ପୁଅ ଆକାଶଙ୍କ ସହ ଜେଲଗଲେ ଅଭୟକାନ୍ତ
ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରିଷ୍ଠ ଆଇଏଫ୍ଏସ୍ ଅଧିକାରୀ ତଥା ରାଜ୍ୟର ଅତିରିକ୍ତ ପିସିସିଏଫ୍ ଅଭୟକାନ୍ତ ପାଠକ ଓ ପୁଅ ଆକାଶଙ୍କୁ ଶେଷରେ ଶୁକ୍ରବାର ଭିଜିଲାନ୍ସ ଗିରଫ କରିଛି। ପରେ ଉଭୟଙ୍କୁ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରାଯାଇଥିଲା।…
ମଇଁଷି ପଲ ଉପରେ ଚଢିଗଲା ଟ୍ରେନ : ୩୧ ମଇଁଷି ମୃତ
ଢେଙ୍କାନାଳ ଅଫିସ, ୨୭।୧୧-ଢେଙ୍କାନାଳ ସଦର ଥାନା ଗୋବିନ୍ଦପୁର ଫାଣ୍ଡି ଅନ୍ତର୍ଗତ ଯୋରନ୍ଦା ରୋଡ୍ ରେଳଷ୍ଟେଶନ ନିକଟରେ ଶୁକ୍ରବାର ଅପରାହ୍ନ ୩ଟା ୧୧ରେ ଛାତିଥରା ଦୁର୍ଘଟଣା ଘଟିଛି। ଭୁବନେଶ୍ୱର-ରାଉରକେଲା ଇଣ୍ଟରସିଟି ଧକ୍କାରେ ୩୧ ମଇଁଷିଙ୍କ ମୃତ୍ୟୁ ଘଟିଛି। ମଇଁଷି ମୃତଦେହ ରେଳଧାରଣା ଉପରେ…
ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ କଲେଜ
ଭୁବନେଶ୍ୱର,୨୭ ା୧୧(ବ୍ୟୁରୋ)-ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ କଲେଜ। ମେଡିକାଲ କଲେଜର ଛାତ୍ରଛାତ୍ରୀଙ୍କ ପାଠପଢା ପାଇଁ କଲେଜ ଖୋଲିବ। ଏ ନେଇ ଶୁକ୍ରବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଘୋଷଣା କରାଯାଇଛି। କରୋନା ଗାଇଡଲାଇନ ମାନିବା…
ରାଜ୍ୟରେ ସୁସ୍ଥ ହେଲେ ୯୦୮ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ
ଭୁବନେଶ୍ୱର,୨୭ ା୧୧(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୯୦୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୮୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଅନୁଗୋଳରୁ ୬୫, କଟକରୁ ୬୩, ମୟୂରଭଞ୍ଜରୁ ୫୬, ସୁନ୍ଦରଗଡରୁ ୫୪, ଝାରସୁଗୁଡାରୁ ୫୧, କେନ୍ଦୁଝରରୁ ୫୧, ବାଲେଶ୍ୱରରୁ ୪୯,…
ଆନ୍ଦୋଳନକାରୀ କୃଷକଙ୍କ ପାଇଁ ଖାଦ୍ୟ-ପାନୀୟ, ରହିବା ବ୍ୟବସ୍ଥା କରନ୍ତୁ ହରିଆଣାବାସୀ: ଭୂପେନ୍ଦ୍ର ସିଂହ
ଚଣ୍ଡିଗଡ଼,୨୭।୧୧: କୃଷି ଆଇନ ବିରୋଧରେ ପଞ୍ଜାବରୁ ବାହାରିଥିବା କୃଷକ ମୋର୍ଚ୍ଚା ଶୁକ୍ରବାର ଦିଲ୍ଲୀରେ ପହଞ୍ଚିଛି। କୃଷକଙ୍କ ଆନ୍ଦୋଳନ ନାଁରେ ଏବେ ରାଜନୀତି ସରଗରମ ହୋଇଛି। ଇତିମଧ୍ୟରେ ଆନ୍ଦୋଳନକାରୀ କୃଷକଙ୍କ ଖାଦ୍ୟ-ପାନୀୟ, ରହିବା ଓ ଉପଚାରର ବ୍ୟବସ୍ଥା କରିବାକୁ ହରିଆଣାର ପୂର୍ବତନ ମୁଖ୍ୟମନ୍ତ୍ରୀ…
ସାପ ସହ ଲଢି ନିଜ ଛୁଆକୁ ରକ୍ଷା କଲା ମା’ ମୂଷା: ଦେଖନ୍ତୁ ଭିଡିଓ
ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ବର୍ତ୍ତମାନ ଏକ ମା’ ମୂଷା ସାପ ସହ ଲଢି କିପରି ନିଜ ଛୁଆର ଜୀବନ ବଞ୍ଚାଇଛି ସେହି ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଦେଖାଯାଇଛି, ଏକ ସାପ ମୂଷା ଛୁଆକୁ…
ଭୁବନେଶ୍ୱରରୁ ଆଜି ୩୮ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍ ୨୭
ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୮କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୧ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୭ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୨୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…
ବିଧାନସଭା ସମ୍ମୁଖରେ ୩ ଚାଷୀଙ୍କ ଆତ୍ମାହୁତି ଉଦ୍ୟମ
ଭୁବନେଶ୍ୱର,୨୭।୧୧(ବ୍ୟୁରୋ)-କଡ଼ା ସୁରକ୍ଷା ବଳୟ ଭେଦ କରି ବିଧାନସଭା ଆଗରେ ପୁଣି ଆତ୍ମାହୁତି ଉଦ୍ୟମ। ଗତ ମଙ୍ଗଳବାର ନୟାଗଡ଼ ପରୀ ହତ୍ୟା ମାମଲାରେ ତାଙ୍କ ବାପା ଓ ମା’ ବିଧାନସଭା ଆଗରେ ଆତ୍ମାହୁତି ଉଦ୍ୟମ କରିଥିବାବେଳେ ଶୁକ୍ରବାର ଆଉଏକ ଘଟଣା ଘଟିଛି। ଅଧିବେଶନ…
ରାଜୀବ ଗାନ୍ଧୀ ସୁପର ସ୍ପେସିଆଲିଟି ହସ୍ପିଟାଲରେ ହେବ କୋଭିଡ ଭାକ୍ସିନ ଷ୍ଟୋରେଜ୍
ନୂଆଦିଲ୍ଲୀ,୨୭।୧୧: ଦେଶର ରାଜଧାନୀ ଦିଲ୍ଲୀର ରାଜୀବ ଗାନ୍ଧୀ ସୁପର ସ୍ପେସିଆଲିଟି ହସ୍ପିଟାଲରେ ପ୍ରଥମ କୋଭିଡ-୧୯ ଭାକ୍ସିନର ଷ୍ଟୋରେଜ ସୁବିଧା ପ୍ରସ୍ତୁତ ହେବ। ଏନେଇ ହସ୍ପିଟାଲର ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି। ଷ୍ଟୋରେଜ ସୁବିଧା ପାଇଁ ଡାକ୍ତରଖାନାରୁ ଏକ ସ୍ଥାନ ମଗାଯାଇଥିଲା।…
ଶନିବାର ୩ କୋଭିଡ ଭାକ୍ସିନ କେନ୍ଦ୍ର ଗସ୍ତ କରିବେ ମୋଦି
ନୂଆଦିଲ୍ଲୀ,୨୭।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦେଶର ୩ଟି ଭାକ୍ସିନ ବିକାଶ କେନ୍ଦ୍ରକୁ ଗସ୍ତ କରିବେ। ଏହି ସମୟରେ ସେ ପୁନେ, ଅହମ୍ମଦାବାଦ ଓ ହାଇଦ୍ରାବାଦ ଯିବାର କାର୍ଯ୍ୟକ୍ରମ ରହିଛି। ସର୍ବପ୍ରଥେମେ ମୋଦି ଅହମଦାବାଦରେ ଜାଇଡସ୍ କେଡିଲା କେନ୍ଦ୍ର ଗସ୍ତ କରିବେ।…
ମହିଳାଙ୍କୁ ପସନ୍ଦ ନୁହଁ ପୁରୁଷଙ୍କ ଏହି ୩ ଗୁଣ
ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ମଝିରେ ମଝିରେ ଝଗଡ଼ା ଲାଗିବା ସାଧାରଣ କଥା। ବେଳେବେଳେ ସାମାନ୍ୟ କଥାକୁ ନେଇ ତୁମୁଳ କାଣ୍ଡ ବି ଘଟିଥାଏ। କାରଣ ମହିଳାଙ୍କୁ ପୁରୁଷମାନଙ୍କର କିଛି ଗୁଣ ଅଛି ଯାହା ଭଲ ଲାଗି ନ ଥାଏ, ଯେଉଁଥିପାଇଁ ଝଗଡ଼ା ସୃଷ୍ଟି…
ଦଳରେ କରାଯାଇଥିଲା ଅଣଦେଖା: ଗୋଟିଏ ଓଭରରେ ୨ ଆଇପିଏଲ୍ ଅଧିନାୟକଙ୍କ ଉଇକେଟ ନେଇ ଚର୍ଚ୍ଚାରେ ହେଜଲଉଡ୍
ସିଡନୀ,୨୭।୧୧: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଶୁକ୍ରବାର ଏକଦିବସୀୟ ସିିରିଜ୍ର ପ୍ରଥମ ମ୍ୟାଚ୍ ଖେଳାଯାଇଛି। ଏଥିରେ କଙ୍ଗାରୁ ଟିମ୍ ଜବରଦସ୍ତ ପ୍ରଦର୍ଶନ କରି ଭାରତ ସମ୍ମୁଖରେ ୩୭୫ ରନ୍ର ବିଶାଳ ସ୍କୋର ରଖିଛି। ଏହାର ଜବାବ ଦେବାକୁ ଯାଇ ପଡ଼ିଆକୁ ଓହ୍ଲାଇଥିବା ଭାରତୀୟ ଦଳ…
Archives


