Home

ପ୍ରିୟଙ୍କାଙ୍କ ସ୍ବାମୀ ନିକ୍‌ ସକାଳୁ ଉଠି ପ୍ରଥମେ କରିଥାନ୍ତି ଏହି କାମ

ପ୍ରତ୍ୟେକ ଦମ୍ପତିଙ୍କ ଜୀବନରେ ଉତ୍ଥାନ-ପତ୍ତନ ଲାଗିରହିଥାଏ। ଏହି ସମସ୍ତ ବାଧାବିଘ୍ନକୁ ଅତିକ୍ରମ କରି ସେମାନେ ନିଜ ପ୍ରେମକୁ ବଜାୟ ରଖନ୍ତି ଏବଂ ସମ୍ପର୍କକୁ ଦୃଢ଼ କରିଥାନ୍ତି। ବଲିଉଡ୍‌ର ଏମିତି ଅନେକ ଦମ୍ପତି ରହିଛନ୍ତି ଯେଉଁମାନେ ଅନ୍ୟ ପାଇଁ ଉଦାହରଣ ପାଲଟିଛନ୍ତି। ସେମାନଙ୍କ…

ୟୁଜରଙ୍କ ଅସନ୍ତୋଷ ଆଗରେ ମୁଣ୍ଡ ନୁଆଁଇଲା ହ୍ବାଟ୍ସଆପ୍‌

ନୂଆଦିଲ୍ଲୀ,୧୬।୧: ମେସେଜିଂ ଆପ୍‌ ହ୍ବାଟ୍ସଆପ୍‌ର ନୂଆ ପ୍ରିଭେସି ପଲିସି ଅପ୍‌ଡେଟ୍‌ କରିବାର ଘୋଷଣା କରିଥିଲା। ଏହାକୁ ନେଇ ବ୍ୟବହାରକାରୀମାନେ ଅସନ୍ତୋଷ ପ୍ରକାଶ କରିଥିଲେ। ଏପରିକି ଲୋକମାନେ ଅନ୍ୟ ଆପ୍‌ଆଡକୁ ମୁହାଁଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ହ୍ବାଟ୍ସଆପ୍‌ ଏବେ ନିଜର ପ୍ରିଭେସି ଅପ୍‌ଡେଟ୍‌କୁ…

ଘନ କୁହୁଡ଼ି: ବିମାନ ଉଡ଼ାଣ ବାତିଲ, ରେଳ ସେବା ବ୍ୟାହତ, ଏକ୍ସପ୍ରେସ୍‌ ଓ୍ବେରେ ୨୫ ଗାଡ଼ି ଦୁର୍ଘଟଣା

ନୂଆଦିଲ୍ଲୀ,୧୬।୧: ଘନ କୁହୁଡି ଯୋଗୁ ଦିଲ୍ଲୀ ଏନ୍‌ସିଆର୍‌ରେ ସଙ୍କଟ ସୃଷ୍ଟି ହୋଇଛି। ୨-୩ ମିଟର ଦୂରରୁ ଦେଖିବା ମଧ୍ୟ ସମ୍ଭବ ହେଉ ନାହିଁ। ସୁରକ୍ଷା ଦୃଷ୍ଟିରୁ କେତେକ ବିମାନର ଉଡ଼ାଣକୁ ବାତିଲ କରାଯାଇଛି। ସେହିପରି ଟ୍ରେନ୍‌ ଚଳାଚଳ ମଧ୍ୟ ବ୍ୟାହତ ହୋଇଛି।…

୪ ଲକ୍ଷ ଟଙ୍କାର ଚପଲ ପିନ୍ଧି ପାର୍ଟିରେ ପହଞ୍ଚିଥିଲେ ଅନୁଷ୍କା, ପୋଷାକର ମୂଲ୍ୟ ଥିଲା…

ନୂଆବର୍ଷ ଅବସରରେ ଯାହା ସହିତ ସମୟ ବିତାଇବେ ବର୍ଷସାରା ତା’ସହ ରହିବେ ବୋଲି କୁହାଯାଏ। ୨୦୨୦ ଆରମ୍ଭର ଗୋଟିଏ ଦିନ ପୂର୍ବରୁ ଅନୁଷ୍କା ଶର୍ମା ସ୍ବାମୀ ବିରାଟ କୋହଲିଙ୍କ ସହ ସ୍ବୀଜରଲାଣ୍ଡର ଡିଷ୍ଟାଡ ପ୍ୟାଲେସରେ ରହିଥିଲେ। ଏହି ସମୟରେ ତାଙ୍କ ସହ…

୯୫ ପ୍ରତିଶତ ଡ୍ରାଇଭରଙ୍କୁ ଜଣା ନାହିଁ ଟ୍ରାଫିକ୍‌ ନିୟମ

ନୂଆଦିଲ୍ଲୀ,୧୬।୧: ଦେଶରେ ଘଟୁଥିବା ସଡ଼କ ଦୁର୍ଘଟଣା ପାଇଁ ଗାଡ଼ି ଡ୍ରାଇଭର ମୁଖ୍ୟତଃ ଦାୟୀ। ୯୫ ପ୍ରତିଶତ ଡ୍ରାଇଭରଙ୍କୁ ଟ୍ରାଫିକ୍‌ ନିୟମ ଜଣା ନାହିଁ। ପ୍ରଚଳିତ ୫୦ ପ୍ରତିଶତ ଟ୍ରାଫିକ୍‌ ନିୟମ ସମ୍ପର୍କରେ ଡ୍ରାଇଭରଙ୍କୁ ଅଜଣା। ଏକ୍ଷେତ୍ରରେ ଦିଲ୍ଲୀ ଏବଂ ବେଙ୍ଗାଲୁରୁର ଡ୍ରାଇଭର…

ନବମ ଶ୍ରେଣୀରେ ଫେଲ ହୋଇଥିଲେ ଏହି ଲୋକପ୍ରିୟ ଅଭିନେତା: ଆଲିଆଙ୍କ ପରେ ଏବେ କିଆରାଙ୍କ ପ୍ରେମରେ ହେଉଛନ୍ତି ଉବୁଟୁବୁ

ବମ୍ବେ: କରନ୍‌ ଜୋହରଙ୍କ ଫିଲ୍ମ ‘ଷ୍ଟୁଡେଣ୍ଟ ଅଫ୍‌ ଦ ଇୟର’ରୁ ଡେବ୍ୟୁ କରିଥିବା ସିର୍ଦ୍ଧାର୍ଥ ମଲହୋତ୍ରା ଏବେ ଆଗଧାଡ଼ିର ନାୟକଙ୍କ ମଧ୍ୟରୁ ଜଣେ। ନିଜର ଲୁକ୍‌ ସହ ଅଭିନୟକୁ ନେଇ ମହିଳା ପ୍ରଶଂସକଙ୍କ ହୃଦୟ ଜିଣନ୍ତି ସେ। ଆଜି ସେ ନିଜର…

ନବୀନ ପୁଣି ନମ୍ବର ଓ୍ବାନ୍‌

ଭୁବନେଶ୍ୱର,୧୬।୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣି ନମ୍ବର ଓ୍ବାନ୍‌ ହୋଇଛନ୍ତି । ଦେଶର ସବୁଠୁ ଭଲ ଓ ଏକ ନମ୍ବର ମୁଖ୍ୟମନ୍ତ୍ରୀ ହେବାର ଗୌରବ ଅର୍ଜନ କରିଛନ୍ତି। ସି ଭୋଟର ଏବଂ ଏବିପି ଦେଶ୍‌କା ମୁଡ୍‌ ସର୍ଭେରୁ ଏହା ସ୍ପଷ୍ଟ ହୋଇଛି।…

ପାଣ୍ଡ୍ୟା ଭାଇଙ୍କ ଉପରେ ଭାଙ୍ଗିଲା ଦୁଃଖର ପାହାଡ଼: ହୃଦ୍‌ଘାତରେ ପିତାଙ୍କ ନିଧନ

ନୂଆଦିଲ୍ଲୀ,୧୬।୧: ଭାରତୀୟ କ୍ରିକେଟର୍‌ ହାର୍ଦ୍ଦିକ ପାଣ୍ଡ୍ୟା ଏବଂ କ୍ରୁଣାଳ ପାଣ୍ଡ୍ୟାଙ୍କ ବାପା ହିମାଂଶୁ ପାଣ୍ଡ୍ୟାଙ୍କ ଶନିବାର ନିଧନ ହୋଇଛି। ହୃଦ୍‌ଘାତରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିବା ପରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି। କ୍ରିକେଟ ସହ ଅନ୍ୟାନ୍ୟ କ୍ଷେତ୍ର ସହ ଜଡ଼ିତ…

