ହିମ ପାହାଡ଼ ତରଳିଲେ ଭୟଙ୍କର ସଙ୍କଟ
ଓ୍ବାଶିଂଟନ: ପୃଥିବୀରେ କରୋନା ମହାମାରୀ ସଙ୍କଟ ଜାରି ରହିଥିବାବେଳେ ଏବେ ବୈଜ୍ଞାନିକମାନେ ଅନ୍ୟ ଏକ ବିପଦ ମାଡ଼ି ଆସୁଥିବା ସମ୍ପର୍କରେ ଚେତାବନୀ ଦେଇଛନ୍ତି। ଉତ୍ତରମେରୁରେ ହିମ ପାହାଡ଼ ତରଳିଲେ ମାନବ ସଭ୍ୟତା ପ୍ରତି ବିପଦ ମାଡ଼ି ଆସିବ ବୋଲି ବୈଜ୍ଞାନିକ କହିଛନ୍ତି।…
ଇଲେକ୍ଟ୍ରିକ୍ ମସ୍ରୁମ୍
ପୁଷ୍ଟିକର ଖାଦ୍ୟ ତାଲିକାରେ ଛତୁ ବା ମସ୍ରୁମ୍ର ସ୍ଥାନ ସ୍ବତନ୍ତ୍ର। ଭୋଜିଭାତ, ପାର୍ଟି, ଫଙ୍କସନ୍ରେ ଖାଇବା ଥାଳିରେ ପ୍ରଥମେ ଖୋଜା ପଡ଼ିଥାଏ ସ୍ବାଦିଷ୍ଠ ଛତୁ ବ୍ୟଞ୍ଜନ। ତେବେ ପୂର୍ବ ଭାରତୀୟ ରାଜ୍ୟ ମେଘାଳୟର ବାଉଁଶ ବଣରେ ଏକ ଆଶ୍ଚର୍ଯ୍ୟଜନକ ଛତୁର ସନ୍ଧାନ…
୩ ଦିନିଆ ଓଡ଼ିଶା ଗସ୍ତରେ ଭାଗବତ
ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ଆର୍ଏସଏସ(ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ) ମୁଖ୍ୟ ମୋହନ ଭାଗବତ ମଙ୍ଗଳବାର ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ରାଜଧାନୀଠାରେ ଅନୁଷ୍ଠିତ ହେବାକୁ ଥିବା ଆର୍ଏସ୍ଏସ୍ର ଅଖିଳ ଭାରତୀୟ କାର୍ଯ୍ୟକାରୀ ମଣ୍ଡଳରେ ଭାଗବତ ଯୋଗଦେବେ। ପୂର୍ବ କ୍ଷେତ୍ର ଲାଗି ଉଦ୍ଦିଷ୍ଟ ଏହି…
ଆଚାର୍ଯ୍ୟ ହରିହର କ୍ୟାନ୍ସର ହସ୍ପିଟାଲରୁ ୧୫ କର୍ମଚାରୀ ବହିଷ୍କୃତ
କଟକ ଅଫିସ,୨୫ା୧୧: କଟକ ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନରୁ ୧୫ କର୍ମଚାରୀଙ୍କୁ ମଙ୍ଗଳବାର ବହିଷ୍କୃତ କରାଯାଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଚିଠିନଂ.୪୪୫୮/୨୩ା୧୧ା୨୦ରେ ବିନା ଅନୁମୋଦନରେ କାମ କରୁଥିବା ୧୫ କର୍ମଚାରୀଙ୍କୁ ବହିଷ୍କାର କରାଯାଉ…
ପଡୋଶୀଙ୍କ ଫିଙ୍ଗା ଖାଦ୍ୟ ଖାଇ ପିଲାଦିନ କାଟିଥିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ
ଟେଲିଭିଜନ ଅଭିନେତ୍ରୀ, ଡ୍ରାମା କୁଇନ ତଥା ନୃତ୍ୟଶିଳ୍ପୀ ରାଖୀ ସାୱନ୍ତ ଆଜି ୪୨ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୮, ନଭେମ୍ବର ୨୫ରେ ସେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ରାଖୀ ନିଜ ଚିରପରିଚତ ଅନ୍ଦାଜରେ ଆଜି ସମସ୍ତଙ୍କ ହୃଦୟରେ ରାଜ୍ କରୁଛନ୍ତି। କିନ୍ତୁ…
ଆଇସ୍କ୍ରିମ କାଠିରେ ନାଗାର୍ଜୁନ ବେଶ
ପୁରୀ ଅଫିସ,୨୫।୧୧: ଦୀର୍ଘ ୨୫ବର୍ଷ ପରେ ପଡ଼ୁଛି ମହାପ୍ରଭୁଙ୍କ ନାଗାର୍ଜୁନ ବେଶ। ଆସନ୍ତା ୨୭ ତାରିଖରେ ଏହି ଦୁର୍ଲଭ ବେଶ ଅନୁଷ୍ଠିତ ହେବ। ଏଥର କରୋନା ମହାମାରୀ ପାଇଁ ଏହି ବେଶକୁ ଭକ୍ତମାନେ ଦେଖିପାରିବେ ନାହିଁ। ତେବେ ମହାପ୍ରଭୁଙ୍କର ଏହି ମହାର୍ଘ…
ବର୍ଷେ ବିଦେଶ ଯାଇପାରିଲେନି ମୋଦି
ନୂଆଦିଲ୍ଲୀ,୨୫ା୧୧: ବିଦେଶ ଗସ୍ତକୁ ନେଇ ଚର୍ଚ୍ଚାରେ ରହୁଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଳିତବର୍ଷ ଦେଶ ବାହାରକୁ ଯାଇପାରିଲେ ନାହିଁ। ୨୦୨୦ରେ କରୋନା ଭାଇରସ୍ ତାଙ୍କ ବିଦେଶ ଗସ୍ତରେ ବ୍ରେକ୍ ଲଗାଇଛି। ୨୦୧୪ରେ କ୍ଷମତାକୁ ଆସିବା ପରଠୁ ପ୍ରଧାନମନ୍ତ୍ରୀ ମୋଦି ସରକାରୀ କାର୍ଯ୍ୟକ୍ରମରେ…
ସୁନ୍ଦରଗଡ଼ରେ ବଢ଼ୁଛି କରୋନା ମୃତ୍ୟୁ
ଭୁବନେଶ୍ୱର, ୨୫।୧୧(ବ୍ୟୁରୋ): ରାଜ୍ୟରେ କରୋନା ମୃତ୍ୟୁ ଏବେ ଚିନ୍ତାଜନକ ହେଲାଣି। ଦୈନିକ ସଂକ୍ରମଣ ସଂଖ୍ୟା ହ୍ରାସ ପାଉଥିବାରୁ ଯେତିକି ଆଶ୍ୱସ୍ତି ମିଳିଛି ମୃତ୍ୟୁ ସଂଖ୍ୟା ବୃଦ୍ଧି ସେତିକି ଚିନ୍ତା ବଢ଼ାଉଛି। ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୬୭୧ରେ ପହଞ୍ଚତ୍ଛି। ଏବେ ସବୁ…
ଟିକା ଲାଗି ଶୀତଳଭଣ୍ଡାର ସୁବିଧା କର
ନୂଆଦିଲ୍ଲୀ, ୨୫ା୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କରୋନା ଟିକାର ସୁରକ୍ଷା ଓ ଏହାର ତ୍ୱରିତ ବଣ୍ଟନ ଉପରେ ମଙ୍ଗଳବାର ଜୋର୍ ଦେଇଛନ୍ତି। ସମସ୍ତଙ୍କ ଲାଗି ସୁରକ୍ଷିତ ଟିକା ସୁବିଧା ଓ ଟିକାର ସୁରକ୍ଷା ପାଇଁ ରାଜ୍ୟଗୁଡ଼ିକ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା…
ପାଖେଇ ଆସୁଛି ବାତ୍ୟା ‘ନିଭାର’
ଭୁବନେଶ୍ୱର, ୨୫ା୧୧(ବ୍ୟୁରୋ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ମଙ୍ଗଳବାର ବାତ୍ୟା ‘ନିଭାର’ରେ ପରିଣତ ହୋଇଛି। ଏହା ଧୀରେଧୀରେ ଉତ୍ତର-ପଶ୍ଚିମ ଦିଗକୁ ଘଣ୍ଟା ପ୍ରତି ୨୫ କି.ମି ବେଗରେ ଗତିକରୁଛି। ଅବପାତ ପୁଡୁଚେରୀର ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୪୦୦ କି.ମି ଏବଂ ଦକ୍ଷିଣ-ପୂର୍ବ…
କ୍ଷମତା ହସ୍ତାନ୍ତର ପାଇଁ ଟ୍ରମ୍ପ୍ ରାଜି
ଓ୍ବାଶିଂଟନ,୨୫ା୧୧(ପି.ଟି.): ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଶେଷରେ ପ୍ରେସିଡେଣ୍ଟ ଇଲେକ୍ଟ ଜୋ ବାଇଡେନ୍ଙ୍କୁ କ୍ଷମତା ହସ୍ତାନ୍ତର ପାଇଁ ରାଜି ହୋଇଛନ୍ତି। ମିଶିଗାନ୍ ଷ୍ଟେଟ୍ ନିର୍ବାଚିତ ରାଷ୍ଟ୍ରପତି ବାଇଡେନ୍ଙ୍କୁ ବିଜୟୀ ଘୋଷଣା କରିବା ପରେ ଏହି ବରିଷ୍ଠ ଡେମୋକ୍ରାଟ୍ଙ୍କ ଶପଥ ଗ୍ରହଣ ପାଇଁ…
ଏପ୍ରିଲରୁ ଅକ୍ଟୋବର ମଧ୍ୟରେ ୧.୪୭ ଲକ୍ଷ ଅଣକୋଭିଡ୍ ରୋଗୀ ମୃତ
ଭୁବନେଶ୍ୱର,୨୫ା୧୧(ବ୍ୟୁରୋ): ୨୦୨୦ ଏପ୍ରିଲ୍ରୁ ଅକ୍ଟୋବର ମଧ୍ୟରେ ରାଜ୍ୟରେ ୧,୪୭,୮୭୪ଜଣ ଅଣକୋଭିଡ୍ ରୋଗୀଙ୍କ ମୃତ୍ୟୁ ହୋଇଛି। ବିଜେଡି ସଭ୍ୟ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ମଙ୍ଗଳବାର ବିଧାନସଭାରେ ଏହା…
Archives


