Home

ପାକିସ୍ତାନ ଅନ୍ଧାର, ଭାରତକୁ ଦୋଷ ଦେଲେ ମନ୍ତ୍ରୀ

ଇସଲାମାବାଦ,୧୦।୧: ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ନିର୍ବାଚନରେ ଏକ ‘ନୂତନ ପାକିସ୍ତାନ’ ଗଢିବାକୁ ପ୍ରତିଶ୍ରୁତି ଦେଇ କ୍ଷମତାକୁ ଆସିଥିଲେ। କିନ୍ତୁ ଏବେ ଦେଶ ଆର୍ଥିକ ଦେବାଳିଆ ହେବା ସହ ଶନିବାର ବିଳମ୍ବିତ ରାତିରେ ହଠାତ୍‌ ସମଗ୍ର ଦେଶ ଅନ୍ଧାରରେ ବୁଡି ଯାଇଥିବା ଦେଖିବାକୁ…

ରାଗିଗଲେ କୋହଲି: କହିଲେ, ସବୁ ସୀମା ଟପିଗଲା

ମୁମ୍ବାଇ,୧୦।୧: ସିଡନୀରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ତୃତୀୟ ଟେଷ୍ଟରେ ପଡ଼ିଆରେ ଉପସ୍ଥିତ ଥିବା କିଛି ଦର୍ଶକ ଫିଲ୍ଡିଂ କରୁଥିବା ମହମ୍ମଦ ସିରାଜଙ୍କୁ ଦୁର୍ବ୍ୟବହାର କରିବା ସହିତ ବିଗ ମଙ୍କି ଏବଂ ବ୍ରାଉନ ଡଗ ବୋଲି କହିଥିଲେ। ଏହାକୁ ନେଇ…

କାନ ଧରି ଭୁଲ ମାଗିଲେ ପୂର୍ବତନ ଭାଜପା ବିଧାୟକ

ବାରାଣସୀ,୧୦।୧: ଉତ୍ତରପ୍ରଦେଶର ବାରାଣସୀରେ ଏକ ଅଭାବନୀୟ ଘଟଣା ଘଟିଛି। ଅଶ୍ଳୀଳ ବ୍ୟବହାର ଅଭିଯୋଗରେ ଜଣେ ପୂର୍ବତନ ଭାଜପା ବିଧାୟକଙ୍କୁ ମାଡ ଦିଆଯିବା ସହ କାନ ଧରି କ୍ଷମା ମଗାଯାଇଥିଲା।ଏହାର ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ମାମଲା ବାରାଣସୀର ଚୌବେପୁର ପୋଲିସ…

ଏହି ଲୋକପ୍ରିୟ ଅଭିନେତାଙ୍କୁ ଭ୍ୟାଲେଣ୍ଟାଇନ୍‌ ଡେ’ରେ ୩୦ହଜାରରୁ ଅଧିକ ଯୁବତୀ ଦେଇଥିଲେ ବିବାହ ପ୍ରସ୍ତାବ, ଚକିତ ହୋଇଥିଲେ…

ବମ୍ବେ: ବଲିଉଡ୍‌ର ହ୍ୟାଣ୍ଡସମ୍‌ ହିରୋଙ୍କ ମଧ୍ୟରୁ ହ୍ରିତିକ୍‌ ରୋଶନ ଅନ୍ୟତମ। ତାଙ୍କୁ ‘ବଲିଉଡ୍‌ର ଟମ୍‌ କ୍ରୁଜ୍‌’ ମଧ୍ୟ କୁହାଯାଏ। ଏହି ସୁନ୍ଦର ଚେହେରା ଯୋଗୁ ବଲିଉଡ୍‌ରେ ନିଜର ପ୍ରାରମ୍ଭିକ ଦିନରେ ଯୁବତୀମାନେ ତାଙ୍କର ପ୍ରେମରେ ପଡ଼ିଯାଇଥିଲେ। ୨୦୦୦ରେ ଚଳଚ୍ଚିତ୍ର ‘କହୋ ନା…

ହାଇକୋର୍ଟ ଗଲେ ସୋନୁ ସୁଦ

ମୁମ୍ବାଇ,୧୦।୧: ବଲିଉଡ ଅଭିନେତା ସୋନୁ ସୁଦ ଲୋକଙ୍କ ମଧ୍ୟରେ ଏବେ ହିରୋ ପାଲଟିଛନ୍ତି। ସେପଟେ ବିଏମସି ସୋନୁ ସୁଦଙ୍କ ବିରୋଧରେ ଅଭିଯୋଗ ଆଣିଛି। ବିଏମସି କହିଛି ଯେ, ସୋନୁ ୬ ମହଲା ବିଶିଷ୍ଟ ଆବାସିକ କୋଠାକୁ ଏକ ହୋଟେଲରେ ପରିଣତ କରିଛନ୍ତି।…

ଏକଦା ପଙ୍କଚର ମାରିବା ପାଇଁ ସାଙ୍ଗମାନଙ୍କଠାରୁ ଟଙ୍କା ଉଧାର ନେଉଥିଲେ; ଏବେ କୋଟିପତି ଏହି ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୧: ଭାରତୀୟ କ୍ରିକେଟର ମହମ୍ମଦ ସିରାଜଙ୍କୁ ଏକାଦଶରେ ସ୍ଥାନ ମିଳିଛି। ଏଯାବତ ସେ ୬ ଅନ୍ତରାଷ୍ଟ୍ରୀୟ ମ୍ୟାଚ୍‌ରେ ପ୍ରତିନିଧିତ୍ୱ କରିସାରିଲେଣି। ଉପରକୁ ସ୍ବାଭାବିକ ଲାଗୁଥିଲେ ହେଁ ଏହି ଷ୍ଟାର ବୋଲରଙ୍କ ଜୀବନ ବହୁତ ସଂଘର୍ଷମୟ ଥିଲା। ଏକ ସମୟରେ ସାମାନ୍ୟ ପଙ୍କଚର…

ସାମ୍ନାକୁ ଆସିଲା ସତ: ଭାରତୀୟ ବୋଲର୍‌ଙ୍କୁ ଏମିତି କହି ଗାଳି ଦେଲେ ଦର୍ଶକ

ସିଡନୀ, ୧୦।୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ସିଡନୀରେ ଚାଲିଥିବା ତୃତୀୟ ଟେଷ୍ଟରେ ଅଷ୍ଟ୍ରେଲିଆର କିଛି ଦର୍ଶକ ସମସ୍ତ ସୀମା ଅତିକ୍ରମ କରିଥିଲେ। ବିସିସିଆଇ ସୂତ୍ର ଅନୁଯାୟୀ, ପଡ଼ିଆରେ ଉପସ୍ଥିତ ଥିବା କିଛି ଦର୍ଶକ ଫିଲ୍ଡିଂ କରୁଥିବା ମହମ୍ମଦ ସିରାଜଙ୍କୁ ଦୁର୍ବ୍ୟବହାର…

‘ଏଭଳି ପୁଅ ବଞ୍ଚିବା ଅପେକ୍ଷା ମରିଯିବା ଭଲ’: ଜାଣନ୍ତୁ ସନ୍ତାନକୁ ନେଇ ଏଭଳି କାହିଁକି କହିଛନ୍ତି ଚାଣକ୍ୟ

ଆଚାର୍ଯ୍ୟ ଚାଣକ୍ୟଙ୍କ ଉପଦେଶକୁ ଅନେକ ମାନନ୍ତି। ଜଣେ ବୁଦ୍ଧିମାନ ବ୍ୟକ୍ତି, ତର୍କରେ ପ୍ରବୀଣ ଏବଂ ତାଙ୍କର ନୀତିଗତ ନିଷ୍ପତ୍ତି ନେଉଥିବା ବ୍ୟକ୍ତିଭାବେ ତାଙ୍କୁ ଗଣାଯାଏ। ସେ ନିଜର ନୀତିଶାସ୍ତ୍ରରେ ମନୁଷ୍ୟ ଜୀବନ ସହ ଜଡ଼ିତ ଅନେକ ଦିଗକୁ ନେଇ ବର୍ଣ୍ଣନା କରିଛନ୍ତି।…

କ୍ରିକେଟ୍‌ ପରେ ଅଭିନୟରେ ଜଲଓ୍ବା ଦେଖାଇବେ ଏହି ପ୍ରସିଦ୍ଧ କ୍ରିକେଟର୍‌

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଲରାଉଣ୍ଡ ଇର୍‌ଫାନ୍‌ ପଠାନ କ୍ରିକେଟ୍‌ ପରେ ଏବେ ବଲିଉଡ୍‌ ମୁହାଁ ହୋଇଛନ୍ତି। ଖୁବ୍‌ଶୀଘ୍ର ତାଙ୍କ ଅଭିନୀତ ତାମିଲ ଫିଲ୍ମ ‘କୋବ୍‌ରା’ରେ ସେ ନଜର ଆସିବେ। ଏହି ଫିଲ୍ମର ଟିଜର ରିଲିଜ୍‌ ହୋଇସାରିଛି। ଏବେ ଟିଜର୍‌ ଭାଇରାଲ୍‌…

ସାନ ଭାଇଙ୍କୁ ଦେଖାଇ ବଡ଼ଙ୍କ ସହ କଲେ ବାହାଘର, ୪ ପୁଅଙ୍କ ସହ ସମ୍ପର୍କ ରଖିବାକୁ ଶାଶୁ କରୁଥିଲେ ବାଧ୍ୟ

ଲକ୍ଷ୍ନୌ,୧୦।୧: ଉତ୍ତରପ୍ରଦେଶର ଗାଜିଆବାଦରେ ଅନନ୍ୟ ବିବାହର ଏକ ଘଟଣା ସାମ୍ନାକୁ ଆସିଛି। ଯେଉଁଠାରେ ମଧ୍ୟସ୍ଥି ସାନ ଭାଇକୁ ଦେଖାଇ ଜଣେ କନ୍ୟାଙ୍କର ବଡ଼ଙ୍କ ସହ ବିବାହ କରାଇଥିଲେ। ଶାଶୁଘରେ ପହଞ୍ଚିବା ପରେ ଶାଶୁ ତାଙ୍କୁ ୪ ପୁଅଙ୍କ ସହ ସମ୍ପର୍କ ରଖିବାକୁ…

ଭାରତକୁ କ୍ଷମା ମାଗିଲା ଅଷ୍ଟ୍ରେଲିଆ

ସିଡନୀ,୧୦।୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ସିଡନୀରେ ଚାଲିଥିବା ତୃତୀୟ ଟେଷ୍ଟର ଚତୁର୍ଥ ଦିନରେ ଅଷ୍ଟ୍ରେଲୀୟ ଦର୍ଶକ ପୁଣି ଥରେ ସୀମା ଅତିକ୍ରମ କରିଛନ୍ତି। ଭାରତୀୟ ବୋଲର୍‌ ମହମ୍ମଦ ସିରାଜଙ୍କ ଉପରେ ଅଶାଳୀନ ମନ୍ତବ୍ୟ ଦେଇଥିଲେ। ମ୍ୟାଚର ତୃତୀୟ ଦିନରେ ମଧ୍ୟ…

ଇଞ୍ଜେକସନ୍‌ ନେଇ ବ୍ୟାଟିଂ କରିବେ ଜାଡେଜା!

ସିଡନୀ,୧୦।୧: ଭାରତୀୟ ଦଳ ପାଇଁ ବଡ଼ ଆଶ୍ୱସ୍ତିକର ଖବର ଆସିଛି। ଅଷ୍ଟ୍ରେଲିଆ ବିପକ୍ଷ ସିଡନୀ ଟେଷ୍ଟର ଚତୁର୍ଥ ଇନିଂସରେ ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ବ୍ୟାଟିଂ କରିବେ। ସିଡନୀ ଟେଷ୍ଟରେ ଯଦି ଆବଶ୍ୟକ ହୁଏ, ଜାଡେଜା ଯନ୍ତ୍ରଣାରୁ ମୁକ୍ତି ଇଞ୍ଜେକ୍ସନ ନେଇ ବ୍ୟାଟିଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri