୬ ବର୍ଷରେ ଗଲାଣି ୮୩୬ ବନ୍ୟପ୍ରାଣୀଙ୍କ ଜୀବନ
ଭୁବନେଶ୍ୱର,୩ା୩(ବ୍ୟୁରୋ): ରାଜ୍ୟରେ ବନ୍ୟଜନ୍ତୁ ସୁରକ୍ଷିତ ନାହାନ୍ତି। ଜଙ୍ଗଲ ହ୍ରାସ ଏବଂ ଖାଦ୍ୟପାନୀୟ ଅଭାବ ଯୋଗୁ ଅନେକ ପ୍ରଜାତିର ଜୀବଜନ୍ତୁ ସବୁଦିନ ପାଇଁ ଧ୍ୱଂସ ପାଇଗଲେଣି। ଯେଉଁ କେତେକ ବଞ୍ଚି ରହିଛନ୍ତି ସେମାନେ ନିଜର ଅସ୍ତିତ୍ୱ ବଞ୍ଚାଇବା ପାଇଁ ମନ୍ୟୁଷ ଓ ପ୍ରକୃତି…
କଂଗ୍ରେସ ବନାମ କଂଗ୍ରେସ
ନୂଆଦିଲ୍ଲୀ,୩ା୩: ବୁଡ଼ିଗଲା ଗୋଡ଼ ତଳକୁ ତଳକୁ। ନିର୍ବାଚନରେ ଲଗାତର ପରାଜୟର ମୁହଁ ଦେଖୁଥିବା ଭାରତର ସର୍ବପୁରାତନ ଦଳ କଂଗ୍ରେସ ପାଇଁ ଏବେ ସମ୍ଭବତଃ ଏହି ଉକ୍ତି ପ୍ରଯୁଜ୍ୟ। ଯେଉଁମାନେ ଦିନେ ଗାନ୍ଧୀ ପରିବାରର ପରମ ଅନୁଗତ ଥିଲେ, ସେମାନେ ଆଜି ଭିନ୍ନ…
୫୦ ହଜାର ପିଲାଙ୍କ ଆକାଉଣ୍ଟକୁ ଗଲା ୧୦୧ କୋଟି
ଭୁବନେଶ୍ୱର,୩ା୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନ୍ଫରେନ୍ସ ଜରିଆରେ ୫-ଟି କାର୍ଯ୍ୟକ୍ରମ ଅଧୀନରେ ଅନୁସୂଚତି ଜାତି, ଜନଜାତି ବିକାଶ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ଆରମ୍ଭ କରିଛନ୍ତି। ଏଥିରେ ୩ଟି ଆକାଂକ୍ଷା ହଷ୍ଟେଲ ଓ ୬୮ଟି ଅନ୍ୟ ଛାତ୍ରାବାସ ଉଦ୍ଘାଟନ, ହଷ୍ଟେଲରେ…
କେବଳ ଅର୍ଥ ପାଇଁ ଉଦ୍ୟୋଗୀ ହୋଇନି
ରାଜ୍ୟରେ ଇଲେକ୍ଟ୍ରୋନିକ୍ ଯାନ (ଇଭିଏସ୍) ଉତ୍ପାଦନ କେନ୍ଦ୍ର ପ୍ରତିଷ୍ଠା କ୍ଷେତ୍ରରେ ଓମ୍ଜୟ ଇଭି ଲିଃ ପ୍ରଥମ ଓଡ଼ିଶାଭିତ୍ତିକ କମ୍ପାନୀ। ୨୦୧୮ରେ କମ୍ପାନୀ ନିଜ ବ୍ରାଣ୍ଡ୍ ନେମ୍ ‘ଇଇଭିଇ’ରେ ଇଲେକ୍ଟ୍ରୋନିକ୍ ଯାନକୁ ବଜାର ପ୍ରବେଶ କରାଇଥିଲା। ଏହି ବ୍ରାଣ୍ଡ୍ ଏବେ ଓଡ଼ିଶା ସମେତ…
କାମରେ ଲାଗୁନି ତାପମାପକ ଯନ୍ତ୍ର
ଢେଙ୍କାନାଳ ଅଫିସ, ୩।୩ – ବଦଳୁଛି ପାଣିପାଗ। ଖରାଦିନେ କଲବଲ କରୁଛି ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ। ବର୍ଷାଦିନେ ପ୍ରବଳ ବର୍ଷାରେ ସୃଷ୍ଟି ହେଉଛି ଜଳବନ୍ଦୀ ପରିସ୍ଥିତି। ଶୀତ ଦିନ ଥରାଉଛି ଜାଡ଼। ବଦଳୁଥିବା ଋତୁ ଅନୁଯାୟୀ ଜନସାଧାରଣଙ୍କୁ ସତର୍କ କରାଇବା, ଚାଷୀଙ୍କୁ ଆଗୁଆ…
ଖଣି, ଇସ୍ପାତ ଉତ୍ପାଦନ ଅଭିବୃଦ୍ଧି ଉପରେ ଫୋକସ୍
ଭୁବନେଶ୍ୱର, ୩ା୩(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ତାଙ୍କ ନୂଆଦିଲ୍ଲୀସ୍ଥିତ ବାସଭବନରେ ଆର୍ସେଲର ମିତ୍ତଲର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ଲକ୍ଷ୍ମୀନିବାସ ମିତ୍ତଲ ଏବଂ ସିଇଓ ଆଦିତ୍ୟ ମିତ୍ତଲଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ବୈଠକରେ ଓଡ଼ିଶାରେ ଇସ୍ପାତ ଉତ୍ପାଦନ, ଖଣିକ୍ଷେତ୍ରର ଅଭିବୃଦ୍ଧି…
ରେଲଓ୍ବେ ପରୀକ୍ଷାର୍ଥୀଙ୍କୁ ହୋମ୍ କ୍ୱାରାଣ୍ଟାଇନ୍ରୁ ବାଦ୍ ଦିଅ
ଭୁବନେଶ୍ୱର,୩ା୩(ବ୍ୟୁରୋ): ଦେଶର ବିଭିନ୍ନ ରାଜ୍ୟରେ କୋଭିଡ୍ ସଂକ୍ରମଣ ପୁଣି ଦେଖାଦେଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ରେଳଷ୍ଟେଶନ ଓ ବିମାନବନ୍ଦରରେ ପ୍ରତିଷେଧକ ବ୍ୟବସ୍ଥା ଗ୍ରହଣ କରିଛନ୍ତି। ଅଧିକ ସଂକ୍ରମଣ ଥିବା ୧୨ ରାଜ୍ୟରୁ ଆସୁଥିବା ଯାତ୍ରୀମାନଙ୍କୁ ବାଧ୍ୟତାମୂଳକ ହୋମ୍ କ୍ୱାରାଣ୍ଟାଇନ୍ରେ…
ବିବନଙ୍କ ଆଜି ହେବ ଟିଆଇ ପରେଡ
ଭୁବନେଶ୍ୱର(ବ୍ୟୁରୋ),୩।୩:ଅଞ୍ଜନା ମିଶ୍ର ଗଣବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳଙ୍କ ବୁଧବାର ଟେଷ୍ଟ ଅଫ୍ ଆଇଡେଣ୍ଟିଫିକେଶନ(ଟିଆଇ) ପରେଡ୍ ହେବ। ଝାରପଡ଼ା ଜେଲ୍ରେ ମଧ୍ୟାହ୍ନରେ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ପ୍ରଥମ ଶ୍ରେଣୀ (ଜେଏମ୍ଏଫ୍ସି) ସ୍ରୁଜାଲିନ୍ ମହାନ୍ତିଙ୍କ ଉପସ୍ଥିତିରେ ପୀଡ଼ିତା ଅଞ୍ଜନା ଅଭିଯୁକ୍ତଙ୍କୁ ଚିହ୍ନଟ…
ବଦଳିଲା ସ୍କୁଲ ଖୋଲିବା ସମୟ
ଭୁବନେଶ୍ୱର,୩ା୩(ବ୍ୟୁରୋ): ସକାଳୁଆ ସ୍କୁଲ ପାଇଁ ସରକାରଙ୍କ ତରଫରୁ ଗତ ଶୁକ୍ରବାର ଦିଆଯାଇଥିବା ସମୟକୁ ମଙ୍ଗଳବାର ପରିବର୍ତ୍ତନ କରିଦିଆଯାଇଛି। ନବମ ଓ ଏକାଦଶ ପିଲାଙ୍କ ପାଇଁ ସକାଳ ୭ରୁ ୯ଟା ପର୍ଯ୍ୟନ୍ତ ପାଠପଢ଼ା ହେବ। ସେହିପରି ଦଶମ ଓ ଦ୍ୱାଦଶ ପିଲାଙ୍କ ପାଇଁ…
ଏମ୍ପିଙ୍କ ପୁଅଙ୍କୁ ଗୁଳିମାଡ
ଲକ୍ଷ୍ନୌ,୩।୩: ଉତ୍ତର ପ୍ରଦେଶରେ ପୁଣି ଗୁଳିକାଣ୍ଡ ଘଟିଛି। ମଙ୍ଗଳବାର ବିଳମ୍ବିତ ରାତିରେ ଲକ୍ଷ୍ନୌର ଷଷ୍ଠ ମିଲ ନିକଟରେ ଭାଜପା ଏମ୍ପି କୌଣସି କିଶୋରଙ୍କ ପୁଅ ଆୟୁଷ କିଶୋରଙ୍କୁ କିଛି ଦୁର୍ବୃତ୍ତ ଗୁଳି ମାଡ କରିଛନ୍ତି। ଏଥିରେ ସେ ଆହତ ହୋଇଛନ୍ତି। ରାତି…
ମଦ ଦୋକାନ ପାଇଁ ଲଟେରି
ଭୁବନେଶ୍ୱର,୩ା୩(ବ୍ୟୁରୋ)- ୨୦୨୧-୨୨ ଆର୍ଥିକ ବର୍ଷରେ ମଦ ଦୋକାନ କରିବା ପାଇଁ ଲଟେରି ବ୍ୟବସ୍ଥା କରାଯିବ। କେଉଁ ତାରିଖରେ ଲଟେରି ହେବ ତାହା ଜିଲାପାଳ ନିଷ୍ପତ୍ତି ନେବେ। ଏ ନେଇ ମଙ୍ଗଳବାର ଅବକାରୀ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଏଥିପାଇଁ ପ୍ରତ୍ୟେକ…
ଶୁଟିଂ ସମୟରେ ସାନିଟାଇଜର ସିଞ୍ଚନ କଲେ ଅଭିନେତ୍ରୀ
ବଲିଉଡ୍ ଅଭିନେତ୍ରୀ ରବୀନା ଟଣ୍ଡନ ନିଜର ଇନ୍ଷ୍ଟାଗ୍ରାମ୍ ଆକାଉଣ୍ଟରେ ଏକ ଭିଡିଓ ଶେୟାର କରିଛନ୍ତି। ଯେଉଁଥିରେ ତାଙ୍କୁ ଏକ ଭିନ୍ନ ଶେଳୀରେ ଦେଖିବାକୁ ମିଳୁଛି। ଏହି ଭିଡିଓର ବିଶେଷତ୍ୱ ହେଉଛି, କରୋନା ଠାରୁ ରକ୍ଷା ପାଇବାର ମାଧ୍ୟମ ଏଥିରେ ସ୍ପଷ୍ଟ ଦେଖିବାକୁ…
Archives


