ମ୍ୟାଚ୍ ବଞ୍ଚାଇବା ପାଇଁ ଭାରତର ସଂଘର୍ଷ ଜାରି
ସିଡନୀ,୧୧।୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ବର୍ଡର-ଗାଭାସ୍କର ଟ୍ରଫିର ତୃତୀୟ ଟେଷ୍ଟ ରୋଚକ ସ୍ଥିତିରେ ପହଞ୍ଚିଛି। ଭାରତକୁ ଜିତିବା ପାଇଁ ୪୦୭ରନ୍ ଆବଶ୍ୟକ ଥିବାବେଳେ ଦଳ ଚା’ ପାନ ବିରତି ପର୍ଯ୍ୟନ୍ତ ୨୮୦ ରନ୍ରେ ୫ ଉଇକେଟ୍ ହରାଇଛି। ଭାରତକୁ…
ପ୍ରବଳ ଯନ୍ତ୍ରଣା ସତ୍ତ୍ୱେ ବ୍ୟାଟିଂ କରିବାକୁ ଆସି ଏମିତି କାରନାମା କଲେ ପନ୍ତ
ସିଡନୀ,୧୧।୧:ସିଡନୀ ଟେଷ୍ଟ ରୋଚକ ପରିସ୍ଥିତିରେ ପହଞ୍ଚିଛି। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ଏହି ଟେଷ୍ଟର ପଞ୍ଚମ ତଥା ଶେଷ ଦିନରେ ଭାରତକୁ ଜିତିବା ପାଇଁ ୩୦୯ ରନ୍ ଥିବାବେଳେ ଉଇକେଟ୍ କିପର ରିଷଭ ପନ୍ତ ଜବରଦସ୍ତ ଇନିଂସ ଖେଲିଛନ୍ତି। ଆହତ…
ବଡ ସଡ଼କ ଦୁର୍ଘଟଣା: ଟ୍ରକ୍ ସହ କାର୍ ପିଟିଦେଲେ ଏହି ପ୍ରସିଦ୍ଧ କ୍ରିକେଟର୍
ଲାହୋର,୧୧।୧: ପାକିସ୍ତାନର ପୂର୍ବତନ ଅଧିନାୟକ ତଥା ଅଲରାଉଣ୍ଡର ସୋଏବ ମଲିକଙ୍କ ସହ ଏକ ବଡ ଦୁର୍ଘଟଣା ଘଟିଛି। ମଲିକଙ୍କ କାର ଲାହୋରରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ରାସ୍ତା କଡ଼ରେ ପାର୍କିଂ ହୋଇଥିବା ଟ୍ରକ ସହିତ ମଲିକଙ୍କ କାର ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣା…
ସ୍କୁଲ ପଡ଼ିଆରେ ବିଡିଏର ନିର୍ମାଣକୁ ବିରୋଧ
ଭୁବନେଶ୍ୱର, ୧୧।୧(ବ୍ୟୁରୋ): ୟୁନିଟ୍-୬ ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ ଖେଳ ପଡ଼ିଆକୁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ନିଜ କବ୍ଜାରେ ରଖି ବେଆଇନ ନିର୍ମାଣ କରୁଛନ୍ତି। ଏଭଳି ଅଭିଯୋଗ ଆଣିଛନ୍ତି ବିଦ୍ୟାଳୟର ପୁରାତନ ଛାତ୍ର ସଂଘ। ଯଦି ବିଡିଏ କର୍ତ୍ତୃପକ୍ଷ ଏଥିରୁ…
ବିଏମ୍ସିକୁ ଓଡିଏଫ୍ ପ୍ଲସ୍ପ୍ଲସ୍ ମାନ୍ୟତା
ଭୁବନେଶ୍ୱର,୧୧।୧(ବ୍ୟୁରୋ) : ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି)କୁ ଓଡିଏଫ୍ ପ୍ଲସ୍ପ୍ଲସ୍ ମାନ୍ୟତା ମିଳିଛି। ସ୍ବଚ୍ଛ ଭାରତ ମିଶନର ଏକ ପ୍ରମୁଖ ସୂଚକାଙ୍କ ହେଉଛି ଓଡିଏଫ୍ପ୍ଲସ୍ ପ୍ଲସ୍ ମାନ୍ୟତା। ୨୦୨୦ ଡିସେମ୍ବର ୧୦ ଓ ୧୧ ତାରିଖରେ କ୍ୟୁସିଆଇ ସଂସ୍ଥା ଦ୍ୱାରା ଭୁବନେଶ୍ୱରର ସ୍ଥିତିକୁ…
ସର୍ବସାଧାରଣରେ ଧୂମପାନ ନିଷେଧ ଦିଶାହୀନ
ଭୁବନେଶ୍ୱର,୧୧।୧(ବ୍ୟୁରୋ): ତମାଖୁ ସେବନ କ୍ୟାନ୍ସରର କାରଣ। ସିଗାରେଟ ଓ ଅନ୍ୟ ତମାଖୁ ବ୍ୟବହାରକାରୀଙ୍କ ପାଇଁ ଏପରି ସତର୍କତା ସତ୍ତ୍ୱେ ଲୋକେ ଏହାଠାରୁ ଦୂରେଇ ଯାଇପାରୁନାହାନ୍ତି। ନିଜେ ବିପଦକୁ ଆମନ୍ତ୍ରଣ କରିବା ସହ ସର୍ବସାଧାରଣ ସ୍ଥାନରେ ଧୂମପାନ କରି ସିଗାରେଟ ଆଣ୍ଡ୍ ଅଦର…
ଭାରତକୁ ସହାୟତା ମାଗିଲେ ୧୦ ଦେଶ
ନୂଆଦିଲ୍ଲୀ,୧୧।୧: କରୋନା ମହାମାରୀ ଲଢ଼େଇରେ ପୃଥିବୀରେ ଭାରତ ଆଗୁଆ ରହିଛି। ସାର୍ବଜନୀକ ଭାବେ ଦେଶରେ କୋଭିଶିଲ୍ଡ୍ ଏବଂ କୋଭାକ୍ସିନ୍ କରୋନା ଟିକା ଦେବାଲାଗି ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଏପରିସ୍ଥଳେ ଭାରତକୁ ୧୦ ଟି ଦେଶ ସହାୟତା ମାଗିଛନ୍ତି। ବ୍ରାଜିଲ୍, ମରକ୍କୋ,…
ଦୀର୍ଘ ୯ ମାସ ପରେ ଆଜି ଖୋଲିଲା ବାବା ଧବଳେଶ୍ୱରଙ୍କ ମନ୍ଦିର
କଟକ ଅଫିସ,୧୧।୧: ଦୀର୍ଘ ୯ ମାସ ପରେ କୋଭିଡ କଟକଣା ମଧ୍ୟରେ ସୋମବାର ଖୋଲିଛି ପ୍ରଭୁ ଧବଳେଶ୍ୱରଙ୍କ ମନ୍ଦିର। ଆଜି ଶ୍ରଦ୍ଧାଳୁମାନେ ବାବାଙ୍କୁ ଦର୍ଶନ କରି ବହୁତ ଆନନ୍ଦ ଲାଭ କରୁଛନ୍ତି। ଏକାଥରକେ ୫୦ ଜଣ ଭକ୍ତ ୬ ଫୁଟ ଦୂରତାରେ…
‘କିରଣ ବେଦୀଙ୍କୁ ବହିଷ୍କାର କର’
ପୁଡ଼ୁଚେରୀ, ୧୧।୧: ଉପରାଜ୍ୟପାଳ କିରଣ ବେଦୀଙ୍କ ବହିଷ୍କାର ଦାବିରେ ପୁଡ଼ୁଚେରୀ ମୁଖ୍ୟମନ୍ତ୍ରୀ ଭି. ନାରାୟଣସ୍ବାମୀଙ୍କ ଧାରଣା ରବିବାର ତୃତୀୟ ଦିନରେ ପହଞ୍ଚତ୍ଛି। ସେ ବେଦୀଙ୍କ ସରକାରୀ ବାସଭବନ ନିକଟରେ ବସି ରହିଛନ୍ତି। ଆସନ୍ତା ମେ’ ମାସରେ ପୁଡ଼ୁଚେରୀ ବିଧାନସଭା ନିର୍ବାଚନ ଥିବାବେଳେ…
ଟ୍ରମ୍ପ୍ଙ୍କ ବିରୋଧରେ ମହାଭିଯୋଗ ପ୍ରକ୍ରିୟା ଆଜି
ଓ୍ବାଶିଂଟନ, ୧୧।୧(ଆଇଏଏନ୍ଏସ୍): ଆମେରିକାର କ୍ୟାପିଟୋଲ୍ ବିଲ୍ଡିଂରେ ୬ ତାରିଖରେ ଘଟିଥିବା ହିଂସା ପାଇଁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କୁ ଦାୟୀ କରି ହାଉସ୍ ଅଫ୍ ରିପ୍ରେଜେଣ୍ଟେଟିଭ୍ସର ୩ ଜଣ ଡେମୋକ୍ରାଟ ସଦସ୍ୟ ସୋମବାର ତାଙ୍କ ବିରୋଧରେ ମହାଭିଯୋଗ ଆର୍ଟିକିଲ୍ ଆଗତ କରିବାକୁ ଯାଉଛନ୍ତି।…
ଆମେରିକାରେ ଗୁଳି: ୪ ମୃତ
ସିକାଗୋ, ୧୧।୧(ଆଇଏଏନ୍ଏସ୍): ଆମେରିକାର ଇଲିନୋଇସ୍ ରାଜ୍ୟରେ ଗୁଳିକାଣ୍ଡ ଘଟି ୪ ଜଣଙ୍କ ମୃତ୍ୟୁ ହେବା ସହ ଅନ୍ୟ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ପୋଲିସ ଗୁଳିରେ ସନ୍ଦିଗ୍ଧ ଆକ୍ରମଣକାରୀ ନିହତ ହୋଇଛନ୍ତି। ଶନିବାର ଅପରାହ୍ନରେ ସିକାଗୋର ଏକ ଔଷଧ କମ୍ପାନୀ…
୯୨ ବର୍ଷରେ ଅଙ୍ଗଦାନ
ନୂଆଦିଲ୍ଲୀ, ୧୧।୧: ବ୍ରେନ୍ ଡେଡ୍ ଘୋଷିତ ହୋଇଥିବା ଜଣେ ୯୨ ବର୍ଷୀୟ ବୃଦ୍ଧ ମୃତ୍ୟୁ ପୂର୍ବରୁ ନିଜର ଲିଭର ଓ କିଡ୍ନୀ ଦାନ କରି ଜଣେ ୫୬ ବର୍ଷୀୟା ମହିଳାଙ୍କ ଜୀବନ ବଞ୍ଚାଇଛନ୍ତି। ଫଳରେ ଅମ୍ରିତ୍ ଲାଲ୍ ବୁଧରାଜା ଅଙ୍ଗଦାନ କରିବାରେ…
Archives


