Home

ଆଜି ରାଜ୍ୟରେ ୫୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୫।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ସୋମବାର ରାଜ୍ୟରୁ ୫୭୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୪୩,୨୬୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ…

ଏହି ପ୍ରସିଦ୍ଧ ଅଭିନେତାଙ୍କ ପରଲୋକ

ମାଲାୟାଲମ ସିନେମାର ପ୍ରସିଦ୍ଧ ତଥା ଲେଖକ ପି ବାଲାଚନ୍ଦ୍ରନଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୯ ବର୍ଷ ବୟସ ହୋଇଥିଲା। ସେ କେରଳର ଭାଏକୋମ ସ୍ଥିତ ତାଙ୍କ ବାସଭବନରେ ସୋମବାର ସକାଳ ପ୍ରାୟ ପାଞ୍ଚଟା ବେଳେ ଶେଷ ନିଶ୍ୱାସ ତ୍ୟାଗ…

ଡ୍ରଗ୍ସ ମାମଲାରେ ଗିରଫ ହୋଇଥିବା ଏଜାଜ ଖାଁ କରୋନା ପଜିଟିଭ୍‌

ମୁମ୍ବାଇ,୫।୪: ସାରା ଦେଶରେ ପୁଣି ଥରେ କରୋନା କାୟା ବିସ୍ତାର କରିଚାଲିଛି। କରୋନାର ଦ୍ୱିତୀୟ ଲହର ଭୟାବହ ରୂପ ଧାରଣ କରିବାରେ ଲାଗିଛି। ଏହି ନୂଆ ଷ୍ଟ୍ରେନ୍‌ ଖୁବ୍‌ କମ୍‌ ସମୟରେ ଅଧିକ ଲୋକଙ୍କୁ ସଂକ୍ରମଣ କରିବାରେ ସକ୍ଷମ ହେଉଛି। ଏହି…

୧୦୦ କୋଟି ବଟି ଆଦାୟ ମାମଲାର ଯାଞ୍ଚ୍‌ କରିବ ସିବିଆଇ: ହାଇକୋର୍ଟ

ମୁମ୍ବାଇ,୫।୪: ପୂର୍ବତନ ପୋଲିସ କମିଶନର ପରମବୀର ସିଂଙ୍କ ଆବେଦନ ଉପରେ ବିଚାର କରି ହାଇକୋର୍ଟ ସୋମବାର ବଡ଼ ଫଇସଲା ଶୁଣାଇଛନ୍ତି। ୧୦୦କୋଟି ଟଙ୍କାର ବଟି ଆଦାୟ ମାମଲାର ଯାଞ୍ଚ୍‌ ଏଣିକି ସିବିଆଇ କରିବ ବୋଲି କୋର୍ଟ କହିଛନ୍ତି। ମହାରାଷ୍ଟ୍ର ଗୃହମନ୍ତ୍ରୀ ଅନୀଲ…

ବଲାଙ୍ଗୀର ମ୍ୟୁନିସିପାଲଟି ରାସ୍ତାରେ ଡ୍ରେନ୍‌ ପାଣି: ଜିଲାପାଳ ଦୃଷ୍ଟି ଦେବାକୁ ଦାବି

ବଲାଙ୍ଗୀର ଅଫିସ, ୫।୪: ବଲାଙ୍ଗୀର ପୌରପରିଷଦ ଅନ୍ତର୍ଗତ ୱାର୍ଡ ନଂ. ୧୮ ତୁଲସୀନଗର ପଡ଼ାରେ ଏକ ଡ୍ରେନ ନିର୍ମାଣ କାମ ଅଧା ପଡ଼ିଥିବାରୁ ରାସ୍ତା ଉପରେ ଡ୍ରେନ ପାଣି ସୁଅ ଛୁଟୁଛି । ପ୍ରତିଦିନ ଏହି ରାସ୍ତା ଦେଇ ଯାତାୟାତ କରୁଥିବା…

କୋର୍ଟରେ ହାଜର ହେଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ

କଟକ ଅଫିସ,୫।୪: କଟକ ଫ୍ୟାମିଲି କୋର୍ଟରେ ସୋମବାର ହାଜର ହୋଇଛନ୍ତି ଓଲିଉଡ୍‌ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ଅଭିନେତା ସ୍ବାମୀ ତଥା ଏମ୍‌ପି ଅନୁଭବ ମହାନ୍ତିଙ୍କ ସହ ପାରିବାରିକ ବିବାଦ ନେଇ ବର୍ଷା କୋର୍ଟରେ ହାଜର ହୋଇଥିବା ଜଣାପଡ଼ିଛି। ଦିଲ୍ଲୀ ପଟିଆଲା ହାଉସ…

ମତଦାନର ଗୋଟିଏ ଦିନ ପୂର୍ବରୁ ଭୋଟର ଲିଷ୍ଟରୁ ଶଶିକଳାଙ୍କ ନାମ ଗାଏବ

ଚେନ୍ନାଇ,୫।୪: ତାମିଲନାଡୁରେ ବିଧାନସଭା ନିର୍ବାଚନ ପାଇଁ ଆସନ୍ତାକାଲି ଅର୍ଥାତ୍‌ ଏପ୍ରିଲ ୬ରେ ମତଦାନ ହେବାକୁ ଯାଉଛି। ଏହା ପୂର୍ବରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ଜୟଲଳିଥାଙ୍କ ନିକଟତମ ବନ୍ଧୁ ଶଶିକଳାଙ୍କ ନାମ ଭୋଟର ଲିଷ୍ଟରୁ ଉଭାନ ହୋଇଯାଇଛି। ଏହାକୁ ନେଇ ବିବାଦ ଆରମ୍ଭ ହୋଇଯାଇଛି।…

୨୪ ଘଣ୍ଟାରେ ୪୫ ଜଙ୍ଗଲରେ ନିଆଁ

ଡେରାଡୁନ୍‌,୫।୪: ଉତ୍ତରାଖଣ୍ଡରେ ଗୋଟିଏ ଦିନରେ ୪୫ଟି ଜଙ୍ଗଲରେ ନିଆଁ ଲାଗିଛି। ରବିବାର ଏଭଳି ଘଟିଥିବା ଜଣାପଡ଼ିଛି। ଏହାଯୋଗୁ ୪ ଜଣ ସାଧାରଣ ଲୋକଙ୍କ ମୃତ୍ୟୁ ଘଟିଛି। ସେହିପରି ୭ ପ୍ରାଣୀ ଜଳି ଯାଇଛନ୍ତି। ଜଙ୍ଗଲ ନିଆଁ ସମ୍ପର୍କରେ ରାଜ୍ୟ ସରକାର କେନ୍ଦ୍ର…

ରାଜଧାନୀରେ ସିଲ୍‌ ହେଲା ଘରୋଇ କୋଚିଂ ସେଣ୍ଟର

ଭୁବନେଶ୍ୱର,୫।୪(ବ୍ୟୁରୋ): ରାଜଧାନୀରେ କରୋନା ସଂକ୍ରମଣ ବଢ଼ି ଚାଲିଥିବା ବେଳେ କେତେକ ଘରୋଇ ଶିକ୍ଷାନୁଷ୍ଠାନ କୋଭିଡ୍‌ ନିୟମ ଉଲ୍ଲଂଘନ କରୁଥିବା ଯାଞ୍ଚ ବେଳେ ଜଣାପଡ଼ିଥିଲା। ତେବେ ବିଏମ୍‌ସି କମିଶନରଙ୍କ ନିର୍ଦ୍ଦେଶ ଅନୁଯାୟୀ ରାଜଧାନୀର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଚଢ଼ାଉ କରାଯାଇଛି। ଜୋନାଲ ଡେପୁଟି କମିଶନର…

ମମତାଙ୍କୁ ସାହା ହେବେ ଜୟା

କୋଲକତା,୫।୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ୨୦୨୧ର ତୃତୀୟ ପର୍ଯ୍ୟାୟ ପାଇଁ ଏପ୍ରିଲ ୬ରେ ଭୋଟଗ୍ରହଣ ହେବ। ଏପର୍ଯ୍ୟନ୍ତ ଅନୁଷ୍ଠିତ ଦୁଇ ପର୍ଯ୍ୟାୟ ମତଦାନରେ ଉଭୟ ତୃଣମୂଳ କଂଗ୍ରେସ ଏବଂ ଭାଜପା ବିଜୟ ଦାବି କରୁଛନ୍ତି। ଏହି ସମୟରେ, ଟିଏମସି ବାକି ପାଞ୍ଚଟି…

୧୨ ଘଣ୍ଟିଆ ଟିଟିଲାଗଡ଼ ବନ୍ଦ

ଟିଟିଲାଗଡ଼,(ଡି.ଏନ୍‌.ଏ.)୫।୪: ବଲାଙ୍ଗୀର ଜିଲା ଟିଟିଲାଗଡ଼ ପୌରାଞ୍ଚଳରେ ପାନୀୟ ଜଳ ସମସ୍ୟା ଉତ୍କଟ ହୋଇଛି। ଏ ନେଇ ସ୍ଥାୟୀ ପ୍ରତିକାର ଦାବିରେ ଟିଟିଲାଗଡ଼ ଭାଜପା ଯୁବ ମୋର୍ଚ୍ଚା ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଫଳରେ ସୋମବାର ସହରର ସମସ୍ତ ଦୋକାନବଜାର…

ବ୍ରିଜ ତଳକୁ ଖସିଲା ଟ୍ରକ୍‌, ହେଲପର ଗୁରୁତର

ମାଧପୁର,୫।୪(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ କିଆକଟା ପୂର୍ତ୍ତ ରାସ୍ତାର କନ୍ଧପଡ଼ା ବ୍ରିଜରେ ସୋମବାର ସକାଳେ ଏକ ୧୦ ଚକିଆ ଟ୍ରକ ବ୍ରିଜ ତଳକୁ ଖସିପଡ଼ିଥିବା ଜଣାପଡ଼ିଛି। ଫଳରେ ଟ୍ରକର ହେଲପର ଗୁରୁତର ହେବାରୁ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ବୌଦ୍ଧ ଜିଲା ଚିକିତ୍ସାଳୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?