Home

ଗରମ ଲୁହାରେ ହାତୁଡ଼ି ପିଟିଲେ ରାହୁଲ ଗାନ୍ଧୀ

ମଦୁରାଇ,୧୪।୧: ମକର ସଂକ୍ରାନ୍ତିରେ ଦକ୍ଷିଣ ଭାରତରେ ରାଜନୈତିକ ମହଲରେ ଉଷ୍ଣତା ଭରିବାରେ ଲାଗିଛି। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଏବଂ ଆର୍‌ଏସ୍‌ଏସ୍‌ ପ୍ରମୁଖ ମୋହନ ଭାଗଓ୍ବତ୍‌ ତାମିଲନାଡୁ ଗସ୍ତରେ ରହିଛନ୍ତି। ସେମାନେ ବିଭିନ୍ନ ଉତ୍ସବରେ ଯୋଗ ଦେଇଛନ୍ତି। ଏପରିସ୍ଥଳେ କଂଗ୍ରେସ…

କ୍ୱାରାଣ୍ଟାଇନ୍‌ରେ ୧୦ ଜଣିଆ ଡବ୍ଲ୍ୟୁଏଚ୍‌ଓ ଅନୁସନ୍ଧାନକାରୀ ଟିମ୍‌

ଉହାନ,୧୪।୧: କରୋନାର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନାର ଉହାନ ସହରରେ ଗୁରୁବାର ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ)ର ୧୦ ଜଣିଆ ଅନୁସନ୍ଧାନକାରୀ ଟିମ୍‌ ପହଞ୍ଚିଛନ୍ତି। ସେମାନେ କରୋନା ଉତ୍ପତ୍ତି ସମ୍ପର୍କରେ ଏଠାରେ ଅନୁସନ୍ଧାନ କରିବେ। କରୋନା ମହାମାରୀ ଭୂତାଣୁ ସମ୍ପର୍କରେ ଅଧିକ ତଥ୍ୟ…

ଆଜି ରାଜ୍ୟରୁ ୨୨୨ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୪।୧(ବ୍ୟୁରୋ): ଗୁରୁବାର ରାଜ୍ୟରେ ୨୨୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୨,୭୬୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୨୭ ଜଣ ଚିହ୍ନଟ…

ରାମସେତୁ ନିର୍ମାଣର ରହସ୍ୟ ଜଣାପଡ଼ିବ

ନୂଆଦିଲ୍ଲୀ,୧୪।୧: ରାମସେତୁର ନିର୍ମାଣର ରହସ୍ୟ ସମ୍ପର୍କରେ ଏବେ ଜଣାପଡ଼ିବ। ଏହା କେବେ ନିର୍ମିତ ହୋଇଥିଲା ଏବଂ ଏହା ସହିତ ଜଡ଼ିତ ରହିଥିବା ଅନ୍ୟ ତଥ୍ୟ ସମ୍ପର୍କରେ ଜାଣିବା ପାଇଁ ଅଣ୍ଡର ଓ୍ବାଟର ରିସର୍ଚ୍ଚ ପ୍ରୋଜେକ୍ଟ ଚଳିତ ବର୍ଷ ଆରମ୍ଭ ହେବାକୁ ଯାଉଛି।…

ଡବ୍ଲୁଏଚ୍‌ଓର ଚେତାବନୀ: ଆହୁରି କଠିନ ହେବ କରୋନା

ଜେନେଭା,୧୪।୧: ସାରା ବିଶ୍ୱ କରୋନାଠାରୁ ମୁକ୍ତି ଚାହୁଁଥିବା ବେଳେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲୁଏଚ୍‌ଓ) ଏକ ଚେତାବନୀ ଦେଇଛି। କରୋନା ମହାମାରୀର ଦ୍ୱିତୀୟ ଅବଧି ପ୍ରଥମ ବର୍ଷ ଅପେକ୍ଷା ଅଧିକ କଷ୍ଟସାଧ୍ୟ ହୋଇପାରେ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଜରୁରୀକାଳୀନ କାର୍ଯ୍ୟକ୍ରମର କାର୍ଯ୍ୟନିର୍ବାହୀ…

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ଶେଷକୃତ୍ୟ ସମ୍ପନ୍ନ

କଟକ ଅଫିସ,୧୪।୧: ପଞ୍ଚଭୂତରେ ବିଲୀନ ହେଲା ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ମରଶରୀର। ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କଟକ କାଳିଆବୋଦା ଶ୍ମଶାନରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ବୁଧବାର ଅପରାହ୍ନରେ କଟକ ଏସ୍‌ସିବି କୋଭିଡ୍‌ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ…

କରୋନାର ନୂଆ ଷ୍ଟ୍ରେନ୍‌ରେ ଆକ୍ରାନ୍ତ ଏହି କ୍ରିକେଟର୍‌: ଖେଳିଗଲା ଆତଙ୍କ

କଲମ୍ବୋ,୧୪।୧: ଇଲଂଣ୍ଡର ଅଲରାଉଣ୍ଡର ମୋଇନ ଅଲ୍ଲୀ ଶ୍ରୀଲଙ୍କା ପହଞ୍ଚିବା ପରେ କରୋନା ଆକ୍ରାନ୍ତ ହୋଇଥିଲେ। ଏହାପରେ ଅନ୍ୟ ଖେଳାଳିଙ୍କଠାରୁ ତାଙ୍କୁ ଅଲଗା ରଖାଯାଇଥିଲା। ଏବେ ମୋଇନ୍‌ ଅଲ୍ଲୀଙ୍କ ଠାରେ ନୂଆ କରୋନା ଷ୍ଟ୍ରେନ୍‌ ଦେଖାଯାଇଥିବା ଜଣାପଡିଛି। ଏହାପରେ ଶ୍ରୀଲଙ୍କାରେ ଆତଙ୍କ ଖେଳିଯାଇଛି।…

ଦୁଇ ଭିନ୍ନ ଧର୍ମାବଲମ୍ବୀଙ୍କ ମଧ୍ୟରେ ହେଉଥିବା ବିବାହରେ ୩୦ ଦିନିଆ ନୋଟିସ୍‌ ବାଧ୍ୟତାମୂଳକ ନୁହେଁ

ଆହ୍ଲାବାଦ୍‌,୧୪।୧: ଦୁଇ ଭିନ୍ନ ଧର୍ମାବଲମ୍ବୀଙ୍କ ମଧ୍ୟରେ ସ୍ପେଶାଲ ମ୍ୟାରେଜ୍‌ ଆକ୍ଟ ଅନୁସାରେ ହେଉଥିବା ବିବାହରେ ୩୦ ଦିନିଆ ନୋଟିସ୍‌ ବାଧ୍ୟତାମୂଳକ ନୁହେଁ। ଏନେଇ ଆହ୍ଲାବାଦ ହାଇକୋର୍ଟ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ ପାଇଛି। ଏପରି କରାଯିବା ବ୍ୟକ୍ତିଗତ ମୌଳିକ ଅଧିକାର…

କଳାହାଣ୍ଡିରେ ମୁଖ୍ୟମନ୍ତ୍ରୀ

ଭବାନୀପାଟଣା,୧୪।୧(ଡି.ଏନ୍‌.ଏ.) : ଦୀର୍ଘ ୯ ମାସ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଳାହାଣ୍ଡି ଗସ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୧.୩୦ରେ ହେଲିପ୍ୟାଡ୍‌ରେ ଓହ୍ଲାଇବା ପରେ ଏକ କାର୍‌ରେ  ସଭାସ୍ଥଳରେ ପହଞ୍ଚିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି କଡ଼ା ସୁରକ୍ଷା ବ୍ୟବସ୍ଥା…

୧୪୬ ରନ୍‌ କରି ବିଶ୍ୱରେକର୍ଡ ହାସଲ କଲେ ଏହି ଭାରତୀୟ ବ୍ୟାଟ୍ସମ୍ୟାନ୍‌, ଭାଙ୍ଗିଲେ ଅନେକ ରେକର୍ଡ

ସିଲଂ,୧୪।୧: ସୟଦ ମୁସ୍ତାକ ଅଲ୍ଲୀ ଟି-୨୦ ଟ୍ରଫିରେ ମେଘାଳୟ ଅଧିନାୟକ ପୁନିତ ବିଷ୍ଟ ବିଶ୍ୱରେକର୍ଡ ହାସଲ କରିଛନ୍ତି। ସେ ମାତ୍ର ୫୧ ବଲ୍‌ରେ ୧୪୬ ରନ୍‌ କରି ନିଜ ଟିମ୍‌କୁ ଜିତାଇଛନ୍ତି। ଏହି ବିସ୍ଫୋରକ ପାଳିରେ ସେ ମାତ୍ର ୨୩ଟି ବଲ୍‌ରୁ…

ମକର ବେଢ଼ା ପରିକ୍ରମା ଲାଗି ତାରାତାରିଣୀ ପୀଠରେ ପ୍ରବଳ ଜନସମାଗମ

ପୁରୁଷୋତ୍ତମପୁର,୧୪।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରା ତାରିଣୀଙ୍କ ପୀଠରେ ଗୁରବାର ପବିତ୍ର ମକର ସଂକ୍ରାନ୍ତି ହେତୁ ଦର୍ଶନ ଲାଗି ହଜାର ହଜାର ସଂଖ୍ୟାରେ ଭକ୍ତଙ୍କ ସମାଗମ ହୋଇଛି। ପ୍ରଶାସନ ପକ୍ଷରୁ ଜାରି ହୋଇଥିବା ସମ୍ପୂର୍ଣ୍ଣ କରୋନା କଟକଣା…

ଏମିତି ମନ୍ଦିର, ଯେଉଁଠି ମକର ସଂକ୍ରାନ୍ତିରେ ପଡ଼େ ସୂର୍ଯ୍ୟଙ୍କ ପ୍ରଥମ କିରଣ

ସମଗ୍ର ଦେଶରେ ଗୁରୁବାର ମକର ସଂକ୍ରାନ୍ତି ଧୂମଧାମରେ ପାଳନ କରାଯାଉଛି। ଭାରତରେ ଏମିତି ଏକ ରାଜ୍ୟ ଅଛି, ଯେଉଁଠି ଥିବା ମନ୍ଦିରରେ ମକର ସଂକ୍ରାନ୍ତ ଦିନ ସୂର୍ଯ୍ୟଙ୍କ ପ୍ରଥମ କିରଣ ପଡ଼ିଥାଏ। ଏହି ମନ୍ଦିର ମଧ୍ୟପ୍ରଦେଶର ଖରଗୋନ ଜିଲାରେ ରହିଛି। ପ୍ରସିଦ୍ଧ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri