Home

ଏହି ୫ ସ୍ଥାନରେ ଗୋଟିଏ ଦିନ ବି ରୁହନ୍ତୁ ନାହିଁ, ହୋଇପାରେ ବଡ କ୍ଷତି

ଅର୍ଥଶସ୍ତ୍ର, ରାଜନୀତି ଏବଂ କୁଟନୀତି ସହ ଅନେକ କ୍ଷେତ୍ରରେ ପ୍ରବୀଣ ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ର ‘ଚାଣକ୍ୟ ନୀତି’ରେ ମନୁଷ୍ୟ ଜୀବନ ସହ ଜଡ଼ିତ ବିଭିନ୍ନ ସମସ୍ୟା ଉପରେ ଆଲୋକପାତ କରିଛନ୍ତି। ଏଭଳି ଏକ ଶ୍ଳୋକରେ ଚାଣକ୍ୟ କେଉଁ ସ୍ଥାନରେ ବିଲ୍‌କୁଲ…

ଏପ୍ରିଲ୍‌ ସୁଦ୍ଧା ଭାରତକୁ ମିଳିପାରେ ୫ ନୂଆ କରୋନା ଟିକା

ନୂଆଦିଲ୍ଲୀ,୧୩।୧: ଏବେ ଭାରତକୁ ଦୁଇଟି କରୋନା ଟିକା ମିଳିଛି। କୋଭିଶିଲ୍ଡ୍‌ ଏବଂ କୋଭାକ୍ସିନ୍‌ ଟିକାର ସାର୍ବଜନୀକ ଟିକାକରଣ ଜାନୁୟାରୀ ୧୬ରୁ ଆରମ୍ଭ ହେବାକୁ ଯାଉଛି। ତେବେ ଆସନ୍ତା ଏପ୍ରିଲ୍‌ ସୁଦ୍ଧା ଦେଶରେ ୫ଟି ନୂଆ ଟିକା ଉପଲବ୍ଧ ହେବ ବୋଲି କୁହାଯାଉଛି।…

ଓଲଟିଲା ଗ୍ୟାସ ବୋଝେଇ ଟ୍ୟାଙ୍କର: ରାସ୍ତା ସିଲ୍‌

ଛତ୍ରପୁର,୧୩।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ତାମ୍ପରା ବୋଟ କ୍ଲବ ସମ୍ମୁଖ ଜାତୀୟ ରାଜପଥରେ ବୁଧବାର ସକାଳେ ଏଚ୍‌ପି ଗ୍ୟାସ ଟ୍ୟାଙ୍କର ଭାରସାମ୍ୟ ହରାଇ ଓଲଟି ପଡ଼ିଛି । ଫଳରେ ଟ୍ୟାଙ୍କରରୁ ଗ୍ୟାସ ଲିକ୍‌ ହେଉଛି। ଖବରପାଇ ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ…

ସାବଧାନ! ଚକୋଲେଟ୍‌ରେ ମିଶୁଛି ଟେଲକମ ପାଉଡର

ଭୋପାଳ,୧୩।୧: ଯଦି ଆପଣଙ୍କ ପିଲା ଲଲିପପ୍‌ କମ୍ବା କ୍ୟାଣ୍ଡି ଚକୋଲେଟ୍‌ ଖାଉଛନ୍ତି ତେବେ ସାବଧାନ! କାରଣ କେତେକ ସ୍ଥାନରେ ଏହି ଚକୋଲେଟ୍‌ ପ୍ରସ୍ତୁତିରେ ଟେଲ୍‌କମ୍‌ ପାଉଡର ମିଶୁଛି। ଇନ୍ଦୋରରେ ଥିବା ଏମିତି ଏକ ଫ୍ୟାକ୍ଟ୍ରିରେ ଏପରି ଅନିୟମିତତା କରାଯାଉଥିବା ଅଭିଯୋଗ ହୋଇଛି।…

ନୂଆ କାମ ଆରମ୍ଭ କରିବାକୁ ଯାଉଛନ୍ତି କି? ନିଜକୁ ପଚାରିନିଅନ୍ତୁ ଏହି ୩ ପ୍ରଶ୍ନ..

ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ଜୀବନ ସହ ଜଡ଼ିତ ଅନେକ ସମସ୍ୟା ଓ ତାର ସମାଧାନ ବିଷୟରେ ଉଲ୍ଲେଖ କରିଛନ୍ତି। ସେ କୁହନ୍ତି, କୌଣସି କାର୍ଯ୍ୟ ବିଷୟରେ ନ ଭାବି ସେଥିରେ ଜଡ଼ିତ ହୋଇଯାଉ। ଫଳରେ ସଫଳତା ମିଳିବ କିମ୍ବା ନାହିଁ…

ହଠାତ୍‌ କର୍ମଚାରୀଙ୍କ ଘରେ ପହଞ୍ଚିଲେ ରତନ ଟାଟା, ଆଉ ତା’ପରେ

ପୁନେ,୧୩।୧:ଶିଳ୍ପପତି ରତନ ଟାଟା ନିଜର ସରଳତା ଏବଂ ମାନବିକତା ଗୁଣ ପାଇଁ ବେଶ୍‌ ଜଣାଶୁଣା। ନିକଟରେ ସେ ପୁଣି ଥରେ ଉଦାହରଣ ସୃଷ୍ଟି କରିନ୍ତି। ରତନ ଟାଟାଙ୍କ ଏକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି ଫଟୋ ଯିଏ ଦେଖୁଛି,…

ରାଜ୍ୟରେ ୨୧୦ କରୋନା ପଜିଟିଭ ଚିହ୍ନଟ, ୧ ମୃତ

ଭୁବନେଶ୍ୱର, ୧୩।୧(ବ୍ୟୁରୋ): ରାଜ୍ୟରେ ଧୀରେ ଧୀରେ କରୋନା ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା କମିବାରେ ଲାଗିଛି। ବୁଧବାର ଦିନ ରାଜ୍ୟରୁ ନୂଆ ୨୧୦ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି। ନୂଆ ୨୧୦ ଜଣଙ୍କ ମଧ୍ୟରୁ ୧୨୨…

କାହାକୁ କେଉଁ ଟିକା ଦିଆଯିବ ସରକାର ନେବେ ନିଷ୍ପତ୍ତି

ନୂଆଦିଲ୍ଲୀ,୧୩।୧: ଜାନୁୟାରୀ ୧୬ରୁ ଦେଶରେ ସାର୍ବଜନୀକ କରୋନା ଟିକାକରଣ ଅଭିଯାନ ଆରମ୍ଭ ହେବାକୁ ଯାଉଛି। ଏବେ ଦେଶରେ କୋଭିଶିଲ୍ଡ୍‌ ଏବଂ କୋଭାକ୍ସିନ୍‌ କରୋନା ଟିକା ଉପଲବ୍ଧ ହେଉଛି। ତେବେ ଲୋକେ କେଉଁ ଟିକା ନେବେ ତାହାକୁ ପସନ୍ଦ କରିପାରିବେ ନାହିଁ। ସରକାର…

ଛୋଟ ସ୍କଟ୍‌ ପିନ୍ଧି ସ୍କୁଲ ଆସିବାକୁ ଛାତ୍ରୀ ମନା କରିବାରୁ…

ଦୁନିଆରେ କିଛି ସ୍କୁଲ ଅଛି, ଯେଉଁଠି ଛାତ୍ରୀମାନଙ୍କୁ ଛୋଟ ସ୍କଟ୍‌ ପିନ୍ଧିବାକୁ ପଡ଼ିଥାଏ। ମାତ୍ର ଏପରି ୟୁନିଫର୍ମ ପିନ୍ଧି ଛାତ୍ରୀମାନେ ଅନେକ ସମସ୍ୟାର ସମ୍ମୁଖୀନ ହୋଇଥାନ୍ତି। ଏମିତି ଜଣେ ଛାତ୍ରୀ ହେଉଛନ୍ତି ୧୨ ବର୍ଷୀୟା ସିହମ ହାମୁଦ। ପୂର୍ବରୁ ସେ ଲମ୍ବା…

ମାଲିକାଣୀଙ୍କ ଶେଷ ଇଚ୍ଛା ପୂରଣ କଲେ ସରକାର

ଚଣ୍ଡିଗଡ଼,୧୩।୧: ସାଙ୍ଗୁରୁର ଜିଲାର ମଲେରକୋଟଲାରେ ଅବସ୍ଥିତ ମୁବାରିକ ମଞ୍ଜିଲ ପ୍ୟାଲେସର ଅଧିଗ୍ରହଣ, ସଂରକ୍ଷଣ ଏବଂ ଉପଯୋଗକୁ ପଞ୍ଜାବ କ୍ୟାବିନେଟ ଅନୁମୋଦନ କରିଛି। ରାଜପ୍ରାସାଦର ମାଲିକାଣୀ ୯୭ ବର୍ଷିୟା ବେଗମ ମୁନାୱାର୍‌-ଉଲ-ନିସାଙ୍କ ଶେଷ ଇଚ୍ଛା ଭାବରେ ସରକାରଙ୍କଠାରୁ ଅଧିଗ୍ରହଣ କରିବାକୁ ପ୍ରସ୍ତାବ ଦେଇଥିଲେ।…

ଖୁସି ଖବର: ‘କୋଭିସିଲ୍‌ଡ’ ପରେ ରାଜ୍ୟରେ ପହଞ୍ଚିଲା ‘କୋଭାକ୍ସିନ’

ଭୁବନେଶ୍ୱର, ୧୩।୧(ବ୍ୟୁରୋ): ଗତ ୨ ଦିନ ହେଲା ରାଜ୍ୟବାସୀଙ୍କୁ ମିଳୁଛି ଆଶ୍ୱସ୍ତିକର ଖବର। ମଙ୍ଗଳବାର ଓଡ଼ିଶାରେ କରୋନା ଟିକା ‘କୋଭିସିଲ୍‌ଡ’ ପହଞ୍ଚିଥିବା ବେଳେ ବୁଧବାର ସକାଳେ ପହଞ୍ଚିଥି କୋଭିସିଲ୍ଡ। ଭାରତ ବାୟୋଟେକ ଦ୍ୱାରା ପ୍ରସ୍ତୁତ କୋଭାକ୍ସିନର ୨୦ ହଜାର ଡୋଜ ଆଜି…

ଟ୍ରମ୍ପଙ୍କ ଆକାଉଣ୍ଟ ଉପରେ ଲାଗିଲା ପ୍ରତିବନ୍ଧକ: ଭିଡିଓ ହଟାଇଲା ୟୁଟ୍ୟୁବ୍‌

ଓ୍ବାଶିଂଟନ୍‌,୧୩।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଲଗାତାର ପ୍ରତିବନ୍ଧକ ଲଗାଯାଉଛି। ଟୁଇଟରର ସହିତ ଟ୍ରମ୍ପଙ୍କ ଶତ୍ରୁତା ବହୁ ପୁରୁଣା, କିନ୍ତୁ ଏବେ ଫେସବୁକ ଏବଂ ୟୁଟ୍ୟୁବ ମଧ୍ୟ ଟ୍ରମ୍ପଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛନ୍ତି। କିଛି ଦିନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri