Home

ଅକ୍ଷୟ କୁମାରଙ୍କ ସହ ମନ୍ଦିରରେ ନିର୍ବନ୍ଧ, ଅଜୟ ଦେବଗନଙ୍କୁ ରକ୍ତରେ ଚିଠି ଲେଖିଥିଲେ ଏହି ଅଭିନେତ୍ରୀ; ହେଲେ…

ବମ୍ବେ: ୧୯୯୧ରେ ଫିଲ୍ମ ‘ପଥର କେ ଫୁଲ’ ରେ ବଲିଉଡ୍‌ରେ ଡେବ୍ୟୁ କରିଥିଲେ ଅଭିନେତ୍ରୀ ରବିନା ଟଣ୍ଡନ। ଫିଲ୍ମରେ ତାଙ୍କର ନାୟକ ସାଜିଥିଲେ ସଲମାନ୍‌ ଖାନ। ଉଭୟଙ୍କ ଯୋଡ଼ିକୁ ବେଶ୍‌ ପସନ୍ଦ କରାଯାଇଥିଲା। ଏବେ ସେ ଫିଲ୍ମଜଗତରୁ ଦୂରେଇ ଯାଇଥିଲେ ହେଁ…

ବେଲ୍‌ଭ୍ୟୁରେ ସ୍ଥାପନ ହେବ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତି

କଟକ ଅଫିସ,୨୬।୨: ଗାନ୍ଧିଜୀଙ୍କ ଓଡ଼ିଶା ଆଗମନର ଶତବାର୍ଷିକୀ ପାଳନ ନିମନ୍ତେ କଟକ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଏକ ପ୍ରସ୍ତୁତି ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଏମ୍‌ପି ଭର୍ତ୍ତୃହରି ମହତାବ ଯୋଗଦେଇ କହିଥିଲେ, ଗାନ୍ଧିଜୀଙ୍କ ଓଡ଼ିଶା ଆଗମନର ଶତବାର୍ଷିକୀ ପାଳନ ପାଇଁ…

ଜେଲ ପରିସରରେ ମିଳିଲେ ଜୀବନସାଥୀ

ଚୌଦ୍ୱାର,୨୬।୨(ଡି.ଏନ.ଏ.): ଚୌଦ୍ୱାର ଜେଲ୍‌ ପ୍ରତୀକ୍ଷାଳୟ ଗୃହରେ ନବବଧୂ ବେଶରେ ସଜେଇ ହୋଇ ବସିଥିଲେ ମଞ୍ଜୁ ଚାତାର(୧୮)। କାଖରେ ଧରିଥିଲେ ୩ ମାସ ୪ଦିନର ଶିଶୁପୁତ୍ର। ସାଙ୍ଗରେ ଥିଲେ ପରିବାର ଲୋକେ। ପ୍ରତୀକ୍ଷାଳୟକୁ ଆସୁଥିବା ଲୋକମାନେ ମଞ୍ଜୁଙ୍କୁ ପଚାରୁଥିଲେ କ’ଣ ହୋଇଛି। ଏଭଳି…

ନମ୍ବର ୧ ହେଲା ଭାରତ

ଅହମଦାବାଦ,୨୬।୨: ବିରାଟ କୋହଲିଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଦିବାରାତ୍ର ଟେଷ୍ଟ ମ୍ୟାଚରେ ଇଂଲଣ୍ଡକୁ ୧୦ ଉଇକେଟରେ ହରାଇ ଚାରିମ୍ୟାଚ ବିଶିଷ୍ଟ ସିରିଜରେ ୨-୧ରେ ଆଗୁଆ ହୋଇଛି। ଏହି ବୃହତ ବିଜୟ ସହ ଭାରତ ବିଶ୍ୱ…

କେନ୍ଦୁଝରରେ ବନ୍ଦ ଡାକରା ଶାନ୍ତିପୂର୍ଣ୍ଣ

କେନ୍ଦୁଝର,୨୬।୨(ସ୍ବ.ପ୍ର.) : ଜିଏସ୍‌ଟି ସରଳୀକରଣ ଦାବିରେ ଭାରତ ବ୍ୟବସାୟ ବନ୍ଦ ଡାକରା କେନ୍ଦୁଝର ଜିଲାରେ ଶାନ୍ତିପୂର୍ଣ୍ଣ ଭାବରେ ଆରମ୍ଭ ହୋଇଛି। କେନ୍ଦୁଝର ଜିଲା ବ୍ୟବସାୟୀ ସଂଘ ଏହି ଆନ୍ଦୋଳନ ସାମିଲ ହୋଇଛି। ଫଳରେ କେନ୍ଦୁଝରରେ ସମସ୍ତ ବ୍ୟବସାୟିକ ଦୋକାନ, ବଜାର, ମଲ୍‌…

କ୍ରିକେଟ୍‌ ଇତିହାସରେ ୨୨ଥର ପାଇଁ ଘଟିଲା ଏମିତି

ଅହମଦାବାଦ,୨୬।୨: ଇଂଲଣ୍ଡ ବିପକ୍ଷ ପିଙ୍କ ବଲ ଟେଷ୍ଟ ମାତ୍ର ଦୁଇ ଦିନରେ ଶେଷ କରି ବାଜିମାତ କରିଛି ଟିମ ଇଣ୍ତିଆ। ଐତିହାସିକ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ସ୍ପିନରଙ୍କ ଆଗରେ ଇଂଲଣ୍ଡ ଦଳ ଧରାଶାୟୀ ହୋଇଛି। ଫଳରେ ଦୁଇ ଦିନରେ ମାତ୍ର ୧୪୦…

ବଲାଙ୍ଗୀରରେ ବନ୍ଦ୍‌ର ପ୍ରଭାବ

ବଲାଙ୍ଗୀର ଅଫିସ,୨୬।୨: ସର୍ବଭାରତୀୟ ବନ୍ଦ ଡାକରା ପରିପ୍ରେକ୍ଷୀରେ ବଲାଙ୍ଗୀରରେ ଶୁକ୍ରବାର ବନ୍ଦ ପାଳନ ଯୋଗୁ ଜନଜୀବନ ଠପ୍‌ ହୋଇଯାଇଛି । ସହରର ସମସ୍ତ ଦୋକାନ ବଜାର ବନ୍ଦ ରହିଛି । ବଲାଙ୍ଗୀର ଜିଲା ବଣିକ ସଂଘ ପକ୍ଷରୁ ସକାଳ ୬ଟାରୁ ରାତି…

ବାଲାକୋଟ ଏୟାର ଷ୍ଟ୍ରାଇକ୍‌କୁ ପୂରଣ ହେଲା ଦୁଇ ବର୍ଷ: ବାୟୁସେନାକୁ ଶୁଭେଚ୍ଛା ଜଣାଇଲେ ରାଜନାଥ, ଶାହା

ନୂଆଦିଲ୍ଲୀ,୨୬ ।୨: ଫେବୃୟାରୀ ୨୦୧୯ରେ ଜମ୍ମୁ-କଶ୍ମୀରର ପୁଲୱାମାରେ ସିଆର୍‌ପିଏଫ୍ ଉପରେ ପାକିସ୍ତାନ ଆତଙ୍କବାଦୀଙ୍କ ଆକ୍ରମଣ ଫଳରେ ୪୦ ଭାରତୀୟ ଯବାନ ଶହୀଦ ହୋଇଥିଲେ । ଏହାର ପ୍ରତିଶୋଧ ନେବାକୁ ଯାଇ ଭାରତୀୟ ବାୟୁସେନା ପକ୍ଷରୁ ୨୬ ଫେବୃୟାରୀରେ ପାକିସ୍ତାନର ବାଲାକୋଟରେ ଏୟାର…

୫୦ ବର୍ଷର ସ୍ବପ୍ନକୁ ପ୍ରତାରଣା

ନୟାଗଡ଼ ଅଫିସ,୨୬।୨: ନୟାଗଡ ଜିଲାର ଜୀବନରେଖା କୁହାଯାଉଥିବା ବୃତ୍ତଙ୍ଗ ଜଳସେଚନ ପ୍ରକଳ୍ପକୁ କାର୍ଯ୍ୟକାରୀ ଦାବିରେ ଦଶପଲ୍ଲାର ମହାବୀର ମନ୍ଦିରରୁ ଆରମ୍ଭ ହୋଇଥିବା ପଦଯାତ୍ରା ନୟାଗଡରେ ଗୁରୁବାର ଉଦ୍‌ଯାପିତ ହୋଇଛି । ବୃତ୍ତଙ୍ଗ ଜଳସେଚନ ପ୍ରକଳ୍ପ କ୍ରିୟାନୁଷ୍ଠାନ କମିଟି ନେତୃତ୍ୱରେ ଆନ୍ଦୋଳନକାରୀ ୪୦…

ବତିଘର ଅଞ୍ଚଳ ଉଚ୍ଛେଦ ଜଙ୍ଗଲ ଜମିରେ ଚିଙ୍ଗୁଡ଼ିଘେରି

ମହାକାଳପଡା,୨୬।୨(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ବତିଘର ଫରେଷ୍ଟ ସେକ୍‌ଶନ ଅଧୀନ ଯୋଗୀଧନକୁଦ ଓ ହଷିଣାକନ୍ଧା ଜଙ୍ଗଲ ଜମି ଅଞ୍ଚଳରେ କିଛିମାସ ପୂର୍ବରୁ ବନ ବିଭାଗ, ରାଜସ୍ବ ଓ ପୋଲିସ ପକ୍ଷରୁ ଉଚ୍ଛେଦ ଅଭିଯାନ ଜୋରଦାର କରାଯାଇଥିଲା। ପରେ ଏହି ଜଙ୍ଗଲ ଜମିରେ ବିଭାଗ…

ଇତିହାସ ରଚିଲେ ରୁଟ୍‌: ୩୮ ବର୍ଷ ପରେ କଲେ ଏମିତି କାରନାମା

ଅହମ୍ମଦାବାଦ,୨୬।୧: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ଦିବାରାତ୍ର ଟେଷ୍ଟରେ ଘରୋଇ ଦଳ ବିଜୟ ହାସଲ କରିଛି। ଭାରତୀୟ ଦଳ ପ୍ରଥମ ଇନିଂସରେ ୧୪୫ ରନ କରିଥିଲା। ଇଂଲଣ୍ଡ ଅଧିନାୟକ ତଥା ପାର୍ଟ ଟାଇମ ସ୍ପିନର ଜୋ ରୁଟ ଆଠ ରନ…

କାଗଜକଲମରେ ବାହ୍ୟ ମଳମୁକ୍ତ ବ୍ଲକ

ନାଉଗାଁ,୨୬।୨(ସ୍ବ.ପ୍ର): କେନ୍ଦ୍ର ସରକାର ସ୍ବଚ୍ଛ ଭାରତ ଅଭିଯାନ ମାଧ୍ୟମରେ ୨୦୧୫ରୁ ହିତାଧିକାରୀଙ୍କୁ ମାଗଣାରେ ପାଇଖାନା ଯୋଗାଇ ଦିଆଯାଉଛି। ଗ୍ରାମାଞ୍ଚଳରେ ସମସ୍ତଙ୍କ ପାନୀୟ ଜଳର ବ୍ୟବସ୍ଥା କରାଯାଇଛି। ବାହାରେ ମଳତ୍ୟାଗ ନ କରି ଗ୍ରାମାଞ୍ଚଳ ପରିବେଶକୁ ସଫା ରଖିବାକୁ ଲୋକଙ୍କୁ ଗ୍ରାମ୍ୟ ପାନୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri