଭୂମିରେ ତରଳିବାରେ ଲାଗିଛି ବିରାଟ ବରଫ ପାହାଡ଼। ଏହା ଜାରି…

‘ପୂଜା କଲେ ମାସ୍କ ଦରକାର ନାହିଁ’

କରୋନାରୁ ମୁକ୍ତି ପାଇବାକୁ ମଧ୍ୟପ୍ରଦେଶର ଜଣେ ମନ୍ତ୍ରୀ ଏୟାରପୋର୍ଟରେ ପୂଜାର୍ଚ୍ଚନା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ଭାଜପା ନେତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ଉଷା ଠାକୁର ଇନ୍ଦୋର ବିମାନବନ୍ଦରଠାରେ ମାସ୍କ ନ ପିନ୍ଧି ଦେବୀ ଅହଲ୍ୟା ବାଇ ହୋଲ୍‌କରଙ୍କୁ ପୂଜା ସହ…

‘କୋଭିଡ୍‌ ନିୟମ ନ ମାନିଲେ ରାଲି ବନ୍ଦ ’

ନୂଆଦିଲ୍ଲୀ, ୧୧।୪(ପି.ଟି.): କରୋନା ସଂକ୍ରମଣ ବଢ଼ୁଥିବାରୁ ନିର୍ବାଚନ ପ୍ରଚାର ବେଳେ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତ୍ୱ ରକ୍ଷା ଆଦି ଗାଇଡଲାଇନ ପାଳନ କରିବା ପାଇଁ ନିର୍ବାଚନ କମିଶନ ଷ୍ଟାର ପ୍ରଚାରକ ଓ ରାଜନେତାମାନଙ୍କୁ ପରାମର୍ଶ ଦେଇଛନ୍ତି। କୋଭିଡ୍‌ ଗାଇଡଲାଇନ ପାଳନ…

ଆସାମର ୪ ବୁଥ୍‌ରେ ସାନି ମତଦାନ ନିର୍ଦ୍ଦେଶ

ଗୁଆହାଟୀ, ୧୧।୪(ଆଇଏଏନ୍‌ଏସ୍‌): ଆସାମର ୩ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୪ଟି ବୁଥ୍‌ରେ ସାନି ମତଦାନ ପାଇଁ ନିର୍ବାଚନ କମିଶନ ଶନିବାର ନିର୍ଦ୍ଦେଶ ଦେଇଛନ୍ତି। ଏହି ବୁଥ୍‌ଗୁଡ଼ିକରେ ଏପ୍ରିଲ୍‌ ୧ ତାରିଖ ଭୋଟଗ୍ରହଣ କରାଯାଇଥିଲା। ତେବେ ବିଭିନ୍ନ ରିପୋର୍ଟ ଏବଂ କେତେକ ସ୍ଥିତିକୁ…

ଗୋଗ୍ରା, ହଟ୍‌ ସ୍ପ୍ରିଙ୍ଗ୍‌ସରୁ ହଟିବାକୁ ମନାକଲା ଚାଇନା

ନୂଆଦିଲ୍ଲୀ, ୧୧।୪: ଭାରତ ଓ ଚାଇନା ସୈନ୍ୟବାହିନୀର ୧୧ତମ କମାଣ୍ଡର ସ୍ତରୀୟ ଆଲୋଚନା ଶୁକ୍ରବାର ଆରମ୍ଭ ହୋଇଥିଲା। ପୂର୍ବ ଲଦାଖର ଗୋଗ୍ରା ଏବଂ ହଟ୍‌ ସ୍ପ୍ରିଙ୍ଗସ ଅଞ୍ଚଳରୁ ସୈନ୍ୟ ଓ ଯାନବାହନ ପ୍ରତ୍ୟାହାର କରିନେବା ପାଇଁ ଭାରତ ପକ୍ଷରୁ ଦିଆଯାଇଥିବା ପ୍ରସ୍ତାବକୁ…

‘ଟିକା ନିଅଣ୍ଟ ପାଇଁ କେନ୍ଦ୍ର ଦାୟୀ’

ନୂଆଦିଲ୍ଲୀ, ୧୧।୪: ଦେଶରେ କୋଭିଡ୍‌ ଟିକାର ନିଅଣ୍ଟ ସ୍ଥିତି ପାଇଁ କଂଗ୍ରେସ ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀ କେନ୍ଦ୍ର ସରକାରଙ୍କ ଭୁଲ୍‌ କୋଭିଡ୍‌ ପରିଚାଳନାକୁ ଦାୟୀ କରିଛନ୍ତି। ଦେଶର କୋଭିଡ୍‌ ସ୍ଥିତି ଏବଂ ସଂକ୍ରମଣ ମୁକାବିଲା ପ୍ରସ୍ତୁତି ସମ୍ପର୍କରେ ସୋନିଆ କଂଗ୍ରେସ…

ଗୁଗ୍‌ଲ ମ୍ୟାପ୍‌ କରିଦେଲା ଗଡ଼ବଡ଼, ଭୁଲ କନ୍ୟାଙ୍କୁ ବିବାହ କରିବାକୁ ପହଞ୍ଚିଲେ ବର; ଆଉ ତା’ ପରେ…

ଟେକ୍ନୋଲୋଜି ଆମ ଜୀବନକୁ ଆହୁରି ସହଜ ସରଳ କରିଦେଇଛି। ଯାହାର ଜ୍ୱଳନ୍ତ ଉଦାହରଣ ହେଉଛି ଗୁଗ୍‌ଲ ମ୍ୟାପ। ଗୁଗ୍‌ଲ ମ୍ୟାପ୍‌ ସାହାଯ୍ୟରେ ଆପଣ ଅଜଣା ସ୍ଥାନକୁ ସହଜରେ ଯାଇପାରିବେ ଏବଂ ନିଜର ଗନ୍ତବ୍ୟସ୍ଥଳରେ ପହଞ୍ଚିପାରିବେ। କିନ୍ତୁ ବେଳେବେଳେ ଟେକ୍ନୋଲୋଜି ମଧ୍ୟ ଆପଣଙ୍କୁ…

ପୋଲିସ ହେପାଜତରୁ ଖସିଗଲେ ଗ୍ୟାଙ୍ଗଷ୍ଟର ହାଇଦର

କଟକ ଅଫିସ,୧୦।୪: କୁଖ୍ୟାତ ଗ୍ୟାଙ୍ଗଷ୍ଟର ହାଇଦର କଟକ ବଡ଼ ଡାକ୍ତରଖାନାର ସର୍ଜରୀ ଓ୍ବାର୍ଡରୁ ଫେରାର ହୋଇଯାଇଥିବା ସୂଚନା ମିଳିଛି। ସେ ଚିକିତ୍ସା ପାଇଁ ଏସ୍‌ସିବିରେ ଭର୍ତ୍ତି ହୋଇଥିବା ବେଳେ ପୋଲିସକୁ ଚକମା ଦେଖାଇ ଖସିଯାଇଛନ୍ତି। ସୂଚନାଯୋଗ୍ୟ, ୨୦୦୯ରେ ହାଇଦର ଗ୍ୟାଙ୍ଗଷ୍ଟର ସୁଲେମାନକୁ…

ଆଜି ରାଜ୍ୟରେ ସୁସ୍ଥ ହେଲେ ୪୦୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୦।୪(ବ୍ୟୁରୋ): ଶନିବାର ରାଜ୍ୟରୁ ୪୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ୍‌ରୁ ଜଣାପଡ଼ିଛି। ଆଜି ଖୋର୍ଦ୍ଧାରୁ ୭୩ ଜଣ ସୁସ୍ଥ ହୋଇଥିବା ବେଳେ କଳାହାଣ୍ଡିରୁ ୫୭ ଏବଂ ବରଗଡ଼ରୁ ୩୪ ଜଣ…

ଆଜି ରାଜଧାନୀରୁ ୧୭୧ ପଜିଟିଭ୍‌ ଚିହ୍ନଟ, ବଢୁଛି ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର,୧୦।୪(ବ୍ୟୁରୋ): ଶନିବାର ରାଜଧାନୀ ଭୁବନେଶ୍ୱରରୁ ୧୭୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୫ ଜଣ ଚିହ୍ନଟ ହୋଇଥିବା ବେଳେ ୧୨୬ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ବିଏମ୍‌ସି ଟୁଇଟ୍‌ କରି ସୂଚନା ଦେଇଛି। ସେହିପରି ଆଜି ରାଜଧାନୀରୁ ୫୩ ଜଣ…

୮ ମାସର ଶିଶୁକୁ ଗୁଳି ମାରିଲା ୩ ବର୍ଷର ଶିଶୁ

ଓ୍ବାଶିଂଟନ,୧୦।୪: କେବେ ଶୁଣିଛନ୍ତି ଜଣେ ୩ ବର୍ଷର ଶିଶୁ ଗୁଳି କରି ଜଣକ ଜୀବନ ନେଇପାରେ ବୋଲି। ଏମିତି ଏକ ଘଟଣା ଆମେରିକାରେ ଦେଖିବାକୁ ମିଳିଛି। ଫଳରେ ଆମେରିକାର ବନ୍ଧୁକ ରଖିବା ସଂସ୍କୃତିର ବିଭତ୍ସ ତଥା ନିଷ୍ଠୁର ଚେହେରା ସାମ୍ନାକୁ ଆସିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?