ଦିଲ୍ଲୀ ଏମ୍ସ୍‌ର କରୋନା ଯୋଦ୍ଧା ନେଲେ ପ୍ରଥମ ଟିକା

ନୂଆଦିଲ୍ଲୀ,୧୬।୧: ଦେଶରେ ଶନିବାରଠାରୁ ସାର୍ବଜନୀକ କରୋନା ଟିକାକରଣ ଅଭିଯାନ ଆରମ୍ଭ ହୋଇଛି। ପ୍ରଥମ ଟିକା ଦିଲ୍ଲୀ ଏମ୍ସ୍‌ର କରୋନା ଯୋଦ୍ଧାଙ୍କୁ ଦିଆଯାଇଛି। ହସ୍ପିଟାଲର ସଫେଇ କର୍ମଚାରୀ ମନିଶ କୁମାର ପ୍ରଥମେ ଟିକା ନେଇଛନ୍ତି। ଏହି ଅବସରରେ କେନ୍ଦ୍ରୀୟ ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ, ଏମ୍ସ୍‌ର…

ପ୍ରତୀକ୍ଷାର ଅନ୍ତ ଘଟିଲା, ଆସିଲା କରୋନା ଟିକା: ମୋଦି

ନୂଆଦିଲ୍ଲୀ,୧୬।୧: ଶେଷରେ ପ୍ରତୀକ୍ଷାର ଅନ୍ତ ଘଟିଛି। ଏବେ ଦେଶବାସୀଙ୍କୁ କରୋନା ଟିକା ଦିଆଯିବାର ସମୟ ଆସିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ସାର୍ବଜନୀକ ଟିକାକରଣ ଅଭିଯାନର ଶୁଭାରମ୍ଭ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ କରି ଏପରି କହିଛନ୍ତି। ଭାରତରେ ସର୍ବବୃହତ୍‌ ଟିକାକରଣ…

‘ସ୍ପୁଟ୍‌ନିକ୍‌-ଭି’ର ତୃତୀୟ ପର୍ଯ୍ୟାୟ ପରୀକ୍ଷା ପାଇଁ ମଞ୍ଜୁରୀ

ନୂଆଦିଲ୍ଲୀ,୧୬।୧: ଭାରତ କରୋନା ଟିକା ପ୍ରସ୍ତୁତି କ୍ଷେତ୍ରରେ ପୃଥିବୀର ଅନ୍ୟ ଦେଶ ତୁଳନାରେ ବେଶ୍‌ ଆଗୁଆ ରହିଛି। ଦେଶରେ ସାର୍ବଜନୀକ ଭାବେ କୋଭିଶିଲ୍ଡ୍‌ ଏବଂ କୋଭ୍ୟାକ୍ସିନ୍‌ର ଟିକାକରଣ ଆରମ୍ଭ କରାଯାଇଛି। ଇତିମଧ୍ୟରେ ରୁଷ୍‌ ଦ୍ୱାରା ପ୍ରସ୍ତୁତ କରୋନ ପ୍ରତିଷେଧକ ଟିକା ସ୍ପୁଟନିକ୍‌-ଭିର…

ଏସ୍‌-୪୦୦ ମିଶାଇଲ୍‌ ଡିଫେନ୍ସ୍‌ ସିଷ୍ଟମ୍‌ ବାଟରେ କଣ୍ଟା ସାଜିଛି ଆମେରିକା

ନୂଆଦିଲ୍ଲୀ,୧୬।୧: ଭାରତର ପ୍ରତିରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଲାଗି ରୁଷ୍‌ଠାରୁ ଏସ୍‌-୪୦୦ ମିଶାଇଲ୍‌ ଡିଫେନ୍ସ୍‌ ସିଷ୍ଟମ କିଣାଯିବା ଲାଗି ଚୁକ୍ତି ସ୍ବାକ୍ଷର ହୋଇଛି। ତେବେ ବାଟରେ ଆମେରିକା କଣ୍ଟା ସାଜିଛି। ଭାରତର ଏହି ଚୁକ୍ତିକୁ ରଦ୍ଦ କରିବା ଲାଗି ରାଷ୍ଟ୍ରପତି ଡୋନାଲ୍ଡ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri