Home

ସରକାରଙ୍କ ବଡ଼ ପଦକ୍ଷେପ: ଏଣିକି ଇ-ଲଟେରିରେ ମିଳିବ ବାଲି, ପଥର ଖଣି

ଭୁବନେଶ୍ୱର,୩।୨(ସୁନିତ୍‌ ମିଶ୍ର):ରାଜ୍ୟରେ ବାଲି, ଗୋଡି, ମୋରମ ଓ ପଥର ଭଳି ଲଘୁ ଖଣିଜ ସମ୍ପଦର ଚୋରାଚାଲାଣ ରୋକିବା ଦିଗରେ ରାଜ୍ୟ ସରକାର ନୂଆ ବାଟ ତିଆରି କରିଛନ୍ତି। ଏହି ସମସ୍ତ ଖଣିଜ ସମ୍ପଦ ଉପରେ ଦୀର୍ଘବର୍ଷ ଧରି ରହିଥିବା ଏକଚାଟିଆ କୃତ୍ରିମ…

ଲିଙ୍ଗ ପରିବର୍ତ୍ତନ କରି ପୁଅରୁ ଝିଅ ହେଲେ, ସମୀର ନାୟକରୁ ଏବେ ସମୀରା ମାଡାମ

ଖଲ୍ଲିକୋଟ,୩।୨ (ପ୍ରଶାନ୍ତ କୁମାର ମିଶ୍ର): ପୁଅ ଥିଲେ ଝିଅ ହୋଇଗଲେ। ସମୀର ନାୟକରୁ ବନିଗଲେ ସମୀରା ମାଡାମ । ଓଡିଶାର ପ୍ରଥମ ଟ୍ରାନ୍ସ ଓମେନ ଆର୍ଟିଷ୍ଟ ହେଲେ ସମୀରା ନାୟକ । ସମୀର ପୁଅ ଟିଏ ହୋଇ ଜନ୍ମ ହୋଇଥିଲେ ସତ…

୨ ଦିନରେ ୧୭୭ ଆତଙ୍କବାଦୀ ନିହତ

ଇସ୍‌ଲାମାବାଦ,୩ା୨: ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶରେ ବେଲୋଚ ଆତଙ୍କବାଦୀ ଏବଂ ପାକିସ୍ତାନ ସେନା ମଧ୍ୟରେ ଲାଗି ରହିଥିବା ସଂଘର୍ଷ ଏବେ ମଧ୍ୟ କିଛି ଇଲାକାରେ ଜାରି ରହିଛି। ଇତିମଧ୍ୟରେ ପାକ୍‌ ସେନା ଗୁଳିରେ ଆଉ ୨୨ ବେଲୋଚ ଆତଙ୍କବାଦୀ ନିହତ ହୋଇଛନ୍ତି। ବର୍ତ୍ତମାନ…

୨୮ ଏନ୍‌ଏସି, ୭ ପୌର ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ: ୧୮ ଜିଲାପାଳଙ୍କୁ ପୌର ପ୍ରଶାସନର ନିର୍ଦ୍ଦେଶ

ଭୁବନେଶ୍ୱର,୩ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ନିକଟରେ ଘୋଷଣା ହୋଇଥିବା ନୂଆ ୨୮ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍‌ଏସି) ଏବଂ ୭ ପୌରପାଳିକା(ମ୍ୟୁନିସିପାଲିଟି)ର ନିର୍ବାଚନ ଲାଗି ସରକାରଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏସଂକ୍ରାନ୍ତରେ ରାଜ୍ୟ ପୌର ପ୍ରଶାସନ ନିର୍ଦ୍ଦେଶକ ଅରିନ୍ଦମ ଡାକୁଆ ୧୮…

ତେଲ ଟ୍ୟାଙ୍କର ନେଲା ମହିଳାଙ୍କ ଜୀବନ: ରାସ୍ତାରୋକ, ସ୍କର୍ପିଓ ଭଙ୍ଗାରୁଜା

ବରଗଡ଼,୩।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ -ଭଟଲି ରାସ୍ତାର ବରଡୋଲ ନିକଟରେ ସୋମବାର ସନ୍ଧ୍ୟାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏକ ତେଲ ବୋଝେଇ ଟ୍ୟାଙ୍କର ବିପରୀତ ଦିଗରୁ ଆସୁଥିବା ବାଇକକୁ ଧକ୍କା ଦେବା ଯୋଗୁଁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତକ…

ମଦ୍ୟପ ଯାତ୍ରୀଙ୍କ ଉନ୍ମତ୍ତ କାଣ୍ଡ, ବିମାନରେ ପୋଷାକ ଖୋଲି….

ନୂଆଦିଲ୍ଲୀ,୨।୨: ଜଣେ ଯାତ୍ରୀ ବିମାନରେ ହଙ୍ଗାମା କରୁଥିବାର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ମିଡିଆ ରିପୋର୍ଟ ଅନୁଯାୟୀ, ଏହି ଘଟଣା ଜାନୁଆରୀ ୨୯ ତାରିଖରେ ଘଟିଥିଲା, ଯେତେବେଳେ ଭିଏତନାମର ନହା ଟ୍ରାଙ୍ଗରୁ ବ୍ୟାଙ୍କକ ଯାଉଥିବା…

ଯଦି ପାକିସ୍ତାନ ଫାଇନାଲକୁ ଯାଏ, ତେବେ ଭାରତ ସହ ଖେଳିବ ନା ନାହିଁ: ହୋଇଗଲା ବଡ଼ ନିଷ୍ପତ୍ତି

ଇସଲାମାବାଦ୍‌,୨।୨: ପାକିସ୍ତାନ ୨୦୨୬ ଟି-୨୦ ବିଶ୍ୱକପରେ ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ନ ଖେଳିବାକୁ ନିଷ୍ପତ୍ତି ନେଇଛି। ପାକିସ୍ତାନ ସରକାର ଘୋଷଣା କରିଛନ୍ତି ଯେ, ତାଙ୍କ ଦଳ ଫେବୃଆରୀ ୧୫ରେ ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷରେ ଖେଳିବ ନାହିଁ। ସେମାନେ ମ୍ୟାଚ…

ଇତିହାସ ରଚିଲେ ଜୋସ୍ ବଟଲର୍, ଇଂଲଣ୍ଡ ପାଇଁ ଏପରି ସଫଳତା ହାସଲ…

ନୂଆଦିଲ୍ଲୀ,୨।୨: ଟି-୨୦ ବିଶ୍ୱକପ୍ ପୂର୍ବରୁ ଇଂଲଣ୍ଡ ଏବଂ ଶ୍ରୀଲଙ୍କା ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍ ଖେଳାଯାଉଛି । ସିରିଜର ଦ୍ୱିତୀୟ ମ୍ୟାଚ୍ ଫେବୃଆରୀ ୧ ତାରିଖରେ ପାଲେକେଲେ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଖେଳାଯାଇଥିଲା, ଯେଉଁଠାରେ ଇଂଲଣ୍ଡ ଡିଏଲଏସ୍ ନିୟମ ଅନୁଯାୟୀ…

ବାଂଲାଦେଶକୁ ଜୋରଦାର ଝଟ୍‌କା ଦେଲା ଭାରତ: ଶେଷରେ ପଶ୍ଚାତାପ କରିବା ଛଡା…

ନୂଆଦିଲ୍ଲୀ,୨।୨: ଏଥର କେନ୍ଦ୍ର ବଜେଟ ୨୦୨୬-୨୭ରେ ଭାରତର ବୈଦେଶିକ ସହାୟତା ନୀତି ବିଷୟରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହେଉଛି। ବାଂଲାଦେଶକୁ ଆବଣ୍ଟିତ ସହାୟତାରେ ଉଲ୍ଲେଖନୀୟ ହ୍ରାସ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ବଜେଟ ବାଂଲାଦେଶକୁ କେବଳ ୬୦ କୋଟି ଯୋଗାଇବାକୁ ନିଷ୍ପତ୍ତି ନେଇଛି,…

ଗୁମର ଖୋଲିଲେ ଶାହିଦ ଆଫ୍ରିଦି: କହୁ କହୁ କହିଦେଲେ ପାକିସ୍ତାନ ନ ଖେଳିବା…

ଇସଲାମାବାଦ୍‌,୨।୨: ୨୦୨୬ ଟି୨୦ ବିଶ୍ୱକପରେ ଭାରତ ବିପକ୍ଷରେ ନ ଖେଳିବା ପାଇଁ ପାକିସ୍ତାନର ନିଷ୍ପତ୍ତି ଉପରେ ଅନେକ ପ୍ରମୁଖ ବ୍ୟକ୍ତି ପ୍ରତିକ୍ରିୟା ଦେଉଛନ୍ତି। ପୂର୍ବତନ ପାକିସ୍ତାନୀ ଅଲରାଉଣ୍ଡର ଶାହିଦ ଆଫ୍ରିଦି ମଧ୍ୟ ତାଙ୍କର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଆଫ୍ରିଦି ଅନ୍ତର୍ଜାତୀୟ କ୍ରିକେଟ…

ଫେବୃଆରୀ ୨ରେ ନୁହଁ, ଏହି ତାରିଖରେ ସାତଫେରା ନେବେ ରଶ୍ମିକା-ବିଜୟ

ମୁମ୍ବାଇ,୨।୨: ଗ୍ଲାମର ଦୁନିଆର ଫେମସ କପଲ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡା ସେମାନଙ୍କ ବିବାହ ଖବରକୁ ନେଇ ବେଶ ଚର୍ଚ୍ଚାରେ ରହିଛନ୍ତି । ନୂଆ ନୂଆ ତାରିଖକୁ ନେଇ ସସପେନ୍ସ ଜାରି ରହିଛି । ସେମାନେ ଦୁହେଁ ସେମାନଙ୍କ ଜୀବନର…

ଟି-୨୦ ବିଶ୍ୱକପ୍‌ ପୂର୍ବରୁ ବଡ଼ ଭବିଷ୍ୟବାଣୀ କଲେ ରିକି ପଣ୍ଟିଂ: ଅଷ୍ଟ୍ରେଲିଆ ନୁହେଁ, ଏହି ଦଳ ହେବ ଚାମ୍ପିୟନ୍‌

ସିଡନୀ,୨।୨:ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ଏବଂ କିମ୍ବଦନ୍ତୀ କ୍ରିକେଟ ବିଶେଷଜ୍ଞ ରିକି ପଣ୍ଟିଂ ICC ପୁରୁଷ T20 ବିଶ୍ୱକପ 2026 ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରିଛନ୍ତି। ପଣ୍ଟିଂ ଏହି ବିଶ୍ୱକପରେ କେଉଁ ଦଳ ସମ୍ଭାବ୍ୟ ବିଜେତା ତାହା ପ୍ରକାଶ କରିଛନ୍ତି। ICC…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?