୬୬୦ ମିଲିୟନ ଟନ୍ ଉତ୍ତୋଳନ ଲକ୍ଷ୍ୟଧାର୍ଯ୍ୟ
ତାଳଚେର,୯ା୧(ନି.ପ୍ର.): ଦେଶରେ ସର୍ବାଧିକ କୋଇଲା ଉପତ୍ାଦନ କରୁଥିବା କୋଲ୍ ଇଣ୍ଡିଆ ଲିମିଟେଡ (ସିଆଇଏଲ୍) ଚଳିତ ଆର୍ଥିକ ବର୍ଷ ଶେଷସୁଦ୍ଧା ୬୬୦ ମିଲିୟନ ଟନ୍ କୋଇଲା ଉତ୍ତୋଳନ କରିବାକୁ ଲକ୍ଷ୍ୟଧାର୍ଯ୍ୟ କରିଛି। କମ୍ପାନୀ ଗତ ଡିସେମ୍ବର ଶେଷ ସୁଦ୍ଧା ୪୦୫ ମିଲିୟନ ଟନ୍…
ପିକ୍ନିକ୍ ସ୍ପଟ୍: ତିନି ନଦୀର ସଙ୍ଗମସ୍ଥଳ ମୀନାଝୋଲା
ପ୍ରକୃତିର ଅପରୂପ ସୌନ୍ଦର୍ଯ୍ୟରେ ଭରପୂର ଉପାନ୍ତ ରାୟଗଡ଼ା ଜିଲା। ପାହାଡ଼, ଜଙ୍ଗଲ, ନଦୀ, ଝରଣା, ଆଦିବାସୀ ସଂସ୍କୃତି ଏବଂ ବିଭିନ୍ନ ମନ୍ଦିର ଜିଲାକୁ ସ୍ବତନ୍ତ୍ର ପରିଚୟ ଦେଇଛି। ଏଠାରେ ରହିଥିବା ବିଭିନ୍ନ ପର୍ଯ୍ୟଟନସ୍ଥଳ ତଥା ପିକ୍ନିକ୍ ସ୍ପଟ୍ଗୁଡ଼ିକ ଜିଲା, ରାଜ୍ୟ, ଦେଶ…
୧୧୦ ସ୍ଥାନରେ ଦ୍ୱିତୀୟ ପର୍ଯ୍ୟାୟ ଡ୍ରାଏ ରନ୍ ସରିଲା
ଭୁବନେଶ୍ୱର, ୯।୧(ବ୍ୟୁରୋ): କରୋନା ଟିକାକରଣ ପୂର୍ବରୁ ଦ୍ୱିତୀୟ ପର୍ଯ୍ୟାୟ ଡ୍ରାଏ ରନ୍ ଶୁକ୍ରବାର ରାଜ୍ୟର ୧୧୦ ସ୍ଥାନରେ ଶେଷ ହୋଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶକ ଡା. ବିଜୟ ପାଣିଗ୍ରାହୀ ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ,…
ସରକାରଙ୍କ ନୂଆ ଯୋଜନା: ପୂଜାରୀଙ୍କୁ ବିବାହ କଲେ କନ୍ୟାଙ୍କୁ ମିଳିବ ୩ ଲକ୍ଷ ଟଙ୍କା
ବେଙ୍ଗାଲୁରୁ,୯।୧: କର୍ନାଟକ ସରକାର ରାଜ୍ୟରେ ବ୍ରାହ୍ମଣଙ୍କ ଆର୍ଥିକ ବିକାଶ ପାଇଁ ନୂଆ ଯୋଜନା ପ୍ରଣୟନ କରିଛନ୍ତି। ରାଜ୍ୟ ବ୍ରାହ୍ମଣ ବିକାଶ ବୋର୍ଡ ପକ୍ଷରୁ ଦୁଇଟି ଯୋଜନା ପ୍ରଣୟନ କରାଯାଇଛି। ପ୍ରଥମ ଅରୁନ୍ଧତୀ ଯୋଜନାରେ ବ୍ରାହ୍ମଣ କନ୍ୟାଙ୍କୁ ବିବାହ ସମୟରେ ଅଢ଼େଇ ଲକ୍ଷ…
ଅଡୁଆରେ ଧର୍ମଶାଳା ବିଧାୟକ, ଯନ୍ତ୍ରୀ
ଯାଜପୁର ଅଫିସ, ୯ା୧: ଯାଜପୁର ଜିଲାରେ ଗତ ଅଗଷ୍ଟରେ ହୋଇଥିବା ତିନିଦିନିଆ ଲଗାଣ ବର୍ଷା ଯୋଗୁ ବ୍ରାହ୍ମଣୀ ଓ ବୈତରଣୀ ନଦୀରେ ବନ୍ୟା ପରିସ୍ଥିତି ଗମ୍ଭୀର ହୋଇଥିଲା। ଏହି ସମୟରେ କେଲୁଅ ନଦୀବନ୍ଧର ବାମପାର୍ଶ୍ୱରେ ଘାଇ ସୃଷ୍ଟି ହୋଇଥିଲା। ଏଥିଯୋଗୁ ୫…
ଡିଜିପି ଅଫିସ ଘେରିଲା ଭାଜପା
କଟକ ଅଫିସ, ୯ା୧: କଟକ ଜିଲା ମାହାଙ୍ଗା ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା ଭାଜପା ନେତା କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କୁ ଗତ ୨ ତାରିଖରେ ହତ୍ୟା କରାଯାଇଥିଲା। ଏହି ହତ୍ୟାକାଣ୍ଡକୁ ନେଇ ଭାଜପା ପୂର୍ବରୁ ରାଜ୍ୟର…
୪ ମାସର ପୁଅକୁ ବିକି ଆତ୍ମହତ୍ୟା
ମାଲକାନଗିରି,୯ା୧ (ସ୍ବ.ପ୍ର./ଡି.ଏନ୍.ଏ.): ମୂଲମଜୁରି ମିଳୁ ନ ଥିଲା। ତେଣୁ ୫ ସନ୍ତାନ ସହ ପରିବାରର ୭ଜଣଙ୍କ ପେଟ ପାଇଁ ଦାନା ଯୋଗାଡ଼ କଷ୍ଟକର ହେଉଥିଲା। ମୁଣ୍ଡ ଗୁଞ୍ଜିବାକୁ ଘରଟିଏ ନ ଥିବାବେଳେ ପିଲାଙ୍କ ପ୍ରତିପୋଷଣ ଚିନ୍ତା ଅଥୟ କରିଦେଉଥିଲା। ଶେଷରେ ଅର୍ଥାଭାବର…
ମାଟି ମା’ଠାରୁ ଦୂରରେ ରହିଲେ ବି ପ୍ରବାସୀଙ୍କ ମନରେ ରହିଛି ଭାରତ ପ୍ରତି ଶ୍ରଦ୍ଧା-ସମ୍ମାନ: ମୋଦି
ନୂଆଦିଲ୍ଲୀ,୯।୧: ପ୍ରବାସୀ ଭାରତୀୟମାନେ ମାଟି ମା’ଠାରୁ ଦୂରରେ ରହିଥିଲେ ବି ସେମାନଙ୍କ ମନରେ ଦେଶ ପ୍ରତି ଶ୍ରଦ୍ଧା ଏବଂ ସମ୍ମାନ ରହିଛି। କରୋନା ମହାମାରୀ ସଙ୍କଟ ସମୟରେ ଭାରତୀୟମାନେ ପ୍ରଶଂସାଯୋଗ୍ୟ କାମ କରିଛନ୍ତି। ସେମାନେ ପାଖପଡ଼ୋଶୀଙ୍କୁ ସହାୟତା କରିବା ସହିତ ମହାନ୍…
କୁକୁରର ହେଲା ବାହାଘର: ଭୋଜି ଖାଇ ନାଚିଲେ ଲୋକେ
ଭୋପାଳ,୯।୧: ମଣିଷଙ୍କର ବିବାହ ହୋଇଥାଏ। ତେବେ କେତେକ ଅଞ୍ଚଳରେ ଲୋକେ ବିଭିନ୍ନ ପରମ୍ପରା ଅନ୍ତର୍ଗତ କିଛି ପ୍ରାଣୀଙ୍କ ବିବାହ ମଧ୍ୟ କରାଇଥାନ୍ତି। ମଧ୍ୟପ୍ରଦେଶର ନିଓ୍ବାଡ଼ି ଜିଲାର ପୁଛିକରଗୁଓ୍ବା ଗାଁରେ ହୋଇଥିବା କୁକୁର ବାହାଘର ଏବେ ସୋସିଆଲ୍ ମିଡ଼ିଆରେ ଚର୍ଚ୍ଚାର କେନ୍ଦ୍ର ପାଲଟିଛି।…
କଂଗ୍ରେସ ନେତା ମାଧବ ସିଂ ସୋଲାଙ୍କିଙ୍କ ପରଲୋକ
ଅହମଦାବାଦ,୯।୧: ବରିଷ୍ଠ କଂଗ୍ରେସ ନେତା ମାଧବ ସିଂ ସୋଲାଙ୍କିଙ୍କର ଶନିବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୪ ବର୍ଷ ବୟସ ହୋଇଥିଲା। ଦୀର୍ଘଦିନ ଧରି ସେ ବାର୍ଦ୍ଧକ୍ୟ ଜନିତ ସମସ୍ୟାରେ ପୀଡ଼ିତ ଥିଲେ। ଗାନ୍ଧୀନଗର ସ୍ଥିତ ବାସଭବନରେ ସେ ଶେଷନିଶ୍ୱାସ…
ସରକାରୀ ହସ୍ପିଟାଲରେ ଅଗ୍ନିକାଣ୍ଡ: ୧୦ ନବଜାତ ଶିଶୁ ମୃତ
ଭଣ୍ଡାରା,୯।୧: ମହାରାଷ୍ଟ୍ରର ଭଣ୍ଡାରା ଜିଲାରେ ଥିବା ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଅଗ୍ନିକାଣ୍ଡ ଯୋଗୁ ୧୦ ନବଜାତ ଶିଶୁଙ୍କ ମୃତ୍ୟୁ ଘଟିଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ନବଜାତ କେୟାର ୟୁନିଟ୍ରେ ଶୁକ୍ରବାର-ଶନିବାର ରାତ୍ର ୨ଟାରେ…
ପୂର୍ବତନ ସେନା ଅଧିକାରୀ ଗିରଫ
ମିରଟ୍, ୯ା୧: ପାକିସ୍ତାନ ପାଇଁ ଗୁପ୍ତଚରଗିରି କରୁଥିବା ଭାରତୀୟ ସେନାର ଜଣେ ଅବସରପ୍ରାପ୍ତ ଅଧିକାରୀ ସୌରଭ ଶର୍ମାଙ୍କୁ ଉତ୍ତରପ୍ରଦେଶର ହାପୁଡ ଜିଲାରୁ ଗିରଫ କରାଯାଇଛି। ପାକିସ୍ତାନର ଗୁପ୍ତଚର ଏଜେନ୍ସି ଆଇଏସଆଇକୁ ଦେଶର ଆଭ୍ୟନ୍ତରୀଣ କାର୍ଯ୍ୟକଳାପ ସହ ଜଡିତ ସୂଚନା ସେ ଲିକ୍…
Archives


