Home

ଜନ ପ୍ରତିନିଧିଙ୍କୁ ପ୍ରଥମ ପର୍ଯ୍ୟାୟରେ ଦିଆଯାଉ କରୋନା ଟିକା

ହାଇଦ୍ରାବାଦ୍‌,୧୦।୧: ଭାରତରେ ସାର୍ବଜନୀକ କରୋନା ଟିକାକରଣ ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ଏପରିସ୍ଥଳେ ତେଲଙ୍ଗାନାର ମୁଖ୍ୟ ଶାସନ ସଚିବ ସୋମେଶ କୁମାର ପ୍ରଥମ ପର୍ଯ୍ୟାୟ ଟିକାକରଣରେ ମନ୍ତ୍ରୀ, ଏମ୍‌ପି, ବିଧାୟକ ଏବଂ ଅନ୍ୟ ଜନ ପ୍ରତିନିଧିଙ୍କୁ ସାମିଲ୍‌ କରାଯିବା ଲାଗି ଅନୁରୋଧ…

ନବୀନଙ୍କ ସମ୍ପତ୍ତି ୬୪.୯୮କୋଟି: ଗତ ଆର୍ଥିକ ବର୍ଷ ତୁଳନାରେ ବଢିଛି…

ଭୁବନେଶ୍ୱର,୧୦।୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ତାଙ୍କ ମନ୍ତ୍ରିମଣ୍ଡଳର ସଦସ୍ୟମାନେ ନିଜର ସମ୍ପତ୍ତି ତାଲିକା ପ୍ରଦାନ କରିଛନ୍ତି। ନବୀନଙ୍କ ସମ୍ପତ୍ତି ଗତ ଆର୍ଥିକ ବର୍ଷ ତୁଳନାରେ ୨୦୧୯-୨୦ରେ ୭୧ ଲକ୍ଷ ଟଙ୍କା ବଢିଛି। ୨୦୨୦ ମାର୍ଚ୍ଚ ୩୧ ସୁଦ୍ଧା ନବୀନଙ୍କ ସମ୍ପତ୍ତି…

ଉତ୍ତରପ୍ରଦେଶ ସମେତ ୭ ରାଜ୍ୟରେ ବାର୍ଡ ଫ୍ଲୁ: କାନପୁର ଚିଡ଼ିଆଖାନା ବନ୍ଦ, ଦିଲ୍ଲୀରେ ହାଇ ଆଲର୍ଟ

ନୂଆଦିଲ୍ଲୀ,୧୦।୧: ଦେଶର ୭ ରାଜ୍ୟରେ ବାର୍ଡ ଫ୍ଲୁ ଯୋଗୁ ଆତଙ୍କ ଦେଖାଦେଇଛି। ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, କେରଳ, ଗୁଜରାଟ, ହରିୟାଣା, ହିମାଚଳପ୍ରଦେଶ, ରାଜସ୍ଥାନ ଆଦି ରାଜ୍ୟରେ ସ୍ଥିତି ଖରାପ ହେବାରେ ଲାଗିଛି। ରାଜଧାନୀ ଦିଲ୍ଲୀ, ଛତିଶଗଡ଼ ଏବଂ ମହାରାଷ୍ଟ୍ରରେ ପକ୍ଷୀଙ୍କଠାରୁ ନମୁନା ସଂଗ୍ରହ…

ସାରା ରାତି ଅନ୍ଧାରରେ ପାକିସ୍ତାନ

ଇସଲାମାବାଦ୍‌,୧୦।୧: ପାକିସ୍ତାନ ଶନିବାର ରାତି ସାରା ଅନ୍ଧାରରେ ରହିଛି। ବିଦ୍ୟୁତ୍‌ ଯୋଗାଣ ବାଧାପ୍ରାପ୍ତ ହେବାରୁ ଏଭଳି ସ୍ଥିତି ସୃଷ୍ଟି ହୋଇଛି। ଫଳରେ ରାଜଧାନୀ ଇସଲାମାବାଦଠାରୁ ଆରମ୍ଭ କରି ଲାହୋର, ପେଶଓ୍ବର, ରାଓ୍ବଲପିଣ୍ଡି ଏବଂ କରାଚି ଆଦି ଦେଶର ସମସ୍ତ ସହର ବାସିନ୍ଦା…

ହାଇକୋର୍ଟ ଗଲେ ଅଯୋଧ୍ୟା ବାସିନ୍ଦା

ବାରାଣସୀ,୧୦।୧: ୧୯୯୨ ବାବ୍ରି ମସ୍‌ଜିଦ୍‌ ଭଙ୍ଗା ମାମଲାରେ ନିର୍ଦ୍ଦୋଷରେ ଖଲାସ ହୋଇଥିବା ୩୨ଜଣଙ୍କ ବିରୋଧରେ ଆଲ୍ଲାହାବାଦ୍‌ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ଅଯୋଧ୍ୟାର ୨ବାସିନ୍ଦା। ୨୦୨୦ ସେପ୍ଟେମ୍ବର ୩୦ରେ ସିବିଆଇ କୋର୍ଟ ଭାଜପା ନେତା ଲାଲ୍‌କୃଷ୍ଣ ଆଡଭାନୀ ଏବଂ ମୁରଲୀ ମନୋହର ଜୋଷୀଙ୍କ…

ଏୟାରଷ୍ଟ୍ରାଇକ୍‌ରେ ମରିଥିଲେ ୩୦୦ ଆତଙ୍କବାଦୀ

ନୂଆଦିଲ୍ଲୀ, ୧୦।୧: ୨୦୧୯ ଫେବୃୟାରୀ ୧୪ରେ ଜମ୍ମୁ-କଶ୍ମୀରର ପୁଲ୍‌ଓ୍ବାମା ସେକ୍ଟରରେ ଆତଙ୍କବାଦୀଙ୍କ ବିସ୍ଫୋରଣରେ ୪୦ ସିଆର୍‌ପିଏଫ୍‌ ଯବାନ ଶହୀଦ ହେବା ପରେ ଏହାର ପ୍ରତିଶୋଧ ନେବାକୁ ଯାଇ ଭାରତୀୟ ବାୟୁସେନା ସେହିବର୍ଷ ଫେବୃୟାରୀ ୨୬ରେ ପାକିସ୍ତାନର ବାଲାକୋଟ ଉପରେ ଏୟାରଷ୍ଟ୍ରାଇକ୍‌ କରିଥିଲା।…

ପରମାଣୁରେ ପ୍ରତିଶୋଧ ଆଶଙ୍କା

ଓ୍ବାଶିଂଟନ୍‌, ୧୦ା୧: ସତ୍ତା ଲୋଭରେ ସୀମା ଟପିଛନ୍ତି ଡୋନାଲ୍ଡ ଟ୍ରମ୍ପ। ଆମେରିକା ଇତିହାସରେ କଳଙ୍କିତ ଅଧ୍ୟାୟ ସୃଷ୍ଟିର ଖଳନାୟକ ଆଖ୍ୟା ପାଇସାରିବା ପରେ ବି ବଦଳୁନି ତାଙ୍କ ମାନସିକତା। ଜନମତ ସ୍ବୀକାର କରି ନ ପାରି ଜଣେ ରାଷ୍ଟ୍ରପତିଙ୍କ ହିଂସା ସୃଷ୍ଟି…

ହ୍ବାଇଟ୍‌ ହାଉସ୍‌ରେ ସାବ୍ରିନା ସିଂ

ଓ୍ବାଶିଂଟନ୍‌, ୧୦ା୧: ଆମେରିକାର ନବ ନିର୍ବାଚିତ ଉପରାଷ୍ଟ୍ରପତି କମଲା ହାରିସ୍‌ଙ୍କ ଡେପୁଟି ପ୍ରେସ୍‌ ସେକ୍ରେଟାରୀ ଭାବେ ମନୋନୀତ ହୋଇଛନ୍ତି ଭାରତୀୟ ବଂଶୋଦ୍ଭବ ସାବ୍ରିନା ସିଂ। ହାରିସ୍‌ ଓ ନବ ନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ କ୍ୟାମ୍ପେନିଂରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ରହିଥିଲା। ସେ…

ଇତିହାସ ରଚିବେ ମହିଳା ପାଇଲଟ୍‌

ନୂଆଦିଲ୍ଲୀ, ୧୦ା୧: ଇତିହାସ ରଚିବାକୁ ଯାଉଛନ୍ତି ଏୟାର ଇଣ୍ଡିଆର ମହିଳା ପାଇଲଟ୍‌। କ୍ୟାପ୍‌ଟେନ୍‌ ଜୋୟା ଅଗ୍ରଓ୍ବାଲଙ୍କ ଟିମ୍‌ ବିଶ୍ୱର ଦୀର୍ଘତମ ରୁଟ୍‌ରେ ବିମାନ ଚଳାଇ କର୍ନାଟକର ବେଙ୍ଗାଲୁରୁରେ ଅବତରଣ କରିବେ। ଏଭଳି ବିରଳ କୀର୍ତ୍ତିରେ ଭାରତୀୟ ମହିଳା ନୂଆ ରେକର୍ଡ କରିଛନ୍ତି।…

ଇଣ୍ଡୋନେସିଆ ବିମାନ ଦୁର୍ଘଟଣା

ଜାକର୍ତ୍ତା, ୧୦।୧: ଇଣ୍ଡୋନେସିଆର ଶ୍ରୀଓ୍ବିଜୟ ଏୟାର ପାସେଞ୍ଜର ଜେଟ୍‌ ଶନିବାର ଦୁର୍ଘଟଣାଗ୍ରସ୍ତ ହୋଇ ସମୁଦ୍ରରେ ଖସିପଡ଼ିଛି। ବିମାନର ଭଗ୍ନାବଶେଷ ମିଳିବା ପରେ ନୌସେନା ଜାହାଜ ସେଠାକୁ ପଠାଯାଇଛି। ୬୨ ଲୋକଙ୍କୁ ନେଇ ଯାଉଥିବା ଫ୍ଲାଇଟ୍‌ ଏସ୍‌ଜେ ୧୮୨ ବିମାନବନ୍ଦରଠାରୁ ୨୦ କିଲୋମିଟର…

ହ୍ରିତିକଙ୍କ ଅସଫଳ ଦାମ୍ପତ୍ୟ ଜୀବନ: ବିବାହ ପରର ପ୍ରେମ ସମ୍ପର୍କ ଦାୟୀ…

ମୁମ୍ବାଇ,୧୦।୧: ବଲିଉଡ୍‌ ସୁପର ଷ୍ଟାର ହ୍ରିତିକ ରୋଶନଙ୍କୁ ରବିବାର ୪୬ ବର୍ଷ ପୂରଣ ହୋଇଛି। ସେ ୪୭ ବର୍ଷରେ ପାଦ ଦେଇଛନ୍ତି। ୧୯୭୪ ଜାନୁୟାରୀ ୧୦ରେ ସେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ବାଲ୍ୟ ବାନ୍ଧବୀ ସଞ୍ଜୟ ଖାଁଙ୍କ ଝିଅ ସୁଜେନ ଖାଁଙ୍କ…

ପ୍ରେମ ବିବାହ ସମ୍ପର୍କରେ ସୂଚନା ଦିଏ ଏସବୁ…

ବିବାହ ଆରେଞ୍ଜ୍‌  ନା ଲଭ୍‌ ହେବ ସେ ନେଇ ଯୁବବର୍ଗଙ୍କ ମଧ୍ୟରେ ଉତ୍ସୁକତା ଦେଖାଦେଇଥାଏ । ତେବେ ପାଦର ଆଙ୍ଗୁଠି ହାତର ଆଙ୍ଗୁଠିରୁ ପ୍ରେମ ବିବାହ ସମ୍ପର୍କରେ ସୂଚନା ମିଳିଥାଏ। ଏନେଇ ଜ୍ୟୋତିଷ ଶାସ୍ତ୍ରରେ ଉଲ୍ଲେଖ ରହିଛି। ପାଦର ବୁଢ଼ା ଆଙ୍ଗୁଠି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri