Home

ପୁଣି କରୋନା ଆତଙ୍କ: ସ୍କୁଲ ହଷ୍ଟେଲର ୧୯୦ ଛାତ୍ର ଆକ୍ରାନ୍ତ

ମୁମ୍ବାଇ,୨୫।୨: ଦେଶର କରୋନା ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ମହାରାଷ୍ଟ୍ର, କେରଳ, ପଞ୍ଜାବ, ମଧ୍ୟପ୍ରଦେଶ, ଛତିଶଗଡ଼ ଆଦି ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ କେନ୍ଦ୍ର ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ମହାରାଷ୍ଟ୍ରର ଓ୍ବାଶିମ୍‌ ଜିଲାର ରେସୋଡ ତହସିଲ୍‌ର…

ସଙ୍ଗୀତଜ୍ଞ ଶାର୍ଦ୍ଦୂଳ ସିକନ୍ଦରଙ୍କ ପରଲୋକ

ନୂଆଦିଲ୍ଲୀ, ୨୫ା୨: ପ୍ରସିଦ୍ଧ ପଞ୍ଜାବୀ ସଙ୍ଗୀତଜ୍ଞ ଶାର୍ଦ୍ଦୂଳ ସିକନ୍ଦରଙ୍କ ବୁଧବାର ପରଲୋକ ଘଟିଛି। ତାଙ୍କୁ ୬୦ ବର୍ଷ ବୟସ ହୋଇଥିଲା। କୋଭିଡ୍‌-୧୯ରେ ସଂକ୍ରମିତ ହୋଇ ସେ ମୋହାଲିର ଏକ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ତାଙ୍କ ମୃତ୍ୟୁରେ ସଙ୍ଗୀତ ଦୁନିଆରେ ଶୋକର ଛାୟା…

ଜବାବ ଅପେକ୍ଷାରେ ତୋମାର

ନୂଆଦିଲ୍ଲୀ, ୨୫।୨(ପି.ଟି.): ନୂଆ କୃଷି ଆଇନ ବିରୋଧରେ ଆନ୍ଦୋଳନ ଚଳାଇଥିବା ଚାଷୀମାନଙ୍କ ସହ ଆଲୋଚନା ପୁନର୍ବାର ଆରମ୍ଭ କରିବା ଲାଗି ସରକାର ପ୍ରସ୍ତୁତ ଅଛନ୍ତି। ତେବେ ସରକାର ଦେଇଥିବା ପ୍ରସ୍ତାବ ଉପରେ ସେମାନଙ୍କଠାରୁ ଜବାବ ମିଳିବା ଆବଶ୍ୟକ ବୋଲି କେନ୍ଦ୍ର କୃଷିମନ୍ତ୍ରୀ…

ନିଜ ସମ୍ପତ୍ତି ବାପାଙ୍କ ପରିବାରକୁ ଦେଇପାରିବେ ହିନ୍ଦୁ ମହିଳା

ନୂଆଦିଲ୍ଲୀ, ୨୫।୨: ମହିଳାଙ୍କ ସମ୍ପତ୍ତି ମାମଲାରେ ସୁପ୍ରିମକୋର୍ଟ ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଜଣେ ହିନ୍ଦୁ ମହିଳାଙ୍କ ବାପଘର ପରିବାର ସଦସ୍ୟଙ୍କୁ ତାଙ୍କ ସମ୍ପତ୍ତିର ଉତ୍ତରାଧିକାରୀ ଭାବେ ବିବେଚନା କରାଯାଇପାରିବ। ସେମାନଙ୍କୁ ବାହାର ଲୋକ ଭାବେ ଦେଖାଯାଇପାରିବ ନାହିଁ ବୋଲି…

‘ମୋଦିଙ୍କ ପାଇଁ ଖରାପ ସମୟ ଆସୁଛି’

କୋଲକାତା, ୨୫।୨ : ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କଠାରୁ ଖରାପ ସମୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଅପେକ୍ଷା କରିଛି ବୋଲି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର କହିଛନ୍ତି। ତାଙ୍କ ପୁତୁରା ତଥା ଟିଏମ୍‌ସି ଏମ୍‌ପି ଅଭିଷେକ ବାନାର୍ଜୀଙ୍କ…

ଆତ୍ମହତ୍ୟା ରୋକିବାକୁ ମନ୍ତ୍ରଣାଳୟ

ଟୋକିଓ, ୨୫ା୨: କୋଭିଡ୍‌-୧୯ ମହାମାରୀ ସମୟରେ ଜାପାନରେ ଆତ୍ମହତ୍ୟା ରୋକିବାକୁ ସେଠାକାର ସରକାର କ୍ୟାବିନେଟରେ ନୂଆ ମନ୍ତ୍ରଣାଳୟ ଯୋଗ କରିଛନ୍ତି। ପ୍ରଧାନମନ୍ତ୍ରୀ ୟୋଶୀହିଦେ ସୁଗା ଏହି ମନ୍ତ୍ରଣାଳୟ ପାଇଁ ତେତ୍‌ସୁଶି ସାକାମୋଟୋଙ୍କୁ ମନ୍ତ୍ରୀ (ମିନିଷ୍ଟର ଫର୍‌ ଲୋନ୍‌ଲିନେସ୍‌) ଭାବେ ନିଯୁକ୍ତ କରିଛନ୍ତି।…

ମାଫିଆ କୁଇନ୍‌ ଆଲିୟା

ନୂଆଦିଲ୍ଲୀ, ୨୫ା୨: ନିର୍ଦ୍ଦେଶକ ସଞ୍ଜୟଲୀଲା ଭଁସାଲିଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ଗଙ୍ଗୁବାଈ କାଠିଆଓ୍ବାଡି’ର ଟ୍ରେଲର ରିଲିଜ ହୋଇଛି। ଫିଲ୍ମଟି କେତେ ଦମ୍‌ଦାର ହୋଇଥିବା ତାହାର ଝଲକ ଟିଜରରେ ଦେଖିବାକୁ ମିଳିଛି। ଆଲିୟା ଭଟ୍ଟ ସମ୍ପୂର୍ଣ୍ଣ ଅଲଗା ଅବତାରରେ ଏଥିରେ ନଜର ଆସିଛନ୍ତି।…

ନେପାଳରୁ ଚୋରାରେ ଆସୁଛି ତେଲ

ନୂଆଦିଲ୍ଲୀ,୨୫ା୨: ଭାରତରେ ତେଲ ଦରରେ ନିଆଁ ଲାଗିଛି। ଦେଶର କେତେକ ଭାଗରେ ପେଟ୍ରୋଲ ଲିଟର ପିଛା ୧୦୦ରୁ ଅଧିକ ଟଙ୍କାରେ ବିକ୍ରି ହେଉଛି। ପେଟ୍ରୋଲ ପ୍ରଥମ ଥର ପାଇଁ ତିନି ଅଙ୍କ ଛୁଇଁଥିବାବେଳେ ଡିଜେଲ ମଧ୍ୟ ଚଢ଼ା ଦାମରେ ବିକ୍ରି ହେଉଛି।…

୭ ଟଙ୍କାରେ ୩୫ କିଲୋମିଟର ଗଡୁଛି ଏହି ବାଇକ୍‌, ବୁଦ୍ଧିକୁ ଲୋକେ କରୁଛନ୍ତି ପ୍ରଶଂସା

ପ୍ରତିଦିନ ପେଟ୍ରୋଲ ଦର ହୁ ହୁ ହୋଇ ବଢ଼ିଚାଲିଛି। ଏଥିରୁ ରକ୍ଷା ପାଇବା ପାଇଁ ମଧ୍ୟପ୍ରଦେଶ ବୈତୁଲର ଜଣେ ବ୍ୟକ୍ତି ଏହାର ଏକ ବିକଳ୍ପ ବାହାର କରିଛନ୍ତି। ଉଷାକାନ୍ତ ନାମକ ଜଣେ ଇଞ୍ଜିନିୟର ନିଜର ପୁରୁଣା ବାଇକ୍‌କୁ ଇଲେକ୍ଟ୍ରିକ୍‌ ବାଇକ୍‌କୁ ପରିବର୍ତ୍ତନ…

ଓଡ଼ିଶା ପର୍ଯ୍ୟଟନକୁ ରୌପ୍ୟ ପୁରସ୍କାର

ଭୁବନେଶ୍ୱର, ୨୫।୨ (ବ୍ୟୁରୋ)”ଦିଲ୍ଲୀରେ ଆୟୋଜିତ ଭାରତୀୟ ଦାୟିତ୍ୱପୂର୍ଣ୍ଣ ପର୍ଯ୍ୟଟନ ପୁରସ୍କାରର ଷଷ୍ଠ ସଂସ୍କରଣରେ ଓଡିଶା ପର୍ଯ୍ୟଟନକୁ ‘ଶ୍ରେଷ୍ଠ ଭବିଷ୍ୟତ ଅଗ୍ରଗାମୀ ରାଜ୍ୟ’ ଭାବେ ରୌପ୍ୟ ପୁରସ୍କାର ମିଳିଛି। ଏହି ବିଭାଗରେ କେରଳ ସ୍ବର୍ଣ୍ଣ ପୁରସ୍କାର ଜିତିଛି। ଏହି ପୁରସ୍କାର ଲଣ୍ଡନରେ ଆୟୋଜିତ…

ମାର୍ଚ୍ଚରେ କଲବଲ କରିବ ତାତି

ଭୁବନେଶ୍ୱର,୨୫ା୨(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହୋଇଛି। ପାରଦ ଉପରମୁହଁା ହୋଇଛି। ଦେହମୁଣ୍ଡ ପୋଡ଼ି ଜାଳି ପକାଉଛି। ଆସନ୍ତା ୨୮ ତାରିଖ ଯାଏ ପାଗରେ କୌଣସି ପରିବର୍ତ୍ତନ ହେବନାହିଁ। ଦିନର ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀକୁ ଛୁଇଁବ। ରାତିର ତାପମାତ୍ରା…

ଆକର୍ଷଣ ସାଜିଛି ହାତ ତିଆରି ସାମଗ୍ରୀ

ଭୁବନେଶ୍ୱର, ୨୫।୨ (ବ୍ୟୁରୋ) :ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଅଧୀନ ହସ୍ତ ଓ କୁଟୀରଶିଳ୍ପ ନିର୍ଦ୍ଦେଶାଳୟ ପକ୍ଷରୁ ୟୁନିଟ୍‌-୩ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀ ଆରମ୍ଭ ହୋଇଛି। ବୁଧବାର ବିଭାଗୀୟ ମନ୍ତ୍ରୀ ପଦ୍ମିନୀ ଦିଆନ ଏହାକୁ ଉଦ୍‌ଘାଟନ କରିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri