୯୩ ବର୍ଷ ଭିତରେ ଯାହା ଘଟି ନ ଥିଲା, ତାହା କରିଦେଖାଇଲେ ଯଶସ୍ବୀ ଜୟସ୍ବାଲ: ରଚିଲେ ଇତିହାସ
ଲିଡ୍ସ,୨୧।୬: ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟରେ ଯଶସ୍ବୀ ଜୟସ୍ବାଲ ଏକ ଚମତ୍କାର ଶତକ ମାରିଛନ୍ତି। ଜୟସ୍ବାଲ ଶତକ ମାରିବା ମାତ୍ରେ ଇତିହାସ ପୃଷ୍ଠାରେ ନିଜ ନାମ ସାମିଲ କରିଛନ୍ତି। ଜୟସ୍ବାଲ ଏପରି ଏକ କୃତିତ୍ୱ କରିଛନ୍ତି, ଯାହା ଅନ୍ୟ କୌଣସି ଭାରତୀୟ…
ଅଧିନାୟକ ଭାବେ ପ୍ରଥମ ମ୍ୟାଚ୍ରେ ବଡ଼ କାରନାମା କରିଦେଲେ ଶୁବମନ ଗିଲ
ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ବିପକ୍ଷ ସିରିଜର ପ୍ରଥମ ମ୍ୟାଚ୍ରେ ଶୁବମନ ଗିଲ ଶତକ ହାସଲ କରିଛନ୍ତି। ଅଧିନାୟକ ଭାବରେ ଏହା ତାଙ୍କର ପ୍ରଥମ ଟେଷ୍ଟ ଇନିଂସ ଥିଲା। ଏଥିରେ ସେ ଶତକ ହାସଲ କରି ଇତିହାସ ସୃଷ୍ଟି କରିଛନ୍ତି। ଅଧିନାୟକ ଭାବରେ ତାଙ୍କର…
‘ଯୋଗ ଦ୍ୱାରା ମାନସିକ-ଶାରୀରିକ ବିକାଶ ହୋଇଥାଏ’
କେସିଙ୍ଗା,୨୧ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦ ଦ୍ୱାରା ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ନେତୃତ୍ୱରେ ସ୍ଥାନୀୟ ବିଜୁ ପଟ୍ଟନାୟକ ଖେଳ ଭବନଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ଶନିବାର ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ସକାଳ ୬ାରେ ନାମ ପଞ୍ଜୀକୃତ…
ଘରୁ ରାତିରେ ସୁନା ଅଳଙ୍କାର ଚୋରି କରି ଖସି ଯାଇଥିଲେ ୨ ନାବାଳକ, ସକାଳୁ ପୋଲିସ ଜିମା ଦେଲେ ଗ୍ରାମବାସୀ
ଧର୍ମଶାଳା,୨୧ା୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ନରସିଂହପୁର ଗ୍ରାମରୁ ଶୁକ୍ରବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ଘରେ ପଶି ଚୋରି କରି ନେଇ ଚାଲି ଯାଇଥିବା ପରେ ଭୋର୍ ସମୟରେ ସ୍ଥାନୀୟ ଅଞ୍ଚଳରୁ ଚୋରି କରିଥିବା ଦୁଇ…
ରାଗିଗଲେ ସୋନିଆ: ଇରାନ-ଇସ୍ରାଏଲ ଯୁଦ୍ଧକୁ ନେଇ ମୋଦି ସରକାର ଉପରେ ଉଠାଇଲେ ପ୍ରଶ୍ନ
ନୂଆଦିଲ୍ଲୀ,୨୧।୬: ପୂର୍ବତନ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ବିଷୟରେ ଇଂରାଜୀ ଖବରକାଗଜରେ ଏକ ସ୍ତମ୍ଭ ଲେଖିଛନ୍ତି। ଏଥିରେ ସେ କହିଛନ୍ତି, ଇରାନ ଭାରତର ପୁରୁଣା ବନ୍ଧୁ ଏବଂ ଗଭୀର ସମ୍ପର୍କ ଦ୍ୱାରା ଆମ…
ଯାତ୍ରାପାର୍ଟି ମାଲିକଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ଅଭିନେତା କାହ୍ନା, କହିଲେ ମାଲିକ ଏବେ କଳାକାରଙ୍କୁ…
ଭୁବନେଶ୍ୱର,୨୧ା୬: ଥମୁନି ଯାତ୍ରାପାର୍ଟି ମାଲିକଙ୍କ ନାଁରେ ବିବାଦ। ଏବେ ସିଂହବାହିନୀ ମାଲିକଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଛନ୍ତି ଯାତ୍ରା କଳାକାର ତଥା ଭିଲିଆନ୍ କାହ୍ନା। ସେ କହିଛନ୍ତି, ସିଂହବାହିନୀ ଯାତ୍ରାପାର୍ଟି ମାଲିକ ସଞ୍ଜୀବ ପାଢ଼ୀ ମୋତେ ଜୀବନରୁ ମାରି ଦେଇଥାନ୍ତେ। ଷଡ଼ଯନ୍ତ୍ର…
ଲକ୍ଷେ ଟଙ୍କିଆ ସ୍କୁଟି ପାଇଁ ୧୪ ଲକ୍ଷ ଟଙ୍କା ଖର୍ଚ୍ଚ କଲେ ଏହି ବ୍ୟକ୍ତି: ଜାଣନ୍ତୁ କାହିଁକି
ଲୋକମାନେ ନିଜର ସଉକ ପୂରଣ କରିବା ପାଇଁ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରିବାକୁ ପ୍ରସ୍ତୁତ। ହିମାଚଳ ପ୍ରଦେଶର ଜଣେ ବ୍ୟକ୍ତି ତାଙ୍କର ୧ ଲକ୍ଷ ଟଙ୍କାର ସ୍କୁଟି ପାଇଁ ସମ୍ପୂର୍ଣ୍ଣ ୧୪ ଲକ୍ଷ ଟଙ୍କା ଖର୍ଚ୍ଚ କରିଛନ୍ତି। ସେ ସ୍କୁଟିର…
ଫାଟିଲା ଲକ୍ଷ୍ମୀବରାହ ଜୀଉ ମନ୍ଦିର ଦଧିନଉତି: ଶ୍ରଦ୍ଧାଳୁ କହିଲେ…
ଆଳି,୨୧ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଅଞ୍ଚଳର ଆରାଧ୍ୟ ଠାକୁର ଶ୍ରୀ ଶ୍ରୀଲକ୍ଷ୍ମୀବରାହ ଜୀଉ ମନ୍ଦିରରେ ବିଭିନ୍ନ ସମସ୍ୟା ଲାଗି ରହିଛି। ସମାଧାନ ଦିଗରେ ମନ୍ଦିର ଟ୍ରଷ୍ଟ ନା ପ୍ରଶାସନିକ କଳ କେହି ଚେଷ୍ଟା କରୁନାହାନ୍ତି। ମନ୍ଦିରକୁ ଅଣଦେଖା କରାଯାଉଥିବାବେଳେ ଉନ୍ନତି…
ଶତକ ସତ୍ତ୍ୱେ ବଡ଼ ଭୁଲ୍ କରିଦେଲେ ଗିଲ୍: ଏବେ ଦେବାକୁ ପଡ଼ିବ ଜରିମାନା
ଲିଡ୍ସ,୨୧।୬: ଇଂଲଣ୍ଡ ବିପକ୍ଷ ପାଞ୍ଚଟିକିଆ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚରେ ଭାରତୀୟ ଦଳ ଭଲ ଆରମ୍ଭ କରିଛି। ମ୍ୟାଚର ପ୍ରଥମ ଦିନରେ ଅଧିନାୟକ ଶୁବମନ ଗିଲ ଏବଂ ଯଶସ୍ବୀ ଜୟସ୍ବାଲ ଚମତ୍କାର ଶତକ ହାସଲ କରି ଦଳର ସ୍କୋରକୁ ୩୦୦ ଅତିକ୍ରମ…
ଖାରିଗୁଡାଠାରୁ କାଟିଙ୍ଗିଆ ରାସ୍ତା ପାଲଟିଛି ମରଣଯନ୍ତା: ଯାତାୟାତ ବାଧାପ୍ରାପ୍ତ
ଦାରିଙ୍ଗବାଡି, ୨୧।୬ (ଅରୁଣ ସାହୁ): ଦୁର୍ଗମ ଅଞ୍ଚଳରେ ଲୋକଙ୍କ ଯାତାୟାତରେ ସୁବିଧା ସହ ଯୋଗାଯୋଗର ସୁବିଧା ହେଲେ ଅଞ୍ଚଳର ବିକାଶ ହୋଇପାରିବ। ଏହି ଉଦ୍ଦେଶ୍ୟରେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ମାଧ୍ୟମରେ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ…
ଯୋଗ ହେଉଛି ଆମ କର୍ମ, ଆମ ଜୀବନର ପ୍ରମୁଖ ଅଙ୍ଗ
ଗୋପାଳପୁର,୨୧ା୬(ନବୀନ ରାଜ ଆଚାରୀ): ଶନିବାର ଗୋପାଳପୁର ନିର୍ବାଚନୀ ମଣ୍ଡଳୀ ଅଧିନସ୍ଥ କନିସି ହାଟ ବାଲାଜୀ ବିଦ୍ୟାପୀଠ ଖେଳପଡ଼ିଆଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଆୟୋଜିତ କାର୍ଯ୍ୟକ୍ରମରେ ସ୍ଥାନୀୟ ବିଧାୟକ ତଥା ରାଜ୍ୟ ଖଣି ଇସ୍ପାତ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ…
ପାକିସ୍ତାନକୁ ଚେତାବନୀ ଦେଲା ଇରାନ: କହିଲା, ଏମିତି କଲେ ପରିଣାମ ଭୋଗିବ
ତେହେରାନ,୨୧।୬: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇରାନ ପରୋକ୍ଷରେ ପାକିସ୍ତାନକୁ ଚେତାବନୀ ଦେଇଛି। ନୂଆଦିଲ୍ଲୀରେ ଥିବା ଇରାନ ଦୂତାବାସର ଡେପୁଟି ମିଶନ ମୁଖ୍ୟ ଜାଭେଦ ହୁସେନି କହିଛନ୍ତି, ଯଦି କୌଣସି ତୃତୀୟ ପକ୍ଷ ଏହି ସଂଘର୍ଷରେ ସାମିଲ…
Archives


