Home

ପ୍ରଧାନମନ୍ତ୍ରୀଙ୍କୁ ସୁରକ୍ଷା ଦେବ ଆଣ୍ଟିଡ୍ରୋନ୍‌ ସିଷ୍ଟମ୍‌

ନୂଆଦିଲ୍ଲୀ, ୩୦।୧୧(ପି.ଟି.): ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ (ଡିଆର୍‌ଡିଓ) ଶତ୍ରୁପକ୍ଷର ଡ୍ରୋନ୍‌କୁ ଧ୍ୱଂସ କରିବା ପାଇଁ ଏକ ଆଣ୍ଟିଡ୍ରୋନ୍‌ ପ୍ରଯୁକ୍ତିର ବିକାଶ କରିଛି। ସଶସ୍ତ୍ର ବାହିନୀ ପାଇଁ ଏହି ଆଣ୍ଟିଡ୍ରୋନ୍‌ ସିଷ୍ଟମ ଭାରତ ଇଲେକ୍ଟ୍ରୋନିକ୍ସ ନିର୍ମାଣ କରିବ। ୨୦୨୦ ବର୍ଷ…

ଅଷ୍ଟ୍ରେଲିଆକୁ ବଡ ଝଟ୍‌କା

ସିଡନୀ,୩୦।୧୧: ଭାରତ ବିପକ୍ଷ ସୀମିତ ଓଭର ସିରିଜର ଅବଶିଷ୍ଟ ମ୍ୟାଚରୁ ଅଷ୍ଟ୍ରେଲିଆର ବିସ୍ଫୋରକ ଓପନର୍‌ ଡେଭିଡ ୱାର୍ନର ବାଦ୍‌ ପଡିଛନ୍ତି। ରବିବାର ସିଡନୀରେ ଚାଲିଥିବା ଦ୍ୱିତୀୟ ଦିନିକିଆରେ ଗୋଡ ଆଘାତ ଯୋଗୁ ତାଙ୍କୁ ପଡ଼ିଆ ଛାଡିବାକୁ ପଡିଥିଲା। ବୁଧବାର ଖେଳାଯିବାକୁ ଥିବା…

୪୦ କୃଷକଙ୍କୁ ହତ୍ୟା

ମାଇଡୁଗୁରି, ୩୦।୧୧: ନାଇଜେରିଆର ବର୍ନୋ ରାଜ୍ୟରେ ଇସ୍‌ଲାମୀୟ ଆତଙ୍କବାଦୀ ସଂଗଠନ ବୋକୋ ହାରାମ ସଦସ୍ୟଙ୍କ ଆକ୍ରମଣରେ ୪୦ ଜଣ କୃଷକ ପ୍ରାଣ ହରାଇଛନ୍ତି। ସେମାନେ ଧାନ ବିଲରେ ଫସଲ ଅମଳ କରୁଥିବାବେଳେ ଆକ୍ରମଣ ହୋଇଥିଲା। ବର୍ନୋ ସମ୍ପ୍ରଦାୟ ଧାନଚାଷ ପାଇଁ ଜଣାଶୁଣା।…

ଘରକୁ ଫେରୁଛନ୍ତି ଜିଲା ବାହାର ଶ୍ରମିକ

ବରଗଡ଼ ଅଫିସ,୩୦ା୧୧:ମହାମାରୀ କରୋନା ସଭିଁଙ୍କ ରୋଜଗାର ଛଡ଼ାଇ ନେଇଛି। ଏଥିରେ ଶ୍ରମଜୀବୀ ଶ୍ରେଣୀର ଲୋକେ ଅଧିକ ପ୍ରଭାବିତ ହୋଇଛନ୍ତି। କରୋନା ସଂକ୍ରମଣ ଆରମ୍ଭ ହେବାଠାରୁ ଶ୍ରମିକଙ୍କ ଦୁର୍ଦ୍ଦଶା ବଢ଼ି ଯାଇଛି ଯେ, ତାହା ଥମିବାର ନାଁ ନେଉ ନାହିଁ। ଚଳିତ ଧାନ…

୧ ନିୟୁତ ଡଲାର ଦେବ ଏସ୍‌ଏଫ୍‌ଜେ

ନୂଆଦିଲ୍ଲୀ, ୩୦।୧୧(ଆଇଏଏନ୍‌ଏସ୍‌): ହଜାର ହଜାର କୃଷକ ଦିଲ୍ଲୀର ତିନୋଟି ଆନ୍ତଃରାଜ୍ୟ ସୀମାରେ ଆନ୍ଦୋଳନ ଚଳାଇଥିବାବେଳେ ବେଆଇନ ପୃଥକବାଦୀ ସଂଗଠନ ‘ଶିଖ୍‌ସ ଫର୍‌ ଜଷ୍ଟିସ୍‌’ (ଏସ୍‌ଏଫ୍‌ଜେ) ଗୋଳିଆ ପାଣିରୁ ମାଛ ଧରିବାକୁ ଉଦ୍ୟମ କରିଛି। ହରିୟାଣାରେ ପୋଲିସ କାର୍ଯ୍ୟାନୁଷ୍ଠାନରେ ଆହତ ଓ କ୍ଷତିଗ୍ରସ୍ତ…

ଧ୍ରୁବୀକରଣର ପ୍ରୟୋଗଶାଳା

ହାଇଦ୍ରାବାଦ/ନୂଆଦିଲ୍ଲୀ,୩୦ା୧୧: ଡିସେମ୍ବର ୧ରେ ହେବାକୁ ଥିବା ଗ୍ରେଟର ହାଇଦ୍ରାବାଦ ମ୍ୟୁନିସିପାଲ କର୍ପୋରେଶନ (ଜିଏଚ୍‌ଏମ୍‌ସି) ନିର୍ବାଚନ ଉଭୟ ଜାତୀୟ ଓ ଆଞ୍ଚଳିକ ଦଳଗୁଡ଼ିକ ପାଇଁ ଅଗ୍ନିପରୀକ୍ଷା ହୋଇଛି। ହାଇଦ୍ରାବାଦ ତେଲଙ୍ଗାନାର ରାଜଧାନୀ ଓ ଅର୍ଥନୈତିକ ଇଞ୍ଜିନ ହୋଇଥିବାରୁ ନିର୍ବାଚନ ଜିତିବା ପାଇଁ ଶାସକ…

୧୬୩ ଆହାର କେନ୍ଦ୍ରରେ ୧୭୦୦ ଏସ୍‌ଏଚ୍‌ଜି ମହିଳା

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ) :ରାଜ୍ୟ ସରକାରଙ୍କ ଜନକଲ୍ୟାଣକାରୀ ଆହାର କାର୍ଯ୍ୟକ୍ରମ ସଫଳତାର ଶିଖର ଛୁଇଁଛି। ରାଜ୍ୟର ଗରିବ ଓ ଅସହାୟ ଲୋକଙ୍କୁ ଖାଦ୍ୟ ଯୋଗାଉଥିବା ଆହାର କେନ୍ଦ୍ରଗୁଡ଼ିକ ନୂଆ ରେକର୍ଡ ସୃଷ୍ଟି କରିଛି। ୧୬୩ ଆହାର କେନ୍ଦ୍ରରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି)ର…

କରୋନାରେ ଆଖିବୁଜିଲେ ଭାଜପା ବିଧାୟିକା

ଜୟପୁର,୩୦।୧୧: ଦେଶରେ କରୋନା ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ଏବେ ରାଜସ୍ଥାନ ରାଜସମନ୍ଦର ଭାରତୀୟ ଜନତା ପାର୍ଟି ବିଧାୟିକା କିରଣ ମାହେଶ୍ୱରୀ କରୋନାରେ ପରଳୋକେ ଘଟିଛି। କରୋନା ଆକ୍ରାନ୍ତ ହୋଇ ସେ ହରିୟାଣାର ଗୁରୁଗ୍ରାମରେସ୍ଥିତ ମେଦାନ୍ତା ହସ୍ପିଟାଲରେ ଚିକିତ୍ସନ୍‌ିତ ହେଉଥିଲେ। ରାଜସ୍ଥାନର…

ସଂସ୍କୃତ କଲେଜରେ ଚାକିରିଆ ଛାତ୍ର

ଯାଜପୁର ଅଫିସ,୩୦ା୧୧:ଯାଜପୁର ଜିଲା ସୀମାନ୍ତବର୍ତ୍ତୀ କଟକ ଜିଲା ମାହାଙ୍ଗା ବ୍ଲକ ଅଧୀନ କଇଥା ତ୍ରିନାଥପୁର ମୀରାଦେବୀ ସଂସ୍କୃତ କଲେଜରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଛାତ୍ରୀଛାତ୍ରଙ୍କଠାରୁ ବିନା ରସିଦରେ ଅର୍ଥ ଆଦାୟ ଏବଂ କେତେଜଣ ବାହାରେ ଚାକିରି କରି ଏହି କଲେଜରେ…

ସାଢେ ୬ ମାସ ପରେ ପୁରୀରେ ପଜିଟିଭ ଶୂନ

ପୁରୀ ଅଫିସ,୩୦ା୧୧: ଦୀର୍ଘ ସାଢ଼େ ୬ମାସ ପରେ ପୁରୀ ସହରର ଦୈନିକ କରୋନା ପଜିଟିଭ ସଂଖ୍ୟା ଶୂନ ରହିଛି। ରବିବାର ପୁରୀ ଜିଲାରୁ ୧୫ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ପୌରାଞ୍ଚଳରୁ କୌଣସି ସଂକ୍ରମିତ ବାହାରି ନାହାନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ…

ବୋଇତ ବନ୍ଦାଣ ଉପରେ କଟକଣା: ସଂସ୍କୃତି, ପରମ୍ପରା ପ୍ରତି କୁଠାରାଘାତ

ଖୋର୍ଦ୍ଧା ଅଫିସ,୩୦ା୧୧:ପବିତ୍ର କାର୍ତ୍ତିକ ମାସକୁ ଧର୍ମ ମାସ ବୋଲି କୁହାଯାଏ। ଓଡ଼ିଆ ପରମ୍ପରା ଅନୁଯାୟୀ ପଞ୍ଚକ ଶେଷଦିନ କାର୍ତ୍ତିକ ପୂର୍ଣ୍ଣମୀରେ ସମୁଦ୍ର ଓ ପୁଷ୍କରିଣୀରେ ଡଙ୍ଗା ଭସାଯିବା ସହ ବୋଇତ ବନ୍ଦାଣ କରାଯାଇଥାଏ। ତେବେ ଚଳିତ ବର୍ଷ କରୋନା ମହାମାରୀକୁ ଦୃଷ୍ଟିରେ…

ଭକ୍ତିସଙ୍ଗୀତରେ ଭିଜିଲା ସିଂହଦ୍ୱାର

ପୁରୀ ଅଫିସ,୩୦ା୧୧:ପବିତ୍ର ବୈକୁଣ୍ଠ ଚତୁର୍ଦ୍ଦଶୀ ଅବସରରେ ରବିବାର ଶ୍ରୀମନ୍ଦିର ସିଂହଦ୍ୱାର ଅଞ୍ଚଳ ଭକ୍ତି ସଙ୍ଗୀତରେ ଭିଜିଥିଲା। ପ୍ରବୀଣ ଓ ନବୀନ କଣ୍ଠଶିଳ୍ପୀଙ୍କ ଭାବଭକ୍ତିର ସଙ୍ଗୀତରେ ବିଭୋର ହୋଇଥିଲେ ଶ୍ରୋତା। ଏକ ଭକ୍ତିମୟ ପରିବେଶରେ ସମସ୍ତେ ମହାପ୍ରଭୁଙ୍କ ପାଖରେ ସମର୍ପିତ ହୋଇଯାଇଥିଲେ। ଏମିତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri