Home

ଟି-୨୦ ବଡ଼ କାରନାମା କଲେ ବିରାଟ କୋହଲି: ବାବର ଆଜମଙ୍କୁ ପଛରେ ପକାଇଲେ

ବେଙ୍ଗାଲୁରୁ,୨୫।୪:ଆଇପିଏଲ ୨୦୨୫ର ୪୨ତମ ମ୍ୟାଚ ବେଙ୍ଗାଲୁରୁର ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ RCB ଦଳ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୨୦୫ ରନ କରିଥିଲା। ବିରାଟ କୋହଲି…

ପଞ୍ଚାୟତିରାଜ ଅନୁଷ୍ଠାନ ସଶକ୍ତ ହେଲେ ବିକଶିତ ଓଡ଼ିଶା ସମ୍ଭବ

ବରଗଡ,୨୫।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗୁରୁବାର ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ ହୋଇଯାଇଛି। ବରଗଡ଼ ଗୋରୁ ମାର୍କେଟ ପରିସରରେ ଅନୁଷ୍ଠିତ ଜିଲାସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ କାର୍ଯ୍ୟକ୍ରମରେ ବରଗଡ ବିଧାୟକ ଅଶ୍ୱିନୀ କୁମାର ଷଡ଼ଙ୍ଗୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ନିଜ ଅଭିଭାଷଣରେ…

ଜନସମ୍ପର୍କ ଶିବିର: ପୋଲିସ-ଜନସାଧାରଣଙ୍କ ମଧ୍ୟରେ ସୁସମ୍ପର୍କ ସୃଷ୍ଟି କରିବାକୁ ପ୍ରୟାସ

ଥୁଆମୂଳ ରାମପୁର,୨୫।୪(ଦୁର୍ଗା କୀର୍ତ୍ତି): ପୋଲିସ ଓ ସାଧାରଣ ଜନତାଙ୍କ ମଧ୍ୟରେ ସୁସମ୍ପର୍କ ସ୍ଥାପନ କରିବା ପାଇଁ ବିଭିନ୍ନ ଦୁର୍ଗମ ଅଞ୍ଚଳରେ ପୋଲିସର ଜନସମ୍ପର୍କ ଶିବିରମାନ ଆୟୋଜନ କରି ପୋଲିସ ଓ ଜନସାଧାରଣଙ୍କ ମଧ୍ୟରେ ବିଶ୍ବାସ ଭାବଜାଗ୍ରତ କରିବା ଉଦ୍ଦେଶ୍ୟରେ ପ୍ରୟାସ କରି…

ପହଲଗାମ ମୃତକଙ୍କୁ ନାଗରିକ ମଞ୍ଚ ପକ୍ଷରୁ ଶ୍ରଦ୍ଧାଞ୍ଜଳି

ଦିଗପହଣ୍ଡି,୨୫।୪(ଅଶେଷ ନାଥ ମିଶ୍ର): ଜମ୍ମୁ-କଶ୍ମୀରର ପହଲଗାମ ଠାରେ ଆତଙ୍କବାଦୀ ଆକ୍ରମଣରେ ଅନେକ ପର୍ଯ୍ୟଟକ ମୃତ୍ୟୁବରଣ ହୋଇଛନ୍ତି। ସେମାନଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଆତଙ୍କବାଦ ବିରୋଧରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ନାଗରିକ ମଞ୍ଚ ପକ୍ଷରୁ ଗୁରୁବାର…

Pahalgam Terror Attack: ସରକାର ମାନିଲେ ସୁରକ୍ଷାରେ ହୋଇଛି ତ୍ରୁଟି, ରିଜିଜୁ କହିଲେ…

ନୂଆଦିଲ୍ଲୀ,୨୪।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ସମ୍ପର୍କରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ଅଧ୍ୟକ୍ଷତାରେ ଦିଲ୍ଲୀରେ ଏକ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ସମସ୍ତ ଦଳ ଏହି Terror Attackକୁ ନିନ୍ଦା କରିଥିଲେ। ବୈଠକ ଶେଷ ହେବା ପରେ, କେନ୍ଦ୍ର…

ଛାତ୍ରୀଛାତ୍ର ପାଳିଲେ ଧରିତ୍ରୀ ଦିବସ: ପ୍ଲାଷ୍ଟିକମୁକ୍ତ ପରିବେଶକୁ ଗୁରୁତ୍ବ

ବରଗଡ଼,୨୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ପୁରୁଷୋତ୍ତମ ସରକାରୀ ଉଚ୍ଚ ବିଦ୍ୟାଳୟ, ରୁଚିଦାରେ ବୁଧବାର ଧରିତ୍ରୀ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଜୟ କୁମାର ମେହେରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଶିକ୍ଷାବିତ୍‌ ଯୋଗେଶ ଚନ୍ଦ୍ର…

ଆକ୍ରମଣ ପାଇଁ ପ୍ରସ୍ତୁତ ହେଲଣି ଭାରତୀୟ ବାୟୁସେନା? ଆକାଶରେ ଗର୍ଜିଲା ସୁଖୋଇ Su-30, ରାଫେଲ

ନୂଆଦିଲ୍ଲୀ,୨୪।୪: ପାକିସ୍ତାନ ପ୍ରାୟୋଜିତ ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ, ଭାରତର ପ୍ରତିକ୍ରିୟା କଠୋର ଏବଂ ଆକ୍ରମଣାତ୍ମକ ହେବାରେ ଲାଗିଛି। ଭାରତୀୟ ବାୟୁସେନା ‘Aakraman’ ଅଭ୍ୟାସ ଆରମ୍ଭ କରିଛି, ଯାହା କେନ୍ଦ୍ରୀୟ କ୍ଷେତ୍ରରେ ଏକ ବଡ଼ ସ୍ତରରେ ଆୟୋଜିତ ହେଉଛି। ଏହି ଅଭ୍ୟାସରେ…

ଜଙ୍ଗଲରେ ନିଆଁ: ଆୟତ୍ତ କଲେ ସ୍ବେଚ୍ଛାସେବୀ, ବନ କର୍ମଚାରୀ

ବରଗଡ଼,୨୪।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ସହର ଉପକଣ୍ଠ ତୁରୁଙ୍ଗା – ବଗେଇବିରା ଗ୍ରାମ୍ୟ ଜଙ୍ଗଲରେ ଗୁରୁବାର ସନ୍ଧ୍ୟାରେ କୌଣସି କାରଣରୁ ନିଆଁ ଲାଗିଯାଇଥିଲା। ସ୍ଥାନୀୟ ବୈଷ୍ଣୋଦେବୀ ପୀଠ ପାହାଡ଼ର ବୁଦ୍ଧ ବିହାର ନିକଟରେ ନିଆଁ ଲାଗିଯିବା ଘଟଣା ବିଷୟରେ ହରେକୃଷ୍ଣ କର…

ନ୍ୟାସନାଲ ହେରାଲ୍ଡ ମାମଲା, ED ସ୍କାନରରେ ଗାନ୍ଧୀ ପରିବାର

ନୂଆଦିଲ୍ଲୀ,୨୪।୪: ସ୍ବାଧୀନତା ପରବର୍ତ୍ତୀ ରାଜନୈତିକ ମାନଚିତ୍ରରେ ଦୀର୍ଘ ଦିନ ଧରି ହଜି ଯାଇଥିବା ନ୍ୟାସନାଲ ହେରାଲ୍ଡ ମାମଲା ପୁଣିଥରେ ଜାତୀୟ ସ୍ତରରେ ଚର୍ଚ୍ଚାକୁ ଆସିଛି – ଏଥର, ଆର୍ଥିକ ଦୁର୍ନୀତିର ଏକ ଧାରା ସିଧାସଳଖ ଗାନ୍ଧୀ ପରିବାରର ଦ୍ୱାରଦେଶକୁ ନେଇଛି। ପ୍ରବର୍ତ୍ତନ…

୫୦ ହଜାର ଟଙ୍କା ଯୌତୁକ ଦାବିରେ ନିର୍ଯ୍ୟାତନା ସହ ହତ୍ୟା ଉଦ୍ୟମ ଅଭିଯୋଗ

ହିଞ୍ଜିଳିକାଟୁ, ୨୪।୪(ଦ୍ବିତୀକୃଷ୍ଣ ପଣ୍ଡା): ବିବାହର ୬ ମାସ ପରଠାରୁ ଅଧିକ ୫୦ ହଜାର ଟଙ୍କା ଯୌତୁକ ଦାବି କରି ଶ୍ୱଶୁର ଘର ଲୋକେ ବୋହୂଙ୍କୁ ଶାରୀରିକ ଓ ମାନସିକ ନିର୍ଯ୍ୟାତନା ଦେବା ସହ ହତ୍ୟା ଉଦ୍ୟମ କରିବା ନେଇ ନିର୍ଯ୍ୟାତନାର ଶିକାର…

MEAର ଚେତାବନୀ: ଭିଜା ଅବଧି ଶେଷ ହେବା ପୂର୍ବରୁ ଭାରତ ଛାଡନ୍ତୁ ପାକିସ୍ତାନୀ, ୨୯ ପରେ ମେଡିକାଲ ଭିଜା ବି…

ନୂଆଦିଲ୍ଲୀ,୨୪।୪: ଭାରତ ସରକାର ପାକିସ୍ତାନୀ ନାଗରିକଙ୍କ ପାଇଁ ଭିଜା ସେବା ତୁରନ୍ତ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ବୈଦେଶିକ ମନ୍ତ୍ରଣାଳୟ (MEA) କହିଛି ଯେ ପାକିସ୍ତାନୀ ନାଗରିକଙ୍କୁ ଜାରି କରାଯାଇଥିବା ସମସ୍ତ ଭିଜା ୨୭ ଏପ୍ରିଲରୁ ବାତିଲ ବୋଲି ବିବେଚନା କରାଯିବ।…

ଗ୍ରୋସରି ଦୋକାନରେ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କା ମୂଲ୍ୟର ସାମଗ୍ରୀ ଜଳିଗଲା

ଦିଗପହଣ୍ଡି,୨୪।୪ (ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ବଡଦାଣ୍ଡ ସାହିର ନର୍ମଦା ସାହୁ ଙ୍କ ଗ୍ରୋସରୀ ଦୋକାନରେ ଗୁରୁବାର ସନ୍ଧ୍ୟା ପ୍ରାୟ ୬ ଟାରେ ଅଗ୍ନିକାଣ୍ଡ ଯୋଗୁ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳି ଯାଇଛି।ଖବର ପାଇ ଦିଗପହଣ୍ଡି ଅଗ୍ନିଶମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri